Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, February 17, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଏପ୍ରିଲ ୨୨ରେ କେଦାରନାଥ ଏବଂ ୨୩ରେ ...

  • ରାସାୟନିକ କାରଖାନାରେ ଅଗ୍ନିକାଣ୍ଡ: ୮ ...

  • ପାକିସ୍ତାନକୁ ୬୧ ରନରେ ହରାଇଲା ...

  • ୧୦ ମାସର ଝିଅ ସର୍ବକନିଷ୍ଠ ଅଙ୍ଗ ଦାତା

  • ମେଟ୍ରୋ ପିଲାର ଭାଙ୍ଗିଲା : ଜଣେ ମୃତ, ...

  • ବିଷ ସ୍ୱାଦ ଚାଖୁଥିଲେ ୫ ନାବାଳିକା , ୪ ମୃତ

  • ହେଲମେଟ କାରଖାନାରେ ବଡ଼ ଅଗ୍ନିକାଣ୍ଡ

  • ପ୍ରେମିକାଙ୍କୁ ଗୁଳିକରି ଜୀନ ହାରିଲେ ଯୁବକ

  • ରାହୁଲ ଗାନ୍ଧୀ ପ୍ରତିଦିନ ମିଛ କହିବାର ଏକ ...

  • ପ୍ରଧାନମନ୍ତ୍ରୀଙ୍କ ଆସାମ ଗସ୍ତ

Home ›› ››ବିଧାନସଭା ବଜେଟ ଅଧିବେଶନ ଆଜିଠାରୁ ଆରମ୍ଭ

ବିଧାନସଭା ବଜେଟ ଅଧିବେଶନ ଆଜିଠାରୁ ଆରମ୍ଭ

2026-02-17 03:48:11
15191
Share:
Facebook
Twitter
E-Mail
WhatsApp
Telegram
ବିଧାନସଭା ବଜେଟ ଅଧିବେଶନ ଆଜିଠାରୁ ଆରମ୍ଭ

ଭୁବନେଶ୍ବର: ବିଧାନସଭା ବଜେଟ ଅଧିବେଶନ ଆଜିଠାରୁ ଆରମ୍ଭ ହେଉଛି। ଆରମ୍ଭରୁ ବିଧାନସଭା ସରଗରମ ହେବ। ବିଭିନ୍ନ ପ୍ରସଙ୍ଗକୁ ନେଇ ବିରୋଧୀ ବିଜେଡି ଓ କଂଗ୍ରେସ ରାଜ୍ୟ ସରକାରଙ୍କୁ ଘେରିବାକୁ ରଣନୀତି ତିଆରି କରିଥିବାବେଳେ ଶାସକ ଦଳ ମଧ୍ୟ ବିରୋଧୀଙ୍କୁ ଜବାବ ଦେବାକୁ ସମସ୍ତ ଯୋଜନା ପ୍ରସ୍ତୁତ କରିଛନ୍ତି। ବିରୋଧୀଙ୍କ ଶାଣିତ ସ୍ବର ଓ ଶାସକ ଦଳ ବିରୋଧୀଙ୍କୁ ସମ୍ମୁଖୀନ ହେବା ନେଇ ଗୃହ କମ୍ପିବ। ଅଧିବେଶନ ସମୟରେ ରାଜ୍ୟସଭା ନିର୍ବାଚନ ଥିବାବେଳେ ଶାସକ ଓ ବିରୋଧୀ ମୁହାଁମୁହିଁ ହେବା ଆଶଙ୍କା ରହିଛି। ଗୃହକୁ ସୁରୁଖୁରୁରେ ଚଳାଇବା ପାଇଁ ବାଚସ୍ପତି ସୁରମା ପାଢ଼ୀ ସର୍ବଦଳୀୟ ବୈଠକରେ ଶାସକ ଏବଂ ବିରୋଧୀ ଦଳର ସହଯୋଗ ଲୋଡ଼ିଛନ୍ତି। ବିରୋଧୀ ଗୃହ କାର୍ଯ୍ୟ ଚଳାଇବାରେ କେତେଦୂର ସହଯୋଗ କରୁଛନ୍ତି ଏବଂ ବାଚସ୍ପତି ଶ୍ରୀମତୀ ପାଢ଼ୀ କିପରି ଗୃହକାର୍ଯ୍ୟ ପରିଚାଳନା କରୁଛନ୍ତି ତାହା ଉପରେ ସମସ୍ତଙ୍କ ନଜର ରହିଛି।

ତେବେ ଦୁଇଟି ପର୍ଯ୍ୟାୟରେ ଏହି ଅଧିବେଶନ ଚାଲିବ। ପ୍ରଥମ ପର୍ଯ୍ୟାୟ ଅଧିବେଶନ ଫେବୃଆରୀ ୧୭ରୁ ୨୪ ଯାଏ, ଦ୍ବିତୀୟ ପର୍ଯ୍ୟାୟ ଅଧିବେଶନ ମାର୍ଚ୍ଚ ୯ରୁ ଏପ୍ରିଲ ୮ପର୍ଯ୍ୟନ୍ତ ଚାଲିବ। ବଜେଟ ଅଧିବେଶନରେ ମୋଟ ୨୯ଟି କାର୍ଯ୍ୟ ଦିବସ ରହିଛି। ପ୍ରଥମ ଦିନ ରାଜ୍ୟପାଳ ଡ.ହରିବାବୁ କମ୍ଭମପାଟି ଗୃହରେ ଅଭିଭାଷଣ ରଖିବେ। ଫେବୃଆରୀ ୨୦ରେ ଆର୍ଥିକ ବର୍ଷ ୨୦୨୬-୨୭ଲାଗି ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ ଗୃହରେ ବଜେଟ ଉପସ୍ଥାପନ କରିବେ।
ରାଜ୍ୟପାଳଙ୍କ ଅଭିଭାଷଣ ପରେ ଗୃହରେ ଧନ୍ୟବାଦ ପ୍ରସ୍ତାବ ଆଗତ କରାଯିବ। ପରବର୍ତ୍ତୀ ଦୁଇଦିନ ଧନ୍ୟବାଦ ପ୍ରସ୍ତାବ ଉପରେ ଗୃହରେ ଆଲୋଚନା ହେବ। ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଫେବୃଆରୀ ୨୦ରେ ୨୦୨୬-୨୭ଆର୍ଥିକ ବର୍ଷ ପାଇଁ ବଜେଟ ଉପସ୍ଥାପନ କରିବେ।

କ୍ରମାଗତ ତୃତୀୟଥର ପାଇଁ ଶ୍ରୀ ମାଝୀ ବିଧାନସଭାରେ ବାର୍ଷିକ ବଜେଟ ଆଗତ କରିବେ। ବର୍ଷକୁ ବର୍ଷ ବଜେଟ ପରିମାଣ ବୃଦ୍ଧି ପାଉଥିବାରୁ ଆର୍ଥିକବର୍ଷ ୨୦୨୬-୨୭ ପାଇଁ ରାଜ୍ୟ ସରକାରଙ୍କ ବଜେଟ ଆକାର ୩ ଲକ୍ଷ ୨୫ ହଜାର କୋଟିରୁ ଊର୍ଦ୍ଧ୍ବ ଟଙ୍କା ହୋଇପାରେ। 

ଫେବୃଆରୀ ୨୩ ଏବଂ ୨୪ରେ ବଜେଟ ଉପରେ ସାଧାରଣ ଆଲୋଚନା ଥିବାବେଳେ ୨୫ ତାରିଖରୁ ମାର୍ଚ୍ଚ ୮ ପର୍ଯ୍ୟନ୍ତ ବିଧାନସଭା କାର୍ଯ୍ୟ ବନ୍ଦ ରହିବ। ମାର୍ଚ୍ଚ ୯ରୁ ବଜେଟ ଅଧିବେଶନର ଦ୍ବିତୀୟ ପର୍ଯ୍ୟାୟ ଆରମ୍ଭ ହୋଇ ଏପ୍ରିଲ ୮ପର୍ଯ୍ୟନ୍ତ ଚାଲିବ। ବିଭିନ୍ନ ବିଭାଗ ପାଇଁ ବଜେଟ ବ୍ୟୟବରାଦ ଉପରେ ବିସ୍ତୃତ ଆଲୋଚନା ହେବ। ପ୍ରଥମ ପର୍ଯ୍ୟାୟରେ ୭ଟି ଓ ଦ୍ବିତୀୟ ପର୍ଯ୍ୟାୟରେ ୨୨ଟି କାର୍ଯ୍ୟ ଦିବସ ରହିଛି। ମାର୍ଚ୍ଚ ୩୧ରେ ବ୍ୟୟ ମଞ୍ଜୁରୀ ବିଲ୍ ବିଧାନସଭାରେ ପାରିତ ହେବାର କାର୍ଯ୍ୟକ୍ରମ ରହିଛି।

Powered by Froala Editor

Tags Budget

Related articles Odisha News Lens 4.1

  • ରାହୁଲ ଗାନ୍ଧୀ ପ୍ରତିଦିନ ମିଛ କହିବାର ଏକ ନୂତନ ପରମ୍ପରା ଚଲାଉଛନ୍ତି: ଶାହ
    ଦେଶ-ଦେଶାନ୍ତର

    ରାହୁଲ ଗାନ୍ଧୀ ପ୍ରତିଦିନ ମିଛ କହିବାର ଏକ ନୂତନ ପରମ୍ପରା ଚଲାଉଛନ୍ତି: ଶାହ

    15795
    Feb 14, 2026
  • ୧୦ ମାସର ଝିଅ ସର୍ବକନିଷ୍ଠ ଅଙ୍ଗ ଦାତା
    ଦେଶ-ଦେଶାନ୍ତର

    ୧୦ ମାସର ଝିଅ ସର୍ବକନିଷ୍ଠ ଅଙ୍ଗ ଦାତା

    13620
    Feb 15, 2026
  • ରାସାୟନିକ କାରଖାନାରେ ଅଗ୍ନିକାଣ୍ଡ: ୮ ଶ୍ରମିକ ମୃତ
    ଦେଶ-ଦେଶାନ୍ତର

    ରାସାୟନିକ କାରଖାନାରେ ଅଗ୍ନିକାଣ୍ଡ: ୮ ଶ୍ରମିକ ମୃତ

    15370
    Feb 16, 2026
  • ପ୍ରେମିକାଙ୍କୁ ଗୁଳିକରି ଜୀନ ହାରିଲେ ଯୁବକ
    ଦେଶ-ଦେଶାନ୍ତର

    ପ୍ରେମିକାଙ୍କୁ ଗୁଳିକରି ଜୀନ ହାରିଲେ ଯୁବକ

    15269
    Feb 14, 2026
  • ପାକିସ୍ତାନକୁ ୬୧ ରନରେ ହରାଇଲା ସୂର୍ଯ୍ୟକୁମାର ଟିମ୍
    ଖେଳ ଖବର

    ପାକିସ୍ତାନକୁ ୬୧ ରନରେ ହରାଇଲା ସୂର୍ଯ୍ୟକୁମାର ଟିମ୍

    14433
    Feb 15, 2026
  • ହେଲମେଟ କାରଖାନାରେ ବଡ଼ ଅଗ୍ନିକାଣ୍ଡ
    ଦେଶ-ଦେଶାନ୍ତର

    ହେଲମେଟ କାରଖାନାରେ ବଡ଼ ଅଗ୍ନିକାଣ୍ଡ

    15735
    Feb 14, 2026
  • ମେଟ୍ରୋ ପିଲାର ଭାଙ୍ଗିଲା : ଜଣେ ମୃତ, ଦୁଇଜଣ ଆହତ
    ଦେଶ-ଦେଶାନ୍ତର

    ମେଟ୍ରୋ ପିଲାର ଭାଙ୍ଗିଲା : ଜଣେ ମୃତ, ଦୁଇଜଣ ଆହତ

    15382
    Feb 14, 2026
  • ବିଷ ସ୍ୱାଦ ଚାଖୁଥିଲେ ୫ ନାବାଳିକା , ୪ ମୃତ
    ଦେଶ-ଦେଶାନ୍ତର

    ବିଷ ସ୍ୱାଦ ଚାଖୁଥିଲେ ୫ ନାବାଳିକା , ୪ ମୃତ

    15833
    Feb 14, 2026
  • ପ୍ରଧାନମନ୍ତ୍ରୀଙ୍କ ଆସାମ ଗସ୍ତ
    ଦେଶ-ଦେଶାନ୍ତର

    ପ୍ରଧାନମନ୍ତ୍ରୀଙ୍କ ଆସାମ ଗସ୍ତ

    14255
    Feb 14, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ରାହୁଲ ଗାନ୍ଧୀ ପ୍ରତିଦିନ ମିଛ କହିବାର ଏକ ନୂତନ ପରମ୍ପରା ଚଲାଉଛନ୍ତି: ଶାହ

    15795
    Feb 14, 2026
  • ଦେଶ-ଦେଶାନ୍ତର

    ଏପ୍ରିଲ ୨୨ରେ କେଦାରନାଥ ଏବଂ ୨୩ରେ ଭକ୍ତଙ୍କ ପାଇଁ ଖୋଲିବ ବଦ୍ରିନାଥ ମନ୍ଦିର

    13404
    Feb 16, 2026
  • ଦେଶ-ଦେଶାନ୍ତର

    ପ୍ରଧାନମନ୍ତ୍ରୀଙ୍କ ଆସାମ ଗସ୍ତ

    14255
    Feb 14, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17338
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17406
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17752
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16226
    Apr 03, 2021

ବିଶେଷ

  • ଘରେ ରଖନ୍ତୁ ନାହିଁ ଭାଙ୍ଗି ଯାଇଥିବା କାଚ

    15725
    Feb 14, 2026
  • ସବୁଜ କ୍ୟାପସିକମ ଏହି ରୋଗ ପାଇଁ ଭାରି ଉପକାରୀ

    16178
    Feb 13, 2026
  • ଆଜ୍‌ମା କମାଇବାକୁ ହେଲେ କରନ୍ତୁ ଏହା.......

    16358
    Feb 12, 2026
  • ଦୃଷ୍ଟିଶକ୍ତି ପ୍ରଖର କରେ ଅମୃତଭଣ୍ଡା

    14105
    Feb 11, 2026
  • ତଳିପାଦ ଦେଖି ରୋଗ ବିଷୟରେ ଜାଣନ୍ତୁ .....

    14750
    Feb 10, 2026

ବାଣିଜ୍ୟ

୧ ଏପ୍ରିଲରୁ ନୂତନ ଆୟକର ଆଇନ

୧ ଏପ୍ରିଲ, ୨୦୨୬ରୁ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଆୟକର ବିଭାଗ ଡ୍ରାଫ୍ଟ ଆୟକର ନିୟମ, ୨୦୨୬ ସହିତ ଡ୍ରାଫ୍ଟ ଟିକସ ରିଟର୍ନ ଫର୍ମ ପ୍ରକାଶ କରିଛି, ଯାହା ପ୍ରଥମ ଥର ପାଇଁ ନୂତନ ଆୟକର ଆଇନ, ୨୦୨୫ ପ୍ରକୃତରେ କିପରି କାମ କରିବ ତାହାର ଏକ ସ୍ପଷ୍ଟ ଚିତ୍ର ପ୍ରଦାନ କରିଛି।

ଦେଶରେ ବର୍ତ୍ତମାନର ଟିକସ ଆଇନ ୧୯୬୧ରୁ ...

  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14951
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14464
    Feb 01, 2026
  • ହିମାଳୟ ୱେଲ୍‌ନେସ୍‌ ଏବଂ ଆର୍‌ସିବି ମହିଳା ଟିମ୍‌ ଭାରତର ଭବିଷ୍ୟତ ମହିଳା କ୍ରିକେଟର ଗଢିତୋଳିବାକୁ ହାତ ମିଳାଇଲେ

    16070
    Jan 28, 2026
  • ଆମୱେ ଇଣ୍ଡିଆ ତ୍ୱଚା, କେଶ ଓ ନଖ ସ୍ୱାସ୍ଥ୍ୟକୁ ସମର୍ଥନ କରୁଥିବା ନୁ୍ୟଟ୍ରିଲାଇଟ୍‌ ବାୟୋଟିନ୍‌ ସି ପ୍ଲସ୍‌ (ଜିଙ୍କ୍‌ ଓ ବେଟା କାରୋଟିନ୍‌) ପ୍ରଚଳନ କଲା

    15354
    Jan 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ପ୍ରଧାନମନ୍ତ୍ରୀଙ୍କ ଆସାମ ଗସ୍ତ

    14255
    Feb 14, 2026
  • ରାସାୟନିକ କାରଖାନାରେ ଅଗ୍ନିକାଣ୍ଡ: ୮ ଶ୍ରମିକ ମୃତ

    15370
    Feb 16, 2026
  • ୧୦ ମାସର ଝିଅ ସର୍ବକନିଷ୍ଠ ଅଙ୍ଗ ଦାତା

    13620
    Feb 15, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In