Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, February 17, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଏପ୍ରିଲ ୨୨ରେ କେଦାରନାଥ ଏବଂ ୨୩ରେ ...

  • ରାସାୟନିକ କାରଖାନାରେ ଅଗ୍ନିକାଣ୍ଡ: ୮ ...

  • ପାକିସ୍ତାନକୁ ୬୧ ରନରେ ହରାଇଲା ...

  • ୧୦ ମାସର ଝିଅ ସର୍ବକନିଷ୍ଠ ଅଙ୍ଗ ଦାତା

  • ମେଟ୍ରୋ ପିଲାର ଭାଙ୍ଗିଲା : ଜଣେ ମୃତ, ...

  • ବିଷ ସ୍ୱାଦ ଚାଖୁଥିଲେ ୫ ନାବାଳିକା , ୪ ମୃତ

  • ହେଲମେଟ କାରଖାନାରେ ବଡ଼ ଅଗ୍ନିକାଣ୍ଡ

  • ପ୍ରେମିକାଙ୍କୁ ଗୁଳିକରି ଜୀନ ହାରିଲେ ଯୁବକ

  • ରାହୁଲ ଗାନ୍ଧୀ ପ୍ରତିଦିନ ମିଛ କହିବାର ଏକ ...

  • ପ୍ରଧାନମନ୍ତ୍ରୀଙ୍କ ଆସାମ ଗସ୍ତ

Home ›› ››ମାଟ୍ରିକ ପରୀକ୍ଷା: ବୋର୍ଡ ପକ୍ଷରୁ ୩୭ଟି ସ୍ବତନ୍ତ୍ର ସ୍କ୍ବାଡ୍‌ ଗଠନ, ପ୍ରତି ସ୍କ୍ବାଡ୍‌ରେ ୨ ଜଣ ଲେଖାଏଁ ସଦସ୍ୟ

ମାଟ୍ରିକ ପରୀକ୍ଷା: ବୋର୍ଡ ପକ୍ଷରୁ ୩୭ଟି ସ୍ବତନ୍ତ୍ର ସ୍କ୍ବାଡ୍‌ ଗଠନ, ପ୍ରତି ସ୍କ୍ବାଡ୍‌ରେ ୨ ଜଣ ଲେଖାଏଁ ସଦସ୍ୟ

2026-02-17 05:51:30
13769
Share:
Facebook
Twitter
E-Mail
WhatsApp
Telegram
ମାଟ୍ରିକ ପରୀକ୍ଷା: ବୋର୍ଡ ପକ୍ଷରୁ ୩୭ଟି ସ୍ବତନ୍ତ୍ର ସ୍କ୍ବାଡ୍‌ ଗଠନ, ପ୍ରତି ସ୍କ୍ବାଡ୍‌ରେ ୨ ଜଣ ଲେଖାଏଁ ସଦସ୍ୟ

କଟକ: ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ବାରା ପରିଚାଳିତ ମାଟ୍ରିକ ପରୀକ୍ଷା ଗୁରୁବାରରୁ ଆରମ୍ଭ ହେବ। ଏଥିପାଇଁ ବୋର୍ଡ ପକ୍ଷରୁ ସମସ୍ତ ପ୍ରସ୍ତୁତି ଚୂଡ଼ାନ୍ତ ହୋଇଛି। ପରୀକ୍ଷା ସୂଚାରୁ ପରିଚାଳନା ପାଇଁ ବୋର୍ଡ ପକ୍ଷରୁ ୩୭ଟି ସ୍ବତନ୍ତ୍ର ସ୍କ୍ବାଡ୍‌ ଗଠନ କରାଯାଇଛି। ପ୍ରତି ସ୍କ୍ବାଡ୍‌ରେ ୨ ଜଣ ଲେଖାଏଁ ସଦସ୍ୟ ରହିଛନ୍ତି। ସେହିପରି ସମସ୍ତ ପରୀକ୍ଷା କେନ୍ଦ୍ରର ଅଧୀକ୍ଷକ ଏବଂ ନିରୀକ୍ଷକଙ୍କ ପାଇଁ ମାର୍ଗଦର୍ଶିକା ଜାରି କରାଯାଇଛି। ସେହିଭଳି ଗତ ୧୦ ତାରିଖଠାରୁ ନୋଡାଲ ସେଣ୍ଟରଗୁଡିକୁ ବୋର୍ଡ ମୁଖ୍ୟ କାର୍ଯ୍ୟାଳୟରୁ ପ୍ରଶ୍ନପତ୍ର ପଠା କାର୍ଯ୍ୟ ଆରମ୍ଭ ହୋଇଥିଲା। ମଙ୍ଗଳବାର ସବୁ ନୋଡାଲ କେନ୍ଦ୍ରରେ ପ୍ରଶ୍ନପତ୍ର ପହଞ୍ଚିବା ନେଇ ସୂଚନା ମିଳିଛି। ରାଜ୍ୟରେ ୫ ଲକ୍ଷ ୬୧ ହଜାର ୯୭୯ ଛାତ୍ରଛାତ୍ରୀ ଚଳିତବର୍ଷ ମାଟ୍ରିକ ପରୀକ୍ଷା ଦେବେ। ଏଥିପାଇଁ ୩୦୮୨ଟି ପରୀକ୍ଷା କେନ୍ଦ୍ରର ବ୍ୟବସ୍ଥା କରାଯାଇଛି। ପ୍ରତିଦିନ ଗୋଟିଏ ସିଟିଂରେ ପୂର୍ବାହ୍ଣ ୯ଟାରୁ ୧୧ଟା ୩୦ ମିନିଟ ପର୍ଯ୍ୟନ୍ତ ପରୀକ୍ଷା କରାଯିବାକୁ ନିଷ୍ପତ୍ତି ନିଆଯାଇଛି। ବିଭିନ୍ନ ଜିଲାରେ ହୋଇଥିବା ୩୨୨ଟି ନୋଡାଲ ସେଣ୍ଟର ମଧ୍ୟରୁ ଅଧିକାଂଶ ସେଣ୍ଟରରେ ପ୍ରଶ୍ନପତ୍ର ପହଞ୍ଚି ସାରିଛି।

ତେଣୁ ୧୯ ତାରିଖ ପରୀକ୍ଷା ଆରମ୍ଭ ହେବାକୁ ଥିବାରୁ ପରୀକ୍ଷାର ସୁପରିଚାଳନା ଏବଂ କେନ୍ଦ୍ରରେ କିଭଳି ବ୍ୟବସ୍ଥା ରହିବ; ସେଥିନେଇ ପରୀକ୍ଷା ଅଧୀକ୍ଷକଙ୍କ ପାଇଁ ମାର୍ଗଦର୍ଶିକା ବୋର୍ଡ ଜାରି କରିଛି। ପ୍ରଶ୍ନପତ୍ର ପ୍ୟାକେଟ ଖୋଲିବା ବେଳେ ଉପସ୍ଥିତ ରହିବା ଏବଂ ଯେଭଳି କେହି ପରୀକ୍ଷା କେନ୍ଦ୍ରକୁ ମୋବାଇଲ ଫୋନ ନ ନିଅନ୍ତି କିମ୍ବା କୌଣସି ବିଭ୍ରାଟ ନ ହେବ ସେଥିପ୍ରତି ଅଧୀକ୍ଷକ ସତର୍କ ରହିବେ। ଏଥିସହ ପ୍ରତିଦିନ ପରୀକ୍ଷା ଶେଷ ପରେ ଅଧୀକ୍ଷକ ବୋର୍ଡକୁ ରିପୋର୍ଟ ଦେବେ ବୋଲି ଜଣାପଡ଼ିଛି। ପ୍ରଥମ ପର୍ଯ୍ୟାୟରେ ବୋର୍ଡ ନିଜ ପକ୍ଷରୁ ୭୪ ଜଣ ସଦସ୍ୟଙ୍କୁ ନେଇ ୩୭ଟି ଦଳ ଗଠିତ ହୋଇଛି। ଏହି ସ୍କ୍ବାଡ୍‌କୁ ଜୋନ ଅନୁଯାୟୀ ବିଭକ୍ତ କରାଯାଇଛି। କେନ୍ଦ୍ରୀୟ ଜୋନ ପାଇଁ ୮ଟି ଦଳ ରହିଥିବାବେଳେ ଭୁବନେଶ୍ବର ଜୋନ ପାଇଁ ୪ଟି ଦଳ ରହିଛି। ସେହିଭଳି ବାଲେଶ୍ବର ଜୋନ୍‌ର ବିଭିନ୍ନ ପରୀକ୍ଷା କେନ୍ଦ୍ର ନିମନ୍ତେ ୫ଟି, ବ୍ରହ୍ମପୁର ଜୋନରେ ୫, ସମ୍ବଲପୁର ଜୋନରେ ୧୦ ଏବଂ ଜୟପୁର ଜୋନରେ ୪ଟି ସ୍କ୍ବାଡ୍‌ ଗଠନ ହୋଇଛି। ତେବେ ଏହି ସ୍କାଡ୍‌ର ସଦସ୍ୟ ବିଭିନ୍ନ କେନ୍ଦ୍ରକୁ ଯାଇ ପରୀକ୍ଷା ସମୟରେ ସ୍ବଚ୍ଛତା ରହୁଛି କି ନାହିଁ ତାହା ଯାଞ୍ଚ ସହ ବୋର୍ଡକୁ ରିପୋର୍ଟ କରିବେ।

Powered by Froala Editor

Tags matric exam

Related articles Odisha News Lens 4.1

  • ୧୦ ମାସର ଝିଅ ସର୍ବକନିଷ୍ଠ ଅଙ୍ଗ ଦାତା
    ଦେଶ-ଦେଶାନ୍ତର

    ୧୦ ମାସର ଝିଅ ସର୍ବକନିଷ୍ଠ ଅଙ୍ଗ ଦାତା

    13635
    Feb 15, 2026
  • ଏପ୍ରିଲ ୨୨ରେ କେଦାରନାଥ ଏବଂ ୨୩ରେ ଭକ୍ତଙ୍କ ପାଇଁ ଖୋଲିବ ବଦ୍ରିନାଥ ମନ୍ଦିର
    ଦେଶ-ଦେଶାନ୍ତର

    ଏପ୍ରିଲ ୨୨ରେ କେଦାରନାଥ ଏବଂ ୨୩ରେ ଭକ୍ତଙ୍କ ପାଇଁ ଖୋଲିବ ବଦ୍ରିନାଥ ମନ୍ଦିର

    13419
    Feb 16, 2026
  • ବିଷ ସ୍ୱାଦ ଚାଖୁଥିଲେ ୫ ନାବାଳିକା , ୪ ମୃତ
    ଦେଶ-ଦେଶାନ୍ତର

    ବିଷ ସ୍ୱାଦ ଚାଖୁଥିଲେ ୫ ନାବାଳିକା , ୪ ମୃତ

    15848
    Feb 14, 2026
  • ମେଟ୍ରୋ ପିଲାର ଭାଙ୍ଗିଲା : ଜଣେ ମୃତ, ଦୁଇଜଣ ଆହତ
    ଦେଶ-ଦେଶାନ୍ତର

    ମେଟ୍ରୋ ପିଲାର ଭାଙ୍ଗିଲା : ଜଣେ ମୃତ, ଦୁଇଜଣ ଆହତ

    15398
    Feb 14, 2026
  • ପାକିସ୍ତାନକୁ ୬୧ ରନରେ ହରାଇଲା ସୂର୍ଯ୍ୟକୁମାର ଟିମ୍
    ଖେଳ ଖବର

    ପାକିସ୍ତାନକୁ ୬୧ ରନରେ ହରାଇଲା ସୂର୍ଯ୍ୟକୁମାର ଟିମ୍

    14446
    Feb 15, 2026
  • ପ୍ରଧାନମନ୍ତ୍ରୀଙ୍କ ଆସାମ ଗସ୍ତ
    ଦେଶ-ଦେଶାନ୍ତର

    ପ୍ରଧାନମନ୍ତ୍ରୀଙ୍କ ଆସାମ ଗସ୍ତ

    14270
    Feb 14, 2026
  • ରାସାୟନିକ କାରଖାନାରେ ଅଗ୍ନିକାଣ୍ଡ: ୮ ଶ୍ରମିକ ମୃତ
    ଦେଶ-ଦେଶାନ୍ତର

    ରାସାୟନିକ କାରଖାନାରେ ଅଗ୍ନିକାଣ୍ଡ: ୮ ଶ୍ରମିକ ମୃତ

    15385
    Feb 16, 2026
  • ହେଲମେଟ କାରଖାନାରେ ବଡ଼ ଅଗ୍ନିକାଣ୍ଡ
    ଦେଶ-ଦେଶାନ୍ତର

    ହେଲମେଟ କାରଖାନାରେ ବଡ଼ ଅଗ୍ନିକାଣ୍ଡ

    15750
    Feb 14, 2026
  • ରାହୁଲ ଗାନ୍ଧୀ ପ୍ରତିଦିନ ମିଛ କହିବାର ଏକ ନୂତନ ପରମ୍ପରା ଚଲାଉଛନ୍ତି: ଶାହ
    ଦେଶ-ଦେଶାନ୍ତର

    ରାହୁଲ ଗାନ୍ଧୀ ପ୍ରତିଦିନ ମିଛ କହିବାର ଏକ ନୂତନ ପରମ୍ପରା ଚଲାଉଛନ୍ତି: ଶାହ

    15810
    Feb 14, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ୧୦ ମାସର ଝିଅ ସର୍ବକନିଷ୍ଠ ଅଙ୍ଗ ଦାତା

    13635
    Feb 15, 2026
  • ଦେଶ-ଦେଶାନ୍ତର

    ହେଲମେଟ କାରଖାନାରେ ବଡ଼ ଅଗ୍ନିକାଣ୍ଡ

    15750
    Feb 14, 2026
  • ଦେଶ-ଦେଶାନ୍ତର

    ବିଷ ସ୍ୱାଦ ଚାଖୁଥିଲେ ୫ ନାବାଳିକା , ୪ ମୃତ

    15848
    Feb 14, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17339
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17406
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17752
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16226
    Apr 03, 2021

ବିଶେଷ

  • ଘରେ ରଖନ୍ତୁ ନାହିଁ ଭାଙ୍ଗି ଯାଇଥିବା କାଚ

    15740
    Feb 14, 2026
  • ସବୁଜ କ୍ୟାପସିକମ ଏହି ରୋଗ ପାଇଁ ଭାରି ଉପକାରୀ

    16193
    Feb 13, 2026
  • ଆଜ୍‌ମା କମାଇବାକୁ ହେଲେ କରନ୍ତୁ ଏହା.......

    16360
    Feb 12, 2026
  • ଦୃଷ୍ଟିଶକ୍ତି ପ୍ରଖର କରେ ଅମୃତଭଣ୍ଡା

    14107
    Feb 11, 2026
  • ତଳିପାଦ ଦେଖି ରୋଗ ବିଷୟରେ ଜାଣନ୍ତୁ .....

    14752
    Feb 10, 2026

ବାଣିଜ୍ୟ

୧ ଏପ୍ରିଲରୁ ନୂତନ ଆୟକର ଆଇନ

୧ ଏପ୍ରିଲ, ୨୦୨୬ରୁ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଆୟକର ବିଭାଗ ଡ୍ରାଫ୍ଟ ଆୟକର ନିୟମ, ୨୦୨୬ ସହିତ ଡ୍ରାଫ୍ଟ ଟିକସ ରିଟର୍ନ ଫର୍ମ ପ୍ରକାଶ କରିଛି, ଯାହା ପ୍ରଥମ ଥର ପାଇଁ ନୂତନ ଆୟକର ଆଇନ, ୨୦୨୫ ପ୍ରକୃତରେ କିପରି କାମ କରିବ ତାହାର ଏକ ସ୍ପଷ୍ଟ ଚିତ୍ର ପ୍ରଦାନ କରିଛି।

ଦେଶରେ ବର୍ତ୍ତମାନର ଟିକସ ଆଇନ ୧୯୬୧ରୁ ...

  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14951
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14464
    Feb 01, 2026
  • ହିମାଳୟ ୱେଲ୍‌ନେସ୍‌ ଏବଂ ଆର୍‌ସିବି ମହିଳା ଟିମ୍‌ ଭାରତର ଭବିଷ୍ୟତ ମହିଳା କ୍ରିକେଟର ଗଢିତୋଳିବାକୁ ହାତ ମିଳାଇଲେ

    16070
    Jan 28, 2026
  • ଆମୱେ ଇଣ୍ଡିଆ ତ୍ୱଚା, କେଶ ଓ ନଖ ସ୍ୱାସ୍ଥ୍ୟକୁ ସମର୍ଥନ କରୁଥିବା ନୁ୍ୟଟ୍ରିଲାଇଟ୍‌ ବାୟୋଟିନ୍‌ ସି ପ୍ଲସ୍‌ (ଜିଙ୍କ୍‌ ଓ ବେଟା କାରୋଟିନ୍‌) ପ୍ରଚଳନ କଲା

    15354
    Jan 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ପ୍ରଧାନମନ୍ତ୍ରୀଙ୍କ ଆସାମ ଗସ୍ତ

    14270
    Feb 14, 2026
  • ପାକିସ୍ତାନକୁ ୬୧ ରନରେ ହରାଇଲା ସୂର୍ଯ୍ୟକୁମାର ଟିମ୍

    14446
    Feb 15, 2026
  • ମେଟ୍ରୋ ପିଲାର ଭାଙ୍ଗିଲା : ଜଣେ ମୃତ, ଦୁଇଜଣ ଆହତ

    15398
    Feb 14, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In