Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, October 12, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଝିଅର ଚିକିତ୍ସା କରିପାରିଲାନି ମା’, ...

  • ଡାକ୍ତର ଓ ହସ୍ପିଟାଲ ପାଇଁ କଡ଼ା ନିୟମ, ...

  • ୫ ବର୍ଷର ଝିଅକୁ ଅପହରଣ ପରେ ହତ୍ୟା

  • ଅଯୋଧ୍ୟା ରାମ ମନ୍ଦିର ପ୍ରସାଦକୁ ...

  • ଯାତ୍ରୀଙ୍କ ପାୱାରବ୍ୟାଙ୍କରେ ନିଆଁ ...

  • ପାକିସ୍ତାନର ପରମାଣୁ ଆକ୍ରମଣ ଧମକ ଆଗରେ ...

  • କୋଟିକୋଟି ଟଙ୍କାର ବ୍ୟାଙ୍କ ଠକେଇ ମାମଲା: ...

  • ୮.୯୮ କୋଟି ଟଙ୍କା ମୂଲ୍ୟର ସୁନା ବିସ୍କୁଟ ...

  • ମଣିପୁର ହିଂସାରେ ୫ ମୃତ, ୨୪ ଘଣ୍ଟିଆ ବନ୍ଦ ...

  • ଆମେରିକାରେ କାମ କରୁଥିବା ବିଦେଶୀ ...

ରାଜନୀତି
Home ›› ରାଜନୀତି ››ରାଜ୍ୟ ନିର୍ବାଚନ କମିଶନଙ୍କ ବିରୁଦ୍ଧରେ ମହାଅଭିଯୋଗ ପ୍ରସ୍ତାବ ଆଣିବ ବିଜେପି , କାହିଁକି ଜାଣନ୍ତୁ

ରାଜ୍ୟ ନିର୍ବାଚନ କମିଶନଙ୍କ ବିରୁଦ୍ଧରେ ମହାଅଭିଯୋଗ ପ୍ରସ୍ତାବ ଆଣିବ ବିଜେପି , କାହିଁକି ଜାଣନ୍ତୁ

2021-07-25 11:21:59
14337
Share:
Facebook
Twitter
E-Mail
WhatsApp
Telegram
ରାଜ୍ୟ ନିର୍ବାଚନ କମିଶନଙ୍କ ବିରୁଦ୍ଧରେ ମହାଅଭିଯୋଗ ପ୍ରସ୍ତାବ ଆଣିବ ବିଜେପି , କାହିଁକି ଜାଣନ୍ତୁ

ଭୁବନେଶ୍ୱର -  ଦୀର୍ଘ ୩ ବର୍ଷ ଧରି ରାଜ୍ୟରେ ଏନଏସି ଓ ପୌରାଚଂଳ ମାନଙ୍କରେ ଜନ ପ୍ରତିନିଧି ନାହାଁନ୍ତି । ଏବେ ସମସ୍ତ କାର୍ଯ୍ୟ ସରକାରୀ ଅଧିକାରୀଙ୍କ ଦ୍ୱାରା ପରିଚାଳିତ ହେଉଛି । ଏହା ଦ୍ୱାରା ସହରାଚଂଳରେ ବସବାସ କରୁଥିବା ନାଗରିକମାନେ ଅନେକ ସରକାରୀ ସୁବିଧାରୁି ବଂଚିତ ରହୁଛନ୍ତି । କେନ୍ଦ୍ର ସରକାର ବାସଗୃହ, ପାନୀୟ ଜଳ, ସ୍ୱେରେଜ, ଆଲୋକ ବ୍ୟବସ୍ଥା ପାଇଁ ବ୍ୟାପକ ଅର୍ଥ ପ୍ରଦାନ କରୁଥିଲେ ସୁଦ୍ଧା ସରକାରୀ ଅଧିକାରୀମାନେ କେନ୍ଦ୍ରୀୟ ଅର୍ଥକୁ ହରିଲୁଟ୍ କରୁଛନ୍ତି । ଏହା ଗଣତନ୍ତ୍ର ପ୍ରତି ବିପଦ । ରାଜ୍ୟ ସରକାର ଏବଂ ରାଜ୍ୟ ନିର୍ବାଚନ କମିଶନ ରାଜ୍ୟରେ ତୁରନ୍ତ ପୌର ଏବଂ ପଂଚାୟତ ନିର୍ବାଚନ କରିବାକୁ ରାଜ୍ୟ ସଭାପତି ଶ୍ରୀ ସମୀର ମହାନ୍ତି କହିଛନ୍ତି ।


ରାଜ୍ୟରେ ଗତ ୨୦୧୮ ସେପ୍ଟେମ୍ବର ମାସରୁ ପୌର ନିର୍ବାଚନ ହୋଇ ନାହିଁ । ଏହା ଭିତରେ ୩ ବର୍ଷ ବିତିଗଲାଣି । ଅର୍ବାନ ଲୋକଲ ବଡିର ନିର୍ବାଚନ ନକରାଇବା ପାଇଁ ଜଣେ ଓଏଏସଙ୍କୁ ନିର୍ବାଚନ ଅଧିକାରୀ ଭାବେ ରାଜ୍ୟ ସରକାର ସେତେବେଳେ ନିଯୁକ୍ତି କରାଯାଇଥିଲା । ସେ ମଧ୍ୟ ତାଙ୍କ କାର୍ଯ୍ୟରେ ସଫଳ ହେଲେ । ଏହା ମଧ୍ୟରେ ୩ ବର୍ଷ ପାଖାପାଖି ବିତିଲା ପରେ ବି ରାଜ୍ୟ ସରକାର ପୌର ନିର୍ବାଚନ କରିପାରିଲେ ନାହିଁ |  ପଂଚାୟତ ନିର୍ବାଚନ କରିବା ପାଇଁ ରାଜ୍ୟ ନିର୍ବାଚନ କମିଶନ ସରକାରଙ୍କୁ ଚିଠି ଲେଖିଲେଣି । କିନ୍ତୁ ସେ ପୌର ନିର୍ବାଚନ କଥା ଉଠାଉ ନାହାଁନ୍ତି | ପଂଚାୟତ ନିର୍ବାଚନ ପୂର୍ବରୁ ରାଜ୍ୟ ନିର୍ବାଚନ କମିଶନ ପୌର ନିର୍ବାଚନ କରିବା ପାଇଁ ଯଦି ହାଇକୋର୍ଟଙ୍କ ଦ୍ୱାରସ୍ଥ ନହୁଅନ୍ତି ତେବେ ବିଜେପି ୭ ଦିନ ଭିତରେ ହାଇକୋର୍ଟଙ୍କ ଦ୍ୱାରସ୍ଥ ହେବା ସହ ସଂସଦରେ ମହାଅଭିଯୋଗ ପ୍ରସ୍ତାବ ଆଣିବ ବୋଲି ବିଜେପି ରାଜ୍ୟ ମୁଖପାତ୍ର ଶ୍ରୀ ପୀତାମ୍ବର ଆଚାର୍ଯ୍ୟ ଚେତାବନୀ ଦେଇଛନ୍ତି ।


ପୌରସଂସ୍ଥାର କାର୍ଯ୍ୟଭାର ସରକାରୀ ବାବୁ ମାନେ ଏବେ ସମ୍ଭାଳୁଛନ୍ତି । ଲୋକଙ୍କ ସମସ୍ୟା ଶୁଣିବା ପାଇଁ ଜନ ପ୍ରତିନିଧୀମାନେ ନିର୍ବାଚନ ଲଢିଥାନ୍ତି । ଜନପ୍ରତିନିଧୀ ନଥିବା କାରଣରୁ ଅନେକ ସରକାରୀ ଯୋଜନା ସାଧାରଣ ଜନତାଙ୍କ ପାଖରେ ପହଂଚି ପାରୁନାହିଁ । ଜିଲ୍ଲାପଳଙ୍କ କାର୍ଯ୍ୟାଳୟ ଦୁର୍ନୀତିର ପେଣ୍ଠସ୍ଥଳୀ ପାଲଟିଛି । ରାଜ୍ୟ ନିର୍ବାଚନ କମିଶନ ନିଜର ସାମ୍ବିଧାନିକ ଦାୟୀତ୍ୱ ଭୁଲି ରାଜ୍ୟ ସରକାରଙ୍କ ଅଧିନରେ ପରିଚାଳିତ ହେଉଛି । କମିଶନଙ୍କୁ ରାଜ୍ୟ ସରକାର ଅନୁକମ୍ପା ଦେଖାଇ ପଦବୀ ଦେଇଥିବାରୁ ସେ ଗୋଡାଣିଆ ହୋଇ ରହିଛନ୍ତି । କେଉଁ ପରିପ୍ରେକ୍ଷୀରେ କାହା ଇଙ୍ଗିତରେ ରାଜ୍ୟ ନିର୍ବାଚନ କମିଶନ ପୌର ନିର୍ବାଚନ କରୁନାହାଁନ୍ତି ଏବଂ ଜନ ପ୍ରତିନିଧୀଙ୍କୁ ସେମାନଙ୍କ ଅଧିକାରରୁ କାହିଁକି ବଂଚିତ ରଖାଯାଇଛି ବୋଲି ଶ୍ରୀ ଆଚାର୍ଯ୍ୟ ପ୍ରଶ୍ନ କରିଛନ୍ତି ।


ଭାରତୀୟ ନିର୍ବାଚନ କମିଶନ ପରି ରାଜ୍ୟ ନିର୍ବାଚନ କମିଶନଙ୍କୁ ସଂସଦରେ ମହା ଅଭିଯୋଗ ପ୍ରସ୍ତାବରେ ବହିଷ୍କାର କରାଯାଇ ପାରିବ । ୫ ବର୍ଷ ପୂରିବା ପରେ ଯେପରି ଲୋକସଭା ଓ ବିଧାନସଭା ନିର୍ବାଚନ କରାଯାଉଛି, ଠିକ୍ ସେହିପରି ପୌର ଓ ପଂଚାୟତ ନିର୍ବାଚନ ଅବଧି ସରିବା ପରେ ରାଜ୍ୟ ନିର୍ବାଚନ କମିଶନ ନିର୍ବାଚନ କରିବାକୁ ବାଧ୍ୟ । କିନ୍ତୁ ସେ ତାହା ନକରି ରାଜ୍ୟ ସରକାରଙ୍କ ଇଙ୍ଗିତରେ କାର୍ଯ୍ୟ କରୁଛନ୍ତି ବୋଲି ଶ୍ରୀ ଆଚାର୍ଯ୍ୟ ଅଭିଯୋଗ କରିଛନ୍ତି । ଏହି ଅବସରରେ ରାଜ୍ୟ ସାଧାରଣ ସଂପାଦକ ଗୋଲକ ମହାପାତ୍ର ଓ ରାଜ୍ୟ ମୁଖପାତ୍ର ଠାକୁର ରଂଜିତ ଦାସ ପ୍ରମୁଖ ଉପସ୍ଥିତ ଥିଲେ ।


Powered by Froala Editor

Tags bjp odisha , sameer mohanty

Related articles Odisha News Lens 4.1

  • ମଣିପୁର ହିଂସାରେ ୫ ମୃତ, ୨୪ ଘଣ୍ଟିଆ ବନ୍ଦ ଡାକରା
    ଦେଶ-ଦେଶାନ୍ତର

    ମଣିପୁର ହିଂସାରେ ୫ ମୃତ, ୨୪ ଘଣ୍ଟିଆ ବନ୍ଦ ଡାକରା

    13369
    Oct 11, 2026
  • ଝିଅର ଚିକିତ୍ସା କରିପାରିଲାନି ମା’, ହ୍ରଦକୁ ଠେଲିଦେଲା
    ଦେଶ-ଦେଶାନ୍ତର

    ଝିଅର ଚିକିତ୍ସା କରିପାରିଲାନି ମା’, ହ୍ରଦକୁ ଠେଲିଦେଲା

    13826
    Oct 11, 2026
  • ୫ ବର୍ଷର ଝିଅକୁ ଅପହରଣ ପରେ ହତ୍ୟା
    ଅପରାଧ

    ୫ ବର୍ଷର ଝିଅକୁ ଅପହରଣ ପରେ ହତ୍ୟା

    13666
    Oct 11, 2026
  • ପାକିସ୍ତାନର ପରମାଣୁ ଆକ୍ରମଣ ଧମକ ଆଗରେ ଆଦୌ ମୁଣ୍ଡ ନୁଆଁଇବ ନାହିଁ : ଭାରତ
    ଦେଶ-ଦେଶାନ୍ତର

    ପାକିସ୍ତାନର ପରମାଣୁ ଆକ୍ରମଣ ଧମକ ଆଗରେ ଆଦୌ ମୁଣ୍ଡ ନୁଆଁଇବ ନାହିଁ : ଭାରତ

    15626
    Oct 11, 2026
  • ୮.୯୮ କୋଟି ଟଙ୍କା ମୂଲ୍ୟର ସୁନା ବିସ୍କୁଟ ଜବତ, ଦୁଇ ଗିରଫ
    ଦେଶ-ଦେଶାନ୍ତର

    ୮.୯୮ କୋଟି ଟଙ୍କା ମୂଲ୍ୟର ସୁନା ବିସ୍କୁଟ ଜବତ, ଦୁଇ ଗିରଫ

    13473
    Oct 11, 2026
  • ଯାତ୍ରୀଙ୍କ ପାୱାରବ୍ୟାଙ୍କରେ ନିଆଁ ଲାଗିବାରୁ ଜରୁରୀ ଅବତରଣ କଲା ଇଣ୍ଡିଗୋ ବିମାନ
    ଦେଶ-ଦେଶାନ୍ତର

    ଯାତ୍ରୀଙ୍କ ପାୱାରବ୍ୟାଙ୍କରେ ନିଆଁ ଲାଗିବାରୁ ଜରୁରୀ ଅବତରଣ କଲା ଇଣ୍ଡିଗୋ ବିମାନ

    15253
    Oct 11, 2026
  • ଡାକ୍ତର ଓ ହସ୍ପିଟାଲ ପାଇଁ କଡ଼ା ନିୟମ, ସୋସିଆଲ ମିଡିଆକୁ ଆଉ ମନଇଚ୍ଛା ବ୍ୟବହାର ...
    ଦେଶ-ଦେଶାନ୍ତର

    ଡାକ୍ତର ଓ ହସ୍ପିଟାଲ ପାଇଁ କଡ଼ା ନିୟମ, ସୋସିଆଲ ମିଡିଆକୁ ଆଉ ମନଇଚ୍ଛା ବ୍ୟବହାର ...

    13832
    Oct 11, 2026
  •  କୋଟିକୋଟି ଟଙ୍କାର ବ୍ୟାଙ୍କ ଠକେଇ ମାମଲା: ଜିପିଆଇଏଲ୍‌ରେ ପ୍ରବର୍ତ୍ତନ ...
    ଦେଶ-ଦେଶାନ୍ତର

    କୋଟିକୋଟି ଟଙ୍କାର ବ୍ୟାଙ୍କ ଠକେଇ ମାମଲା: ଜିପିଆଇଏଲ୍‌ରେ ପ୍ରବର୍ତ୍ତନ ...

    14510
    Oct 11, 2026
  • ଅଯୋଧ୍ୟା ରାମ ମନ୍ଦିର ପ୍ରସାଦକୁ ସର୍ବୋଚ୍ଚ ରେଟିଂ
    ଦେଶ-ଦେଶାନ୍ତର

    ଅଯୋଧ୍ୟା ରାମ ମନ୍ଦିର ପ୍ରସାଦକୁ ସର୍ବୋଚ୍ଚ ରେଟିଂ

    14031
    Oct 11, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଡାକ୍ତର ଓ ହସ୍ପିଟାଲ ପାଇଁ କଡ଼ା ନିୟମ, ସୋସିଆଲ ମିଡିଆକୁ ଆଉ ମନଇଚ୍ଛା ବ୍ୟବହାର କରିପାରିବେ ନାହିଁ

    13832
    Oct 11, 2026
  • ଦେଶ-ଦେଶାନ୍ତର

    ଝିଅର ଚିକିତ୍ସା କରିପାରିଲାନି ମା’, ହ୍ରଦକୁ ଠେଲିଦେଲା

    13826
    Oct 11, 2026
  • ଦେଶ-ଦେଶାନ୍ତର

    ଅଯୋଧ୍ୟା ରାମ ମନ୍ଦିର ପ୍ରସାଦକୁ ସର୍ବୋଚ୍ଚ ରେଟିଂ

    14031
    Oct 11, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17171
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17861
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17819
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18235
    Sep 06, 2023

ବିଶେଷ

  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14503
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14609
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15616
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14289
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    16026
    Sep 23, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

ଭୁବନେଶ୍ୱର : ଓଡ଼ିଶାର ଗ୍ରାମାଞ୍ଚଳରେ ମହିଳାମାନେ ପାରମ୍ପରିକ କୌଶଳ ଏବଂ ସ୍ଥାନୀୟ ଉତ୍ପାଦକୁ ଅର୍ଥପୂର୍ଣ୍ଣ ଜୀବିକା ସୁଯୋଗରେ ରୂପାନ୍ତରିତ କରୁଛନ୍ତି। ମହିଳା ଉଦ୍ୟୋଗୀମାନଙ୍କୁ ସଶକ୍ତ କରିବା ଏବଂ ଓଡ଼ିଶାରେ ଗ୍ରାମୀ ...

  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15796
    Oct 08, 2026
  • ରେପୋ ରେଟ୍‌ ୨୫ ବେସିସ୍‌ ପଏଣ୍ଟ ବୃଦ୍ଧି

    15025
    Oct 08, 2026
  • ବେଦକ୍ଷତା : ଗ୍ରାମାଞ୍ଚଳର ଯୁବକମାନଙ୍କ ପାଇଁ ଜୀବିକା ନିର୍ବାହର ମାର୍ଗ ସୃଷ୍ଟି କରୁଛି

    15548
    Oct 06, 2026
  • ପାର୍ବଣରେ ସୁନା ପରିବର୍ତ୍ତେ ରୁପାରେ ଆଗ୍ରହ

    14026
    Oct 03, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଝିଅର ଚିକିତ୍ସା କରିପାରିଲାନି ମା’, ହ୍ରଦକୁ ଠେଲିଦେଲା

    13826
    Oct 11, 2026
  • ଅଯୋଧ୍ୟା ରାମ ମନ୍ଦିର ପ୍ରସାଦକୁ ସର୍ବୋଚ୍ଚ ରେଟିଂ

    14031
    Oct 11, 2026
  • ୮.୯୮ କୋଟି ଟଙ୍କା ମୂଲ୍ୟର ସୁନା ବିସ୍କୁଟ ଜବତ, ଦୁଇ ଗିରଫ

    13473
    Oct 11, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In