Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, May 31, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଭାରତୀୟ ସେନା ଅପରେସନ ସିନ୍ଦୁର ୨.୦ ପାଇଁ ...

  • ଆମେ ବଙ୍ଗଳା ଖାଲି କରିବୁ ନାହିଁ: ରାବ୍ରୀ ...

  • ପୁଣି ବୃଦ୍ଧି ହେଲା CNG ମୂଲ୍ୟ

  • ନୂଆ ନେତା ନିର୍ବାଚନ ପାଇଁ ଆଜି କଂଗ୍ରେସ ...

  • ପ୍ରକୃତରେ ଅଣ୍ଡା ଫ୍ରିଜ୍‌ରେ ରଖିଲେ ଭଲ ନା ...

  • ସବୁବେଳେ ଭିଟାମିନ୍‌ଯୁକ୍ତ ଖାଦ୍ୟ ଖାଇଲେ ...

  • ହରମୁଜ୍ ପ୍ରଣାଳୀରେ ଜାହାଜ ଉପରେ ଆକ୍ରମଣ ...

  • ନିଟ୍-ୟୁଜି ପ୍ରଶ୍ନପତ୍ର ଲିକ୍ ଓ ...

  • ଟିଏମ୍‌ସି ନେତା ଦୀପଙ୍କର ଭଟ୍ଟାଚାର୍ଯ୍ୟ ...

  • ମୋଦୀଙ୍କୁ ଭେଟିଲେ ମୁଖ୍ଯମନ୍ତ୍ରୀ ସି. ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ମହାଶିବରାତ୍ରୀରେ ପବିତ୍ର ଗଙ୍ଗାଜଳ ସହ ବୋଲବୋମ୍‌ ଯାତ୍ରା କଲେ ମୁସଲିମ ଯୁବତୀ

ମହାଶିବରାତ୍ରୀରେ ପବିତ୍ର ଗଙ୍ଗାଜଳ ସହ ବୋଲବୋମ୍‌ ଯାତ୍ରା କଲେ ମୁସଲିମ ଯୁବତୀ

2026-02-17 12:59:00
14240
Share:
Facebook
Twitter
E-Mail
WhatsApp
Telegram
ମହାଶିବରାତ୍ରୀରେ ପବିତ୍ର ଗଙ୍ଗାଜଳ ସହ ବୋଲବୋମ୍‌ ଯାତ୍ରା କଲେ ମୁସଲିମ ଯୁବତୀ

ଲକ୍ଷ୍ନୌ: ମାନସିକ ପୂରଣ ହେବା ପରେ ଉତ୍ତର ପ୍ରଦେଶର ଜଣେ ମୁସଲମାନ ସଂପ୍ରଦାୟର ଜଣେ ମହିଳା ବୁର୍ଖା ପରିଧାନ କରି ପବିତ୍ର ଗଙ୍ଗାଜଳ ସହ ବୋଲବୋମ୍‌ ଯାତ୍ରା କରୁଥିବାର ଭିଡିଓ ବର୍ତ୍ତମାନ ସାମାଜିକ ଗଣମାଧ୍ୟମରେ ପ୍ରଘଟ ହେବାରେ ଲାଗିଛି। ତମନ୍ନା ମାଲିକ ନାମ୍ନୀ ଏହି ଯୁବତୀ ହେଉଛନ୍ତି ଉତ୍ତର ପ୍ରଦେଶର ସମ୍ଭଲ ଜିଲା ନିବାସୀ। ସେ ଅମନ ତ୍ୟାଗୀ ନାମକ ଜଣେ ହିନ୍ଦୁ ଯୁବକଙ୍କୁ ପ୍ରେମ କରୁଥିଲେ। ତେବେ ଭିନ୍ନ ଧର୍ମାବଲମ୍ବୀ ହୋଇଥିବାରୁ ଅମନଙ୍କ ପରିବାର ଏହି ବିବାହକୁ ତୀବ୍ର ବିରୋଧ କରିଥିଲେ। ଅବଶ୍ୟ ପରବର୍ତ୍ତୀ ସମୟରେ ଏହି ବିବାଦର ପରିସମାପ୍ତି ଘଟିଥିଲା ଏବଂ ଅମନଙ୍କ ସହ ବିବାହକୁ ପାରିବାରିକ ସ୍ବୀକୃତି ମଧ୍ୟ ମିଳିଥିଲା। ଏହା ସମ୍ଭବ ହେବାପରେ ତମନ୍ନା ହରିଦ୍ବାରରୁ ଗଙ୍ଗାଜଳ ସଂଗ୍ରହ କରିି ସମ୍ଭଲ ଅଭିମୁଖ୍ୟ ଯାତ୍ରାରମ୍ଭ କରିଥିଲେ।

ମୁସଲମାନ ସଂପ୍ରଦାୟ ମହିଳାଙ୍କ ଏତାଦୃଶ କାର୍ଯ୍ୟକୁ ନେଇ ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ଉପୁଜିଥିଲା। ତେବେ ପୁଲିସର କଡା ସୁରକ୍ଷା ଯୋଗୁଁ କୌଣସି ଅଘଟଣ ଘଟିନଥିଲା। ସମ୍ଭଲରେ ପ୍ରବେଶ କରିବା ପରେ ବିଭିନ୍ନ ମହଲରୁ ତମନ୍ନାଙ୍କୁ ସ୍ବାଗତ କରାଯାଇଥିଲା। ହରିଦ୍ବାରରୁ ସମ୍ଭଲ ପର୍ଯ୍ୟନ୍ତ ଯାତ୍ରାରେ ତମନ୍ନାଙ୍କ ସହ ସ୍ବାମୀ ଅମନ ନିଜକୁ ସାମିଲ କରିଥିଲେ।

Powered by Froala Editor

Tags Mahashivratri

Related articles Odisha News Lens 4.1

  • ମୋଦୀଙ୍କୁ ଭେଟିଲେ ମୁଖ୍ଯମନ୍ତ୍ରୀ ସି. ଯୋଶେଫ ବିଜୟ
    ଦେଶ-ଦେଶାନ୍ତର

    ମୋଦୀଙ୍କୁ ଭେଟିଲେ ମୁଖ୍ଯମନ୍ତ୍ରୀ ସି. ଯୋଶେଫ ବିଜୟ

    15038
    May 28, 2026
  • ନିଟ୍-ୟୁଜି ପ୍ରଶ୍ନପତ୍ର ଲିକ୍ ଓ ସିବିଏସ୍‌ଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ମୂଲ୍ୟାଙ୍କନ ...
    ଦେଶ-ଦେଶାନ୍ତର

    ନିଟ୍-ୟୁଜି ପ୍ରଶ୍ନପତ୍ର ଲିକ୍ ଓ ସିବିଏସ୍‌ଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ମୂଲ୍ୟାଙ୍କନ ...

    15717
    May 29, 2026
  •  ପୁଣି  ବୃଦ୍ଧି ହେଲା CNG ମୂଲ୍ୟ
    ଦେଶ-ଦେଶାନ୍ତର

    ପୁଣି ବୃଦ୍ଧି ହେଲା CNG ମୂଲ୍ୟ

    14535
    May 30, 2026
  • ନୂଆ ନେତା ନିର୍ବାଚନ ପାଇଁ ଆଜି କଂଗ୍ରେସ ବିଧାୟକ ଦଳ ବୈଠକ
    ଦେଶ-ଦେଶାନ୍ତର

    ନୂଆ ନେତା ନିର୍ବାଚନ ପାଇଁ ଆଜି କଂଗ୍ରେସ ବିଧାୟକ ଦଳ ବୈଠକ

    13355
    May 30, 2026
  • ହରମୁଜ୍ ପ୍ରଣାଳୀରେ ଜାହାଜ ଉପରେ ଆକ୍ରମଣ କଲା ଇରାନ
    ଦେଶ-ଦେଶାନ୍ତର

    ହରମୁଜ୍ ପ୍ରଣାଳୀରେ ଜାହାଜ ଉପରେ ଆକ୍ରମଣ କଲା ଇରାନ

    15594
    May 29, 2026
  • ସବୁବେଳେ ଭିଟାମିନ୍‌ଯୁକ୍ତ ଖାଦ୍ୟ ଖାଇଲେ ଅବସାଦଠାରୁ ରହିବେ ଦୂରେଇ
    ବିଶେଷ

    ସବୁବେଳେ ଭିଟାମିନ୍‌ଯୁକ୍ତ ଖାଦ୍ୟ ଖାଇଲେ ଅବସାଦଠାରୁ ରହିବେ ଦୂରେଇ

    14251
    May 29, 2026
  • ଟିଏମ୍‌ସି ନେତା ଦୀପଙ୍କର ଭଟ୍ଟାଚାର୍ଯ୍ୟ ଗିରଫ
    ଦେଶ-ଦେଶାନ୍ତର

    ଟିଏମ୍‌ସି ନେତା ଦୀପଙ୍କର ଭଟ୍ଟାଚାର୍ଯ୍ୟ ଗିରଫ

    15792
    May 29, 2026
  • ଭାରତୀୟ ସେନା ଅପରେସନ ସିନ୍ଦୁର ୨.୦ ପାଇଁ ଭଲ ଭାବରେ ପ୍ରସ୍ତୁତି କରୁଛନ୍ତି: ସେନା ମୁଖ୍ୟ
    ଦେଶ-ଦେଶାନ୍ତର

    ଭାରତୀୟ ସେନା ଅପରେସନ ସିନ୍ଦୁର ୨.୦ ପାଇଁ ଭଲ ଭାବରେ ପ୍ରସ୍ତୁତି କରୁଛନ୍ତି: ସେନା ମୁଖ୍ୟ

    15024
    May 30, 2026
  • ପ୍ରକୃତରେ ଅଣ୍ଡା ଫ୍ରିଜ୍‌ରେ ରଖିଲେ ଭଲ ନା ଖରାପ ଜାଣନ୍ତୁ.....
    ବିଶେଷ

    ପ୍ରକୃତରେ ଅଣ୍ଡା ଫ୍ରିଜ୍‌ରେ ରଖିଲେ ଭଲ ନା ଖରାପ ଜାଣନ୍ତୁ.....

    14522
    May 30, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ନୂଆ ନେତା ନିର୍ବାଚନ ପାଇଁ ଆଜି କଂଗ୍ରେସ ବିଧାୟକ ଦଳ ବୈଠକ

    13355
    May 30, 2026
  • ବିଶେଷ

    ସବୁବେଳେ ଭିଟାମିନ୍‌ଯୁକ୍ତ ଖାଦ୍ୟ ଖାଇଲେ ଅବସାଦଠାରୁ ରହିବେ ଦୂରେଇ

    14251
    May 29, 2026
  • ଦେଶ-ଦେଶାନ୍ତର

    ମୋଦୀଙ୍କୁ ଭେଟିଲେ ମୁଖ୍ଯମନ୍ତ୍ରୀ ସି. ଯୋଶେଫ ବିଜୟ

    15038
    May 28, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16894
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17514
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17564
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17949
    Sep 06, 2023

ବିଶେଷ

  • ପ୍ରକୃତରେ ଅଣ୍ଡା ଫ୍ରିଜ୍‌ରେ ରଖିଲେ ଭଲ ନା ଖରାପ ଜାଣନ୍ତୁ.....

    14522
    May 30, 2026
  • ସବୁବେଳେ ଭିଟାମିନ୍‌ଯୁକ୍ତ ଖାଦ୍ୟ ଖାଇଲେ ଅବସାଦଠାରୁ ରହିବେ ଦୂରେଇ

    14251
    May 29, 2026
  • ସ୍ବାସ୍ଥ୍ୟ ପାଇଁ ଭିଟାମିନ୍‌ ‘ସି’ ଭାରି ଉପକାରୀ

    15330
    May 27, 2026
  • ନିଜ ମନ ପସନ୍ଦର ଗୀତ ଶୁଣିଲେ ବୃଦ୍ଧି ହୁଏ ସ୍ମରଣ ଶକ୍ତି

    14910
    May 26, 2026
  • ଏପରି କଲେ ନିଶାଦ୍ରବ୍ୟଠାରୁ ରହିପାରିବେ ଦୂରେଇ

    15837
    May 24, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15439
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15183
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15665
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    14005
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ପ୍ରକୃତରେ ଅଣ୍ଡା ଫ୍ରିଜ୍‌ରେ ରଖିଲେ ଭଲ ନା ଖରାପ ଜାଣନ୍ତୁ.....

    14522
    May 30, 2026
  • ନିଟ୍-ୟୁଜି ପ୍ରଶ୍ନପତ୍ର ଲିକ୍ ଓ ସିବିଏସ୍‌ଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ମୂଲ୍ୟାଙ୍କନ ତ୍ରୁଟିକୁ ନେଇ କଡା ପ୍ରତିକ୍ରିୟା ରଖିଲେ ଧର୍ମେନ୍ଦ୍ର

    15717
    May 29, 2026
  • ମୋଦୀଙ୍କୁ ଭେଟିଲେ ମୁଖ୍ଯମନ୍ତ୍ରୀ ସି. ଯୋଶେଫ ବିଜୟ

    15038
    May 28, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In