Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, November 22, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ସୁନାକୁ ନେଇ ମୋଦୀ କହିଲେ ଏମିତି କଥା, ...

  • ଭଗବାନ ବାଲାଜୀଙ୍କୁ ୧୨୧ କିଲୋଗ୍ରାମ ସୁନା ...

  • ଭାରତରେ ପହଞ୍ଚିଲେ ନେପାଳ ପ୍ରଧାନମନ୍ତ୍ରୀ

  • ବଡ ଝିଅକୁ ଖୋଜୁଛନ୍ତି ମୁସ୍କାନ

  • ଭାରତ ଗସ୍ତରେ ଆସିବେ ନେପାଳ ...

  • ଜରୁରୀ ନଥିଲେ ସୁନା ନ କିଣିବାକୁ ...

  • ମହିଳାଙ୍କୁ ଦୁଷ୍କର୍ମ ପରେ ଛାତିକୁ ଗୋଇଠା ...

  • ଫିଲିପାଇନ୍ସରେ ଯାତ୍ରୀଙ୍କୁ ନେଇ ଯାଉଥିବା ...

  • ଦେଶର ପ୍ରଥମ ସ୍ବଦେଶୀ ନିର୍ମିତ ...

  • ମହାନଦୀ ଜଳ ବିବାଦ: ନଭେମ୍ବର ୩୦ରେ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ ଡାଉନ୍‌

ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ ଡାଉନ୍‌

2026-02-17 13:47:35
14401
Share:
Facebook
Twitter
E-Mail
WhatsApp
Telegram
ସୋସିଆଲ ମିଡିଆ ପ୍ଲାଟଫର୍ମ  ‘ଏକ୍ସ’ ଡାଉନ୍‌

ଡାଉନଡିଟେକ୍ଟର ଅନୁଯାୟୀ ଫେବୃଆରୀ ୧୬ ତାରିଖରେ ସୋସିଆଲ ମିଡିଆ ପ୍ଲାଟଫର୍ମ Xରେ  ବ୍ୟାପକ ସମସ୍ୟା ସୃଷ୍ଟି ହୋଇଛି।  ଭାରତଠାରୁ ଆରମ୍ଭ କରି ଆମେରିକା ପର୍ଯ୍ୟନ୍ତ ବିଶ୍ବର ବିଭିନ୍ନ ଦେଶରେ ଏହାର ଆପ୍‌ ଓ ୱେବସାଇଟ୍‌କୁ ବ୍ୟବହାର କରିବା ସମ୍ଭବ ହୋଇନଥିଲା। ରିଫ୍ରେସ୍‌ କଲେ ମଧ୍ୟ ଫିଡ୍‌ ଲୋଡ୍‌ ହେଉନଥିଲା। ଲୋକମାନେ କୌଣସି ପୋଷ୍ଟ୍‌ କରିପାରୁନଥିଲେ। ବିଶ୍ବର ଏକ ନମ୍ବର ଧନୀ ଏଲନ୍‌ ମସ୍କଙ୍କ ଦ୍ବାରା ପରିଚାଳିତ ଏହି କମ୍ପାନିରେ ଦେଖାଦେଇଥିବା ବିଭ୍ରାଟ ସମ୍ପର୍କରେ ଲୋକମାନେ ଅନ୍ୟାନ୍ୟ ସୋସିଆଲ ମିଡିଆ ପ୍ଲାଟଫର୍ମ ଜରିଆରେ ସୂଚନା ଦେଇଥିଲେ।

ସବୁଠୁ ଅଧିକ ପ୍ରଭାବିତ କ୍ଷେତ୍ର ଆମେରିକା ଓ ଭାରତର ଅନେକ ଅଞ୍ଚଳ ହୋଇଛି, ଯେଉଁଠି ବହୁ ସଂଖ୍ୟାରେ ୟୁଜର ପ୍ଲାଟଫର୍ମକୁ ବ୍ୟବହାର କରିବାରେ ସମସ୍ୟାର ସମ୍ମୁଖୀନ ହୋଇଥିବା ସୂଚନା ଦେଇଛନ୍ତି , ଏହି ପ୍ଲାଟଫର୍ମର ଲଗ୍‌ ଇନ କରିବା , ଟ୍ୱିଟ୍‌ ପୋଷ୍ଟ କରିବା ଏବଂ ଟାଇମ୍‌ଲାଇନ୍‌କୁ ରିଫ୍ରେଶ୍ କରିବାରେ ସମସ୍ୟା ନେଇ ଅଭିଯୋଗ କରିଛନ୍ତି ଏବଂ ଆଉଟେଜ୍‌ –ଟ୍ରାକିଂ ପ୍ଲାଟଫର୍ମ ଉପରେ ଅଭିଯୋଗ ବଢିବାରେ ଲାଗିଛି।

ଡାଉନଡିଟେକ୍ଟର ଅନୁସାରେ , (ଯିଏ ଅନେକ ଅଲଗା ଅଲଗା ସୂତ୍ରରୁ  ସ୍ଥିତି ରିପୋର୍ଟ ଏକତ୍ର କରି ଆଉଟେଜ୍‌କୁ ଟ୍ରାକ୍‌ କରିଥାଏ ) ଆମେରିକାରେ ସକାଳ ୮ଟା ୨୪ ଇଟି(୧୩୨୪ ଜିଏମଟି) ଯାଏ ଏକ୍ସ ସହ ସମସ୍ୟାର ୨୩,୨୧୦ ରୁ ଅଧିକ ରିପୋର୍ଟ ହୋଇଥିଲା।

‘ଏକ୍ସ’ରେ ବିଭ୍ରାଟ କିଛି ନୂଆ କଥା ନୁହେଁ। ଗତମାସରେ ଏଥିରେ ଏକାଧିକ ଥର ବିଭ୍ରାଟ ଘଟିଥିଲା। ଗତ ଜାନୁଆରି ୧୩ ଓ ୧୬ ତାରିଖରେ ବଡ଼ ଧରଣର ବିଭ୍ରାଟ ହୋଇଥିଲା।

Powered by Froala Editor

Tags x

Related articles Odisha News Lens 4.1

  • ଫିଲିପାଇନ୍ସରେ ଯାତ୍ରୀଙ୍କୁ ନେଇ ଯାଉଥିବା ବିମାନ କଲା ଜରୁରୀକାଳୀନ ଅବତରଣ
    ଦେଶ-ଦେଶାନ୍ତର

    ଫିଲିପାଇନ୍ସରେ ଯାତ୍ରୀଙ୍କୁ ନେଇ ଯାଉଥିବା ବିମାନ କଲା ଜରୁରୀକାଳୀନ ଅବତରଣ

    15076
    Nov 21, 2026
  • ମହିଳାଙ୍କୁ ଦୁଷ୍କର୍ମ ପରେ ଛାତିକୁ ଗୋଇଠା ମାରି ହତ୍ୟା
    ଦେଶ-ଦେଶାନ୍ତର

    ମହିଳାଙ୍କୁ ଦୁଷ୍କର୍ମ ପରେ ଛାତିକୁ ଗୋଇଠା ମାରି ହତ୍ୟା

    13424
    Nov 22, 2026
  • ଭଗବାନ ବାଲାଜୀଙ୍କୁ ୧୨୧ କିଲୋଗ୍ରାମ ସୁନା ଅଳଙ୍କାର ଦାନ କରିବେ ଭକ୍ତ
    ଦେଶ-ଦେଶାନ୍ତର

    ଭଗବାନ ବାଲାଜୀଙ୍କୁ ୧୨୧ କିଲୋଗ୍ରାମ ସୁନା ଅଳଙ୍କାର ଦାନ କରିବେ ଭକ୍ତ

    14357
    Nov 22, 2026
  • ଭାରତରେ ପହଞ୍ଚିଲେ ନେପାଳ ପ୍ରଧାନମନ୍ତ୍ରୀ
    ଦେଶ-ଦେଶାନ୍ତର

    ଭାରତରେ ପହଞ୍ଚିଲେ ନେପାଳ ପ୍ରଧାନମନ୍ତ୍ରୀ

    14322
    Nov 22, 2026
  • ସୁନାକୁ ନେଇ ମୋଦୀ କହିଲେ ଏମିତି କଥା, ଜାଣନ୍ତୁ କ’ଣ ?
    ଦେଶ-ଦେଶାନ୍ତର

    ସୁନାକୁ ନେଇ ମୋଦୀ କହିଲେ ଏମିତି କଥା, ଜାଣନ୍ତୁ କ’ଣ ?

    15048
    Nov 22, 2026
  • ମହାନଦୀ ଜଳ ବିବାଦ: ନଭେମ୍ବର ୩୦ରେ ପରବର୍ତ୍ତୀ ଶୁଣାଣି
    ଦେଶ-ଦେଶାନ୍ତର

    ମହାନଦୀ ଜଳ ବିବାଦ: ନଭେମ୍ବର ୩୦ରେ ପରବର୍ତ୍ତୀ ଶୁଣାଣି

    14230
    Nov 21, 2026
  • ଜରୁରୀ ନଥିଲେ ସୁନା ନ କିଣିବାକୁ ପ୍ରଧାନମନ୍ତ୍ରୀଙ୍କ ନିବେଦନ
    ଦେଶ-ଦେଶାନ୍ତର

    ଜରୁରୀ ନଥିଲେ ସୁନା ନ କିଣିବାକୁ ପ୍ରଧାନମନ୍ତ୍ରୀଙ୍କ ନିବେଦନ

    15515
    Nov 22, 2026
  • ବଡ ଝିଅକୁ ଖୋଜୁଛନ୍ତି ମୁସ୍କାନ
    ଦେଶ-ଦେଶାନ୍ତର

    ବଡ ଝିଅକୁ ଖୋଜୁଛନ୍ତି ମୁସ୍କାନ

    15606
    Nov 22, 2026
  • ଦେଶର ପ୍ରଥମ ସ୍ବଦେଶୀ ନିର୍ମିତ ଏଚ୍‌୫ଏନ୍‌୧ ଟିକାର ଶୁଭାରମ୍ଭ
    ଦେଶ-ଦେଶାନ୍ତର

    ଦେଶର ପ୍ରଥମ ସ୍ବଦେଶୀ ନିର୍ମିତ ଏଚ୍‌୫ଏନ୍‌୧ ଟିକାର ଶୁଭାରମ୍ଭ

    15671
    Nov 21, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଭାରତ ଗସ୍ତରେ ଆସିବେ ନେପାଳ ପ୍ରଧାନମନ୍ତ୍ରୀ

    14967
    Nov 22, 2026
  • ଦେଶ-ଦେଶାନ୍ତର

    ମହାନଦୀ ଜଳ ବିବାଦ: ନଭେମ୍ବର ୩୦ରେ ପରବର୍ତ୍ତୀ ଶୁଣାଣି

    14230
    Nov 21, 2026
  • ଦେଶ-ଦେଶାନ୍ତର

    ମହିଳାଙ୍କୁ ଦୁଷ୍କର୍ମ ପରେ ଛାତିକୁ ଗୋଇଠା ମାରି ହତ୍ୟା

    13424
    Nov 22, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17302
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    18004
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17959
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18374
    Sep 06, 2023

ବିଶେଷ

  • ଛୋଟପିଲାଙ୍କ ମଧୁମେହ ଲକ୍ଷଣ ଜାଣନ୍ତୁ ଏମିତି....

    15455
    Nov 18, 2026
  • ଶୀତଦିନେ ଏମିତି କରନ୍ତୁ ମେକ୍ଅପ୍

    14856
    Nov 14, 2026
  • ଓଠରୁ ଜାଣନ୍ତୁ ରୋଗର ପ୍ରଥମ ସଙ୍କେତ

    14481
    Nov 09, 2026
  • ବାଦୁଡିଙ୍କ ପାଇଁ ୧୦୦ ବର୍ଷ ହେଲା ବାଣ ଫୁଟା ବ୍ୟାନ୍

    15829
    Nov 08, 2026
  • ଆସିଲା ଶୀତଦିନ, ଘରୋଇ ମଏଶ୍ଚରାଇଜର କରନ୍ତୁ ବ୍ୟବହାର

    14605
    Nov 07, 2026

ବାଣିଜ୍ୟ

ମାସକରେ କମିଲାଣି ୨୧ ହଜାର ସୁନା

ସର୍ବୋଚ୍ଚ ସ୍ତରରୁ ବହୁ ମାତ୍ରାରେ ଶସ୍ତା ହୋଇଯାଇଛି ସୁନା ଏବଂ ରୁପା । ୫ ଦିନରେ ୧୨ ହଜାର ଟଙ୍କା ପର୍ଯ୍ୟନ୍ତ କମିଛି ସୁନା ଦର । ସେହିଭଳି ମାସକରେ ଦର ପାଖାପାଖି ୨୧ ହଜାର କମିଗଲାଣି । ଶୁକ୍ରବାର ରାଜଧାନୀ ଭୁବନେଶ୍ୱରରେ ୧୦ ଗ୍ରାମ ପିଛା ୨୨ ଏବଂ ୨୪ କ୍ୟାରେଟ ସୁନା ଦରରେ ଯଥାକ୍ରମେ ୪୭୦୦ ଟଙ୍କା ଏବଂ ୫୧୨୦ ଟଙ୍କା ହ୍ ...

  • ଭିଏଏମ୍ଏଲ୍ ସିଜିମାଳି ବକ୍ସାଇଟ୍ ଖଣି ପକ୍ଷରୁ କର୍କଟ ଚିହ୍ନଟ ଶିବିର ଆୟୋଜିତ, କଳାହାଣ୍ଡି ଓ ରାୟଗଡ଼ାର ୩୫୦ରୁ ଅଧିକ ଗୋଷ୍ଠୀ ସଦସ୍ୟ ଉପକୃତ

    15770
    Nov 20, 2026
  • ନିବେଶକଙ୍କ ଖୁସି : ଅଟୋ, ବ୍ୟାଙ୍କିଙ୍ଗ୍ ଓ କଞ୍ଜ୍ୟୁମର ସେକ୍ଟରରେ ଜବରଦସ୍ତ ଉତ୍ସାହ

    14092
    Nov 20, 2026
  • ଖରିଫ ସମ୍ପର୍କିତ ଶିକ୍ଷା ଆହରଣର ସମୀକ୍ଷା ଓ ଜଳବାୟୁ-ସହନଶୀଳ ରବି ଋତୁ ପାଇଁ ଯୋଜନା ପ୍ରସ୍ତୁତ କରିବାକୁ ପୁରୀରେ ଅନୁଷ୍ଠିତ ତୃତୀୟ ଡିଏଲ୍‌ସିସି ବୈଠକରେ ସାତଟି ଲାଇନ୍‌ ବିଭାଗ ଓ କେଭିକେ ଯୋଗଦେଲେ

    15736
    Nov 18, 2026
  • ଭିଏଏମଏଲ ପକ୍ଷରୁ କଳାହାଣ୍ଡି ଓ ରାୟଗଡ଼ାର ୩୩୦ରୁ ଅଧିକ ପରିବାରଙ୍କୁ ଇନ୍ଧନ-ଦକ୍ଷ ଚୁଲା ବିତରଣ

    14360
    Nov 18, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଦେଶର ପ୍ରଥମ ସ୍ବଦେଶୀ ନିର୍ମିତ ଏଚ୍‌୫ଏନ୍‌୧ ଟିକାର ଶୁଭାରମ୍ଭ

    15671
    Nov 21, 2026
  • ଭଗବାନ ବାଲାଜୀଙ୍କୁ ୧୨୧ କିଲୋଗ୍ରାମ ସୁନା ଅଳଙ୍କାର ଦାନ କରିବେ ଭକ୍ତ

    14357
    Nov 22, 2026
  • ମହିଳାଙ୍କୁ ଦୁଷ୍କର୍ମ ପରେ ଛାତିକୁ ଗୋଇଠା ମାରି ହତ୍ୟା

    13424
    Nov 22, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In