Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, February 19, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ନିର୍ବାଚନ ପ୍ରକ୍ରିୟାରେ ଅନିୟମିତତା ...

  • ଇରାନରେ ଭୟଙ୍କର ଭୂକମ୍ପ: ତୀବ୍ରତା ୫.୫ ...

  • ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ଏବଂ ଜିଓ ମିଳିତ ...

  • ଇ-ମ୍ୟାଜିକ୍ ବକ୍ସ ଆପ୍ ଲଞ୍ଚ କଲା NCERT

  • ରୋବୋଡଗ୍‌ ବିବାଦ : ଏକ୍ସପୋରୁ ବାଦ୍‌ ...

  • ପୋଲ ଉପରୁ ଡେଇଁଲେ ମହିଳା

  • ଦୁଇ ଆଫ୍ରିକୀୟ ଦେଶରେ ଯୁଦ୍ଧ ଆଶଙ୍କା

  • ଦୁର୍ଘଟଣାରେ ଗର୍ଭବତୀ ସ୍ତ୍ରୀର ମୃତ୍ୟୁ

  • ୟୁଟ୍ୟୁବ୍‌ ଡାଉନ୍, ଡାଉନଲୋଡ ହେଉନାହିଁ ...

  • ଅନେକ ଦେଶର ରାଷ୍ଟ୍ରମୁଖ୍ୟଙ୍କ ସହ ...

Home ›› ››୩ ଦିବ୍ୟାଙ୍ଗ ଛାତ୍ରଛାତ୍ରୀ ଦେଲେ ମାଟ୍ରିକ ପରୀକ୍ଷା

୩ ଦିବ୍ୟାଙ୍ଗ ଛାତ୍ରଛାତ୍ରୀ ଦେଲେ ମାଟ୍ରିକ ପରୀକ୍ଷା

2026-02-19 05:47:12
14827
Share:
Facebook
Twitter
E-Mail
WhatsApp
Telegram
୩ ଦିବ୍ୟାଙ୍ଗ ଛାତ୍ରଛାତ୍ରୀ ଦେଲେ ମାଟ୍ରିକ ପରୀକ୍ଷା

ବଲାଙ୍ଗୀର: ଆଜିଠାରୁ ଦଶମ ଶ୍ରେଣୀ ବାର୍ଷିକ ପରୀକ୍ଷା ଆରମ୍ଭ ହୋଇଛି । ଚଳିତ ବର୍ଷ ବଲାଙ୍ଗିର ଜିଲ୍ଲାର ୩୭୧ଟି ଉଚ୍ଚ ବିଦ୍ୟାଳୟର ୨୪ ହଜାର ୯୧ଜଣ ଛାତ୍ର ଛାତ୍ରୀ ୧୬୮ଟି ପରୀକ୍ଷା କେନ୍ଦ୍ରରେ ପରୀକ୍ଷା ଦେଉଛନ୍ତି । ପରୀକ୍ଷାର୍ଥୀଙ୍କ ମଧ୍ୟରୁ ବଲାଙ୍ଗିର ପୃଥ୍ୱୀରାଜ ହାଇସ୍କୁଲ କେନ୍ଦ୍ରରେ ଜଣେ ଦିବ୍ୟାଙ୍ଗ ଛାତ୍ରୀ ପରୀକ୍ଷା ଦେଉଛନ୍ତି । ବଲାଙ୍ଗିର ନବଜୀବନ ବିଦ୍ୟାପୀଠ ସ୍କୁଲର ସମ୍ପୃକ୍ତ ଛାତ୍ରୀଙ୍କୁ ତାଙ୍କ ମା’ ନନ୍ଦିନୀ ନନ୍ଦ ଅଟୋରେ ପରୀକ୍ଷା କେନ୍ଦ୍ର ପର୍ଯ୍ୟନ୍ତ ଆଣିଥିଲେ । 

ସେହିପରି ବଲାଙ୍ଗିର ପୃଥ୍ୱୀରାଜ ହାଇସ୍କୁଲ ଛାତ୍ର ସୁକୁନ କରନ ଗତ ୧୬ ତାରିଖ ଦୁର୍ଘଟଣାଗ୍ରସ୍ତ ହୋଇଥିଲେ । ଦୁର୍ଘଟଣାରେ ତାଙ୍କ ଡାହାଣ ହାତ ଭାଙ୍ଗି ଯାଇଥିଲା, ଗତକାଲି ଭୀମ ଭୋଇ ଚିକିତ୍ସାଳୟରେ ଭଙ୍ଗାହାତରେ ଅସ୍ତ୍ରୋପଚାର କରାଇଛନ୍ତି ।  ବିଦ୍ୟାଳୟ ପକ୍ଷରୁ ତାଙ୍କୁ ସହଯୋଗ କରିବାକୁ ଜଣେ ନବମ ଶ୍ରେଣୀ ଛାତ୍ରଙ୍କୁ ନିୟୋଜିତ କରାଯାଇଛି । ଏହା ସହ ରାମ ଗୋପାଳ ହିନ୍ଦୀ ହାଇସ୍କୁଲର ମାନସିକ ଅନଗ୍ରସର ଛାତ୍ର ମଧ୍ୟ ବଲାଙ୍ଗିର ଟାଉନ ବାଳିକା ଉଚ୍ଚ ବିଦ୍ୟାଳୟ ପରୀକ୍ଷା କେନ୍ଦ୍ରରେ ପରୀକ୍ଷା ଦେଉଥିବା ଦେଖିବାକୁ ମିଳିଛି ।

Powered by Froala Editor

Tags matric exam

Related articles Odisha News Lens 4.1

  • ରୋବୋଡଗ୍‌ ବିବାଦ : ଏକ୍ସପୋରୁ ବାଦ୍‌ ପଡ଼ିଲା ଗଲଗୋଟିଆ ବିଶ୍ବବିଦ୍ୟାଳୟ
    ଦେଶ-ଦେଶାନ୍ତର

    ରୋବୋଡଗ୍‌ ବିବାଦ : ଏକ୍ସପୋରୁ ବାଦ୍‌ ପଡ଼ିଲା ଗଲଗୋଟିଆ ବିଶ୍ବବିଦ୍ୟାଳୟ

    15513
    Feb 18, 2026
  • ନିର୍ବାଚନ ପ୍ରକ୍ରିୟାରେ ଅନିୟମିତତା ଅଭିଯୋଗ: ବିହାର ବିଧାନସଭା ବାଚସ୍ପତିଙ୍କ ସମେତ ...
    ଦେଶ-ଦେଶାନ୍ତର

    ନିର୍ବାଚନ ପ୍ରକ୍ରିୟାରେ ଅନିୟମିତତା ଅଭିଯୋଗ: ବିହାର ବିଧାନସଭା ବାଚସ୍ପତିଙ୍କ ସମେତ ...

    15368
    Feb 19, 2026
  • ପୋଲ ଉପରୁ ଡେଇଁଲେ ମହିଳା
    ଜିଲ୍ଲା ପରିକ୍ରମା

    ପୋଲ ଉପରୁ ଡେଇଁଲେ ମହିଳା

    14431
    Feb 18, 2026
  • ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ଏବଂ ଜିଓ ମିଳିତ ଭାବରେ ଆଗାମୀ ସାତ ବର୍ଷ ମଧ୍ୟରେ ୧୦ ଲକ୍ଷ ...
    ଦେଶ-ଦେଶାନ୍ତର

    ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ଏବଂ ଜିଓ ମିଳିତ ଭାବରେ ଆଗାମୀ ସାତ ବର୍ଷ ମଧ୍ୟରେ ୧୦ ଲକ୍ଷ ...

    14280
    Feb 19, 2026
  • ୟୁଟ୍ୟୁବ୍‌ ଡାଉନ୍, ଡାଉନଲୋଡ ହେଉନାହିଁ ହୋମପେଜ୍
    ଦେଶ-ଦେଶାନ୍ତର

    ୟୁଟ୍ୟୁବ୍‌ ଡାଉନ୍, ଡାଉନଲୋଡ ହେଉନାହିଁ ହୋମପେଜ୍

    15309
    Feb 18, 2026
  • ଦୁଇ ଆଫ୍ରିକୀୟ ଦେଶରେ ଯୁଦ୍ଧ ଆଶଙ୍କା
    ଦେଶ-ଦେଶାନ୍ତର

    ଦୁଇ ଆଫ୍ରିକୀୟ ଦେଶରେ ଯୁଦ୍ଧ ଆଶଙ୍କା

    13838
    Feb 18, 2026
  • ଅନେକ ଦେଶର ରାଷ୍ଟ୍ରମୁଖ୍ୟଙ୍କ ସହ ଦ୍ୱିପାକ୍ଷିକ ବୈଠକ କରିବେ ମୋଦୀ
    ଦେଶ-ଦେଶାନ୍ତର

    ଅନେକ ଦେଶର ରାଷ୍ଟ୍ରମୁଖ୍ୟଙ୍କ ସହ ଦ୍ୱିପାକ୍ଷିକ ବୈଠକ କରିବେ ମୋଦୀ

    15289
    Feb 18, 2026
  • ଇ-ମ୍ୟାଜିକ୍ ବକ୍ସ ଆପ୍ ଲଞ୍ଚ କଲା NCERT
    ଦେଶ-ଦେଶାନ୍ତର

    ଇ-ମ୍ୟାଜିକ୍ ବକ୍ସ ଆପ୍ ଲଞ୍ଚ କଲା NCERT

    14743
    Feb 18, 2026
  • ଇରାନରେ ଭୟଙ୍କର ଭୂକମ୍ପ: ତୀବ୍ରତା ୫.୫ ରେକର୍ଡ
    ଦେଶ-ଦେଶାନ୍ତର

    ଇରାନରେ ଭୟଙ୍କର ଭୂକମ୍ପ: ତୀବ୍ରତା ୫.୫ ରେକର୍ଡ

    13975
    Feb 19, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଇ-ମ୍ୟାଜିକ୍ ବକ୍ସ ଆପ୍ ଲଞ୍ଚ କଲା NCERT

    14743
    Feb 18, 2026
  • ଦେଶ-ଦେଶାନ୍ତର

    ଦୁଇ ଆଫ୍ରିକୀୟ ଦେଶରେ ଯୁଦ୍ଧ ଆଶଙ୍କା

    13838
    Feb 18, 2026
  • ଦେଶ-ଦେଶାନ୍ତର

    ଅନେକ ଦେଶର ରାଷ୍ଟ୍ରମୁଖ୍ୟଙ୍କ ସହ ଦ୍ୱିପାକ୍ଷିକ ବୈଠକ କରିବେ ମୋଦୀ

    15289
    Feb 18, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17344
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17410
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17756
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16230
    Apr 03, 2021

ବିଶେଷ

  • କଲରା ସହିତ ଏହିସବୁ ଖାଇଲେ କ୍ଷତିକାରକ

    14954
    Feb 18, 2026
  • ହଳଦୀରେ ଭରି ରହିଛି ସ୍ବାସ୍ଥ୍ୟୋପକାରୀ ଗୁଣ

    15697
    Feb 17, 2026
  • ଘରେ ରଖନ୍ତୁ ନାହିଁ ଭାଙ୍ଗି ଯାଇଥିବା କାଚ

    15859
    Feb 14, 2026
  • ସବୁଜ କ୍ୟାପସିକମ ଏହି ରୋଗ ପାଇଁ ଭାରି ଉପକାରୀ

    16276
    Feb 13, 2026
  • ଆଜ୍‌ମା କମାଇବାକୁ ହେଲେ କରନ୍ତୁ ଏହା.......

    16415
    Feb 12, 2026

ବାଣିଜ୍ୟ

୧ ଏପ୍ରିଲରୁ ନୂତନ ଆୟକର ଆଇନ

୧ ଏପ୍ରିଲ, ୨୦୨୬ରୁ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଆୟକର ବିଭାଗ ଡ୍ରାଫ୍ଟ ଆୟକର ନିୟମ, ୨୦୨୬ ସହିତ ଡ୍ରାଫ୍ଟ ଟିକସ ରିଟର୍ନ ଫର୍ମ ପ୍ରକାଶ କରିଛି, ଯାହା ପ୍ରଥମ ଥର ପାଇଁ ନୂତନ ଆୟକର ଆଇନ, ୨୦୨୫ ପ୍ରକୃତରେ କିପରି କାମ କରିବ ତାହାର ଏକ ସ୍ପଷ୍ଟ ଚିତ୍ର ପ୍ରଦାନ କରିଛି।

ଦେଶରେ ବର୍ତ୍ତମାନର ଟିକସ ଆଇନ ୧୯୬୧ରୁ ...

  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14954
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14467
    Feb 01, 2026
  • ହିମାଳୟ ୱେଲ୍‌ନେସ୍‌ ଏବଂ ଆର୍‌ସିବି ମହିଳା ଟିମ୍‌ ଭାରତର ଭବିଷ୍ୟତ ମହିଳା କ୍ରିକେଟର ଗଢିତୋଳିବାକୁ ହାତ ମିଳାଇଲେ

    16074
    Jan 28, 2026
  • ଆମୱେ ଇଣ୍ଡିଆ ତ୍ୱଚା, କେଶ ଓ ନଖ ସ୍ୱାସ୍ଥ୍ୟକୁ ସମର୍ଥନ କରୁଥିବା ନୁ୍ୟଟ୍ରିଲାଇଟ୍‌ ବାୟୋଟିନ୍‌ ସି ପ୍ଲସ୍‌ (ଜିଙ୍କ୍‌ ଓ ବେଟା କାରୋଟିନ୍‌) ପ୍ରଚଳନ କଲା

    15359
    Jan 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଦୁର୍ଘଟଣାରେ ଗର୍ଭବତୀ ସ୍ତ୍ରୀର ମୃତ୍ୟୁ

    15275
    Feb 18, 2026
  • ଇ-ମ୍ୟାଜିକ୍ ବକ୍ସ ଆପ୍ ଲଞ୍ଚ କଲା NCERT

    14743
    Feb 18, 2026
  • ଦୁଇ ଆଫ୍ରିକୀୟ ଦେଶରେ ଯୁଦ୍ଧ ଆଶଙ୍କା

    13838
    Feb 18, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In