Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, February 26, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ୮ମ ଶ୍ରେଣୀ ପୁସ୍ତକକୁ ନେଇ ସୁପ୍ରିମକୋର୍ଟ ...

  • ଇସ୍ରାଏଲରେ ପ୍ରଧାନମନ୍ତ୍ରୀ ମୋଦି, ...

  • ବିଜୟ-ରଶ୍ମିକାଙ୍କୁ ଶୁଭେଚ୍ଛା ଜଣେଇଲେ ...

  • ଉଦୟପୁରରେ ପହଞ୍ଚିଲେ ‘ବିରୋଶ’

  • ଦିଲ୍ଲୀର ନାମ ପରିବର୍ତ୍ତନ ପାଇଁ ଦାବି ...

  • ଖୁବ୍ ଶୀଘ୍ର ଆରମ୍ଭ ହେବ ଇ-ବାଇକ୍ ଦିଦି ...

  • ସାକ୍ଷାତକାର କାର୍ଯ୍ୟକ୍ରମ ଅଧାରୁ ଉଠି ...

  • ନିଜର ଓଜନକୁ ରଖନ୍ତୁ ସନ୍ତୁଳିତ, ଆଜ୍‌ମା ...

  • ଘରେ ଘରେ ଡେଲିଭରି କରୁଛି ଏଆଇ ରୋବୋଟ୍

  • ଦିଲ୍ଲୀ ଯାଉଥିବା ଏୟାର ଆମ୍ବୁଲାନ୍ସ ...

Home ›› ››ଆଜି ବଜେଟ: କିଛି ନୂଆ ଘୋଷଣା କରିପାରନ୍ତି ମୁଖ୍ୟମନ୍ତ୍ରୀ

ଆଜି ବଜେଟ: କିଛି ନୂଆ ଘୋଷଣା କରିପାରନ୍ତି ମୁଖ୍ୟମନ୍ତ୍ରୀ

2026-02-20 04:46:27
13782
Share:
Facebook
Twitter
E-Mail
WhatsApp
Telegram
ଆଜି ବଜେଟ: କିଛି ନୂଆ ଘୋଷଣା କରିପାରନ୍ତି ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଆର୍ଥିକ ବର୍ଷ ୨୦୨୬-୨୭ ଲାଗି ଶୁକ୍ରବାର ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ ବିଧାନସଭାରେ ଅପରାହ୍ଣ ୪ଟାରେ ବଜେଟ ଉପସ୍ଥାପନ କରିବେ। ୨୦୩୬ ସୁଦ୍ଧା ବିକଶିତ ଓଡ଼ିଶା ନକ୍ସା ପ୍ରସ୍ତୁତ ହୋଇଛି। ପୂର୍ବ ବଜେଟଠାରୁ ଚଳିତ ବର୍ଷ ବଜେଟର ଆକାର ବଢ଼ି ୩ ଲକ୍ଷ ୧୦ହଜାର କୋଟି ଟଙ୍କା ଟପିପାରେ, ଯାହା ବିକଶିତ ଓଡ଼ିଶା ସ୍ବପ୍ନକୁ ଆହୁରି ବଳ ଯୋଗାଇବ। ବିକଶିତ ଓଡ଼ିଶା ପାଇଁ ଚଳିତ ବଜେଟରେ କିଛି ନୂଆ ଘୋଷଣା କରିପାରନ୍ତି ମୁଖ୍ୟମନ୍ତ୍ରୀ। ଓଡ଼ିଶାବାସୀଙ୍କ ପାଇଁ ମୋହନ ସରକାର ଖୋଲିବାକୁ ଥିବା ମୁଣିରେ କ’ଣ ସବୁ ନୂଆ ରହିଛି ତାହା ବଜେଟ ଉପସ୍ଥାପନ ପରେ ଜଣାପଡ଼ିବ।

ବଜେଟରେ ସାଧାରଣ ଲୋକେ କେତେ ଲାଭବାନ ହେବେ ତାହା ଉପରେ ଓଡ଼ିଶାବାସୀଙ୍କ ନଜର ରହିଛି। ରାଜ୍ୟପାଳ ବିଧାନସଭାରେ ଅଭିଭାଷଣ ରଖି କହିଛନ୍ତି, ଭାରତର ତୃତୀୟ ବୃହତ ଅର୍ଥନୀତି ହେବ ଓଡ଼ିଶା। ବିକଶିତ ଭାରତ ପାଇଁ ଓଡ଼ିଶା ସାଜିବ ଗ୍ରୋଥ୍‌ ଇଞ୍ଜିନ। ରାଜ୍ୟପାଳଙ୍କ ଏହି ଅଭିଭାଷଣକୁ ପୂର୍ଣ୍ଣାଙ୍ଗ ରୂପ ଦେବାକୁ ଆସୁଛି ୨୦୨୬-୨୭ ଆର୍ଥିକ ବର୍ଷର ପୂର୍ଣ୍ଣାଙ୍ଗ ବଜେଟ। ଆସନ୍ତାବର୍ଷ ପଞ୍ଚାୟତ ନିର୍ବାଚନ ଥିବାରୁ କିଛି ନୂଆ ଯୋଜନା ଆଣିପାରନ୍ତି ସରକାର। ଅତିରିକ୍ତ ଇନପୁଟ୍‌ ସହାୟତା ଓ ସୁଭଦ୍ରା ଯୋଜନା ପାଇଁ ଅଧିକ ବ୍ୟୟବରାଦ ରହିପାରେ। ଗ୍ରାମୀଣ ବିକାଶ ଓ ରୋଜଗାର ପାଇଁ ଅଧିକ ଅନୁଦାନ ଦେଇପାରନ୍ତି ମୋହନ ସରକାର। ଭିତ୍ତିଭୂମି, ଶିଳ୍ପ, ଶିକ୍ଷା, ସ୍ବାସ୍ଥ୍ୟ ଓ ସଡ଼କ ପରିବହନର ଆଦି ବିକାଶ ପାଇଁ ନିଆଯାଇପାରେ ବଡ଼ ନିଷ୍ପତ୍ତି। କୃଷି କ୍ଷେତ୍ରକୁ ସୁଦୃଢ଼ କରିବାକୁ ମିଳିପାରେ ଅଧିକ ଅନୁଦାନ। କ୍ରମାଗତ ତୃତୀୟଥର ପାଇଁ ଶ୍ରୀ ମାଝୀ ବିଧାନସଭାରେ ବାର୍ଷିକ ବଜେଟ ଆଗତ କରିବେ।

୨୦୨୪-୨୫ ଆର୍ଥିକ ବର୍ଷରେ ରାଜ୍ୟ ସରକାର ୨ଲକ୍ଷ ୬୫ହଜାର କୋଟି ଟଙ୍କାର ବଜେଟ ଆଣିଥିଲେ। ସେଥିରେ ପ୍ରଶାସନିକ ବ୍ୟୟ ବାବଦକୁ ୯୭ହଜାର ୭୨୫ କୋଟି ଟଙ୍କା ଥିବାବେଳେ କାର୍ଯ୍ୟକ୍ରମ ବାବଦକୁ ୧ଲକ୍ଷ ୫୫ ହଜାର କୋଟି ଟଙ୍କା ରହିଥିଲା। ଏହାସହିତ ୩ହଜାର ୯୦୦ କୋଟି ଟଙ୍କା ବିପର୍ଯ୍ୟୟ ପ୍ରଶମନ ପାଇଁ ରହିଥିବା ବେଳେ ୮ହଜାର ୩୭୫ କୋଟି ଅନ୍ୟାନ୍ୟ ବ୍ୟୟ ବାବଦକୁ ରହିଥିଲା। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ୨୦୨୫-୨୬ ଆର୍ଥିକ ବର୍ଷ ଲାଗି ୨ ଲକ୍ଷ ୯୦ହଜାର କୋଟି ଟଙ୍କାର ବଜେଟ  ଆଣିଥିଲେ। ସେଥିମଧ୍ୟରେ ପ୍ରଶାସନିକ ଖର୍ଚ୍ଚ ବାବଦକୁ ୧ ଲକ୍ଷ ୮ହଜାର କୋଟି ଟଙ୍କା ରହିଥିବାବେଳେ କାର୍ଯ୍ୟକ୍ରମ ବ୍ୟୟ ବାବଦକୁ ୧ଲକ୍ଷ ୭୦ ହଜାର କୋଟି, ବିପର୍ଯ୍ୟୟ ପ୍ରଶମନ ପାଇଁ ୪ହଜାର କୋଟି ଏବଂ ରାଜ୍ୟ ସରକାରଙ୍କ ଦ୍ୱାରା ହସ୍ତାନ୍ତର ଲାଗି ୮ହଜାର କୋଟି ଟଙ୍କା ରହିଥିଲା। ଏଥର ବଜେଟରେ କ’ଣ ଶସ୍ତା ହେବ ଏବଂ କ’ଣ ମହଙ୍ଗା ହେବ ତାହା ଉପରେ ରାଜ୍ୟବାସୀଙ୍କ ନଜର ରଖିଛି। ଗତ ବଜେଟରେ ସରକାର ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗକୁ ଅଧିକ ଫୋକସ୍ ଦେଇଥିବାବେଳେ ଏହି ବଜେଟରେ ସରକାର କେଉଁ ବିଭାଗକୁ ଅଧିକ ଗୁରୁତ୍ବ ଦେଉଛନ୍ତି ତାହା ଉପରେ ନଜର ରହିଛି।

Powered by Froala Editor

Tags Budget

Related articles Odisha News Lens 4.1

  • ଘରେ ଘରେ ଡେଲିଭରି କରୁଛି ଏଆଇ ରୋବୋଟ୍
    ଦେଶ-ଦେଶାନ୍ତର

    ଘରେ ଘରେ ଡେଲିଭରି କରୁଛି ଏଆଇ ରୋବୋଟ୍

    15609
    Feb 24, 2026
  • ବିଜୟ-ରଶ୍ମିକାଙ୍କୁ ଶୁଭେଚ୍ଛା ଜଣେଇଲେ ପ୍ରଧାନମନ୍ତ୍ରୀ
    ମନୋରଞ୍ଜନ

    ବିଜୟ-ରଶ୍ମିକାଙ୍କୁ ଶୁଭେଚ୍ଛା ଜଣେଇଲେ ପ୍ରଧାନମନ୍ତ୍ରୀ

    14291
    Feb 25, 2026
  • ଉଦୟପୁରରେ ପହଞ୍ଚିଲେ ‘ବିରୋଶ’
    ମନୋରଞ୍ଜନ

    ଉଦୟପୁରରେ ପହଞ୍ଚିଲେ ‘ବିରୋଶ’

    14898
    Feb 25, 2026
  • ସାକ୍ଷାତକାର କାର୍ଯ୍ୟକ୍ରମ ଅଧାରୁ ଉଠି ଆସିଲେ ସ୍ବାମୀ ଅଭିମୁକ୍ତେଶ୍ବରାନନ୍ଦ
    ଦେଶ-ଦେଶାନ୍ତର

    ସାକ୍ଷାତକାର କାର୍ଯ୍ୟକ୍ରମ ଅଧାରୁ ଉଠି ଆସିଲେ ସ୍ବାମୀ ଅଭିମୁକ୍ତେଶ୍ବରାନନ୍ଦ

    15006
    Feb 25, 2026
  • ଦିଲ୍ଲୀର ନାମ ପରିବର୍ତ୍ତନ ପାଇଁ ଦାବି ରଖିଲେ ସାଂସଦ
    ଦେଶ-ଦେଶାନ୍ତର

    ଦିଲ୍ଲୀର ନାମ ପରିବର୍ତ୍ତନ ପାଇଁ ଦାବି ରଖିଲେ ସାଂସଦ

    14672
    Feb 25, 2026
  • ଦିଲ୍ଲୀ ଯାଉଥିବା ଏୟାର ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ, ୭ ମୃତ
    ଦେଶ-ଦେଶାନ୍ତର

    ଦିଲ୍ଲୀ ଯାଉଥିବା ଏୟାର ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ, ୭ ମୃତ

    14654
    Feb 24, 2026
  • ଖୁବ୍ ଶୀଘ୍ର ଆରମ୍ଭ ହେବ ଇ-ବାଇକ୍ ଦିଦି ଯୋଜନା, ରହିଛି ଏହିସବୁ ସୁବିଧା
    ଦେଶ-ଦେଶାନ୍ତର

    ଖୁବ୍ ଶୀଘ୍ର ଆରମ୍ଭ ହେବ ଇ-ବାଇକ୍ ଦିଦି ଯୋଜନା, ରହିଛି ଏହିସବୁ ସୁବିଧା

    14812
    Feb 25, 2026
  • ଇସ୍ରାଏଲରେ ପ୍ରଧାନମନ୍ତ୍ରୀ ମୋଦି, “ପ୍ରିୟ ବନ୍ଧୁ” ବୋଲି ଅଭିହିତ କଲେ ନେତାନ୍ୟାହୁ
    ଦେଶ-ଦେଶାନ୍ତର

    ଇସ୍ରାଏଲରେ ପ୍ରଧାନମନ୍ତ୍ରୀ ମୋଦି, “ପ୍ରିୟ ବନ୍ଧୁ” ବୋଲି ଅଭିହିତ କଲେ ନେତାନ୍ୟାହୁ

    14825
    Feb 25, 2026
  • ନିଜର ଓଜନକୁ ରଖନ୍ତୁ ସନ୍ତୁଳିତ, ଆଜ୍‌ମା ସମସ୍ୟାଠାରୁ ରୁହନ୍ତୁ ଦୂରେଇ
    ବିଶେଷ

    ନିଜର ଓଜନକୁ ରଖନ୍ତୁ ସନ୍ତୁଳିତ, ଆଜ୍‌ମା ସମସ୍ୟାଠାରୁ ରୁହନ୍ତୁ ଦୂରେଇ

    14865
    Feb 25, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଖୁବ୍ ଶୀଘ୍ର ଆରମ୍ଭ ହେବ ଇ-ବାଇକ୍ ଦିଦି ଯୋଜନା, ରହିଛି ଏହିସବୁ ସୁବିଧା

    14812
    Feb 25, 2026
  • ଦେଶ-ଦେଶାନ୍ତର

    ଦିଲ୍ଲୀର ନାମ ପରିବର୍ତ୍ତନ ପାଇଁ ଦାବି ରଖିଲେ ସାଂସଦ

    14672
    Feb 25, 2026
  • ଦେଶ-ଦେଶାନ୍ତର

    ୮ମ ଶ୍ରେଣୀ ପୁସ୍ତକକୁ ନେଇ ସୁପ୍ରିମକୋର୍ଟ ଖପ୍ପା

    14018
    Feb 25, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17352
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17421
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17765
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16240
    Apr 03, 2021

ବିଶେଷ

  • ନିଜର ଓଜନକୁ ରଖନ୍ତୁ ସନ୍ତୁଳିତ, ଆଜ୍‌ମା ସମସ୍ୟାଠାରୁ ରୁହନ୍ତୁ ଦୂରେଇ

    14865
    Feb 25, 2026
  • ନାକରୁ ପାଣି ବାହାରୁଥିଲେ ଏହା କଲେ ତୁରନ୍ତ ମିଳିବ ଆରାମ୍

    15724
    Feb 23, 2026
  • ହୃଦୟ ପାଇଁ ବହୁତ ଲାଭଦାୟକ ରସୁଣ

    16131
    Feb 21, 2026
  • ସପ୍ତାହରେ ତିନିରୁ ଚାରି ଥର ଚା ପିଇଲେ କମ ହୋଇଥାଏ ହୃଦରୋଗ ଆଶଙ୍କା

    14530
    Feb 20, 2026
  • କଲରା ସହିତ ଏହିସବୁ ଖାଇଲେ କ୍ଷତିକାରକ

    15299
    Feb 18, 2026

ବାଣିଜ୍ୟ

ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

ଭୁବନେଶ୍ୱର: ଖିମଜୀ ଜୁଏଲର୍ସ ପକ୍ଷରୁ ନିଜର ନୂଆ ବିବାହ ଅଭିଯାନ ‘ନିଭାୟେଙ୍ଗେ ଅଲଓ୍ୱେଜ୍’ ଉନ୍ମୋଚନ କରାଯାଇଛି। ଏହା ହେଉଛି ବିବାହର ଚିରସ୍ଥାୟୀ ପ୍ରତିଶ୍ରୁତି ପ୍ରତି ଏକ ହୃଦୟସ୍ପର୍ଶୀ ସମ୍ମାନ। ଏହା କ ...

  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15116
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14968
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14480
    Feb 01, 2026
  • ହିମାଳୟ ୱେଲ୍‌ନେସ୍‌ ଏବଂ ଆର୍‌ସିବି ମହିଳା ଟିମ୍‌ ଭାରତର ଭବିଷ୍ୟତ ମହିଳା କ୍ରିକେଟର ଗଢିତୋଳିବାକୁ ହାତ ମିଳାଇଲେ

    16091
    Jan 28, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବିଜୟ-ରଶ୍ମିକାଙ୍କୁ ଶୁଭେଚ୍ଛା ଜଣେଇଲେ ପ୍ରଧାନମନ୍ତ୍ରୀ

    14291
    Feb 25, 2026
  • ଖୁବ୍ ଶୀଘ୍ର ଆରମ୍ଭ ହେବ ଇ-ବାଇକ୍ ଦିଦି ଯୋଜନା, ରହିଛି ଏହିସବୁ ସୁବିଧା

    14812
    Feb 25, 2026
  • ଦିଲ୍ଲୀର ନାମ ପରିବର୍ତ୍ତନ ପାଇଁ ଦାବି ରଖିଲେ ସାଂସଦ

    14672
    Feb 25, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In