Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, August 15, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଇରାନ ରାଷ୍ଟ୍ରପତି ପେଜେଶକିୟାନ ଆସିବେ ...

  • କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା ...

  • ଦିଲ୍ଲୀକୁ ମିଳିଛି ବୋମା ବିସ୍ଫୋରଣ ଧମକ

  • ରାଷ୍ଟ୍ରପତି ପ୍ରଦାନ କଲେ ସଙ୍ଗୀତ ନାଟକ ...

  • ହରିଦ୍ୱାରରେ ୭ ହଜାର ମେଟ୍ରିକ ଟନ୍ ...

  • ବାସଭବନରୁ ବିଡ଼ା ବିଡ଼ା ନଗଦ ଟଙ୍କା ମିଳିବା ...

  • ଆମେରିକୀୟ ସେନା ହେଲିକପ୍ଟର ...

  • JPSC ପରୀକ୍ଷା ଦୁର୍ନୀତି : ଆଉ ୭ ଅଭିଯୁକ୍ତଙ୍କ ...

  • ଲାଲକିଲ୍ଲା କାର୍ ବ୍ଲାଷ୍ଟ ଘଟଣାରେ ...

  • ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଏପଷ୍ଟିନ୍‌ ଲିଙ୍କ୍‌, ବ୍ରିଟେନ୍‌ର ପୂର୍ବତନ ଯୁବରାଜ ଗିରଫ

ଏପଷ୍ଟିନ୍‌ ଲିଙ୍କ୍‌, ବ୍ରିଟେନ୍‌ର ପୂର୍ବତନ ଯୁବରାଜ ଗିରଫ

2026-02-20 07:35:59
15046
Share:
Facebook
Twitter
E-Mail
WhatsApp
Telegram
ଏପଷ୍ଟିନ୍‌ ଲିଙ୍କ୍‌,  ବ୍ରିଟେନ୍‌ର ପୂର୍ବତନ ଯୁବରାଜ ଗିରଫ

ରାଜା ଚାର୍ଲ୍ସ ତୃତୀୟଙ୍କ ସାନ ଭାଇ ତଥା ବ୍ରିଟେନ୍‌ର ପୂର୍ବତନ ଯୁବରାଜ ଆଣ୍ଡ୍ର୍ୟୁ ମାଉଣ୍ଟବେଟ୍ଟନ-ୱିଣ୍ଡସରଙ୍କୁ ପୁଲିସ୍ ଗିରଫ କରିଛି। ଜେଫ୍ରି ଏପଷ୍ଟିନ୍‌ ଲିଙ୍କ୍‌ରେ ତାଙ୍କୁ ଗିରଫ କରାଯାଇଥିବା ଜଣାପଡିଛି। ବ୍ରିଟେନ୍‌ର କୌଣସି ଯୁବରାଜ ଗିରଫ ହେବା ଏହା ହେଉଛି ପ୍ରଥମ ଘଟଣା। ତାଙ୍କ ନାଁରେ ପବ୍ଲିକ୍‌ ଅଫିସ୍‌ର ଅପବ୍ୟବହାର କରିବା ନେଇ ଅଭିଯୋଗ ରହିଛି ।

ସରକାରୀ ପଦବୀରେ ଥାଇ ଅସଦାଚରଣ ବା କ୍ଷମତାର ଅପବ୍ୟବହାର କରିଥିବା ସନ୍ଦେହରେ ବ୍ରିଟିଶ ପୁଲିସ୍ ତାଙ୍କୁ ହେପାଜତକୁ ନେଇଛି। ଉଲ୍ଲେଖଯୋଗ୍ୟ ଯେ, ଗୁରୁବାର ତାଙ୍କର ୬୬ତମ ଜନ୍ମଦିନ ଥିବାବେଳେ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଏହି ଘଟଣାରେ ପ୍ରତିକ୍ରିୟା ରଖି ବ୍ରିଟେନ ପ୍ରଧାନମନ୍ତ୍ରୀ କିର ଷ୍ଟାରମର କହିଛନ୍ତି ଯେ, “ଆଇନ ଆଗରେ କେହି ବଡ଼ ନୁହନ୍ତି” ଏବଂ ଏହି ନିୟମ ସମସ୍ତଙ୍କ ପାଇଁ ସମାନ ଭାବେ ଲାଗୁ ହେବା ଉଚିତ।

ଏହି ବିବାଦ ପାଇଁ ୨୦୨୫ ନଭେମ୍ବର ୩ ତାରିଖରେ ରାଜା ଚାର୍ଲସ ନିଜ ଭାଇ ଆଣ୍ଡ୍ର୍ୟୁଙ୍କଠାରୁ ‘ରାଜକୁମାର’ ଏବଂ ‘ଡ୍ୟୁକ୍ ଅଫ୍ ୟର୍କ’ ଭଳି ସମସ୍ତ ସମ୍ମାନଜନକ ଉପାଧି ଛଡ଼ାଇ ନେଇଥିଲେ।

ଏପଷ୍ଟିନ୍‌ଙ୍କୁ ବାଣିଜ୍ୟ ଚୁକ୍ତି ସମ୍ପର୍କିତ ଗୁପ୍ତ ତଥ୍ୟ ଦେଇଥିବା ଅଭିଯୋଗ ରହିଥିଲା। କୁଖ୍ୟାତ ଯୌନ ଅପରାଧୀ ଏପଷ୍ଟିନ୍‌ଙ୍କ ସହ ସମ୍ପର୍କ ପାଇଁ ତାଙ୍କୁ ରାଜା ଚାର୍ଲ୍ସ ତୃତୀୟ ଦାୟିତ୍ବରୁ ହଟାଇ ଦେଇଥିଲେ। ଏପଷ୍ଟାଇନଙ୍କ ସହ ସମ୍ପର୍କକୁ ନେଇ ଆଣ୍ଡ୍ରୁ ବହୁ ଦିନ ଧରି ବିବାଦରେ ଫସି ରହିଛନ୍ତି। ଗତବର୍ଷ ରାଜା ଚାର୍ଲ୍ସ ତାଙ୍କଠାରୁ ସମସ୍ତ ରାଜକୀୟ ପଦବୀ ଏବଂ ସମ୍ମାନ ଛଡ଼ାଇ ନେଇଥିଲେ। ଏବଂ ୱିଣ୍ଡସର ଇଷ୍ଟେଟରେ ଥିବା ରାଜକୀୟ ବଙ୍ଗଳାରୁ ତାଙ୍କୁ ବାହାର କରିବାକୁ ନିଷ୍ପତ୍ତି ନେଇଥିଲେ।

Powered by Froala Editor

Tags epistne

Related articles Odisha News Lens 4.1

  • ହରିଦ୍ୱାରରେ ୭ ହଜାର ମେଟ୍ରିକ ଟନ୍ ଆବର୍ଜନା ଜମା
    ଦେଶ-ଦେଶାନ୍ତର

    ହରିଦ୍ୱାରରେ ୭ ହଜାର ମେଟ୍ରିକ ଟନ୍ ଆବର୍ଜନା ଜମା

    13990
    Aug 13, 2026
  • ଲାଲକିଲ୍ଲା କାର୍ ବ୍ଲାଷ୍ଟ ଘଟଣାରେ ଅଲ୍-କାଏଦା ଦାୟୀ
    ଦେଶ-ଦେଶାନ୍ତର

    ଲାଲକିଲ୍ଲା କାର୍ ବ୍ଲାଷ୍ଟ ଘଟଣାରେ ଅଲ୍-କାଏଦା ଦାୟୀ

    13776
    Aug 13, 2026
  • ଆମେରିକୀୟ ସେନା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ
    ଦେଶ-ଦେଶାନ୍ତର

    ଆମେରିକୀୟ ସେନା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ

    15685
    Aug 13, 2026
  • JPSC ପରୀକ୍ଷା ଦୁର୍ନୀତି : ଆଉ ୭ ଅଭିଯୁକ୍ତଙ୍କ ବିରୋଧରେ ୱାରେଣ୍ଟ
    ଦେଶ-ଦେଶାନ୍ତର

    JPSC ପରୀକ୍ଷା ଦୁର୍ନୀତି : ଆଉ ୭ ଅଭିଯୁକ୍ତଙ୍କ ବିରୋଧରେ ୱାରେଣ୍ଟ

    15777
    Aug 13, 2026
  • ଇରାନ ରାଷ୍ଟ୍ରପତି ପେଜେଶକିୟାନ ଆସିବେ ଭାରତ,  ୧୮ତମ ବ୍ରିକ୍ସ ସମ୍ମିଳନୀରେ ଦେବେ ଯୋଗ
    ଦେଶ-ଦେଶାନ୍ତର

    ଇରାନ ରାଷ୍ଟ୍ରପତି ପେଜେଶକିୟାନ ଆସିବେ ଭାରତ, ୧୮ତମ ବ୍ରିକ୍ସ ସମ୍ମିଳନୀରେ ଦେବେ ଯୋଗ

    14094
    Aug 14, 2026
  • ଦିଲ୍ଲୀକୁ ମିଳିଛି ବୋମା ବିସ୍ଫୋରଣ ଧମକ
    ଦେଶ-ଦେଶାନ୍ତର

    ଦିଲ୍ଲୀକୁ ମିଳିଛି ବୋମା ବିସ୍ଫୋରଣ ଧମକ

    15292
    Aug 14, 2026
  • ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି
    ବାଣିଜ୍ୟ

    ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

    13523
    Aug 13, 2026
  • ବାସଭବନରୁ ବିଡ଼ା ବିଡ଼ା ନଗଦ ଟଙ୍କା ମିଳିବା ଘଟଣା : ଜଷ୍ଟିସ୍ ଯଶୱନ୍ତ ବର୍ମା ଦୋଷୀ
    ଦେଶ-ଦେଶାନ୍ତର

    ବାସଭବନରୁ ବିଡ଼ା ବିଡ଼ା ନଗଦ ଟଙ୍କା ମିଳିବା ଘଟଣା : ଜଷ୍ଟିସ୍ ଯଶୱନ୍ତ ବର୍ମା ଦୋଷୀ

    13844
    Aug 13, 2026
  •  ରାଷ୍ଟ୍ରପତି ପ୍ରଦାନ କଲେ ସଙ୍ଗୀତ ନାଟକ ଏକାଡେମୀ ଫେଲୋସିପ୍ ଏବଂ ସଙ୍ଗୀତ ନାଟକ ...
    ଦେଶ-ଦେଶାନ୍ତର

    ରାଷ୍ଟ୍ରପତି ପ୍ରଦାନ କଲେ ସଙ୍ଗୀତ ନାଟକ ଏକାଡେମୀ ଫେଲୋସିପ୍ ଏବଂ ସଙ୍ଗୀତ ନାଟକ ...

    14242
    Aug 14, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ବାସଭବନରୁ ବିଡ଼ା ବିଡ଼ା ନଗଦ ଟଙ୍କା ମିଳିବା ଘଟଣା : ଜଷ୍ଟିସ୍ ଯଶୱନ୍ତ ବର୍ମା ଦୋଷୀ

    13844
    Aug 13, 2026
  • ଦେଶ-ଦେଶାନ୍ତର

    ରାଷ୍ଟ୍ରପତି ପ୍ରଦାନ କଲେ ସଙ୍ଗୀତ ନାଟକ ଏକାଡେମୀ ଫେଲୋସିପ୍ ଏବଂ ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାର

    14242
    Aug 14, 2026
  • ଦେଶ-ଦେଶାନ୍ତର

    JPSC ପରୀକ୍ଷା ଦୁର୍ନୀତି : ଆଉ ୭ ଅଭିଯୁକ୍ତଙ୍କ ବିରୋଧରେ ୱାରେଣ୍ଟ

    15777
    Aug 13, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17029
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17642
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17693
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18094
    Sep 06, 2023

ବିଶେଷ

  • ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ

    14476
    Aug 13, 2026
  • ଝିଅମାନେ କାହିଁକି ଲୁଚାନ୍ତି ତାଙ୍କ ପାଖରେ ଥିବା ଏହି ଗୁଣ ଜାଣନ୍ତୁ....

    14525
    Aug 10, 2026
  • ଏହି ଉପାୟ ଆପଣାଇଲେ ଘର ଖାଦ୍ୟ ଖାଇବେ ପିଲା

    14362
    Aug 07, 2026
  • ଏହି ସ୍ଥାନରେ କଳାଜାଇ ଥିଲେ ସୁଖୀ ହୋଇଥାଏ ଦାମ୍ପତ୍ୟ ଜୀବନ

    15941
    Aug 05, 2026
  • ଏହି ୫ ଅଭ୍ୟାସ କରନ୍ତୁ, ସତେଜ ରହିବ ଆପଣଙ୍କ ଚର୍ମ ଏବଂ ଶରୀର

    16354
    Aug 02, 2026

ବାଣିଜ୍ୟ

ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

ପୁରୀ ରଥ ଯାତ୍ରାରେ ଏହାର ‘ଆୟୋଡିନ କା ତିଲକ୍‌’ ପ୍ରୟାସ ପରେ ଏହି ବ୍ରାଣ୍ଡ୍‌ ପିଲାମାନଙ୍କ ନିମନ୍ତେ ଆୟୋଡିନ ପୋଷଣ ଯୋଗାଇବାକୁ ଚିଲ୍‌ଡ୍ରେନ୍ସ ଫାଉଣ୍ଡେସନଗୁଡିକ ସହିତ ସହଭାଗୀତା କରି ...

  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

    13998
    Aug 12, 2026
  • ଆଶୀର୍ବାଦ ଅଟ୍ଟାର ଗୁଣାତ୍ମକ ପରମ୍ପରା ପୁରୀରେ ରଥ ନିର୍ମାଣକୁ ଜୀବନ୍ତ କରି ଗଢିତୋଳିଲା

    14359
    Aug 09, 2026
  • ବେଦାନ୍ତ ଆଲୁମିନିୟର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିରେ ୪୦୦ରୁ ଉର୍ଦ୍ଧ କୃଷକଙ୍କୁ ନିରାପଦ ଏବଂ ଦୀର୍ଘସ୍ଥାୟୀ କୃଷି ପଦ୍ଧତି ଉପରେ ତାଲିମ ପ୍ରଦାନ କରିଛି

    15263
    Aug 09, 2026
  • ସୁଗନ୍ଧ ଉତ୍କର୍ଷର ୭୭ ବର୍ଷ ପାଳନ କରୁଛି, ସାଇକଲ ପିୟୋର୍‌ ଅଗରବତୀ ଭୁବନେଶ୍ୱରରେ ପାର୍ବଣ କାଳୀନ ନବସୃଜନ ଉନ୍ମୋଚନ କଲା

    14633
    Aug 07, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବାସଭବନରୁ ବିଡ଼ା ବିଡ଼ା ନଗଦ ଟଙ୍କା ମିଳିବା ଘଟଣା : ଜଷ୍ଟିସ୍ ଯଶୱନ୍ତ ବର୍ମା ଦୋଷୀ

    13844
    Aug 13, 2026
  • ହରିଦ୍ୱାରରେ ୭ ହଜାର ମେଟ୍ରିକ ଟନ୍ ଆବର୍ଜନା ଜମା

    13990
    Aug 13, 2026
  • ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

    13523
    Aug 13, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In