Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, September 24, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଭାରତ ଅଚାନକ ରୁଷରୁ ଅଶୋଧିତ ତୈଳ କ୍ରୟ ବନ୍ଦ ...

  • ଚୀନ୍ ରାଷ୍ଟ୍ରପତିଙ୍କୁ ସ୍ୱାଗତ କରିବା ...

  • ସ୍ଲିପର ବସ୍‌ରେ ଲାଗିଲା ନିଆଁ, ୯ ଯାତ୍ରୀ ...

  • ‘ଲହରୀ’କୁ ଶ୍ରେଷ୍ଠ ଓଡ଼ିଆ ଚଳଚ୍ଚିତ୍ର ...

  • ସ୍ଲିପର ବସରେ ଭୟାବହ ଅଗ୍ନିକାଣ୍ଡ, ୯ ...

  • ଡିଜେ ସାଉଣ୍ଡ୍ ଭୟଙ୍କର ଶବ୍ଦରେ ...

  • ପୁଅ ମୃତ୍ୟୁ ପରେ ଶାଶୂଙ୍କୁ ଭରଣପୋଷଣ ଦେବେ ...

  • ଆସନ୍ତା ୧୨ ଘଣ୍ଟା ପର୍ଯ୍ୟନ୍ତ ଗଭୀର ...

  • ବେଦାନ୍ତ ଆଲୁମିନିୟମର ଦକ୍ଷତା ବିକାଶ ...

  • ଦେଶରେ ମୌସୁମୀ ବର୍ଷା ସ୍ବାଭାବିକ ଠାରୁ ୧୫ ...

ରାଜ୍ୟ
Home ›› ରାଜ୍ୟ ››କୃଷି ଓ ଆନୁଷଙ୍ଗିକ କ୍ଷେତ୍ର ନିମନ୍ତେ ୪୨, ୪୯୨ କୋଟି ଟଙ୍କାର ବଜେଟ ଅଟକଳ

କୃଷି ଓ ଆନୁଷଙ୍ଗିକ କ୍ଷେତ୍ର ନିମନ୍ତେ ୪୨, ୪୯୨ କୋଟି ଟଙ୍କାର ବଜେଟ ଅଟକଳ

2026-02-21 06:42:03
14134
Share:
Facebook
Twitter
E-Mail
WhatsApp
Telegram
କୃଷି ଓ ଆନୁଷଙ୍ଗିକ କ୍ଷେତ୍ର ନିମନ୍ତେ ୪୨, ୪୯୨ କୋଟି ଟଙ୍କାର ବଜେଟ ଅଟକଳ

ଭୁବନେଶ୍ବର: ରାଜ୍ୟ ସରକାର ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ୩ଲକ୍ଷ ୧୦ ହଜାର କୋଟି ଟଙ୍କାର ସାଧାରଣ ବଜେଟ ଆଣିଛନ୍ତି। ଆର୍ଥିକ ବର୍ଷ ୨୦୨୬-୨୭ ଲାଗି କୃଷି ଓ ଆନୁଷଙ୍ଗିକ କ୍ଷେତ୍ର ନିମନ୍ତେ ରାଜ୍ୟ ସରକାର ୪୨, ୪୯୨ କୋଟି ଟଙ୍କାର ବଜେଟ ଅଟକଳ କରିଛନ୍ତି। ଏହା ମୋଟ ବଜେଟର ୧୩.୭ ପ୍ରତିଶତ। ଜିଏସଡିପିର ୩.୮ ପ୍ରତିଶତ। ୨୦୨୫-୨୬ ଆର୍ଥିକ ବର୍ଷ ବଜେଟ ଅଟକଳ ତୁଳନାରେ ୧୨.୩ ପ୍ରତିଶତ ବୃଦ୍ଧି ପାଇଛି। ଗତ ଆର୍ଥିକ ବର୍ଷରେ କୃଷି ବଜେଟ ଆକାର ୩୭, ୮୩୮ କୋଟି ଟଙ୍କା ଥିବାବେଳେ ଚଳିତ ବଜେଟରେ ଏହା ୪୨, ୪୯୨ କୋଟି ଟଙ୍କାକୁ ବୃଦ୍ଧି ପାଇଛି।

ବଜେଟରେ ସମୃଦ୍ଧ କୃଷକ ଯୋଜନା ଅଧୀନରେ କୁଇଣ୍ଟାଲ ପିଛା ୩୧ ଶହ ଟଙ୍କା ମୂଲ୍ୟରେ ଧାନ କ୍ରୟ ପାଇଁ ୬ ହଜାର ୮୮ କୋଟି ଟଙ୍କାର ପ୍ରସ୍ତାବ ରହିଛି। ଚାଷୀଙ୍କୁ ସମୟୋଚିତ ପୈଠ ଏବଂ ଧାନ ସଂଗ୍ରହ ପ୍ରକ୍ରିୟା ପାଇଁ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ଅଧୀନରେ ୫ ହଜାର କୋଟି ଟଙ୍କାର ଏକ ଆବର୍ତ୍ତନ ପାଣ୍ଠି ଗଠନ କରାଯାଇଛି।  ଗ୍ରାମାଞ୍ଚଳ ଓ ସହରାଞ୍ଚଳର ଚାଷୀ, ଜମି ମାଲିକ, ଭୂମିହୀନ ପରିବାର ଏବଂ ବିଶେଷ ଭାବେ ସମ୍ବେଦନଶୀଳ ଜନଜାତିଙ୍କ ପାଖରେ ଅତିରିକ୍ତ ସହାୟତା ନିମନ୍ତେ ପ୍ରଧାନମନ୍ତ୍ରୀ-କିଷାନ ଯୋଜନାକୁ ମୁଖ୍ୟମନ୍ତ୍ରୀ-କିଷାନ ଯୋଜନା ଜରିଆରେ କାର୍ଯ୍ୟକାରୀ କରିବା ପାଇଁ ୨ ହଜାର ୩୦ କୋଟି ଟଙ୍କାର ପ୍ରସ୍ତାବ ରଖାଯାଇଛି।

‘ଶ୍ରୀ ଅନ୍ନ ଅଭିଯାନ’ ପାଇଁ ୪ ଶହ କୋଟି ଟଙ୍କାର ବ୍ୟବସ୍ଥା କରାଯାଇ ଥିବାବେଳେ ଫସଲ ବିବିଧକରଣ କାର୍ଯ୍ୟକ୍ରମ, ସ୍ବଦେଶୀ ପ୍ରଜାତିର ଧାନକୁ ପ୍ରୋତ୍ସାହନ ଏବଂ ଅମଳ ପରବର୍ତ୍ତୀ ଧାନ ପଡ଼ିଆର ବ୍ୟାପକ ପରିଚାଳନା ଆଦି ପଦକ୍ଷେପ ପାଇଁ ମୋଟ ୪ଶହ ୬୯ କୋଟି ଟଙ୍କାର ବ୍ୟୟବରାଦ ହୋଇଛି। ୬ଟି ଜିଲାରେ କଫି ଚାଷ ପାଇଁ ୧ଶହ ୫୦ କୋଟି ଟଙ୍କାର ପ୍ରସ୍ତାବ ଥିବାବେଳେ ପ୍ରଯୁକ୍ତିବିଦ୍ୟା ଦ୍ବାରା ଉନ୍ନତ ଆଖୁ ଚାଷ ନିମନ୍ତେ ୨୭କୋଟି ଟଙ୍କା ଏବଂ ବଳଭଦ୍ର ଜୈବିକ ଚାଷ ମିଶନ ନିମନ୍ତେ ୨୮ କୋଟି ଟଙ୍କାର ବ୍ୟବସ୍ଥା କରାଯାଇଛି। 

କୃଷି ଉତ୍ପାଦକ କ୍ଲଷ୍ଟରଗୁଡ଼ିକୁ ସୁଦୃଢ଼ କରିବା ପାଇଁ ୩୮କୋଟି ଟଙ୍କା ବ୍ୟୟବରାଦ କରାଯାଇ ଥିବାବେଳେ ସ୍ବତନ୍ତ୍ର ଉଦ୍ୟାନ କୃଷି ଫସଲ-ନିର୍ଦିଷ୍ଟ ଯୋଜନା, ମସଲା ମିଶନ୍ ସମେତ ଆଳୁ ଚାଷର ଉନ୍ନୟନ ଏବଂ ଉଦ୍ୟାନ କୃଷି ମିଶନ ପ୍ଲସ ପାଇଁ ମୋଟ ୫ଶହ ୪୪କୋଟି ଟଙ୍କା ବ୍ୟୟ ପ୍ରସ୍ତାବ ରହିଛି। କେନ୍ଦ୍ର ପ୍ରବର୍ତ୍ତିତ ଯୋଜନା ରାଷ୍ଟ୍ରୀୟ କୃଷି ବିକାଶ ଯୋଜନା ଅଧୀନରେ ୧ଶହ ୬୦କୋଟି ଟଙ୍କା, କୃଷି ଯାନ୍ତ୍ରିକୀକରଣ ପାଇଁ କୃଷି ଯାନ୍ତ୍ରିକୀକରଣ ଉପ-ମିଶନ ଅଧୀନରେ ୨ଶହ ୫୦କୋଟି ଟଙ୍କା, କୃଷି ସମ୍ପ୍ରସାରଣ ଉପ-ମିଶନ ବାବଦକୁ ୧ ଶହ ୩୧ କୋଟି ଟଙ୍କା, ଜାତୀୟ ଖାଦ୍ୟ ସୁରକ୍ଷା ମିଶନ ଅଧୀନରେ ୨ ଶହ ୨କୋଟି ଟଙ୍କା, ତଥା ଉଦ୍ୟାନ କୃଷିର ସମନ୍ବିତ ବିକାଶ ମିଶନ ଅଧୀନରେ ୧ଶହ ୪ କୋଟି ଟଙ୍କା ରଖାଯାଇଛି। ମତ୍ସ୍ୟ ଏବଂ ପ୍ରାଣୀସମ୍ପଦ ବିକାଶ ପାଇଁ ୨ହଜାର ୧୯କୋଟି ଟଙ୍କା ଆବଣ୍ଟନ, ୧୦ ହଜାର ହେକ୍ଟରରୁ ଅଧ‌ିକ ପରିବେଶ ଅନୁକୂଳ ଜଳଚାଷକୁ ସମ୍ପ୍ରସାରଣ, ଚିଙ୍ଗୁଡ଼ି ରପ୍ତାନିକୁ ବାର୍ଷିକ ୨ ଲକ୍ଷ ଟନ୍ ବୃଦ୍ଧି କରି ୧୨ ହଜାର କୋଟି ଟଙ୍କା ଆୟ ଏବଂ ୨ଲକ୍ଷରୁ ଅଧିକ ଚାଷୀଙ୍କ ନିଯୁକ୍ତି, ତାଲିମ ଏବଂ ଉଚ୍ଚ ଆୟ ପାଇଁ ଓଡ଼ିଶା ଚିଙ୍ଗୁଡ଼ି ମିଶନର ଶୁଭାରମ୍ଭ କରାଯାଇଛି। ମୁଖ୍ୟମନ୍ତ୍ରୀ ମତ୍ସ୍ୟଜୀବୀ କଲ୍ୟାଣ ଯୋଜନା ଅଧୀନରେ ୨ଶହ ୧ କୋଟି ଟଙ୍କା ଆବଣ୍ଟନର ପ୍ରସ୍ତାବ ରହିଛି। ମୁଖ୍ୟମନ୍ତ୍ରୀ କାମଧେନୁ ଯୋଜନା ସହାୟତାରେ ଦୁଗ୍ଧ ଉତ୍ପାଦନ ବୃଦ୍ଧି କରିବା ପାଇଁ ୧ ଶହ ୫୯ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି। ପ୍ରାଣୀ ସମୃଦ୍ଧି ଯୋଜନାରେ ୧ ଶହ ୮୫ କୋଟି ଟଙ୍କାର ପ୍ରସ୍ତାବ। ମୟୂରଭଞ୍ଜ ଜିଲାରେ ଏକ ନୂତନ କୃଷି ମହାବିଦ୍ୟାଳୟ ପ୍ରତିଷ୍ଠା ପାଇଁ ୨୦ କୋଟି ଟଙ୍କାର ପ୍ରସ୍ତାବ ରହିଛି।

Powered by Froala Editor

Tags Budget

Related articles Odisha News Lens 4.1

  • ସ୍ଲିପର ବସ୍‌ରେ ଲାଗିଲା ନିଆଁ, ୯ ଯାତ୍ରୀ ଜୀବନ୍ତ ଦଗ୍ଧ
    ଦେଶ-ଦେଶାନ୍ତର

    ସ୍ଲିପର ବସ୍‌ରେ ଲାଗିଲା ନିଆଁ, ୯ ଯାତ୍ରୀ ଜୀବନ୍ତ ଦଗ୍ଧ

    14767
    Sep 24, 2026
  • ପୁଅ ମୃତ୍ୟୁ ପରେ ଶାଶୂଙ୍କୁ ଭରଣପୋଷଣ ଦେବେ ବୋହୂ
    ଦେଶ-ଦେଶାନ୍ତର

    ପୁଅ ମୃତ୍ୟୁ ପରେ ଶାଶୂଙ୍କୁ ଭରଣପୋଷଣ ଦେବେ ବୋହୂ

    14541
    Sep 24, 2026
  • ସ୍ଲିପର ବସରେ ଭୟାବହ ଅଗ୍ନିକାଣ୍ଡ, ୯ ଯାତ୍ରୀ ଜୀବନ୍ତ ଦଗ୍ଧ
    ଦେଶ-ଦେଶାନ୍ତର

    ସ୍ଲିପର ବସରେ ଭୟାବହ ଅଗ୍ନିକାଣ୍ଡ, ୯ ଯାତ୍ରୀ ଜୀବନ୍ତ ଦଗ୍ଧ

    14787
    Sep 24, 2026
  •  ଆସନ୍ତା ୧୨ ଘଣ୍ଟା ପର୍ଯ୍ୟନ୍ତ ଗଭୀର ଅବପାତର ତୀବ୍ରତା ବଜାୟ ରଖିବା ସମ୍ଭାବନା
    ଦେଶ-ଦେଶାନ୍ତର

    ଆସନ୍ତା ୧୨ ଘଣ୍ଟା ପର୍ଯ୍ୟନ୍ତ ଗଭୀର ଅବପାତର ତୀବ୍ରତା ବଜାୟ ରଖିବା ସମ୍ଭାବନା

    14141
    Sep 24, 2026
  • ବେଦାନ୍ତ ଆଲୁମିନିୟମର ଦକ୍ଷତା ବିକାଶ ପଦକ୍ଷେପ କାଳାହାଣ୍ଡିର ୧୦୦୦ ରୁ ଅଧିକ ...
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମର ଦକ୍ଷତା ବିକାଶ ପଦକ୍ଷେପ କାଳାହାଣ୍ଡିର ୧୦୦୦ ରୁ ଅଧିକ ...

    15577
    Sep 23, 2026
  • ଚୀନ୍ ରାଷ୍ଟ୍ରପତିଙ୍କୁ ସ୍ୱାଗତ କରିବା ବେଳେ ଚମକି ପଡ଼ିଲେ ଟ୍ରମ୍ପ
    ଦେଶ-ଦେଶାନ୍ତର

    ଚୀନ୍ ରାଷ୍ଟ୍ରପତିଙ୍କୁ ସ୍ୱାଗତ କରିବା ବେଳେ ଚମକି ପଡ଼ିଲେ ଟ୍ରମ୍ପ

    15289
    Sep 24, 2026
  • ଭାରତ ଅଚାନକ ରୁଷରୁ ଅଶୋଧିତ ତୈଳ କ୍ରୟ ବନ୍ଦ କରିପାରିବ ନାହିଁ: ଅର୍ଥମନ୍ତ୍ରୀ
    ଦେଶ-ଦେଶାନ୍ତର

    ଭାରତ ଅଚାନକ ରୁଷରୁ ଅଶୋଧିତ ତୈଳ କ୍ରୟ ବନ୍ଦ କରିପାରିବ ନାହିଁ: ଅର୍ଥମନ୍ତ୍ରୀ

    14998
    Sep 24, 2026
  • ଡିଜେ ସାଉଣ୍ଡ୍ ଭୟଙ୍କର ଶବ୍ଦରେ ଛାତ୍ରୀଙ୍କୁ ହୃଦଘାତ
    ଦେଶ-ଦେଶାନ୍ତର

    ଡିଜେ ସାଉଣ୍ଡ୍ ଭୟଙ୍କର ଶବ୍ଦରେ ଛାତ୍ରୀଙ୍କୁ ହୃଦଘାତ

    13334
    Sep 24, 2026
  • ‘ଲହରୀ’କୁ ଶ୍ରେଷ୍ଠ ଓଡ଼ିଆ ଚଳଚ୍ଚିତ୍ର ପୁରସ୍କାର
    ମନୋରଞ୍ଜନ

    ‘ଲହରୀ’କୁ ଶ୍ରେଷ୍ଠ ଓଡ଼ିଆ ଚଳଚ୍ଚିତ୍ର ପୁରସ୍କାର

    15553
    Sep 24, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଦେଶରେ ମୌସୁମୀ ବର୍ଷା ସ୍ବାଭାବିକ ଠାରୁ ୧୫ ପ୍ରତିଶତ କମ୍ ରହିଛି

    13682
    Sep 23, 2026
  • ଦେଶ-ଦେଶାନ୍ତର

    ଚୀନ୍ ରାଷ୍ଟ୍ରପତିଙ୍କୁ ସ୍ୱାଗତ କରିବା ବେଳେ ଚମକି ପଡ଼ିଲେ ଟ୍ରମ୍ପ

    15289
    Sep 24, 2026
  • ଦେଶ-ଦେଶାନ୍ତର

    ଆସନ୍ତା ୧୨ ଘଣ୍ଟା ପର୍ଯ୍ୟନ୍ତ ଗଭୀର ଅବପାତର ତୀବ୍ରତା ବଜାୟ ରଖିବା ସମ୍ଭାବନା

    14141
    Sep 24, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17124
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17810
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17783
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18193
    Sep 06, 2023

ବିଶେଷ

  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15439
    Sep 23, 2026
  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଦ୍ୱାରା ହୋଇଥାଏ ଏହି ଅସୁବିଧା

    15137
    Sep 21, 2026
  • ଅଫିସ ବ୍ୟାଗ୍ ରଖନ୍ତୁ ଏହି ସ୍ଥାନରେ

    14509
    Sep 18, 2026
  • ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି

    14756
    Sep 11, 2026
  • ଖଜୁରିରେ ଭରି ରହିଛି ଅନେକ ପ୍ରକାର ଉପକାରୀ ଗୁଣ, ଜାଣନ୍ତୁ କ’ଣ ?

    16387
    Sep 09, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମର ଦକ୍ଷତା ବିକାଶ ପଦକ୍ଷେପ କାଳାହାଣ୍ଡିର ୧୦୦୦ ରୁ ଅଧିକ ଯୁବକଯୁବତୀଙ୍କ ଦକ୍ଷତା ବୃଦ୍ଧି ସହିତ ଜୀବିକା ନିର୍ବାହରେ ସହାୟକ ହୋଇଛି

ଭୁବନେଶ୍ୱର : କଳାହାଣ୍ଡିର ଯୁବକଯୁବତୀଙ୍କ ପାଇଁ ଧନ୍ଦାମୂଳକ ତାଲିମ ଏବଂ ସ୍ଥାୟୀ ଜୀବିକା ନିର୍ବାହ ଏକ ଗୁରୁତ୍ୱପୂର୍ଣ୍ଣ ଆହ୍ୱାନ ହୋଇ ରହିଛି। ଏହି ଆବଶ୍ୟକତାକୁ ପୂରଣ କରି, ବେଦାନ୍ତ ଆଲୁମିନିୟମ ସ୍ଥାନୀୟ ଅଞ୍ଚଳର ଯୁ ...

  • ଆଇଆଇଏ ଓଡ଼ିଶା ଚାପ୍ଟରର ନୂଆ ଏକଜିକ୍ୟୁଟିଭ କମିଟି ୨୦୨୬-୨୮ ନିମନ୍ତେ ଦାୟିତ୍ଵ ଗ୍ରହଣ କଲେ

    14421
    Sep 17, 2026
  • EPFOରେ ବଡ଼ ପରିବର୍ତ୍ତନ, ୧୫,୦୦୦ ଟଙ୍କାରୁ ୨୫,୦୦୦ ବଢ଼ିଲା ଟଙ୍କା ସୀମା

    15615
    Sep 17, 2026
  • ବେଦାନ୍ତ ଆଲୁମିନିୟମର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିର ଗ୍ରାମାଞ୍ଚଳରେ ଜଳସେଚନ ସୁବିଧାକୁ ସୁଦୃଢ଼ କରିଛି

    15379
    Sep 16, 2026
  • ୯ ଅକ୍ଟୋବରରୁ ଫ୍ଲିପକାର୍ଟର Big Billion Days Sale !

    14669
    Sep 12, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବେଦାନ୍ତ ଆଲୁମିନିୟମର ଦକ୍ଷତା ବିକାଶ ପଦକ୍ଷେପ କାଳାହାଣ୍ଡିର ୧୦୦୦ ରୁ ଅଧିକ ଯୁବକଯୁବତୀଙ୍କ ଦକ୍ଷତା ବୃଦ୍ଧି ସହିତ ଜୀବିକା ନିର୍ବାହରେ ସହାୟକ ହୋଇଛି

    15577
    Sep 23, 2026
  • ଡିଜେ ସାଉଣ୍ଡ୍ ଭୟଙ୍କର ଶବ୍ଦରେ ଛାତ୍ରୀଙ୍କୁ ହୃଦଘାତ

    13334
    Sep 24, 2026
  • ସ୍ଲିପର ବସରେ ଭୟାବହ ଅଗ୍ନିକାଣ୍ଡ, ୯ ଯାତ୍ରୀ ଜୀବନ୍ତ ଦଗ୍ଧ

    14787
    Sep 24, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In