Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, February 22, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ସ୍ୱାମୀ ଅଭିମୁକ୍ତେଶ୍ୱରାନନ୍ଦ ...

  • ପୁଣି ଥରେ ଯନ୍ତ୍ରଣାରେ ଦୀପିକା କକ୍କର

  • ୧୦ରୁ ୧୫%କୁ ବଢ଼ିଲା ଟାରିଫ୍

  • ନୃଂଶସ ପ୍ରେମିକ : ସାନିଟାଇଜର ଢାଳି ...

  • ମନ କି ବାତ କାର୍ଯ୍ୟକ୍ରମରେ ଓଡିଶା ...

  • ଡିହାଇଡ୍ରେସନର ଶିକାର ହୋଇ ହସ୍ପିଟାଲରେ ...

  • ସୁରକ୍ଷାବାହିନୀଙ୍କ ଏନକାଉଣ୍ଟରରେ ...

  • ପୁଣି ବଢିଲା ସୁନା ଓ ରୂପା ଦର, ଜାଣନ୍ତୁ ...

  • ଘରେ ବସି ମୋବାଇଲ୍ ଫୋନରେ ଏମିତି ଚେକିଂ ...

  • ସ୍ତ୍ରୀଙ୍କୁ ଟିଭି ଭଲ୍ୟୁମ୍ କମ କରିବାକୁ ...

Home ›› ››ସ୍ୱାମୀ ଅଭିମୁକ୍ତେଶ୍ୱରାନନ୍ଦ ସରସ୍ୱତୀଙ୍କ ବିରୋଧରେ ଯୌନ ଶୋଷଣ ଅଭିଯୋଗ

ସ୍ୱାମୀ ଅଭିମୁକ୍ତେଶ୍ୱରାନନ୍ଦ ସରସ୍ୱତୀଙ୍କ ବିରୋଧରେ ଯୌନ ଶୋଷଣ ଅଭିଯୋଗ

2026-02-22 19:46:12
13427
Share:
Facebook
Twitter
E-Mail
WhatsApp
Telegram
ସ୍ୱାମୀ ଅଭିମୁକ୍ତେଶ୍ୱରାନନ୍ଦ ସରସ୍ୱତୀଙ୍କ ବିରୋଧରେ ଯୌନ ଶୋଷଣ ଅଭିଯୋଗ

ଜ୍ୟୋତିଷ ପୀଠ ଶଙ୍କରାଚାର୍ଯ୍ୟ ସ୍ୱାମୀ ଅଭିମୁକ୍ତେଶ୍ୱରାନନ୍ଦ ସରସ୍ୱତୀଙ୍କ ବିରୋଧରେ ଯୌନ ଶୋଷଣ ଅଭିଯୋଗରେ ମାମଲା ରୁଜୁ ହୋଇଛି। ଅଭିଯୁକ୍ତ ଶଙ୍କରାଚାର୍ଯ୍ୟ ଓ ତାଙ୍କ ଶିଷ୍ୟ ଏହି ଅଭିଯୋଗକୁ ଦୃଢ଼ ଭାବେ ଖଣ୍ଡନ କରିଛନ୍ତି। ଏହା ଏକ ଷଡ଼ଯନ୍ତ୍ର ବୋଲି ସେମାନେ କହିଛନ୍ତି।

ଅଭିଯୋଗ ଅନୁଯାୟୀ,ଜଣେ ନାବାଳକ ସମେତ ଦୁଇ ଶିଷ୍ୟ ୧୩ ଜାନୁଆରୀ ୨୦୨୫ ରୁ ୧୫ ଫେବୃଆରୀ ୨୦୨୬ ମଧ୍ୟରେ ଯୌନ ଶୋଷଣ ଅଭିଯୋଗ କରିଥିଲେ। ଏଫଆଇଆରରେ ଦାବି କରାଯାଇଛି ଯେ କଥିତ ଘଟଣାଗୁଡ଼ିକ ୨୦୨୫ କୁମ୍ଭ ମେଳା ଏବଂ ୨୦୨୬ ପ୍ରୟାଗରାଜରେ ମାଘ ମେଳା ପାଖାପାଖି ଆୟୋଜିତ ଧାର୍ମିକ ଶିବିର ସମୟରେ ଘଟିଥିଲା। ଅଭିଯୋଗରେ ଆହୁରି କୁହାଯାଇଛି ଯେ ମାଘ ମେଳା ସମୟରେ ଶିବିର ପରିସର ଭିତରେ ଗାଡ଼ି ଭିତରେ ନିର୍ଯାତନା ଘଟିଥିଲା। ସ୍ଥାନୀୟ କୋର୍ଟଙ୍କ ହସ୍ତକ୍ଷେପ ପରେ ମାମଲା ରୁଜୁ କରାଯାଇଛି।

ଏଫଆଇଆରରେ ତାଙ୍କ ଶିଷ୍ୟ ମୁକୁନ୍ଦାନନ୍ଦ ବ୍ରହ୍ମଚାରୀଙ୍କ ସମେତ ଦୁଇରୁ ତିନି ଜଣ ଅଜଣା ବ୍ୟକ୍ତିଙ୍କ ନାଁ ମଧ୍ୟ ରହିଛି। ପୋଲିସ ଭାରତୀୟ ନ୍ୟାୟ ସଂହିତାର ପ୍ରାସଙ୍ଗିକ ଧାରା ଏବଂ ପୋସ୍କୋ ଆଇନର ବହୁବିଧ ଧାରା ଅନୁଯାୟୀ ଏକ ଏଫ୍ଆଇଆର୍ ରୁଜୁ କରିଛି। ଘଟଣାକୁ ନେଇ ଧର୍ମ ସହ ଜଡ଼ିତ ପ୍ରତିଷ୍ଠିତ ବ୍ୟକ୍ତିମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି।

ଘଟଣାରେ ମାମଲା ରୁଜୁ ହୋଇଥିବା ଜାଣିବା ପରେସ୍ୱାମୀ ଅଭିମୁକ୍ତେଶ୍ୱରାନନ୍ଦଙ୍କ ପ୍ରତିକ୍ରିୟା ସାମ୍ନାକୁ ଆସିଛି। ସେ ସମସ୍ତ ଅଭିଯୋଗକୁ ଅସ୍ୱୀକାର କରିଛନ୍ତି।


Powered by Froala Editor

Tags swami

Related articles Odisha News Lens 4.1

  • ୧୦ରୁ ୧୫%କୁ ବଢ଼ିଲା ଟାରିଫ୍
    ଦେଶ-ଦେଶାନ୍ତର

    ୧୦ରୁ ୧୫%କୁ ବଢ଼ିଲା ଟାରିଫ୍

    13365
    Feb 22, 2026
  • ଘରେ ବସି ମୋବାଇଲ୍ ଫୋନରେ ଏମିତି ଚେକିଂ କରନ୍ତୁ ଇପିଏଫ୍ ବାଲାନ୍ସ
    ଦେଶ-ଦେଶାନ୍ତର

    ଘରେ ବସି ମୋବାଇଲ୍ ଫୋନରେ ଏମିତି ଚେକିଂ କରନ୍ତୁ ଇପିଏଫ୍ ବାଲାନ୍ସ

    14823
    Feb 21, 2026
  • ପୁଣି ଥରେ ଯନ୍ତ୍ରଣାରେ ଦୀପିକା କକ୍କର
    ମନୋରଞ୍ଜନ

    ପୁଣି ଥରେ ଯନ୍ତ୍ରଣାରେ ଦୀପିକା କକ୍କର

    13656
    Feb 22, 2026
  • ସ୍ୱାମୀ ଅଭିମୁକ୍ତେଶ୍ୱରାନନ୍ଦ ସରସ୍ୱତୀଙ୍କ ବିରୋଧରେ ଯୌନ ଶୋଷଣ ଅଭିଯୋଗ
    ଦେଶ-ଦେଶାନ୍ତର

    ସ୍ୱାମୀ ଅଭିମୁକ୍ତେଶ୍ୱରାନନ୍ଦ ସରସ୍ୱତୀଙ୍କ ବିରୋଧରେ ଯୌନ ଶୋଷଣ ଅଭିଯୋଗ

    13427
    Feb 22, 2026
  • ନୃଂଶସ ପ୍ରେମିକ : ସାନିଟାଇଜର ଢାଳି ଜାଳିଦେଲା ଗୁପ୍ତାଙ୍ଗ
    ଅପରାଧ

    ନୃଂଶସ ପ୍ରେମିକ : ସାନିଟାଇଜର ଢାଳି ଜାଳିଦେଲା ଗୁପ୍ତାଙ୍ଗ

    14555
    Feb 22, 2026
  • ସ୍ତ୍ରୀଙ୍କୁ ଟିଭି ଭଲ୍ୟୁମ୍ କମ କରିବାକୁ କହିଲେ ସ୍ଵାମୀ, ଛୁରୀରେ ଆକ୍ରମଣ କଲେ ସ୍ତ୍ରୀ
    ଦେଶ-ଦେଶାନ୍ତର

    ସ୍ତ୍ରୀଙ୍କୁ ଟିଭି ଭଲ୍ୟୁମ୍ କମ କରିବାକୁ କହିଲେ ସ୍ଵାମୀ, ଛୁରୀରେ ଆକ୍ରମଣ କଲେ ସ୍ତ୍ରୀ

    14009
    Feb 21, 2026
  • ପୁଣି ବଢିଲା ସୁନା ଓ ରୂପା ଦର, ଜାଣନ୍ତୁ କେତେ?
    ଦେଶ-ଦେଶାନ୍ତର

    ପୁଣି ବଢିଲା ସୁନା ଓ ରୂପା ଦର, ଜାଣନ୍ତୁ କେତେ?

    14603
    Feb 21, 2026
  • ମନ କି ବାତ କାର୍ଯ୍ୟକ୍ରମରେ ଓଡିଶା ଚାଷୀଙ୍କୁ ମୋଦୀଙ୍କ ପ୍ରସଂଶା
    ଦେଶ-ଦେଶାନ୍ତର

    ମନ କି ବାତ କାର୍ଯ୍ୟକ୍ରମରେ ଓଡିଶା ଚାଷୀଙ୍କୁ ମୋଦୀଙ୍କ ପ୍ରସଂଶା

    14370
    Feb 22, 2026
  • ଡିହାଇଡ୍ରେସନର ଶିକାର ହୋଇ ହସ୍ପିଟାଲରେ ଭର୍ତ୍ତି ହେଲେ ଶରଦ ପାଓ୍ବାର
    ଦେଶ-ଦେଶାନ୍ତର

    ଡିହାଇଡ୍ରେସନର ଶିକାର ହୋଇ ହସ୍ପିଟାଲରେ ଭର୍ତ୍ତି ହେଲେ ଶରଦ ପାଓ୍ବାର

    14344
    Feb 22, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଡିହାଇଡ୍ରେସନର ଶିକାର ହୋଇ ହସ୍ପିଟାଲରେ ଭର୍ତ୍ତି ହେଲେ ଶରଦ ପାଓ୍ବାର

    14344
    Feb 22, 2026
  • ଦେଶ-ଦେଶାନ୍ତର

    ମନ କି ବାତ କାର୍ଯ୍ୟକ୍ରମରେ ଓଡିଶା ଚାଷୀଙ୍କୁ ମୋଦୀଙ୍କ ପ୍ରସଂଶା

    14370
    Feb 22, 2026
  • ଦେଶ-ଦେଶାନ୍ତର

    ସୁରକ୍ଷାବାହିନୀଙ୍କ ଏନକାଉଣ୍ଟରରେ ୨ଆତଙ୍କୀ ନିହତ

    14776
    Feb 22, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17348
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17418
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17760
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16235
    Apr 03, 2021

ବିଶେଷ

  • ହୃଦୟ ପାଇଁ ବହୁତ ଲାଭଦାୟକ ରସୁଣ

    15800
    Feb 21, 2026
  • ସପ୍ତାହରେ ତିନିରୁ ଚାରି ଥର ଚା ପିଇଲେ କମ ହୋଇଥାଏ ହୃଦରୋଗ ଆଶଙ୍କା

    14451
    Feb 20, 2026
  • କଲରା ସହିତ ଏହିସବୁ ଖାଇଲେ କ୍ଷତିକାରକ

    15219
    Feb 18, 2026
  • ହଳଦୀରେ ଭରି ରହିଛି ସ୍ବାସ୍ଥ୍ୟୋପକାରୀ ଗୁଣ

    15933
    Feb 17, 2026
  • ଘରେ ରଖନ୍ତୁ ନାହିଁ ଭାଙ୍ଗି ଯାଇଥିବା କାଚ

    15948
    Feb 14, 2026

ବାଣିଜ୍ୟ

୧ ଏପ୍ରିଲରୁ ନୂତନ ଆୟକର ଆଇନ

୧ ଏପ୍ରିଲ, ୨୦୨୬ରୁ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଆୟକର ବିଭାଗ ଡ୍ରାଫ୍ଟ ଆୟକର ନିୟମ, ୨୦୨୬ ସହିତ ଡ୍ରାଫ୍ଟ ଟିକସ ରିଟର୍ନ ଫର୍ମ ପ୍ରକାଶ କରିଛି, ଯାହା ପ୍ରଥମ ଥର ପାଇଁ ନୂତନ ଆୟକର ଆଇନ, ୨୦୨୫ ପ୍ରକୃତରେ କିପରି କାମ କରିବ ତାହାର ଏକ ସ୍ପଷ୍ଟ ଚିତ୍ର ପ୍ରଦାନ କରିଛି।

ଦେଶରେ ବର୍ତ୍ତମାନର ଟିକସ ଆଇନ ୧୯୬୧ରୁ ...

  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14961
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14474
    Feb 01, 2026
  • ହିମାଳୟ ୱେଲ୍‌ନେସ୍‌ ଏବଂ ଆର୍‌ସିବି ମହିଳା ଟିମ୍‌ ଭାରତର ଭବିଷ୍ୟତ ମହିଳା କ୍ରିକେଟର ଗଢିତୋଳିବାକୁ ହାତ ମିଳାଇଲେ

    16084
    Jan 28, 2026
  • ଆମୱେ ଇଣ୍ଡିଆ ତ୍ୱଚା, କେଶ ଓ ନଖ ସ୍ୱାସ୍ଥ୍ୟକୁ ସମର୍ଥନ କରୁଥିବା ନୁ୍ୟଟ୍ରିଲାଇଟ୍‌ ବାୟୋଟିନ୍‌ ସି ପ୍ଲସ୍‌ (ଜିଙ୍କ୍‌ ଓ ବେଟା କାରୋଟିନ୍‌) ପ୍ରଚଳନ କଲା

    15369
    Jan 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ନୃଂଶସ ପ୍ରେମିକ : ସାନିଟାଇଜର ଢାଳି ଜାଳିଦେଲା ଗୁପ୍ତାଙ୍ଗ

    14555
    Feb 22, 2026
  • ପୁଣି ଥରେ ଯନ୍ତ୍ରଣାରେ ଦୀପିକା କକ୍କର

    13656
    Feb 22, 2026
  • ସୁରକ୍ଷାବାହିନୀଙ୍କ ଏନକାଉଣ୍ଟରରେ ୨ଆତଙ୍କୀ ନିହତ

    14776
    Feb 22, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In