Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, November 14, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଚରିତ୍ର ଗଠନ, ଦେଶପ୍ରେମ ଓ ...

  • ଅଭିନେତ୍ରୀ କଙ୍ଗନା ରଣାୱତଙ୍କ ବିରୋଧରେ ...

  • ଭୂକମ୍ପ ଝଟକାରେ ଥରି ଉଠି⁰ଲା ୩ ରାଜ୍ୟ

  • ଚର୍ଚ୍ଚାରେ ସେଫ୍ ରଣବୀର ବ୍ରାରଙ୍କ ସୁନା ...

  • ମିଠା ଭାବି ଖାଇଦେଲେ ବୋମା, ଚାଲିଗଲା ...

  • ସ୍ୱାଭିମାନ ବିବାହ କଲେ ଅନିରୁଦ୍ଧ-କାବ୍ୟା

  • ଭିଡିଓ ସୁଟିଂ ବେଳେ ବାଘୁଣୀ ଆକ୍ରମଣ, ଯୁବକ ...

  • ମିନି ବସ୍ ଓ କଣ୍ଟେନର ଟ୍ରକ୍ ଧକ୍କାରେ ୨୪ ...

  • ଶୀତଦିନେ ଏମିତି କରନ୍ତୁ ମେକ୍ଅପ୍

  • ଭୟଙ୍କର ସଡ଼କ ଦୁର୍ଘଟଣାରେ ଚାଲିଗଲା ୩ ...

ରାଜ୍ୟ
Home ›› ରାଜ୍ୟ ›› ଜାତୀୟ ପତାକାର ବ୍ୟବହାର ଓ ସମ୍ମାନ ପ୍ରଦର୍ଶନ ନେଇ ଜାରି ହେଲା ନିର୍ଦ୍ଦେଶନାମା

ଜାତୀୟ ପତାକାର ବ୍ୟବହାର ଓ ସମ୍ମାନ ପ୍ରଦର୍ଶନ ନେଇ ଜାରି ହେଲା ନିର୍ଦ୍ଦେଶନାମା

2026-02-24 06:00:59
15196
Share:
Facebook
Twitter
E-Mail
WhatsApp
Telegram
 ଜାତୀୟ ପତାକାର ବ୍ୟବହାର ଓ ସମ୍ମାନ ପ୍ରଦର୍ଶନ ନେଇ ଜାରି ହେଲା ନିର୍ଦ୍ଦେଶନାମା

ଭୁବନେଶ୍ବର: କେନ୍ଦ୍ର ଗୃହ ମନ୍ତ୍ରଣାଳୟ ଜାତୀୟ ପତାକାର ବ୍ୟବହାର ଏବଂ ସମ୍ମାନ ପ୍ରଦର୍ଶନ ନେଇ ଏକ ନିର୍ଦେଶନାମା ଜାରି କରିଛନ୍ତି। ‘ଜାତୀୟ ସମ୍ମାନର ଅପମାନ ନିବାରଣ ଆଇନ, ୧୯୭୧’ ଏବଂ ‘ଭାରତୀୟ ଜାତୀୟ ପତାକା ସଂହିତା, ୨୦୦୨ (୨୦୨୧ ଏବଂ ୨୦୨୨ରେ ସଂଶୋଧିତ)ରେ ଜାତୀୟ ପତାକାର ବ୍ୟବହାର/ଉତ୍ତୋଳନ/ପ୍ରଦର୍ଶନକୁ ନିୟନ୍ତ୍ରଣ କରାଯାଇଛି। ସଂଶୋଧିତ ଆଇନ ଅନୁଯାୟୀ ଗୁରୁତ୍ବପୂର୍ଣ୍ଣ ଜାତୀୟ, ସାଂସ୍କୃତିକ ଏବଂ କ୍ରୀଡ଼ା କାର୍ଯ୍ୟକ୍ରମ ଅବସରରେ ସାଧାରଣ ଜନତା କାଗଜରେ ତିଆରି ଜାତୀୟ ପତାକା ଉଡ଼ାଇପାରିବେ। ଏହି ବ୍ୟବହୃତ କାଗଜରେ ତିଆରି ପତାକା କାର୍ଯ୍ୟକ୍ରମ ପରେ ଫୋପାଡ଼ି ଦିଆଯିବ ନାହିଁ କିମ୍ବା ଭୂମିରେ ଫିଙ୍ଗାଯିବ ନାହିଁ। ଏହିପରି ପତାକାଗୁଡ଼ିକୁ ବ୍ୟବହାରକାରୀ ପତାକାର ମର୍ଯ୍ୟାଦା ସହିତ ବ୍ୟକ୍ତିଗତ ଭାବରେ ନଷ୍ଟ କରିବେ। ଭାରତୀୟ ଜାତୀୟ ପତାକା ଆମ ଦେଶର ଲୋକଙ୍କ ଆଶା ଏବଂ ଆକାଂକ୍ଷାକୁ ପ୍ରତିନିଧିତ୍ବ କରେ । ତେଣୁ ଏହାକୁ ସମ୍ମାନର ସ୍ଥାନ ଦିଆଯିବା ଉଚିତ୍‌। ଜାତୀୟ ପତାକା ପ୍ରତି ସାର୍ବଜନୀନ ଶ୍ରଦ୍ଧା, ସମ୍ମାନ ଏବଂ ଆନୁଗତ୍ୟ ରହିଛି। ଭାରତୀୟ ଜାତୀୟ ପତାକା ସଂହିତାର ଯଥାର୍ଥ ଅନୁପାଳନ ନିମନ୍ତେ ଜନସାଧାରଣଙ୍କୁ ଅନୁରୋଧ କରାଯାଇଛି।

Powered by Froala Editor

Tags National flag

Related articles Odisha News Lens 4.1

  • ଭୂକମ୍ପ ଝଟକାରେ ଥରି ଉଠି⁰ଲା ୩ ରାଜ୍ୟ
    ଦେଶ-ଦେଶାନ୍ତର

    ଭୂକମ୍ପ ଝଟକାରେ ଥରି ଉଠି⁰ଲା ୩ ରାଜ୍ୟ

    15479
    Nov 14, 2026
  • ଭିଡିଓ ସୁଟିଂ ବେଳେ ବାଘୁଣୀ ଆକ୍ରମଣ, ଯୁବକ ମୃତ
    ଦେଶ-ଦେଶାନ୍ତର

    ଭିଡିଓ ସୁଟିଂ ବେଳେ ବାଘୁଣୀ ଆକ୍ରମଣ, ଯୁବକ ମୃତ

    14680
    Nov 14, 2026
  • ମିଠା ଭାବି ଖାଇଦେଲେ ବୋମା, ଚାଲିଗଲା ଯୁବକଙ୍କ ଜୀବନ
    ଦେଶ-ଦେଶାନ୍ତର

    ମିଠା ଭାବି ଖାଇଦେଲେ ବୋମା, ଚାଲିଗଲା ଯୁବକଙ୍କ ଜୀବନ

    14487
    Nov 14, 2026
  • ଭୟଙ୍କର ସଡ଼କ ଦୁର୍ଘଟଣାରେ ଚାଲିଗଲା ୩ ଭାରତୀୟଙ୍କ ସମେତ ୧୪ ଜଣଙ୍କ ଜୀବନ
    ଦେଶ-ଦେଶାନ୍ତର

    ଭୟଙ୍କର ସଡ଼କ ଦୁର୍ଘଟଣାରେ ଚାଲିଗଲା ୩ ଭାରତୀୟଙ୍କ ସମେତ ୧୪ ଜଣଙ୍କ ଜୀବନ

    14116
    Nov 13, 2026
  • ଚର୍ଚ୍ଚାରେ ସେଫ୍ ରଣବୀର ବ୍ରାରଙ୍କ ସୁନା ଛୁଙ୍କ ଡାଲି
    ଦେଶ-ଦେଶାନ୍ତର

    ଚର୍ଚ୍ଚାରେ ସେଫ୍ ରଣବୀର ବ୍ରାରଙ୍କ ସୁନା ଛୁଙ୍କ ଡାଲି

    15297
    Nov 14, 2026
  • ଚରିତ୍ର ଗଠନ, ଦେଶପ୍ରେମ ଓ ଈଶ୍ୱରପ୍ରାପ୍ତିର ଅନ୍ୱେଷଣ ମାଧ୍ୟମରେ ଶିକ୍ଷାର ନୂତନ ...
    ବାଣିଜ୍ୟ

    ଚରିତ୍ର ଗଠନ, ଦେଶପ୍ରେମ ଓ ଈଶ୍ୱରପ୍ରାପ୍ତିର ଅନ୍ୱେଷଣ ମାଧ୍ୟମରେ ଶିକ୍ଷାର ନୂତନ ...

    13622
    Nov 14, 2026
  • ଶୀତଦିନେ ଏମିତି କରନ୍ତୁ ମେକ୍ଅପ୍
    ବିଶେଷ

    ଶୀତଦିନେ ଏମିତି କରନ୍ତୁ ମେକ୍ଅପ୍

    14347
    Nov 14, 2026
  • ସ୍ୱାଭିମାନ ବିବାହ କଲେ ଅନିରୁଦ୍ଧ-କାବ୍ୟା
    ମନୋରଞ୍ଜନ

    ସ୍ୱାଭିମାନ ବିବାହ କଲେ ଅନିରୁଦ୍ଧ-କାବ୍ୟା

    13444
    Nov 14, 2026
  • ମିନି ବସ୍ ଓ କଣ୍ଟେନର ଟ୍ରକ୍ ଧକ୍କାରେ ୨୪ ଜଣଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ମିନି ବସ୍ ଓ କଣ୍ଟେନର ଟ୍ରକ୍ ଧକ୍କାରେ ୨୪ ଜଣଙ୍କ ମୃତ୍ୟୁ

    13392
    Nov 14, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ମନୋରଞ୍ଜନ

    ସ୍ୱାଭିମାନ ବିବାହ କଲେ ଅନିରୁଦ୍ଧ-କାବ୍ୟା

    13444
    Nov 14, 2026
  • ଦେଶ-ଦେଶାନ୍ତର

    ଭିଡିଓ ସୁଟିଂ ବେଳେ ବାଘୁଣୀ ଆକ୍ରମଣ, ଯୁବକ ମୃତ

    14680
    Nov 14, 2026
  • ବାଣିଜ୍ୟ

    ଚରିତ୍ର ଗଠନ, ଦେଶପ୍ରେମ ଓ ଈଶ୍ୱରପ୍ରାପ୍ତିର ଅନ୍ୱେଷଣ ମାଧ୍ୟମରେ ଶିକ୍ଷାର ନୂତନ ପରିଭାଷା ଗଢ଼ୁଛି ଉତ୍କଳ ଗୌରବ ଇଣ୍ଟରନ୍ୟାସନାଲ୍ ...

    13622
    Nov 14, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17277
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17979
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17936
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18349
    Sep 06, 2023

ବିଶେଷ

  • ଶୀତଦିନେ ଏମିତି କରନ୍ତୁ ମେକ୍ଅପ୍

    14347
    Nov 14, 2026
  • ଓଠରୁ ଜାଣନ୍ତୁ ରୋଗର ପ୍ରଥମ ସଙ୍କେତ

    14261
    Nov 09, 2026
  • ବାଦୁଡିଙ୍କ ପାଇଁ ୧୦୦ ବର୍ଷ ହେଲା ବାଣ ଫୁଟା ବ୍ୟାନ୍

    15613
    Nov 08, 2026
  • ଆସିଲା ଶୀତଦିନ, ଘରୋଇ ମଏଶ୍ଚରାଇଜର କରନ୍ତୁ ବ୍ୟବହାର

    14400
    Nov 07, 2026
  • ଶରୀରକୁ ଅନେକ ରୋଗ ସହ ଲଢିବାରେ ସହାୟକ ହୋଇଥାଏ ଏହି ସ୍ୱତନ୍ତ୍ର ଖାଦ୍ୟ

    14476
    Nov 05, 2026

ବାଣିଜ୍ୟ

ଚରିତ୍ର ଗଠନ, ଦେଶପ୍ରେମ ଓ ଈଶ୍ୱରପ୍ରାପ୍ତିର ଅନ୍ୱେଷଣ ମାଧ୍ୟମରେ ଶିକ୍ଷାର ନୂତନ ପରିଭାଷା ଗଢ଼ୁଛି ଉତ୍କଳ ଗୌରବ ଇଣ୍ଟରନ୍ୟାସନାଲ୍ ସ୍କୁଲ୍


ପୂର୍ବାଞ୍ଚଳର ଆଧ୍ୟାତ୍ମିକ ଜ୍ଞାନ ଓ ଆଧୁନିକ ଶିକ୍ଷାର ସମନ୍ୱୟରେ ଏକ ପରିବର୍ତ୍ତନଶୀଳ ‘ହାଓ ଟୁ ଲିଭ୍’ ପାଠ୍ୟକ୍ରମ; ଜ୍ଞାନୀ, ଦକ୍ଷ, ଆଲୋକପ୍ରାପ୍ତ ଓ ଦାୟିତ୍ୱବାନ ବିଶ୍ୱ ନାଗରିକ ଗଢ଼ିବା ଲକ୍ଷ୍ୟ

କେନ୍ଦୁଝର : ଏହି ଶିଶୁ ଦିବସ ଅବସରରେ ଉତ୍କଳ ଗୌରବ ଇଣ୍ଟରନ୍ୟାସନାଲ୍ ସ୍କୁଲ୍ (UGIS) ...

  • ଭିଏଏମଏଲ୍‍ କୋଇଲା ଖଣି 'ପ୍ରକଳ୍ପ ବିଦ୍ୟା' ଅଧୀନରେ ପାଠ୍ୟ ସହାୟକ ପୁସ୍ତକ ବଣ୍ଟନ ମାଧ୍ୟମରେ ଶିକ୍ଷାଗତ ଉତ୍କର୍ଷତାକୁ ପ୍ରୋତ୍ସାହନ କରୁଛି

    15154
    Nov 12, 2026
  • ଭିଏଏମ୍ଏଲ୍ ନୂତନ ସିଲେଇ ତାଲିମ କେନ୍ଦ୍ର ଜରିଆରେ କଳାହାଣ୍ଡିରେ ମହିଳା ଜୀବିକା ଅଭିଯାନର ସମ୍ପ୍ରସାରଣ କରିଛି

    14364
    Nov 07, 2026
  • ଫୁଲ ବଉଳ ବେଣୀ ସିଡନୀରେ ଓଡ଼ିଆ ଭାଷା, ସଂସ୍କୃତି ଓ ଐତିହ୍ୟକୁ ପାଳନ କଲା

    15585
    Nov 06, 2026
  • ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ସେୟାରରେ ରେକର୍ଡ ବୃଦ୍ଧି

    14167
    Nov 04, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଭିଡିଓ ସୁଟିଂ ବେଳେ ବାଘୁଣୀ ଆକ୍ରମଣ, ଯୁବକ ମୃତ

    14680
    Nov 14, 2026
  • ଶୀତଦିନେ ଏମିତି କରନ୍ତୁ ମେକ୍ଅପ୍

    14347
    Nov 14, 2026
  • ଅଭିନେତ୍ରୀ କଙ୍ଗନା ରଣାୱତଙ୍କ ବିରୋଧରେ ରୁଜୁ ହେଲା ମାମଲା

    14664
    Nov 14, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In