Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, March 22, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବୟସ ବୃଦ୍ଧିକୁ ହ୍ରାସ କରେ ଏହି ଫଳ

  • ପ୍ରତ୍ୟେକ ବୁନ୍ଦା ଜଳର ମୂଲ୍ୟ ବୁଝିବା ଆମର ...

  • ଭାରତ ଅଭିମୁଖେ ଆଉ ୨ ଏଲପିଜି ଟ୍ୟାଙ୍କର

  • ୨୭ରେ ନେପାଳ ପ୍ରଧାନମନ୍ତ୍ରୀଙ୍କ ଶପଥ ...

  • ବ୍ଲାଉଜ୍ ପାଇଁ ପିଟାପିଟି, ଠେଙ୍ଗାରେ ...

  • ବାସନ ମାଜିଲାନି ବୋଲି ପୁଲିସ ଡାକିଲା ...

  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ...

  • କେନ୍ଦ୍ର ସରକାରଙ୍କ ହ୍ୱାଟ୍ସଆପ୍ ...

  • ଆମେରିକାର ଏଫ୍-୩୫କୁ କ୍ଷେପଣାସ୍ତ୍ର ମାଡ ...

Home ›› ››ଭୁବନେଶ୍ୱରରୁ ଶିମିଳିପାଳ ଜାତୀୟ ଉଦ୍ୟାନକୁ ହେଲି-ଟେକ୍ସି ସେବା ଆରମ୍ଭ

ଭୁବନେଶ୍ୱରରୁ ଶିମିଳିପାଳ ଜାତୀୟ ଉଦ୍ୟାନକୁ ହେଲି-ଟେକ୍ସି ସେବା ଆରମ୍ଭ

2026-02-25 06:55:21
15464
Share:
Facebook
Twitter
E-Mail
WhatsApp
Telegram
ଭୁବନେଶ୍ୱରରୁ ଶିମିଳିପାଳ ଜାତୀୟ ଉଦ୍ୟାନକୁ ହେଲି-ଟେକ୍ସି ସେବା ଆରମ୍ଭ

ବାରିପଦା: ଓଡ଼ିଶା ପର୍ଯ୍ୟଟନ ଇତିହାସରେ ଆଉ ଏକ ନୂଆ ଫର୍ଦ ଯୋଡ଼ି ହେବାକୁ ଯାଉଛି। ଭୁବନେଶ୍ୱରରୁ ଶିମିଳିପାଳ ଜାତୀୟ ଉଦ୍ୟାନକୁ ହେଲି-ଟେକ୍ସି ସେବା ଆରମ୍ଭ ହେବ। ଏଥିସକାଶେ ଆଜି ମଙ୍ଗଳବାର ପୂର୍ବାହ୍ନ ୧୦ଟା ୪୦ ସମୟରେ ଭୁବନେଶ୍ୱରରୁ ବାରିପଦା ଏକ ହେଲିକପ୍ଟରର ଟ୍ରାଏଲ ରନ୍‌‌ରେ ଆସି ସ୍ଥାନୀୟ ବାରିପଦା ପୁଲିସ ରିଜର୍ଭ ପଡ଼ିଆଠାରେ ଓହ୍ଲାଇଥିଲା। ଏହି ହେଲି-ଟେକ୍ସି ସେବା ପରିଚାଳନା ପାଇଁ ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ ଅଧୀନରେ ଥିବା ଏକ କେନ୍ଦ୍ର ସରକାରୀ ଉଦ୍ୟୋଗ ‘ପବନ ହଂସ ଲିମିଟେଡ’କୁ ମନୋନୀତ କରାଯାଇଛି। ଏହି ହେଲିକପ୍ଟରରେ ଚାଳକଙ୍କ ସମେତ ୬ ଜଣିଆ ସିଟ୍‌‌ ରହିଛି। ଏହି ସେବା ଓଡ଼ିଶା ପର୍ଯ୍ୟଟନ ବିଭାଗ ଏବଂ ସମ୍ପୃକ୍ତ ପବନ ହଂସ ଲିମିଟେଡ ସହିତ ଚୁକ୍ତିନାମା ପରେ ହିଁ ଆଗାମୀ ମାସରୁ ଅନଲାଇନ ବୁକିଂ ଆରମ୍ଭ ହେବ। ଏଥିରେ ଦୁଇପ୍ରକାର ସେବା ଯୋଗାଇ ଦିଆଯିବା ବ୍ୟବସ୍ଥା ରହିବ। ଟ୍ରାଏଲ ରନ୍‌‌ରେ ଆସିଥିବା ହେଲିକପ୍ଟରକୁ ଭୁବନେଶ୍ୱରରୁ ବାରିପଦା ପହଞ୍ଚିବାକୁ ୧ ଘଣ୍ଟା ୨୦ ମିନିଟ୍‌‌ ଲାଗିଥିଲା।

ପର୍ଯ୍ୟଟକଙ୍କ ପାଇଁ ସ୍ଥିର ସ୍ୱତନ୍ତ୍ର ପ୍ୟାକେଜ୍‌‌ ଅନୁଯାୟୀ ଭୁବନେଶ୍ୱରରୁ ଏହି ହେଲିକପ୍ଟର ବାରିପଦାଠାରେ ସକାଳେ ଏଠାରେ ପହଞ୍ଚିବ। ସଡ଼କ ଯୋଗେ ବାରିପଦାରୁ ଶିମିଳିପାଳ ଭ୍ରମଣ ସହ ଲୁଲୁଙ୍ଗର ଅରଣ୍ୟ ନିବାସରେ ରାତ୍ରି ରହଣିର ବ୍ୟବସ୍ଥା ରହିବା ପରେ ପରଦିନ ଭୁବନେଶ୍ୱର ଫେରିଯିବ। ଅନ୍ୟଏକ ‘ଜୟ ରାଇଡ୍‌‌’ ପ୍ୟାକେଜ୍‌‌ ଅନୁଯାୟୀ ଆକାଶ ମାର୍ଗରୁ ପର୍ଯ୍ୟଟକମାନେ ବାରିପଦା ଆଖପାଖରେ ଥିବା ପର୍ଯ୍ୟଟନସ୍ଥଳୀ ସହ ଅଭୟାରଣ୍ୟକୁ ଆକାଶମାର୍ଗରୁ ଦେଖିବା ବ୍ୟବସ୍ଥା ରହିବ।

ଏହି ହେଲିକପ୍ଟର ପାଇଁ ବାରିପଦାଠାରେ ସ୍ୱତନ୍ତ୍ର ଡାକ୍ତରୀ, ଅଗ୍ନିଶମ, ଇନ୍ଧନ ଆଦି ମଧ୍ୟ ରହିବା ବ୍ୟବସ୍ଥା କରାଯିବ। ଏ ସମ୍ପର୍କରେ ବାଙ୍ଗିରିପୋଷି ବିଧାୟିକା ସଞ୍ଜଲୀ ମୁର୍ମୁଙ୍କ ଦ୍ୱାରା ବିଧାନସଭାରେ ଉପସ୍ଥାପନ କରାଯାଇଥିବା ଅଣତାରକା ପ୍ରଶ୍ନର ଉତ୍ତରରେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ଦେଇଥିବା ସୂଚନା ଅନୁଯାୟୀ ପର୍ଯ୍ୟଟନ ବିଭାଗଠାରୁ ପ୍ରାପ୍ତ ପ୍ରସ୍ତାବ ସୂଚନାରେ ଏହି ହେଲି-ଟେକ୍ସି ସେବା ପ୍ରଥମ ପର୍ଯ୍ୟାୟରେ ମୟୂରଭଞ୍ଜର ଭୁବନେଶ୍ୱର-ଶିମିଳିପାଳ ଜାତୀୟ ଉଦ୍ୟାନ ଏବଂ ଗଞ୍ଜାମର ଭୁବନେଶ୍ୱର-ଗୋପାଳପୁର ପର୍ଯ୍ୟନ୍ତ ଚଳାଚଳ କରିବ।

ଏଣେ ଶିମିଳିପାଳ ନିକଟରେ ହେଲିପ୍ୟାଡ ନିର୍ମାଣ ନିମିତ୍ତ ଆବଶ୍ୟକ ଜମି ନିରୂପଣ ପାଇଁ ଜିଲା ପ୍ରଶାସନକୁ ଅନୁରୋଧ କରାଯାଇଥିବା କହିଥିଲେ ସୁଦ୍ଧା ଏ ପର୍ଯ୍ୟନ୍ତ ସେ ଦିଗରେ କୌଣସି ଜମି ଚିହ୍ନଟ ହୋଇ ନଥିବା ଜଣାଯାଇଛି। ଏ ସମ୍ପର୍କରେ ସମ୍ପୃକ୍ତ ବୈଧାନିକ କର୍ତ୍ତୃପକ୍ଷଙ୍କଠାରୁ ସମସ୍ତ ଆବଶ୍ୟକ ଆପତ୍ତି ନଥିବା ପ୍ରମାଣପତ୍ର ପାଇବା ପରେ ହିଁ ପ୍ରସ୍ତାବ ଆଗକୁ ବଢ଼଼ିପାରିବ ବୋଲି ପ୍ରକାଶ। ତଥାପି ଏବେ ଭୁବନେଶ୍ୱରରୁ ବାରିପଦା ପର୍ଯ୍ୟନ୍ତ ଏହି ହେଲି-ଟେକ୍ସି ସେବା ଆରମ୍ଭ ହେବ। ଆଜି ଏହି ହେଲିକପ୍ଟରରେ ଆସିଥିବା ଅଧିକାରୀ ସେଠାରେ ଉପସ୍ଥିତ ଥିବା ଜିଲା ପର୍ଯ୍ୟଟନ ଅଧିକାରୀ ହିମାଂଶୁ ମହାନ୍ତିଙ୍କ ସମେତ ଅଧିକାରୀଙ୍କ ସହିତ ଆଲୋଚନା କରିଥିଲେ।

Powered by Froala Editor

Tags Heli taxi

Related articles Odisha News Lens 4.1

  • ବ୍ଲାଉଜ୍ ପାଇଁ ପିଟାପିଟି, ଠେଙ୍ଗାରେ ଆକ୍ରମଣ
    ଦେଶ-ଦେଶାନ୍ତର

    ବ୍ଲାଉଜ୍ ପାଇଁ ପିଟାପିଟି, ଠେଙ୍ଗାରେ ଆକ୍ରମଣ

    14088
    Mar 22, 2026
  • ବାସନ ମାଜିଲାନି ବୋଲି ପୁଲିସ ଡାକିଲା ସ୍ତ୍ରୀ
    ଦେଶ-ଦେଶାନ୍ତର

    ବାସନ ମାଜିଲାନି ବୋଲି ପୁଲିସ ଡାକିଲା ସ୍ତ୍ରୀ

    15045
    Mar 22, 2026
  • କେନ୍ଦ୍ର ସରକାରଙ୍କ ହ୍ୱାଟ୍ସଆପ୍ ସମ୍ପର୍କରେ ବଡ଼ ନିଷ୍ପତ୍ତି, ଜାଣନ୍ତୁ କ’ଣ?
    ଦେଶ-ଦେଶାନ୍ତର

    କେନ୍ଦ୍ର ସରକାରଙ୍କ ହ୍ୱାଟ୍ସଆପ୍ ସମ୍ପର୍କରେ ବଡ଼ ନିଷ୍ପତ୍ତି, ଜାଣନ୍ତୁ କ’ଣ?

    14038
    Mar 21, 2026
  • ଭାରତ ଅଭିମୁଖେ ଆଉ ୨ ଏଲପିଜି ଟ୍ୟାଙ୍କର
    ଦେଶ-ଦେଶାନ୍ତର

    ଭାରତ ଅଭିମୁଖେ ଆଉ ୨ ଏଲପିଜି ଟ୍ୟାଙ୍କର

    13383
    Mar 22, 2026
  • ୨୭ରେ ନେପାଳ ପ୍ରଧାନମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବ
    ଦେଶ-ଦେଶାନ୍ତର

    ୨୭ରେ ନେପାଳ ପ୍ରଧାନମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବ

    15313
    Mar 22, 2026
  • ଆମେରିକାର ଏଫ୍-୩୫କୁ କ୍ଷେପଣାସ୍ତ୍ର ମାଡ କରିବାରେ ସଫଳ ହେଲା ଇରାନ
    ଦେଶ-ଦେଶାନ୍ତର

    ଆମେରିକାର ଏଫ୍-୩୫କୁ କ୍ଷେପଣାସ୍ତ୍ର ମାଡ କରିବାରେ ସଫଳ ହେଲା ଇରାନ

    14186
    Mar 21, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି
    ବାଣିଜ୍ୟ

    ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15209
    Mar 22, 2026
  • ବୟସ ବୃଦ୍ଧିକୁ ହ୍ରାସ କରେ ଏହି ଫଳ
    ବିଶେଷ

    ବୟସ ବୃଦ୍ଧିକୁ ହ୍ରାସ କରେ ଏହି ଫଳ

    13351
    Mar 22, 2026
  • ପ୍ରତ୍ୟେକ ବୁନ୍ଦା ଜଳର ମୂଲ୍ୟ ବୁଝିବା ଆମର ଦାୟିତ୍ୱ : ମୋଦୀ
    ଦେଶ-ଦେଶାନ୍ତର

    ପ୍ରତ୍ୟେକ ବୁନ୍ଦା ଜଳର ମୂଲ୍ୟ ବୁଝିବା ଆମର ଦାୟିତ୍ୱ : ମୋଦୀ

    15021
    Mar 22, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    କେନ୍ଦ୍ର ସରକାରଙ୍କ ହ୍ୱାଟ୍ସଆପ୍ ସମ୍ପର୍କରେ ବଡ଼ ନିଷ୍ପତ୍ତି, ଜାଣନ୍ତୁ କ’ଣ?

    14038
    Mar 21, 2026
  • ଦେଶ-ଦେଶାନ୍ତର

    ଭାରତ ଅଭିମୁଖେ ଆଉ ୨ ଏଲପିଜି ଟ୍ୟାଙ୍କର

    13383
    Mar 22, 2026
  • ଦେଶ-ଦେଶାନ୍ତର

    ବ୍ଲାଉଜ୍ ପାଇଁ ପିଟାପିଟି, ଠେଙ୍ଗାରେ ଆକ୍ରମଣ

    14088
    Mar 22, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17381
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17445
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17792
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16265
    Apr 03, 2021

ବିଶେଷ

  • ବୟସ ବୃଦ୍ଧିକୁ ହ୍ରାସ କରେ ଏହି ଫଳ

    13351
    Mar 22, 2026
  • ‘ପଖାଳ’ ହେଉଛି ଓଡ଼ିଆଙ୍କ ସହ ଜଡ଼ିତ ଭାବପ୍ରବଣତା

    14909
    Mar 20, 2026
  • ସ୍ତ୍ରୀଙ୍କ ପାଖରେ ଏପରି ଗୁଣ ଥିଲେ ହୋଇଯାଆନ୍ତି ବରବାଦ

    15553
    Mar 19, 2026
  • ଗୋଟେ ଗ୍ଲାସ କମଳା ରସ ସହିତ ଆରମ୍ଭ କରନ୍ତୁ ସକାଳ

    15460
    Mar 18, 2026
  • ରାତ୍ରୀ ଭୋଜନରେ ଖାଆନ୍ତୁ ଏହି ଖାଦ୍ୟ, କମିବ ପେଟ

    14189
    Mar 17, 2026

ବାଣିଜ୍ୟ

ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

ପଶ୍ଚିମ ଏସିଆରେ ଜାରି ରହିଥିବା ଯୁଦ୍ଧ ଯୋଗୁଁ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ଦର ଆକାଶଛୁଆଁ ହୋଇଛି। ଶୁକ୍ରବାର ଦିନ ଶିଳ୍ପଭିତ୍ତିକ ଡିଜେଲ ଓ ପ୍ରିମିୟମ୍ ପେଟ୍ରୋଲ ଦରରେ ବଡ଼ ଧରଣର ବୃଦ୍ଧି ଘୋଷଣା କରିଛନ୍ତି। ବ୍ୟବସାୟିକ ପ୍ରତିଷ୍ଠାନଗୁଡ଼ିକୁ ବିକ୍ରି ହେଉଥିବା ବଲ୍କ ଡିଜେଲ ଲିଟର ପିଛା ୨୧.୯୨ ଟଙ୍କା (ପ୍ରାୟ ୨୫% ...

  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15209
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13808
    Mar 20, 2026
  • ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

    14260
    Mar 05, 2026
  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

    15696
    Feb 23, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • କେନ୍ଦ୍ର ସରକାରଙ୍କ ହ୍ୱାଟ୍ସଆପ୍ ସମ୍ପର୍କରେ ବଡ଼ ନିଷ୍ପତ୍ତି, ଜାଣନ୍ତୁ କ’ଣ?

    14038
    Mar 21, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    14692
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15209
    Mar 22, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In