Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, February 26, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବାସି ଭାତ ଖାଇଲେ ମିଳିଥାଏ ଏହିସବୁ ...

  • ୮ମ ଶ୍ରେଣୀ ପୁସ୍ତକକୁ ନେଇ ସୁପ୍ରିମକୋର୍ଟ ...

  • ଇସ୍ରାଏଲରେ ପ୍ରଧାନମନ୍ତ୍ରୀ ମୋଦି, ...

  • ବିଜୟ-ରଶ୍ମିକାଙ୍କୁ ଶୁଭେଚ୍ଛା ଜଣେଇଲେ ...

  • ଉଦୟପୁରରେ ପହଞ୍ଚିଲେ ‘ବିରୋଶ’

  • ଦିଲ୍ଲୀର ନାମ ପରିବର୍ତ୍ତନ ପାଇଁ ଦାବି ...

  • ଖୁବ୍ ଶୀଘ୍ର ଆରମ୍ଭ ହେବ ଇ-ବାଇକ୍ ଦିଦି ...

  • ସାକ୍ଷାତକାର କାର୍ଯ୍ୟକ୍ରମ ଅଧାରୁ ଉଠି ...

  • ନିଜର ଓଜନକୁ ରଖନ୍ତୁ ସନ୍ତୁଳିତ, ଆଜ୍‌ମା ...

  • ଘରେ ଘରେ ଡେଲିଭରି କରୁଛି ଏଆଇ ରୋବୋଟ୍

Home ›› ›› ବହୁ ଚର୍ଚ୍ଚିତ ହଳଦିଆପଦର ଓଭର ବ୍ରିଜ ଦୁର୍ଘଟଣା: ବ୍ରିଜ୍‌ର ଢାଞ୍ଚାଗତ ତ୍ରୁଟି ପରଖୁଛନ୍ତି ବୈଷୟିକ ଟିମ୍‌

ବହୁ ଚର୍ଚ୍ଚିତ ହଳଦିଆପଦର ଓଭର ବ୍ରିଜ ଦୁର୍ଘଟଣା: ବ୍ରିଜ୍‌ର ଢାଞ୍ଚାଗତ ତ୍ରୁଟି ପରଖୁଛନ୍ତି ବୈଷୟିକ ଟିମ୍‌

2026-02-26 12:12:37
15236
Share:
Facebook
Twitter
E-Mail
WhatsApp
Telegram
 ବହୁ ଚର୍ଚ୍ଚିତ ହଳଦିଆପଦର ଓଭର ବ୍ରିଜ ଦୁର୍ଘଟଣା: ବ୍ରିଜ୍‌ର ଢାଞ୍ଚାଗତ ତ୍ରୁଟି ପରଖୁଛନ୍ତି ବୈଷୟିକ ଟିମ୍‌

ବ୍ରହ୍ମପୁର : ବ୍ରହ୍ମପୁର ବହୁଚର୍ଚ୍ଚିତ ହଳଦିଆପଦର ଓଭରବ୍ରିଜ୍ ଦୁର୍ଘଟଣା । ଘଟଣାସ୍ଥଳରେ ୫ ଜଣିଆ ବୈଷୟିକ ଟିମ୍‌ର ତଦନ୍ତ । ୩୧ ତାରିଖ ଦୁର୍ଘଟଣାରେ ୫ ଜଣଙ୍କ ମୃତ୍ୟୁ ପରେ ତଦନ୍ତ । ବ୍ରିଜ୍‌ର ଢାଞ୍ଚାଗତ ତ୍ରୁଟି ପରଖୁଛନ୍ତି ବୈଷୟିକ ଟିମ୍‌ । ଘଟଣାକୁ ନେଇ ଉଦ୍‌ବେଗ ପ୍ରକାଶ କରିଥିଲେ ସୁପ୍ରିମକୋର୍ଟ । 

ଏହାପରେ ବ୍ରିଜର ଆକାର, ଡିଜାଇନକୁ ନେଇ ଉଠିଥିଲା ପ୍ରଶ୍ନ । ଏହାର ଆକାର ପରିବର୍ତ୍ତନ ନେଇ ଜିଲ୍ଲା ପ୍ରଶାସନ, ମନ୍ତ୍ରୀ ପ୍ରତିକ୍ରିୟା ରଖିବା ପରେ ବିଧାନସଭାରେ ଏହି ପ୍ରସଙ୍ଗ ଉଠିଥିଲା । ଆଜି ସ୍ୱତନ୍ତ୍ର ଟିମ ଏଠାକୁ ଗସ୍ତ କରି ସ୍ଥିତି ଅନୁଧ୍ୟାନ କରିଛନ୍ତି । ବ୍ରିଜର ରୂପରେଖ କଣ ରହିବ ଅନୁଧ୍ୟାନ ପରେ ରିପୋର୍ଟ ପ୍ରଦାନ କରିବୁ ବୋଲି କହିଛନ୍ତି ସ୍ୱତନ୍ତ୍ର ବୈଷୟିକ ଟିମ ।

Powered by Froala Editor

Tags Haladiapqdar over bridge

Related articles Odisha News Lens 4.1

  • ଉଦୟପୁରରେ ପହଞ୍ଚିଲେ ‘ବିରୋଶ’
    ମନୋରଞ୍ଜନ

    ଉଦୟପୁରରେ ପହଞ୍ଚିଲେ ‘ବିରୋଶ’

    15015
    Feb 25, 2026
  • ଘରେ ଘରେ ଡେଲିଭରି କରୁଛି ଏଆଇ ରୋବୋଟ୍
    ଦେଶ-ଦେଶାନ୍ତର

    ଘରେ ଘରେ ଡେଲିଭରି କରୁଛି ଏଆଇ ରୋବୋଟ୍

    15721
    Feb 24, 2026
  • ସାକ୍ଷାତକାର କାର୍ଯ୍ୟକ୍ରମ ଅଧାରୁ ଉଠି ଆସିଲେ ସ୍ବାମୀ ଅଭିମୁକ୍ତେଶ୍ବରାନନ୍ଦ
    ଦେଶ-ଦେଶାନ୍ତର

    ସାକ୍ଷାତକାର କାର୍ଯ୍ୟକ୍ରମ ଅଧାରୁ ଉଠି ଆସିଲେ ସ୍ବାମୀ ଅଭିମୁକ୍ତେଶ୍ବରାନନ୍ଦ

    15123
    Feb 25, 2026
  • ବିଜୟ-ରଶ୍ମିକାଙ୍କୁ ଶୁଭେଚ୍ଛା ଜଣେଇଲେ ପ୍ରଧାନମନ୍ତ୍ରୀ
    ମନୋରଞ୍ଜନ

    ବିଜୟ-ରଶ୍ମିକାଙ୍କୁ ଶୁଭେଚ୍ଛା ଜଣେଇଲେ ପ୍ରଧାନମନ୍ତ୍ରୀ

    14407
    Feb 25, 2026
  • ଖୁବ୍ ଶୀଘ୍ର ଆରମ୍ଭ ହେବ ଇ-ବାଇକ୍ ଦିଦି ଯୋଜନା, ରହିଛି ଏହିସବୁ ସୁବିଧା
    ଦେଶ-ଦେଶାନ୍ତର

    ଖୁବ୍ ଶୀଘ୍ର ଆରମ୍ଭ ହେବ ଇ-ବାଇକ୍ ଦିଦି ଯୋଜନା, ରହିଛି ଏହିସବୁ ସୁବିଧା

    14926
    Feb 25, 2026
  • ନିଜର ଓଜନକୁ ରଖନ୍ତୁ ସନ୍ତୁଳିତ, ଆଜ୍‌ମା ସମସ୍ୟାଠାରୁ ରୁହନ୍ତୁ ଦୂରେଇ
    ବିଶେଷ

    ନିଜର ଓଜନକୁ ରଖନ୍ତୁ ସନ୍ତୁଳିତ, ଆଜ୍‌ମା ସମସ୍ୟାଠାରୁ ରୁହନ୍ତୁ ଦୂରେଇ

    14980
    Feb 25, 2026
  • ବାସି ଭାତ ଖାଇଲେ ମିଳିଥାଏ ଏହିସବୁ ପ୍ରୋଟିନ୍
    ବିଶେଷ

    ବାସି ଭାତ ଖାଇଲେ ମିଳିଥାଏ ଏହିସବୁ ପ୍ରୋଟିନ୍

    13669
    Feb 26, 2026
  • ଦିଲ୍ଲୀର ନାମ ପରିବର୍ତ୍ତନ ପାଇଁ ଦାବି ରଖିଲେ ସାଂସଦ
    ଦେଶ-ଦେଶାନ୍ତର

    ଦିଲ୍ଲୀର ନାମ ପରିବର୍ତ୍ତନ ପାଇଁ ଦାବି ରଖିଲେ ସାଂସଦ

    14789
    Feb 25, 2026
  • ୮ମ ଶ୍ରେଣୀ ପୁସ୍ତକକୁ ନେଇ ସୁପ୍ରିମକୋର୍ଟ ଖପ୍ପା
    ଦେଶ-ଦେଶାନ୍ତର

    ୮ମ ଶ୍ରେଣୀ ପୁସ୍ତକକୁ ନେଇ ସୁପ୍ରିମକୋର୍ଟ ଖପ୍ପା

    14134
    Feb 25, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ସାକ୍ଷାତକାର କାର୍ଯ୍ୟକ୍ରମ ଅଧାରୁ ଉଠି ଆସିଲେ ସ୍ବାମୀ ଅଭିମୁକ୍ତେଶ୍ବରାନନ୍ଦ

    15123
    Feb 25, 2026
  • ବିଶେଷ

    ନିଜର ଓଜନକୁ ରଖନ୍ତୁ ସନ୍ତୁଳିତ, ଆଜ୍‌ମା ସମସ୍ୟାଠାରୁ ରୁହନ୍ତୁ ଦୂରେଇ

    14980
    Feb 25, 2026
  • ମନୋରଞ୍ଜନ

    ଉଦୟପୁରରେ ପହଞ୍ଚିଲେ ‘ବିରୋଶ’

    15015
    Feb 25, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17353
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17423
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17767
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16242
    Apr 03, 2021

ବିଶେଷ

  • ବାସି ଭାତ ଖାଇଲେ ମିଳିଥାଏ ଏହିସବୁ ପ୍ରୋଟିନ୍

    13669
    Feb 26, 2026
  • ନିଜର ଓଜନକୁ ରଖନ୍ତୁ ସନ୍ତୁଳିତ, ଆଜ୍‌ମା ସମସ୍ୟାଠାରୁ ରୁହନ୍ତୁ ଦୂରେଇ

    14980
    Feb 25, 2026
  • ନାକରୁ ପାଣି ବାହାରୁଥିଲେ ଏହା କଲେ ତୁରନ୍ତ ମିଳିବ ଆରାମ୍

    15838
    Feb 23, 2026
  • ହୃଦୟ ପାଇଁ ବହୁତ ଲାଭଦାୟକ ରସୁଣ

    16145
    Feb 21, 2026
  • ସପ୍ତାହରେ ତିନିରୁ ଚାରି ଥର ଚା ପିଇଲେ କମ ହୋଇଥାଏ ହୃଦରୋଗ ଆଶଙ୍କା

    14544
    Feb 20, 2026

ବାଣିଜ୍ୟ

ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

ଭୁବନେଶ୍ୱର: ଖିମଜୀ ଜୁଏଲର୍ସ ପକ୍ଷରୁ ନିଜର ନୂଆ ବିବାହ ଅଭିଯାନ ‘ନିଭାୟେଙ୍ଗେ ଅଲଓ୍ୱେଜ୍’ ଉନ୍ମୋଚନ କରାଯାଇଛି। ଏହା ହେଉଛି ବିବାହର ଚିରସ୍ଥାୟୀ ପ୍ରତିଶ୍ରୁତି ପ୍ରତି ଏକ ହୃଦୟସ୍ପର୍ଶୀ ସମ୍ମାନ। ଏହା କ ...

  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15118
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14969
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14481
    Feb 01, 2026
  • ହିମାଳୟ ୱେଲ୍‌ନେସ୍‌ ଏବଂ ଆର୍‌ସିବି ମହିଳା ଟିମ୍‌ ଭାରତର ଭବିଷ୍ୟତ ମହିଳା କ୍ରିକେଟର ଗଢିତୋଳିବାକୁ ହାତ ମିଳାଇଲେ

    16093
    Jan 28, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବିଜୟ-ରଶ୍ମିକାଙ୍କୁ ଶୁଭେଚ୍ଛା ଜଣେଇଲେ ପ୍ରଧାନମନ୍ତ୍ରୀ

    14407
    Feb 25, 2026
  • ବାସି ଭାତ ଖାଇଲେ ମିଳିଥାଏ ଏହିସବୁ ପ୍ରୋଟିନ୍

    13669
    Feb 26, 2026
  • ସାକ୍ଷାତକାର କାର୍ଯ୍ୟକ୍ରମ ଅଧାରୁ ଉଠି ଆସିଲେ ସ୍ବାମୀ ଅଭିମୁକ୍ତେଶ୍ବରାନନ୍ଦ

    15123
    Feb 25, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In