Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, February 28, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଅଜୀର୍ଣ୍ଣ ସମସ୍ୟାର ସମ୍ମୁଖୀନ ହେଉଥିଲେ ...

  • ଭାବବିହ୍ୱଳ ହୋଇ କାନ୍ଦି ପକାଇଲେ କେଜରିୱାଲ

  • କୋଲକାତାରେ ଶକ୍ତିଶାଳୀ ଭୂକମ୍ପ

  • ହେଲିକପ୍ଟର ପ୍ରଚଣ୍ଡ ଉଡ଼ାଇ ଇତିହାସ ...

  • ଖାଲି ପେଟରେ ଉଷୁମ ପାଣି ପିଇଲେ ମିଳେ ...

  • ୧ ଏପ୍ରିଲରୁ ବିକ୍ରି ହେବ କେବଳ ଇଥାନଲ୍ ...

  • ଖାଇବାକୁ ଦେବା ପରେ ବାପାଙ୍କୁ ଜୀବନ୍ତ ...

  • ମେଡିକାଲ ରିପୋର୍ଟରେ ବଳାତ୍କାର ସ୍ପଷ୍ଟ

  • ପାଠ୍ୟପୁସ୍ତକରୁ ହଟିଲା ‘ନ୍ୟାୟପାଳିକାରେ ...

  • ରଶ୍ମିକା ସେୟାର କଲେ ବିବାହର ପ୍ରଥମ ଫଟୋ

Home ›› ››ମୂଳ ଓଡ଼ିଆ ନାମର ହେବ ପୁନରୁଦ୍ଧାର: ଡ. ଅରବିନ୍ଦ ପାଢୀ

ମୂଳ ଓଡ଼ିଆ ନାମର ହେବ ପୁନରୁଦ୍ଧାର: ଡ. ଅରବିନ୍ଦ ପାଢୀ

2026-02-28 06:01:40
14177
Share:
Facebook
Twitter
E-Mail
WhatsApp
Telegram
ମୂଳ ଓଡ଼ିଆ ନାମର ହେବ ପୁନରୁଦ୍ଧାର: ଡ. ଅରବିନ୍ଦ ପାଢୀ

ଭୁବନେଶ୍ବ‌ର:ବଦଳିବ ଓଡ଼ିଶାର ବିଭିନ୍ନ ସ୍ଥାନର ଇଂରାଜୀ ନାମ । ବ୍ରିଟିଶ୍ ଶାସନ କାଳରୁ ପ୍ରଚଳିତ ଭୁଲ୍ ନାମକରଣର ହେବ ସଂଶୋଧନ। ମୂଳ ଓଡ଼ିଆ ନାମର ହେବ ପୁନରୁଦ୍ଧାର। ନାମ ପରିବର୍ତ୍ତନ ପାଇଁ ପ୍ରସ୍ତାବ ପଠାଇବା ନିମନ୍ତେ ଜିଲ୍ଲାପାଳମାନଙ୍କୁ ଚିଠି ଲେଖିଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଡ. ଅରବିନ୍ଦ ପାଢୀ। ଇରାଜୀ ନାମ ପରିବର୍ତ୍ତେ ପ୍ରାମାଣିକ ଓଡିଆ ନାମ ବ୍ୟବହାର କରାଯିବ।

ଏହି ପ୍ରସଙ୍ଗରେ ପୂର୍ବରୁ ସମସ୍ତ ଜିଲ୍ଲାପାଳଙ୍କ ଠାରୁ ଏକ ବିସ୍ତୃତ ରିପୋର୍ଟ ମଗାଯାଇଥିଲା। ଏପର୍ଯ୍ୟନ୍ତ ୧୩ଟି ଜିଲ୍ଲାରୁ ଏହି ସମ୍ପର୍କିତ ସୂଚନା ଆସିଛି। ପ୍ରାପ୍ତ ରିପୋର୍ଟଗୁଡିକର ତାଲିକା ଉପରେ, ବିଧାୟକ ଓ ସାଂସଦମାନଙ୍କର ଏବଂ ସାଧାରଣ ଜନତାଙ୍କର ମତ ନିଆଯାଇଥିଲା। ତଦନୁସାରେ, ଏହି ବିଷୟରେ ବିଭିନ୍ନ ନୂତନ ପ୍ରସ୍ତାବ ମଧ୍ୟ ମିଳିଛି ।  ଖୁବ୍ ଶୀଘ୍ର ଏ ସମ୍ପର୍କିତ ରିପୋର୍ଟ୍ ପ୍ରସ୍ତୁତ କରାଯାଇ ସରକାରଙ୍କ ନିକଟରେ ଉପସ୍ଥାପନ କରାଯିବ ବୋଲି ରାଜସ୍ୱ ସଚିବ ଡ. ପାଢୀ ସୂଚନା ଦେଇଛନ୍ତି।

Powered by Froala Editor

Tags Arabinda padhi

Related articles Odisha News Lens 4.1

  • ଖାଇବାକୁ ଦେବା ପରେ ବାପାଙ୍କୁ ଜୀବନ୍ତ ଜାଳିଦେଲା ପୁଅ
    ଦେଶ-ଦେଶାନ୍ତର

    ଖାଇବାକୁ ଦେବା ପରେ ବାପାଙ୍କୁ ଜୀବନ୍ତ ଜାଳିଦେଲା ପୁଅ

    13830
    Feb 26, 2026
  • ଖାଲି ପେଟରେ ଉଷୁମ ପାଣି ପିଇଲେ ମିଳେ ଏହିସବୁ ଲାଭ
    ବିଶେଷ

    ଖାଲି ପେଟରେ ଉଷୁମ ପାଣି ପିଇଲେ ମିଳେ ଏହିସବୁ ଲାଭ

    14002
    Feb 27, 2026
  • ହେଲିକପ୍ଟର ପ୍ରଚଣ୍ଡ ଉଡ଼ାଇ ଇତିହାସ ରଚିଲେ ରାଷ୍ଟ୍ରପତି
    ଦେଶ-ଦେଶାନ୍ତର

    ହେଲିକପ୍ଟର ପ୍ରଚଣ୍ଡ ଉଡ଼ାଇ ଇତିହାସ ରଚିଲେ ରାଷ୍ଟ୍ରପତି

    13495
    Feb 27, 2026
  • ରଶ୍ମିକା ସେୟାର କଲେ ବିବାହର ପ୍ରଥମ ଫଟୋ
    ମନୋରଞ୍ଜନ

    ରଶ୍ମିକା ସେୟାର କଲେ ବିବାହର ପ୍ରଥମ ଫଟୋ

    13859
    Feb 26, 2026
  • ମେଡିକାଲ ରିପୋର୍ଟରେ ବଳାତ୍କାର ସ୍ପଷ୍ଟ
    ଦେଶ-ଦେଶାନ୍ତର

    ମେଡିକାଲ ରିପୋର୍ଟରେ ବଳାତ୍କାର ସ୍ପଷ୍ଟ

    15790
    Feb 26, 2026
  • ୧ ଏପ୍ରିଲରୁ ବିକ୍ରି ହେବ କେବଳ ଇଥାନଲ୍ ଯୁକ୍ତ ପେଟ୍ରୋଲ
    ଦେଶ-ଦେଶାନ୍ତର

    ୧ ଏପ୍ରିଲରୁ ବିକ୍ରି ହେବ କେବଳ ଇଥାନଲ୍ ଯୁକ୍ତ ପେଟ୍ରୋଲ

    14378
    Feb 26, 2026
  • ପାଠ୍ୟପୁସ୍ତକରୁ ହଟିଲା ‘ନ୍ୟାୟପାଳିକାରେ ଦୁର୍ନୀତି’ ସଂକ୍ରାନ୍ତ ଅଧ୍ୟାୟ
    ଦେଶ-ଦେଶାନ୍ତର

    ପାଠ୍ୟପୁସ୍ତକରୁ ହଟିଲା ‘ନ୍ୟାୟପାଳିକାରେ ଦୁର୍ନୀତି’ ସଂକ୍ରାନ୍ତ ଅଧ୍ୟାୟ

    15653
    Feb 26, 2026
  • ଅଜୀର୍ଣ୍ଣ ସମସ୍ୟାର ସମ୍ମୁଖୀନ ହେଉଥିଲେ ଆପଣାନ୍ତୁ ଏହି ଉପାୟ....
    ବିଶେଷ

    ଅଜୀର୍ଣ୍ଣ ସମସ୍ୟାର ସମ୍ମୁଖୀନ ହେଉଥିଲେ ଆପଣାନ୍ତୁ ଏହି ଉପାୟ....

    14087
    Feb 28, 2026
  • ଭାବବିହ୍ୱଳ ହୋଇ କାନ୍ଦି ପକାଇଲେ କେଜରିୱାଲ
    ଦେଶ-ଦେଶାନ୍ତର

    ଭାବବିହ୍ୱଳ ହୋଇ କାନ୍ଦି ପକାଇଲେ କେଜରିୱାଲ

    15165
    Feb 27, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ମେଡିକାଲ ରିପୋର୍ଟରେ ବଳାତ୍କାର ସ୍ପଷ୍ଟ

    15790
    Feb 26, 2026
  • ଦେଶ-ଦେଶାନ୍ତର

    ଭାବବିହ୍ୱଳ ହୋଇ କାନ୍ଦି ପକାଇଲେ କେଜରିୱାଲ

    15165
    Feb 27, 2026
  • ଦେଶ-ଦେଶାନ୍ତର

    ପାଠ୍ୟପୁସ୍ତକରୁ ହଟିଲା ‘ନ୍ୟାୟପାଳିକାରେ ଦୁର୍ନୀତି’ ସଂକ୍ରାନ୍ତ ଅଧ୍ୟାୟ

    15653
    Feb 26, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17354
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17423
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17769
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16242
    Apr 03, 2021

ବିଶେଷ

  • ଅଜୀର୍ଣ୍ଣ ସମସ୍ୟାର ସମ୍ମୁଖୀନ ହେଉଥିଲେ ଆପଣାନ୍ତୁ ଏହି ଉପାୟ....

    14087
    Feb 28, 2026
  • ଖାଲି ପେଟରେ ଉଷୁମ ପାଣି ପିଇଲେ ମିଳେ ଏହିସବୁ ଲାଭ

    14002
    Feb 27, 2026
  • ବାସି ଭାତ ଖାଇଲେ ମିଳିଥାଏ ଏହିସବୁ ପ୍ରୋଟିନ୍

    14072
    Feb 26, 2026
  • ନିଜର ଓଜନକୁ ରଖନ୍ତୁ ସନ୍ତୁଳିତ, ଆଜ୍‌ମା ସମସ୍ୟାଠାରୁ ରୁହନ୍ତୁ ଦୂରେଇ

    15373
    Feb 25, 2026
  • ନାକରୁ ପାଣି ବାହାରୁଥିଲେ ଏହା କଲେ ତୁରନ୍ତ ମିଳିବ ଆରାମ୍

    15902
    Feb 23, 2026

ବାଣିଜ୍ୟ

ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

ଭୁବନେଶ୍ୱର: ଖିମଜୀ ଜୁଏଲର୍ସ ପକ୍ଷରୁ ନିଜର ନୂଆ ବିବାହ ଅଭିଯାନ ‘ନିଭାୟେଙ୍ଗେ ଅଲଓ୍ୱେଜ୍’ ଉନ୍ମୋଚନ କରାଯାଇଛି। ଏହା ହେଉଛି ବିବାହର ଚିରସ୍ଥାୟୀ ପ୍ରତିଶ୍ରୁତି ପ୍ରତି ଏକ ହୃଦୟସ୍ପର୍ଶୀ ସମ୍ମାନ। ଏହା କ ...

  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15120
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14971
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14484
    Feb 01, 2026
  • ହିମାଳୟ ୱେଲ୍‌ନେସ୍‌ ଏବଂ ଆର୍‌ସିବି ମହିଳା ଟିମ୍‌ ଭାରତର ଭବିଷ୍ୟତ ମହିଳା କ୍ରିକେଟର ଗଢିତୋଳିବାକୁ ହାତ ମିଳାଇଲେ

    16099
    Jan 28, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • କୋଲକାତାରେ ଶକ୍ତିଶାଳୀ ଭୂକମ୍ପ

    14602
    Feb 27, 2026
  • ଖାଲି ପେଟରେ ଉଷୁମ ପାଣି ପିଇଲେ ମିଳେ ଏହିସବୁ ଲାଭ

    14002
    Feb 27, 2026
  • ମେଡିକାଲ ରିପୋର୍ଟରେ ବଳାତ୍କାର ସ୍ପଷ୍ଟ

    15790
    Feb 26, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In