Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, March 01, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • କରାଚୀ ହିଂସା: ପୁଲିସ୍‌ ଗୁଳିମାଡ଼ରେ ଗଲା ୧୦ ...

  • କରାଚୀରେ ବ୍ୟାପକ ହିଂସା

  • ଡିଏମ୍‌କେରେ ଯୋଗଦେଲେ ପନିରସେଲଭମ୍

  • ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ, ୨୧ ମୃତ

  • ନିଶ୍ଚିତ ଭାବରେ ତାମିଲନାଡୁର ...

  • ଅଜୀର୍ଣ୍ଣ ସମସ୍ୟାର ସମ୍ମୁଖୀନ ହେଉଥିଲେ ...

  • ଭାବବିହ୍ୱଳ ହୋଇ କାନ୍ଦି ପକାଇଲେ କେଜରିୱାଲ

  • କୋଲକାତାରେ ଶକ୍ତିଶାଳୀ ଭୂକମ୍ପ

  • ହେଲିକପ୍ଟର ପ୍ରଚଣ୍ଡ ଉଡ଼ାଇ ଇତିହାସ ...

  • ଖାଲି ପେଟରେ ଉଷୁମ ପାଣି ପିଇଲେ ମିଳେ ...

Home ›› ››ବେଆଇନ ଭାବେ ଜବରଦଖଲରେ ଶ୍ରୀଜଗନ୍ନାଥଙ୍କ ୨୭୨.୧୪୧୬୭ ଏକର ଜମି

ବେଆଇନ ଭାବେ ଜବରଦଖଲରେ ଶ୍ରୀଜଗନ୍ନାଥଙ୍କ ୨୭୨.୧୪୧୬୭ ଏକର ଜମି

2026-03-01 07:51:56
14543
Share:
Facebook
Twitter
E-Mail
WhatsApp
Telegram
ବେଆଇନ ଭାବେ ଜବରଦଖଲରେ ଶ୍ରୀଜଗନ୍ନାଥଙ୍କ ୨୭୨.୧୪୧୬୭ ଏକର ଜମି

ଭୁବନେଶ୍ବର: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବାଟିବାଟି ଜମି ରହିଛି। ରାଜ୍ୟର ୨୪ ଜିଲାରେ ଶ୍ରୀଜଗନ୍ନାଥଙ୍କ ୬୦, ୪୨୬, ୯୪୩ ଏକର ଜମି ଥିବା ଚିହ୍ନଟ ହୋଇଛି। ୨୪ ଜିଲାର ବନ୍ଦୋବସ୍ତ ରେକର୍ଡକୁ ଭିତ୍ତିକରି ଏହି ଜମି ଚିହ୍ନଟ କରାଯାଇଛି। ଚିହ୍ନଟ ଜମି ମଧ୍ୟରୁ ୩୮, ୦୬୧, ୮୯୨ ଏକର ଜମିର ସଂଶୋଧିତ ସ୍ବତ୍ତ୍ବଲିପି ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ପ୍ରାପ୍ତ ହୋଇଛି; କିନ୍ତୁ ୭ ଜିଲାରେ ମହାପ୍ରଭୁଙ୍କ ୨୭୨.୧୪୧୬୭ ଏକର ଜମି ବିଭିନ୍ନ ବ୍ୟକ୍ତି ଜବରଦଖଲରେ ରଖିଛନ୍ତି। ତନ୍ମଧ୍ୟରୁ ୪୨ ଏକର ଜମି ଶ୍ରୀମନ୍ଦିର ପ୍ରଶାସନ ଦଖଲକୁ ଅଣାଯାଇ ପାରିଛି। ଅବଶିଷ୍ଟ ଜମି ଜବରଦଖଲ ମୁକ୍ତ ହୋଇପାରି ନାହିଁ।

ବିଧାନସଭାରେ ରାଜ୍ୟ ସରକାରଙ୍କ ତଥ୍ୟାନୁଯାୟୀ, ବିଭିନ୍ନ ଜିଲାରେ ୬୦, ୪୨୬, ୯୪୩ ଏକର ପରିମିତ ଜମି ରହିଛି। ତନ୍ମଧ୍ୟରୁ ୩୮, ୦୬୧, ୮୯୨ ଏକର ଜମିର ସଂଶୋଧିତ ସ୍ବତ୍ତ୍ବଲିପି ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ରହିଛି। ପୁରୀ ଜିଲାରେ ୧୭, ୦୭୧.୨୧୨ ଏକର ଜମି ଚିହ୍ନଟ ହୋଇଥିବା ବେଳେ ଖୋରଧାରେ ୨୯, ୭୫୨.୯୦୭, କଟକରେ ୩, ୨୧୪.୦୬୩, ଅନୁଗୋଳରେ ୧୧୭.୮୪୦, ଢେଙ୍କାନାଳରେ ୨୧୪.୧୭୪, ବାଲେଶ୍ବରରେ ୮୬୬.୯୫୦, ଭଦ୍ରକରେ ୨, ୯୩୭.୩୦୦, କେନ୍ଦ୍ରାପଡ଼ାରେ ୧, ୧୮୪.୧୭୭, ଯାଜପୁରରେ ୮୩୬.୧୫୫, ଜଗତସିଂହପୁରରେ ୭୦୧.୦୧୯, ନୟାଗଡ଼ରେ ୨୬୮.୮୬୦, ଗଞ୍ଜାମରେ ୨, ୮୬୯.୯୧୯, ବରଗଡ଼ରେ ୩୮.୭୩୦, ସମ୍ବଲପୁରରେ ୯.୨୬୦, ବଲାଙ୍ଗିରରେ ୫୨.୦୪୦, ଗଜପତିରେ ୩୩.୯୭୭, ରାୟଗଡ଼ାରେ ୧୭.୪୬୦, କୋରାପୁଟରେ ୨୭.୪୧୦, ସୁବର୍ଣ୍ଣପୁରରେ ୧.୦୦୦, କେନ୍ଦୁଝରରେ ୧୨.୦୨୦, ମୟୂରଭଞ୍ଜରେ ୫୭.୯୭୦, ସୁନ୍ଦରଗଡ଼ରେ ୪୫.୪୫୦, କଳାହାଣ୍ଡିରେ ୫୧.୩୧୦, ନୂଆପଡ଼ାରେ ୪୬.୭୩୦ ଏକର ଜମି ରହିଛି। ବେଆଇନ ଭାବେ ବିଭିନ୍ନ ବ୍ୟକ୍ତି ୨୭୨.୧୪୧୬୭ ଏକର ଜମି ଜବରଦଖଲରେ ରଖିଛନ୍ତି। ୪୨ ଏକର ଜମି ଶ୍ରୀମନ୍ଦିର ପ୍ରଶାସନ ଦଖଲକୁ ଅଣାଯାଇଛି। କଟକ ଜିଲାରେ ୨.୧୯୪ ଏକର ଜମି ଜବରଦଖଲରେ ଥିବାବେଳେ ପୁରୀରେ ୧୨୪.୯୧୨୬୭, ଭଦ୍ରକରେ ୫୨.୭୫୫, କେନ୍ଦ୍ରାପଡ଼ାରେ .୬୬୦, ଖୋରଧାରେ ୫୯.୦୪୮, ବାଲେଶ୍ବରରେ ୨୭.୭୫୦, ଯାଜପୁରରେ ୪.୮୨୨ ଏକର ଜମି ଜବରଦଖଲ ରହିଛି। ଏହି ଜମିକୁ ଜବରଦଖଲ ମୁକ୍ତ କରିବା ପାଇଁ ଉକ୍ତ ୭ଟି ଜିଲାରେ ୯୯୧ଟି ମାମଲା ରୁଜୁ ହୋଇଛି।

Powered by Froala Editor

Tags Puri temple

Related articles Odisha News Lens 4.1

  • ନିଶ୍ଚିତ ଭାବରେ ତାମିଲନାଡୁର ମୁଖ୍ୟମନ୍ତ୍ରୀ ହେବେ ସୁପରଷ୍ଟାର ଥାଲାପତି ବିଜୟ !
    ଦେଶ-ଦେଶାନ୍ତର

    ନିଶ୍ଚିତ ଭାବରେ ତାମିଲନାଡୁର ମୁଖ୍ୟମନ୍ତ୍ରୀ ହେବେ ସୁପରଷ୍ଟାର ଥାଲାପତି ବିଜୟ !

    15538
    Feb 28, 2026
  • କରାଚୀ ହିଂସା: ପୁଲିସ୍‌ ଗୁଳିମାଡ଼ରେ ଗଲା ୧୦ ପ୍ରାଣ
    ଦେଶ-ଦେଶାନ୍ତର

    କରାଚୀ ହିଂସା: ପୁଲିସ୍‌ ଗୁଳିମାଡ଼ରେ ଗଲା ୧୦ ପ୍ରାଣ

    14205
    Mar 01, 2026
  • ହେଲିକପ୍ଟର ପ୍ରଚଣ୍ଡ ଉଡ଼ାଇ ଇତିହାସ ରଚିଲେ ରାଷ୍ଟ୍ରପତି
    ଦେଶ-ଦେଶାନ୍ତର

    ହେଲିକପ୍ଟର ପ୍ରଚଣ୍ଡ ଉଡ଼ାଇ ଇତିହାସ ରଚିଲେ ରାଷ୍ଟ୍ରପତି

    13710
    Feb 27, 2026
  • କୋଲକାତାରେ ଶକ୍ତିଶାଳୀ ଭୂକମ୍ପ
    ଦେଶ-ଦେଶାନ୍ତର

    କୋଲକାତାରେ ଶକ୍ତିଶାଳୀ ଭୂକମ୍ପ

    14823
    Feb 27, 2026
  • ଖାଲି ପେଟରେ ଉଷୁମ ପାଣି ପିଇଲେ ମିଳେ ଏହିସବୁ ଲାଭ
    ବିଶେଷ

    ଖାଲି ପେଟରେ ଉଷୁମ ପାଣି ପିଇଲେ ମିଳେ ଏହିସବୁ ଲାଭ

    14213
    Feb 27, 2026
  • ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ, ୨୧ ମୃତ
    ଦେଶ-ଦେଶାନ୍ତର

    ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ, ୨୧ ମୃତ

    13651
    Feb 28, 2026
  • ଅଜୀର୍ଣ୍ଣ ସମସ୍ୟାର ସମ୍ମୁଖୀନ ହେଉଥିଲେ ଆପଣାନ୍ତୁ ଏହି ଉପାୟ....
    ବିଶେଷ

    ଅଜୀର୍ଣ୍ଣ ସମସ୍ୟାର ସମ୍ମୁଖୀନ ହେଉଥିଲେ ଆପଣାନ୍ତୁ ଏହି ଉପାୟ....

    14314
    Feb 28, 2026
  • କରାଚୀରେ ବ୍ୟାପକ ହିଂସା
    ଦେଶ-ଦେଶାନ୍ତର

    କରାଚୀରେ ବ୍ୟାପକ ହିଂସା

    13821
    Mar 01, 2026
  • ଡିଏମ୍‌କେରେ ଯୋଗଦେଲେ ପନିରସେଲଭମ୍
    ଦେଶ-ଦେଶାନ୍ତର

    ଡିଏମ୍‌କେରେ ଯୋଗଦେଲେ ପନିରସେଲଭମ୍

    14783
    Feb 28, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ହେଲିକପ୍ଟର ପ୍ରଚଣ୍ଡ ଉଡ଼ାଇ ଇତିହାସ ରଚିଲେ ରାଷ୍ଟ୍ରପତି

    13710
    Feb 27, 2026
  • ଦେଶ-ଦେଶାନ୍ତର

    ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ, ୨୧ ମୃତ

    13651
    Feb 28, 2026
  • ଦେଶ-ଦେଶାନ୍ତର

    କରାଚୀ ହିଂସା: ପୁଲିସ୍‌ ଗୁଳିମାଡ଼ରେ ଗଲା ୧୦ ପ୍ରାଣ

    14205
    Mar 01, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17355
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17424
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17770
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16243
    Apr 03, 2021

ବିଶେଷ

  • ଅଜୀର୍ଣ୍ଣ ସମସ୍ୟାର ସମ୍ମୁଖୀନ ହେଉଥିଲେ ଆପଣାନ୍ତୁ ଏହି ଉପାୟ....

    14314
    Feb 28, 2026
  • ଖାଲି ପେଟରେ ଉଷୁମ ପାଣି ପିଇଲେ ମିଳେ ଏହିସବୁ ଲାଭ

    14213
    Feb 27, 2026
  • ବାସି ଭାତ ଖାଇଲେ ମିଳିଥାଏ ଏହିସବୁ ପ୍ରୋଟିନ୍

    14281
    Feb 26, 2026
  • ନିଜର ଓଜନକୁ ରଖନ୍ତୁ ସନ୍ତୁଳିତ, ଆଜ୍‌ମା ସମସ୍ୟାଠାରୁ ରୁହନ୍ତୁ ଦୂରେଇ

    15418
    Feb 25, 2026
  • ନାକରୁ ପାଣି ବାହାରୁଥିଲେ ଏହା କଲେ ତୁରନ୍ତ ମିଳିବ ଆରାମ୍

    15930
    Feb 23, 2026

ବାଣିଜ୍ୟ

ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

ଭୁବନେଶ୍ୱର: ଖିମଜୀ ଜୁଏଲର୍ସ ପକ୍ଷରୁ ନିଜର ନୂଆ ବିବାହ ଅଭିଯାନ ‘ନିଭାୟେଙ୍ଗେ ଅଲଓ୍ୱେଜ୍’ ଉନ୍ମୋଚନ କରାଯାଇଛି। ଏହା ହେଉଛି ବିବାହର ଚିରସ୍ଥାୟୀ ପ୍ରତିଶ୍ରୁତି ପ୍ରତି ଏକ ହୃଦୟସ୍ପର୍ଶୀ ସମ୍ମାନ। ଏହା କ ...

  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15121
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14972
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14485
    Feb 01, 2026
  • ହିମାଳୟ ୱେଲ୍‌ନେସ୍‌ ଏବଂ ଆର୍‌ସିବି ମହିଳା ଟିମ୍‌ ଭାରତର ଭବିଷ୍ୟତ ମହିଳା କ୍ରିକେଟର ଗଢିତୋଳିବାକୁ ହାତ ମିଳାଇଲେ

    16101
    Jan 28, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଅଜୀର୍ଣ୍ଣ ସମସ୍ୟାର ସମ୍ମୁଖୀନ ହେଉଥିଲେ ଆପଣାନ୍ତୁ ଏହି ଉପାୟ....

    14314
    Feb 28, 2026
  • ଖାଲି ପେଟରେ ଉଷୁମ ପାଣି ପିଇଲେ ମିଳେ ଏହିସବୁ ଲାଭ

    14213
    Feb 27, 2026
  • କରାଚୀରେ ବ୍ୟାପକ ହିଂସା

    13821
    Mar 01, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In