Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, April 16, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବିହାରର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ...

  • ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଟ୍ରମ୍ପ ...

  • ସିବିଏସଇଦଶମ ବୋର୍ଡ ପରୀକ୍ଷା ଫଳ ...

  • ହର୍ମୁଜକୁ ଅବରୋଧ ପାଇଁ ବିଧ୍ୱଂସକ ଜାହାଜ ...

  • ଆମେରିକା ଓ ଇଣ୍ଡୋନେସିଆରେ ଶକ୍ତିଶାଳୀ ...

  • ଶ୍ରମିକମାନଙ୍କ ପାଇଁ ବଡ଼ ନିଷ୍ପତ୍ତି : ...

  • ଆଇଏମ୍‌ଡିର ପୂର୍ବାନୁମାନ : ଚଳିତ ବର୍ଷ ...

  • ଦରମା ବଢାଇବା ଦାବିରେ କର୍ମଚାରୀଙ୍କ ...

  • ଅକ୍ଷୟ ତୃତୀୟାରେ କରନ୍ତୁ ମାନସିକ ଜପ, ...

  • ବଡ଼ ଧରଣର ପ୍ରଶ୍ନପତ୍ର ଲିକ୍ ଘଟଣା, ୧୫୯ ...

Home ›› ››ନିୟମିତ ମିଶ୍ରି ଖାଇଲେ ଦୃଷ୍ଟିଶକ୍ତିଜନିତ ସମସ୍ୟା କମିଥାଏ

ନିୟମିତ ମିଶ୍ରି ଖାଇଲେ ଦୃଷ୍ଟିଶକ୍ତିଜନିତ ସମସ୍ୟା କମିଥାଏ

2026-03-02 12:42:51
15399
Share:
Facebook
Twitter
E-Mail
WhatsApp
Telegram
ନିୟମିତ ମିଶ୍ରି ଖାଇଲେ ଦୃଷ୍ଟିଶକ୍ତିଜନିତ ସମସ୍ୟା କମିଥାଏ

ମିଶ୍ରିରେ ଅନେକ ପ୍ରକାର ସ୍ବାସ୍ଥ୍ୟୋପକାରୀ ଗୁଣ ଭରି ରହିଛି। ଏଥିରେ ବିଭିନ୍ନ ପ୍ରକାର ଭିଟାମିନ୍‌ ଏବଂ ଆମିନୋ ଏସିଡ ରହିଛି। ଯଦି ଆପଣଙ୍କର ଲଗାତର କାଶ ହେଉଛି କିମ୍ବା ତଣ୍ଟି ଦରଜ ହେଉଛି ତେବେ ତେଜପତ୍ର ଏବଂ ଅଦା ମିଶ୍ରତ ପାଣିରେ କିଛି ମିଶ୍ରି ପକାଇ ତାହାକୁ ଫୁଟାଇ ପିଅନ୍ତୁ। ଆମ ଶରୀରରେ ହିମୋଗ୍ଲୋବିନ ସ୍ତର ସନ୍ତୁଳିତ ରହିବା ନିହାତି ଜରୁରୀ। ନିୟମିତ ମିଶ୍ରି ଖାଇଲେ ଏହି ସ୍ତର କତେକାଂଶରେ ଠିକ୍‌ ରହିଥାଏ। ମିଶ୍ରିର ଆଉ ଏକ ଉପକାରୀ ଗୁଣ ରହିଛି। ଏହା ହଜମ ପ୍ରକ୍ରିୟାକୁ ଆହୁରି ଦୃଢ଼ କରିଥାଏ। ଏହା ସହିତ କିଛି ପାନମଧୁରୀ ମିଶାଇ ଖାଇପାରନ୍ତି। ଆପଣଙ୍କର ଲୋ ବ୍ଲଡପ୍ରେସର ସମସ୍ୟା ଅଛି କି ? ଯଦି ହଁ, ତେବେ ନିୟମିତ ମିଶ୍ରି ଖାଇଲେ ତାହା ଏହାକୁ ନିୟନ୍ତ୍ରଣରେ ରଖିଥାଏ। ଏଥିଲାଗି ଶୋଇବା ପୂର୍ବରୁ ଉଷୁମ କ୍ଷୀରରେ ମିଶ୍ରି ମିଶାଇ ତାହାକୁ ପିଅନ୍ତୁ। ଏହା ମଧ୍ୟ ସ୍ମରଣ ଶକ୍ତିକୁ ବୃଦ୍ଧି କରିବାରେ ସହାୟକ ହୋଇଥାଏ। ଆଉ ଏକ ଖାସ୍‌ କଥା ହେଲା ନିୟମିତ ମିଶ୍ରି ଖାଇବା ଦ୍ୱାରା ଦୃଷ୍ଟିଶକ୍ତିଜନିତ ସମସ୍ୟା କେତେକାଂଶରେ କମ୍‌ ରହିଥାଏ।

Powered by Froala Editor

Tags Mishri

Related articles Odisha News Lens 4.1

  • ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଟ୍ରମ୍ପ ମୋଦୀଙ୍କ ଆଲୋଚନା
    ଦେଶ-ଦେଶାନ୍ତର

    ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଟ୍ରମ୍ପ ମୋଦୀଙ୍କ ଆଲୋଚନା

    15028
    Apr 15, 2026
  • ବିହାରର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ସମ୍ରାଟ ଚୌଧୁରୀ
    ଦେଶ-ଦେଶାନ୍ତର

    ବିହାରର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ସମ୍ରାଟ ଚୌଧୁରୀ

    13586
    Apr 15, 2026
  • ଆଇଏମ୍‌ଡିର ପୂର୍ବାନୁମାନ : ଚଳିତ ବର୍ଷ ସ୍ବାଭାବିକଠାରୁ କମ୍ ବର୍ଷା
    ଦେଶ-ଦେଶାନ୍ତର

    ଆଇଏମ୍‌ଡିର ପୂର୍ବାନୁମାନ : ଚଳିତ ବର୍ଷ ସ୍ବାଭାବିକଠାରୁ କମ୍ ବର୍ଷା

    15564
    Apr 13, 2026
  • ବଡ଼ ଧରଣର ପ୍ରଶ୍ନପତ୍ର ଲିକ୍ ଘଟଣା, ୧୫୯ ଗିରଫ
    ଦେଶ-ଦେଶାନ୍ତର

    ବଡ଼ ଧରଣର ପ୍ରଶ୍ନପତ୍ର ଲିକ୍ ଘଟଣା, ୧୫୯ ଗିରଫ

    14447
    Apr 13, 2026
  •  ଅକ୍ଷୟ ତୃତୀୟାରେ କରନ୍ତୁ ମାନସିକ ଜପ, ମିଳିବ ଖାଲି ଲାଭ
    ବିଶେଷ

    ଅକ୍ଷୟ ତୃତୀୟାରେ କରନ୍ତୁ ମାନସିକ ଜପ, ମିଳିବ ଖାଲି ଲାଭ

    15252
    Apr 13, 2026
  • ଦରମା ବଢାଇବା ଦାବିରେ କର୍ମଚାରୀଙ୍କ ହିଂସାତ୍ମକ ରୂପ
    ଦେଶ-ଦେଶାନ୍ତର

    ଦରମା ବଢାଇବା ଦାବିରେ କର୍ମଚାରୀଙ୍କ ହିଂସାତ୍ମକ ରୂପ

    15005
    Apr 13, 2026
  • ଶ୍ରମିକମାନଙ୍କ ପାଇଁ ବଡ଼ ନିଷ୍ପତ୍ତି : ମଜୁରୀ ୨୧% ବୃଦ୍ଧି ଘୋଷଣା
    ଦେଶ-ଦେଶାନ୍ତର

    ଶ୍ରମିକମାନଙ୍କ ପାଇଁ ବଡ଼ ନିଷ୍ପତ୍ତି : ମଜୁରୀ ୨୧% ବୃଦ୍ଧି ଘୋଷଣା

    13633
    Apr 14, 2026
  • ହର୍ମୁଜକୁ ଅବରୋଧ ପାଇଁ ବିଧ୍ୱଂସକ ଜାହାଜ ମୁତୟନ କଲା ଆମେରିକା
    ଦେଶ-ଦେଶାନ୍ତର

    ହର୍ମୁଜକୁ ଅବରୋଧ ପାଇଁ ବିଧ୍ୱଂସକ ଜାହାଜ ମୁତୟନ କଲା ଆମେରିକା

    15699
    Apr 14, 2026
  • ସିବିଏସଇଦଶମ ବୋର୍ଡ ପରୀକ୍ଷା ଫଳ ପ୍ରକାଶିତ
    ଦେଶ-ଦେଶାନ୍ତର

    ସିବିଏସଇଦଶମ ବୋର୍ଡ ପରୀକ୍ଷା ଫଳ ପ୍ରକାଶିତ

    15188
    Apr 15, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଶ୍ରମିକମାନଙ୍କ ପାଇଁ ବଡ଼ ନିଷ୍ପତ୍ତି : ମଜୁରୀ ୨୧% ବୃଦ୍ଧି ଘୋଷଣା

    13633
    Apr 14, 2026
  • ଦେଶ-ଦେଶାନ୍ତର

    ହର୍ମୁଜକୁ ଅବରୋଧ ପାଇଁ ବିଧ୍ୱଂସକ ଜାହାଜ ମୁତୟନ କଲା ଆମେରିକା

    15699
    Apr 14, 2026
  • ଦେଶ-ଦେଶାନ୍ତର

    ଆଇଏମ୍‌ଡିର ପୂର୍ବାନୁମାନ : ଚଳିତ ବର୍ଷ ସ୍ବାଭାବିକଠାରୁ କମ୍ ବର୍ଷା

    15564
    Apr 13, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17417
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17474
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17831
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16302
    Apr 03, 2021

ବିଶେଷ

  • ଅକ୍ଷୟ ତୃତୀୟାରେ କରନ୍ତୁ ମାନସିକ ଜପ, ମିଳିବ ଖାଲି ଲାଭ

    15252
    Apr 13, 2026
  • ଫ୍ରିଜରୁ ବହୁତ ଥଣ୍ଡା ପାଣି ପିଇବା ଦ୍ଵାରା ହୋଇଥାଏ ଏହି କ୍ଷତି

    15970
    Apr 12, 2026
  • ଅମୃତଭଣ୍ଡାର ଆଶ୍ଚର୍ଯ୍ୟକାରୀ ଫାଇଦା ବିଷୟରେ ଜାଣନ୍ତୁ.....

    14672
    Apr 11, 2026
  • କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ଜାଣନ୍ତୁ....

    15651
    Apr 09, 2026
  • ଭାଙ୍ଗି ଯାଇଥିବା କାଚ ଘରେ ରଖିବା ଶୁଭଙ୍କର ନୁହେଁ

    14504
    Apr 08, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15334
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15066
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15567
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13865
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଆଇଏମ୍‌ଡିର ପୂର୍ବାନୁମାନ : ଚଳିତ ବର୍ଷ ସ୍ବାଭାବିକଠାରୁ କମ୍ ବର୍ଷା

    15564
    Apr 13, 2026
  • ହର୍ମୁଜକୁ ଅବରୋଧ ପାଇଁ ବିଧ୍ୱଂସକ ଜାହାଜ ମୁତୟନ କଲା ଆମେରିକା

    15699
    Apr 14, 2026
  • ଦରମା ବଢାଇବା ଦାବିରେ କର୍ମଚାରୀଙ୍କ ହିଂସାତ୍ମକ ରୂପ

    15005
    Apr 13, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In