Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, September 14, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବ୍ରେକ୍‌ଅପ୍ ପରେ ଗାଲଫ୍ରେଣ୍ଡକୁ ଟଙ୍କା ...

  • ବ୍ରିକ୍ସ ସମ୍ମିଳନୀରେ ରିଲ୍ସ କରି ...

  • ବ୍ରିକ୍ସ ସମ୍ମିଳନୀର ନିରାମିଷ ଖାଦ୍ୟକୁ ...

  • କୌଣସି ପରିସ୍ଥିତିରେ ଇରାନକୁ ଅଣୁ ଅସ୍ତ୍ର ...

  • ବ୍ରିକ୍ସ ଗାଲା ଡିନରରେ ଯୋଗ ଦେଲେନି ଚୀନ୍ ...

  • ମେଦିନୀପୁରରେ ଡିଆରଡିଓର ନୂଆ ମିସାଇଲ ...

  • ୯ ଅକ୍ଟୋବରରୁ ଫ୍ଲିପକାର୍ଟର Big Billion Days Sale !

  • ୨୫ ଲକ୍ଷ ନୁହେଁ, କୋଟିଏ ଟଙ୍କାରେ ବିକ୍ରି ...

  • ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସରେ କୁନି ପୁଅ

  • ଆଜିଠୁ ୨ ଦିନ ଚାଲିବ ୧୮ତମ ବ୍ରିକ୍ସ ...

ରାଜ୍ୟ
Home ›› ରାଜ୍ୟ ››ରାଜଧାନୀରେ କୋଟି କୋଟି ଟଙ୍କାର ଆମିଷ ବିକ୍ରି

ରାଜଧାନୀରେ କୋଟି କୋଟି ଟଙ୍କାର ଆମିଷ ବିକ୍ରି

2026-03-05 07:56:01
14681
Share:
Facebook
Twitter
E-Mail
WhatsApp
Telegram
ରାଜଧାନୀରେ କୋଟି କୋଟି ଟଙ୍କାର ଆମିଷ ବିକ୍ରି

ଭୁବନେଶ୍ୱର: ହୋଲିରେ ଭୁବନେଶ୍ବରରେ ଜମିଲା ଆମିଷ ବେପାର । ହୋଲି ଖେଳିବା ସହ ଆମିଷର ମଜା ଉଠାଇଛନ୍ତି ଭୁବନେଶ୍ବରବାସୀ । ୮ କୋଟିର ଆମିଷ ବିକ୍ରି ହୋଇଥିବାରୁ ବ୍ୟବସାୟୀ ଖୁସି ପ୍ରକାଶ କରିଛନ୍ତି।

ମିଳିଥିବା ସୂଚନାନୁସାରେ, ହୋଲିରେ ୬୦ ଟନ୍‌ରୁ ଅଧିକ ଖାସି ମାଂସ ବିକ୍ରି ହୋଇଛି। ଖାସି ମାଂସ କେଜି ପିଛା ୮୫୦ରୁ ୯ଶହ ଟଙ୍କାରେ ବିକ୍ରି ହୋଇଥିବାବେଳେ ମୋଟ୍‌ ୩ କୋଟି ୨ ଲକ୍ଷ ୪୦ ହଜାର ଟଙ୍କାର ଖାସି ମାଂସ ବିକ୍ରି କରାଯାଇଛ। ସେହିପରି ୩ କୋଟି ୩୬ ଲକ୍ଷ ୬୫ ହଜାର ଟଙ୍କାର ଚିକେନ୍‌ ମଧ୍ୟ ବିକ୍ରି ହୋଇଛି। ତେବେ ରାଜଧାନୀରେ ମୋଟ ୮ କୋଟି ୪୧ ଲକ୍ଷ ଟଙ୍କାର ଆମିଷ ବିକ୍ରି ହୋଇଥିବା ଜଣାପଡିଛି।

Powered by Froala Editor

Tags Amisha

Related articles Odisha News Lens 4.1

  • ମେଦିନୀପୁରରେ ଡିଆରଡିଓର ନୂଆ ମିସାଇଲ ଟେଷ୍ଟିଂ ସେଣ୍ଟର
    ଦେଶ-ଦେଶାନ୍ତର

    ମେଦିନୀପୁରରେ ଡିଆରଡିଓର ନୂଆ ମିସାଇଲ ଟେଷ୍ଟିଂ ସେଣ୍ଟର

    14340
    Sep 12, 2026
  • ବ୍ରିକ୍ସ ସମ୍ମିଳନୀରେ ରିଲ୍ସ କରି କନେଷ୍ଟବଳ ହଟହଟା
    ଦେଶ-ଦେଶାନ୍ତର

    ବ୍ରିକ୍ସ ସମ୍ମିଳନୀରେ ରିଲ୍ସ କରି କନେଷ୍ଟବଳ ହଟହଟା

    14409
    Sep 14, 2026
  • ଆଜିଠୁ ୨ ଦିନ ଚାଲିବ ୧୮ତମ ବ୍ରିକ୍ସ ସମ୍ମିଳନୀ
    ଦେଶ-ଦେଶାନ୍ତର

    ଆଜିଠୁ ୨ ଦିନ ଚାଲିବ ୧୮ତମ ବ୍ରିକ୍ସ ସମ୍ମିଳନୀ

    14284
    Sep 12, 2026
  • ୯ ଅକ୍ଟୋବରରୁ ଫ୍ଲିପକାର୍ଟର Big Billion Days Sale !
    ବାଣିଜ୍ୟ

    ୯ ଅକ୍ଟୋବରରୁ ଫ୍ଲିପକାର୍ଟର Big Billion Days Sale !

    14252
    Sep 12, 2026
  • ୨୫ ଲକ୍ଷ ନୁହେଁ, କୋଟିଏ ଟଙ୍କାରେ ବିକ୍ରି ପାଇଁ ଡିଲ୍‌
    ଅପରାଧ

    ୨୫ ଲକ୍ଷ ନୁହେଁ, କୋଟିଏ ଟଙ୍କାରେ ବିକ୍ରି ପାଇଁ ଡିଲ୍‌

    15117
    Sep 12, 2026
  • ବ୍ରେକ୍‌ଅପ୍ ପରେ ଗାଲଫ୍ରେଣ୍ଡକୁ ଟଙ୍କା ଫେରସ୍ତ ମାଗିଲେ ସିଇଓ
    ଦେଶ-ଦେଶାନ୍ତର

    ବ୍ରେକ୍‌ଅପ୍ ପରେ ଗାଲଫ୍ରେଣ୍ଡକୁ ଟଙ୍କା ଫେରସ୍ତ ମାଗିଲେ ସିଇଓ

    13734
    Sep 14, 2026
  • ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସରେ କୁନି ପୁଅ
    ଦେଶ-ଦେଶାନ୍ତର

    ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସରେ କୁନି ପୁଅ

    14026
    Sep 12, 2026
  • କୌଣସି ପରିସ୍ଥିତିରେ ଇରାନକୁ ଅଣୁ ଅସ୍ତ୍ର ହାସଲ କରିବାକୁ ଦିଆଯିବ ନାହିଁ: ଟ୍ରମ୍ପ
    ଦେଶ-ଦେଶାନ୍ତର

    କୌଣସି ପରିସ୍ଥିତିରେ ଇରାନକୁ ଅଣୁ ଅସ୍ତ୍ର ହାସଲ କରିବାକୁ ଦିଆଯିବ ନାହିଁ: ଟ୍ରମ୍ପ

    14942
    Sep 13, 2026
  • ବ୍ରିକ୍ସ ଗାଲା ଡିନରରେ ଯୋଗ ଦେଲେନି ଚୀନ୍ ରାଷ୍ଟ୍ରପତି
    ଦେଶ-ଦେଶାନ୍ତର

    ବ୍ରିକ୍ସ ଗାଲା ଡିନରରେ ଯୋଗ ଦେଲେନି ଚୀନ୍ ରାଷ୍ଟ୍ରପତି

    13517
    Sep 13, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ବ୍ରିକ୍ସ ସମ୍ମିଳନୀରେ ରିଲ୍ସ କରି କନେଷ୍ଟବଳ ହଟହଟା

    14409
    Sep 14, 2026
  • ଦେଶ-ଦେଶାନ୍ତର

    ଆଜିଠୁ ୨ ଦିନ ଚାଲିବ ୧୮ତମ ବ୍ରିକ୍ସ ସମ୍ମିଳନୀ

    14284
    Sep 12, 2026
  • ଅପରାଧ

    ୨୫ ଲକ୍ଷ ନୁହେଁ, କୋଟିଏ ଟଙ୍କାରେ ବିକ୍ରି ପାଇଁ ଡିଲ୍‌

    15117
    Sep 12, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17092
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17769
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17761
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18164
    Sep 06, 2023

ବିଶେଷ

  • ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି

    14312
    Sep 11, 2026
  • ଖଜୁରିରେ ଭରି ରହିଛି ଅନେକ ପ୍ରକାର ଉପକାରୀ ଗୁଣ, ଜାଣନ୍ତୁ କ’ଣ ?

    16104
    Sep 09, 2026
  • ମଧୁମେହ ରୋଗୀ କାକୁଡିକୁ ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରିବା ନିହାତି ଦରକାର

    14639
    Sep 06, 2026
  • ଛାଡି ଦିଅନ୍ତୁ ଆଳୁ ଖାଇବା, ନିୟନ୍ତ୍ରଣ ହୋଇପାରିବ ଓଜନ

    13948
    Sep 03, 2026
  • କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ଭରି ରହିଛି ଏହିସବୁ ଗୁଣ

    14754
    Aug 31, 2026

ବାଣିଜ୍ୟ

୯ ଅକ୍ଟୋବରରୁ ଫ୍ଲିପକାର୍ଟର Big Billion Days Sale !

୯ ଅକ୍ଟୋବରରୁ ଆରମ୍ଭ ହେବ ଫ୍ଲିପକାର୍ଟର Big Billion Days Sale । ସୋସିଆଲ ମିଡିଆରେ ଭାଇରାଲ ହେଉଥିବା ଏକ ସୂଚନା ଅନୁସାରେ, Flipkart Big Billion Days Sale ୨୦୨୬ ଅକ୍ଟୋବର ୯ ତାରିଖରୁ ଆରମ୍ଭ ହୋଇପାରେ। ଜଣେ X ୟୁଜର ଫ୍ଲିପକାର୍ଟ ମୋବାଇଲ୍ ଆପ୍‌ର ଏକ ସ୍କ୍ରିନ୍‌ସଟ୍ ସେୟାର କରିଛନ୍ତି। ଏଥିରେ ବିଗ୍ ...

  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ପିଢ଼ିର ଖଣି ପ୍ରଯୁକ୍ତିବିଦ୍ୟା ପ୍ରଦର୍ଶିତ

    14310
    Sep 09, 2026
  • ସୁନା ଆମଦାନୀ ୩୦ ପ୍ରତିଶତ ହ୍ରାସ

    14075
    Sep 08, 2026
  • କମ୍ପାନୀ ସେକ୍ରେଟାରିଜ୍‌ର ୫୪ତମ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଯାପିତ

    14701
    Sep 08, 2026
  • ଆଇସିଏସ୍‌ଆଇର ୫୪ତମ କମ୍ପାନୀ ସେକ୍ରେଟାରିଜ୍‌ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଘାଟିତ

    15038
    Sep 06, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବ୍ରିକ୍ସ ସମ୍ମିଳନୀର ନିରାମିଷ ଖାଦ୍ୟକୁ ନେଇ ବିବାଦ

    14906
    Sep 14, 2026
  • ମେଦିନୀପୁରରେ ଡିଆରଡିଓର ନୂଆ ମିସାଇଲ ଟେଷ୍ଟିଂ ସେଣ୍ଟର

    14340
    Sep 12, 2026
  • ୨୫ ଲକ୍ଷ ନୁହେଁ, କୋଟିଏ ଟଙ୍କାରେ ବିକ୍ରି ପାଇଁ ଡିଲ୍‌

    15117
    Sep 12, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In