ସୁରେଶ ପୂଜାରୀ ହେଲେ ଦିଲ୍ଲୀ ଏମ୍ସ ସ୍ଥାନାନ୍ତର
ଭୁବନେଶ୍ୱର: ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହୋଇଛନ୍ତି। ତାଙ୍କର ହୃଦ୍ରୋଗ ସମସ୍ୟା ଥିବାରୁ ଭୁବନେଶ୍ୱର ଏମ୍ସରେ ଭର୍ତ୍ତି ହୋଇଥିଲେ। ଡାକ୍ତରମାନେ ତାଙ୍କର ଆଞ୍ଜିଓଗ୍ରାଫି କରିଥିବାବେଳେ ଅନ୍ୟ ଚିକିତ୍ସା ବି କରିଥିଲେ।ତେବେ ଡାକ୍ତରଙ୍କ ପରାମର୍ଶ କ୍ରମେ ଅଧିକ ଚିକିତ୍ସା ପାଇଁ ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହୋଇଛନ୍ତି।
Powered by Froala Editor