Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, July 12, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଇରାନକୁ ମାଟିରେ ମିଶାଇ ଦେବାକୁ ଆମେରିକା ...

  • ଭିଏନତାମରେ ବୋଟ୍ ଦୁର୍ଘଟଣାରେ ଶୋକ ...

  • ଏସ. ଜାନକୀଙ୍କ ବିୟୋଗରେ ମୋଦୀଙ୍କ ଶୋକ ...

  • ଷ୍ଟ୍ରେଟ୍ ଅଫ୍ ହର୍ମୁଜ ପ୍ରଣାଳୀ ବନ୍ଦ

  • ତାଜ ହୋଟେଲକୁ ବୋମା ଧମକ

  • ୧୮ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

  • ପ୍ରଖ୍ୟାତ କଣ୍ଠଶିଳ୍ପୀ ଜାନକୀ ଆମ୍ମାଙ୍କ ...

  • ଗୃହିଣୀମାନେ ମାନନ୍ତୁ ଏହି ଜରୁରୀ ଟିପ୍ସ

  • ଓଲଟିଲା ସ୍ପିଡ୍‌ବୋଟ୍, ୧୫ ଭାରତୀୟଙ୍କ ...

  • ଭାରତର ଭୁଲ୍ ମାନଚିତ୍ର ପ୍ରଦର୍ଶନ ...

ରାଜ୍ୟ
Home ›› ରାଜ୍ୟ ››ଦେଶର ପ୍ରଥମ ସହର ଭାବରେ ପୁରୀରେ ଡ୍ରିଙ୍କ୍ ଫ୍ରମ୍ ଟ୍ୟାପ୍ ପ୍ରକଳ୍ପର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଦେଶର ପ୍ରଥମ ସହର ଭାବରେ ପୁରୀରେ ଡ୍ରିଙ୍କ୍ ଫ୍ରମ୍ ଟ୍ୟାପ୍ ପ୍ରକଳ୍ପର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

2021-07-26 09:44:28
14907
Share:
Facebook
Twitter
E-Mail
WhatsApp
Telegram
ଦେଶର ପ୍ରଥମ ସହର ଭାବରେ ପୁରୀରେ ଡ୍ରିଙ୍କ୍ ଫ୍ରମ୍ ଟ୍ୟାପ୍ ପ୍ରକଳ୍ପର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ମହାପ୍ରଭୁଙ୍କ ଧାମ ସବୁଠାରୁ ଆଗରେ  -  ମୁଖ୍ୟମନ୍ତ୍ରୀ

  ମହାପ୍ରଭୁଙ୍କ ଧାମ ସବୁଠାରୁ ଆଗରେ । ଆଜି ପୁରୀରେ Drink from Tap  ପ୍ରକଳ୍ପ ଉଦ୍‌ଘାଟନ କରି ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ଏହା କହିଛନ୍ତି।  ଏହି ପ୍ରକଳ୍ପ କାର୍ୟ୍ୟକାରୀ ହେବାରେ ପୁରୀ ହେଉଛି ଦେଶର ପ୍ରଥମ ସହର। ଏହାଦ୍ବାରା ପୁରୀର ଜନସାଧାରଣ  tapରୁ ସିଧାସଳଖ ଉଚ୍ଚମାନର ପିଇବା ପାଣି ପାଇଲେ । ପିଇବା ପାଣିକୁ store କରି ରଖିବା ଦରକାର ନାହିଁ, କିମ୍ବା ଫିଲଟର୍‌ କରିବା ମଧ୍ୟ ଆବଶ୍ୟକ ନାହିଁ । ବିଶ୍ବର କେବଳ ବଡ ବଡ ସହର ମାନଙ୍କରେ ଏଭଳି ସୁବିଧା ମିଳେ । ଏହାଦ୍ବାରା ପୁରୀର ଅଢେଇ ଲକ୍ଷ ଜନସାଧାରଣଙ୍କ ସହିତ ବର୍ଷକୁ ଆସୁଥିବା ୨ କୋଟି ପର୍ୟ୍ୟଟକ ଉପକୃତ ହେବେ।

 

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଆଜି ଦିନଟି କେବଳ ପୁରୀ ନୁହେଁ, ସାରା ଓଡିଶାର ବିକାଶ ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡିଛି । ମହାପ୍ରଭୁଙ୍କ ଧାମ ପୁରୀରେ ସବୁ ପରିବାରକୁ ଆଜିଠାରୁ tapରେ ଭଲ ପିଇବା ପାଣି ମିଳିଲା । Drink from Tap ବା ସୁଜଳ ଯୋଜନାରେ ଆପଣମାନେ ସିଧା tapରୁ ପାଣି ଆଣି ପିଇପାରିବେ। Storage ବା Filter  କିଛି ବି ଦରକାର ନାହିଁ। ଦିନରାତି ୨୪ ଘଣ୍ଟା ଏହି ସେବା ମିଳିବ।

 

ମୁଖ୍ୟମନ୍ତ୍ରୀ ପୁଣି କହିଥିଲେ ଯେ ସାରା ଦେଶରେ  Drink from Tap   କାର୍ୟ୍ୟକାରୀ ହେବାରେ ପୁରୀ ପ୍ରଥମ। ମହାପ୍ରଭୁଙ୍କ ଧାମ ସବୁଠାରୁ ଆଗରେ । ଆମର ମେଟ୍ରୋ ସହର ମାନଙ୍କରେ ବି, ଏ ସୁବିଧା ନାହିଁ । ଏ ଯୋଜନା ପାଇଁ ପୁରୀ ଆଜି ଖLondon, New York, Singapore ଆଦି ବିଶ୍ବର ବଡ ବଡ ସହର କ୍ଷରବଶଙ୍କରରେ ସାମିଲ ହୋଇପାରିଛି । ଏହା ସମସ୍ତଙ୍କ ପାଇଁ ଖୁସିର କଥା ବୋଲି ସେ କହିଥିଲେ । 

 

ରାଜ୍ୟ ନଗର ଉନ୍ନୟନ ଓ ଗୃହନିର୍ମାଣ ବିଭାଗକୁ  ଧନ୍ୟବାଦ ଜଣାଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ୯ ମାସ ମଧ୍ୟରେ ପୁରୀର ୨.୫ ଲକ୍ଷ ଲୋକଙ୍କ ପାଇଁ Drink from Tap ସୁବିଧା ମିଳିବା ସହିତ ପୁରୀକୁ ପ୍ରତି ବର୍ଷ ୨ କୋଟି tourist ମଧ୍ୟ ଏହି ସୁବିଧା ପାଇପାରିବେ । ସେମାନଙ୍କୁ ମଧ୍ୟ ଆଉ water bottle  ଧରି ବୁଲିବାକୁ ପଡିବ ନାହିଁ । ଏହି ପ୍ରକଳ୍ପରେ ବଡଦାଣ୍ଡ ସହିତ ସହରର ୪୦୦ଟି ଜାଗାରେ water fountain କରାଯାଇଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହାଦ୍ବାରା ୪୦୦ ମେଟ୍ରିକ ଟନ୍‌  plastic wasteରୁ ମଧ୍ୟ ସହର ରକ୍ଷା ପାଇପାରିବ।

 

ମୁଖ୍ୟମନ୍ତ୍ରୀ ପୁଣି କହିଥିଲେ ଯେ ୫ଟି Transformative Initiativeର  ଏହା ହେଉଛି ଶ୍ରେଷ୍ଠ ମଡେଲ। ଭଲ ପିଇବା ପାଣିର ସ୍ବାସ୍ଥ୍ୟ, ଜୀବନଧାରଣର ମାନ ଓ ଅର୍ଥନୀତି ସହ ଗଭୀର ସଂପର୍କ ରହିଛି । ତେଣୁ ପାଣିକୁ କେବେ ନଷ୍ଟ କିମ୍ବା ଦୂଷିତ ନ କରିବା ପାଇଁ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ଅନୁରୋଧ କରିଥିଲେ। ଭଲ ପିଇବା ପାଣି ପାଇଁ ବଜେଟକୁ ୫ ବର୍ଷରେ ୨୦ ଗୁଣ ବୃଦ୍ଧି କରାଯାଇଛି ଓ ୨୦୦ କୋଟିର ବଜେଟ ଆଜି ୪ ହଜାର କୋଟି ଟଙ୍କାରେ ପହଞ୍ଚିଛି ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଥିଲେ।

 

କାର୍ୟ୍ୟକ୍ରମର ପରିକଳ୍ପନା ଓ ରୂପାୟନ ସଂପର୍କରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ୨୦୧୯ ମଇ ମାସ ୩ ତାରିଖରେ  ପୁରୀରେ ଫନି ବାତ୍ୟା ସ୍ଥଳଭାଗ ଛୁଇଁଥିଲା । ତାପରେ ମଇ ୫ ତାରିଖ ଦିନ ସେ ପୁରୀରେ ପହଞ୍ଚି ଥିଲେ ଓ ପୁରୀର ଅବସ୍ଥା ଦେଖି ଗଭୀର ଭାବରେ ଦୁଃଖିତ ହୋଇଥିଲେ ବୋଲି କହିଥିଲେ । ସେହିଦିନ ହିଁ ପୁରୀକୁ ବିଶ୍ବ ଐତିହ୍ୟ ସହର ଭାବରେ ବିକଶିତ କରିବା ପାଇଁ ସେ ଘୋଷଣା କରିଥିଲେ । ମହାପ୍ରଭୁଙ୍କ ଆଶୀର୍ବାଦ ଓ ଜନସାଧାରଣଙ୍କ ସହଯୋଗରୁ ଶ୍ରୀକ୍ଷେତ୍ର ଯୋଜନା ଭଲ ଭାବରେ ଆଗେଇ ଚାଲିଛି ଏବଂ ସମସ୍ତଙ୍କ ସହଯୋଗରେ ପୁରୀ ବିକାଶର ନୂଆ ଶିଖରରେ ପହଞ୍ଚିବ ବୋଲି ସେ କହିଥିଲେ ।

ସୁଜଳ ପ୍ରକଳ୍ପର ସଫଳତା ପାଇଁ ଜଳ ସାଥି ଭାବରେ ମିଶନ ଶକ୍ତିର ମା ମାନଙ୍କର ଗୁରୁଦାୟିତ୍ବ ରହିଛି ବୋଲି ମୁଖ୍ୟମନ୍ତ୍ରୀ ମତ ଦେଇଥିଲେ ।

 

ଏହି କାର୍ୟ୍ୟକ୍ରମରେ ଯୋଗ ଦେଇ ରାଜ୍ୟ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଶ୍ରୀ ପ୍ରତାପ ଜେନା ବିଭାଗ ପକ୍ଷରୁ ନିଆଯାଉଥିବା ବିଭିନ୍ନ ଉନ୍ନୟନମୂଳକ କାର୍ୟ୍ୟକ୍ରମ ସଂପର୍କରେ ଆଲୋକପାତ କରି କହିଥିଲେ ଯେ ସାରା ଓଡିଶାର ୧୬ଟି ସହରରେ ଏହି ପ୍ରକଳ୍ପ କାର୍ୟ୍ୟକାରୀ କରାଯାଉଛି । ସହରମାନଙ୍କରେ ଉଚ୍ଚମାନର ସୁବିଧା ଯୋଗାଇ ଦେବାପାଇଁ ମୁଖ୍ୟମନ୍ତ୍ରୀ ସବୁବେଳେ ଗୁରୁତ୍ବ ଦେଇଥାନ୍ତି ବୋଲି ପ୍ରକାଶ କରି ସେ କହିଥିଲେ ଯେ ପୁରୀରେ ଏହି ପ୍ରକଳ୍ପ କାର୍ୟ୍ୟକାରୀ ହେବା ଦ୍ବାରା ମୁଖ୍ୟମନ୍ତ୍ରୀଙ୍କ ସ୍ବପ୍ନ ଆଜି ସାର୍ଥକ ହୋଇଛି ।

ଭାରତ ସରକାରଙ୍କ ଗୃହ ନିର୍ମାଣ ଓ ନଗର ବ୍ୟାପାର ସଚିବ ଶ୍ରୀ ଦୁର୍ଗାଶଂକର ମିଶ୍ର କହିଲେ ଯେ ଶ୍ରାବଣ ମାସର ପ୍ରଥମ ସୋମବାର ଦିନ ମହାପ୍ରଭୁ ଜଗନ୍ନାଥଙ୍କ ସହର ପୁରୀରେ ଦେଶର ସର୍ବପ୍ରଥମ ଊକ୍ସସଦ୍ଭଳ ଲକ୍ସକ୍ଟଜ୍ଞ ଞବକ୍ଟ୍ର  ପ୍ରକଳ୍ପ କାର୍ୟ୍ୟକାରୀ ହେବା ଗୌରବର କଥା । ଏହା ଭାରତର ଅନ୍ୟ ସହର ମାନଙ୍କ ପାଇଁ ଉଦାହରଣ ସୃଷ୍ଟି କରିଛି ବୋଲି ସେ କହିଥିଲେ । ଏଥିପାଇଁ ସେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଓ ରାଜ୍ୟ ସରକାରଙ୍କ ଉଚ୍ଚ ପ୍ରଶସା କରିଥିଲେ  ।

 

କାର୍ୟ୍ୟକ୍ରମରେ  ପ୍ରଥମେ ନଗର ଉନ୍ନୟନ ମନ୍ତ୍ରୀ ଟ୍ୟାପ୍ ରୁ  ପାଣି ପିଇଥିଲେ ।ପରେ ପୁରୀ  ବଳିଆପଣ୍ଡାର ଦୁଇ ଜଣ ମହିଳା ଟ୍ୟାପ୍‌ରୁ ପାଣି ପିଇ ଏହି କାର୍ୟ୍ୟକ୍ରମ ପାଇଁ  ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇଥିଲେ । ସେମାନେ କହିଥିଲେ ଯେ ଆଗରୁ ଆମେ ପାଣି ପାଇଁ ଅନେକ ସମସ୍ୟାର ସମ୍ମୁଖୀନ ହେଉଥିଲୁ । ଏବେ ଆମ ସମସ୍ୟା ଦୂର ହେଲା ।

ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ କାର୍ୟ୍ୟକ୍ରମ ସଂଚାଳନ କରିଥିଲେ ।

ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପ୍ରମୁଖ ସଚିବ ଶ୍ରୀ ଜି. ମାଥିଭାତନନ୍ ସ୍ବାଗତ ଭାଷଣ ଦେଇଥିଲେ ଏବଂ ଡଇଞଉଙର ପରିଚାଳନା ନିର୍ଦ୍ଦେଶକ ଶ୍ରୀ ପି.କେ. ସ୍ବାଇଁ ଧନ୍ୟବାଦ ଅର୍ପଣ କରିଥିଲେ।

କାର୍ୟ୍ୟକ୍ରମରେ ମନ୍ତ୍ରୀ  ସମୀର ଦାଶ, ଯୋଜନା ବୋର୍ଡର ଉପାଧ୍ୟକ୍ଷ  ସଂଜୟ ଦାସବର୍ମା, ସାଂସଦ ଶ୍ରୀ ପିନାକୀ ମିଶ୍ର, ବିଧାୟକ  ଜୟନ୍ତ ଷଡଙ୍ଗୀ, ଉମା ସାମନ୍ତରାୟ, ମୁଖ୍ୟ ଶାସନ ସଚିବ  ସୁରେଶ ମହାପାତ୍ର, ଉନ୍ନୟନ କମିଶନର  ପି.କେ. ଜେନା ଓ ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଓ ସଚିବ ମାନେ ଉପସ୍ଥିତ ଥିଲେ ।

Powered by Froala Editor

Tags Naveen pattnaik

Related articles Odisha News Lens 4.1

  • ପ୍ରଖ୍ୟାତ କଣ୍ଠଶିଳ୍ପୀ ଜାନକୀ ଆମ୍ମାଙ୍କ ପରଲୋକ
    ମନୋରଞ୍ଜନ

    ପ୍ରଖ୍ୟାତ କଣ୍ଠଶିଳ୍ପୀ ଜାନକୀ ଆମ୍ମାଙ୍କ ପରଲୋକ

    14157
    Jul 12, 2026
  • ଇରାନକୁ ମାଟିରେ ମିଶାଇ ଦେବାକୁ ଆମେରିକା ପଛାଇବ ନାହିଁ: ଟ୍ରମ୍ପ
    ଦେଶ-ଦେଶାନ୍ତର

    ଇରାନକୁ ମାଟିରେ ମିଶାଇ ଦେବାକୁ ଆମେରିକା ପଛାଇବ ନାହିଁ: ଟ୍ରମ୍ପ

    15412
    Jul 12, 2026
  • ଭିଏନତାମରେ ବୋଟ୍ ଦୁର୍ଘଟଣାରେ ଶୋକ ପ୍ରକାଶ କଲେ ମୋଦୀ
    ଦେଶ-ଦେଶାନ୍ତର

    ଭିଏନତାମରେ ବୋଟ୍ ଦୁର୍ଘଟଣାରେ ଶୋକ ପ୍ରକାଶ କଲେ ମୋଦୀ

    13550
    Jul 12, 2026
  • ଷ୍ଟ୍ରେଟ୍ ଅଫ୍ ହର୍ମୁଜ ପ୍ରଣାଳୀ ବନ୍ଦ
    ଦେଶ-ଦେଶାନ୍ତର

    ଷ୍ଟ୍ରେଟ୍ ଅଫ୍ ହର୍ମୁଜ ପ୍ରଣାଳୀ ବନ୍ଦ

    14463
    Jul 12, 2026
  • ଭାରତର ଭୁଲ୍ ମାନଚିତ୍ର ପ୍ରଦର୍ଶନ କରାଯିବାକୁ ନେଇ ଆପତ୍ତି
    ଦେଶ-ଦେଶାନ୍ତର

    ଭାରତର ଭୁଲ୍ ମାନଚିତ୍ର ପ୍ରଦର୍ଶନ କରାଯିବାକୁ ନେଇ ଆପତ୍ତି

    13919
    Jul 11, 2026
  • ଗୃହିଣୀମାନେ ମାନନ୍ତୁ ଏହି ଜରୁରୀ ଟିପ୍ସ
    ବିଶେଷ

    ଗୃହିଣୀମାନେ ମାନନ୍ତୁ ଏହି ଜରୁରୀ ଟିପ୍ସ

    14225
    Jul 12, 2026
  • ଓଲଟିଲା ସ୍ପିଡ୍‌ବୋଟ୍, ୧୫ ଭାରତୀୟଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ଓଲଟିଲା ସ୍ପିଡ୍‌ବୋଟ୍, ୧୫ ଭାରତୀୟଙ୍କ ମୃତ୍ୟୁ

    14770
    Jul 11, 2026
  • ୧୮ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା
    ଦେଶ-ଦେଶାନ୍ତର

    ୧୮ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

    15244
    Jul 12, 2026
  • ତାଜ ହୋଟେଲକୁ ବୋମା ଧମକ
    ଦେଶ-ଦେଶାନ୍ତର

    ତାଜ ହୋଟେଲକୁ ବୋମା ଧମକ

    15066
    Jul 12, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଓଲଟିଲା ସ୍ପିଡ୍‌ବୋଟ୍, ୧୫ ଭାରତୀୟଙ୍କ ମୃତ୍ୟୁ

    14770
    Jul 11, 2026
  • ଦେଶ-ଦେଶାନ୍ତର

    ତାଜ ହୋଟେଲକୁ ବୋମା ଧମକ

    15066
    Jul 12, 2026
  • ଦେଶ-ଦେଶାନ୍ତର

    ଷ୍ଟ୍ରେଟ୍ ଅଫ୍ ହର୍ମୁଜ ପ୍ରଣାଳୀ ବନ୍ଦ

    14463
    Jul 12, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16972
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17584
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17638
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18038
    Sep 06, 2023

ବିଶେଷ

  • ଗୃହିଣୀମାନେ ମାନନ୍ତୁ ଏହି ଜରୁରୀ ଟିପ୍ସ

    14225
    Jul 12, 2026
  • ଛୋଟପିଲାଙ୍କ ଠାରେ ଥିଲେ ମଧୁମେହ ଲକ୍ଷଣ କେମିତି ଜାଣିବେ ?

    14721
    Jul 10, 2026
  • ଥଣ୍ଡାପାଗରେ କମ୍ ମାତ୍ରାରେ ସେବନ କରନ୍ତୁ ଲୁଣ ଓ ଚିନି

    15550
    Jul 07, 2026
  • ଷ୍ଟିକର୍‌ ଛଡ଼ାଇ ଖାଆନ୍ତୁ ଫଳ, ନହେଲେ ଭୋଗିବେ ଏହି ସମସ୍ୟା

    15659
    Jul 06, 2026
  • ଦମ୍ପତିଙ୍କ ମଧ୍ୟରେ ବଢୁଛି ସ୍ଲିପ୍ ଡିଭୋର୍ସ, ଜାଣନ୍ତୁ କ'ଣ ?

    15472
    Jul 05, 2026

ବାଣିଜ୍ୟ

ମାସକରେ ୧୫ ହଜାର ଖସିଲାଣି ସୁନା

ସୁନା ଓ ରୁପା ଦରରେ ଲଗାତାର ଉତ୍ଥାନ-ପତନ ଦେଖିବାକୁ ମିଳୁଛି। ଏଇ ମାସରେ ସୁନା ଭରି ପିଛା ଖସିଲାଣି ପ୍ରାୟ ୧୫ ହଜାର ଟଙ୍କା । ୨୨ କ୍ୟାରେଟ୍ ସୁନାର ଦାମ ୧୦ ଗ୍ରାମ ପିଛା ୧ ଲକ୍ଷ ୩୦ ହଜାର ଟଙ୍କା ତଳକୁ ଖସିଛି।  ଏହା ଗ୍ରାହକଙ୍କ ପାଇଁ କିଛିଟା ଆଶ୍ୱସ୍ତିର ଖବର ହୋଇଥିବା ବେଳେ, ନିବେଶକଙ୍କ ମଧ୍ୟରେ ଏହାକୁ ନେଇ ଚର ...

  • ସ୍ମୃତି କ୍ୟାଣ୍ଡିୟର୍‌ ବ୍ରାଣ୍ଡ୍‌ ଆମ୍ବାସଡର୍‌ ନିଯୁକ୍ତ

    15842
    Jun 30, 2026
  • ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

    15710
    Jun 17, 2026
  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13817
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14937
    Apr 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଭିଏନତାମରେ ବୋଟ୍ ଦୁର୍ଘଟଣାରେ ଶୋକ ପ୍ରକାଶ କଲେ ମୋଦୀ

    13550
    Jul 12, 2026
  • ଭାରତର ଭୁଲ୍ ମାନଚିତ୍ର ପ୍ରଦର୍ଶନ କରାଯିବାକୁ ନେଇ ଆପତ୍ତି

    13919
    Jul 11, 2026
  • ଓଲଟିଲା ସ୍ପିଡ୍‌ବୋଟ୍, ୧୫ ଭାରତୀୟଙ୍କ ମୃତ୍ୟୁ

    14770
    Jul 11, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In