ବଜେଟ ଅଧିବେଶନର ଦ୍ବିତୀୟ ପର୍ଯ୍ୟାୟ: ଗୃହରେ ସ୍ଵାଭାବିକ ଭାବେ ଜାରି ରହିଛି ପ୍ରଶ୍ନକାଳ
ଭୁବନେଶ୍ବର: ବିଧାନସଭା ବଜେଟ ଅଧିବେଶନର ଦ୍ବିତୀୟ ପର୍ଯ୍ୟାୟ ଆଜିଠାରୁ ଆରମ୍ଭ ହୋଇଛି । ଗୃହରେ ସ୍ଵାଭାବିକ ଭାବେ ପ୍ରଶ୍ନକାଳ ଜାରି ରହିଛି। ବିଭାଗୀୟ ମନ୍ତ୍ର ବିଧାନସଭା ବଜେଟ୍ ଅଧିବେଶନର ଦ୍ବିତୀୟ ପର୍ଯ୍ୟାୟ ପ୍ରଶ୍ନକାଳ ଆରମ୍ଭ ହୋଇଛି। ବିଭାଗୀୟ ମନ୍ତ୍ରୀ ବିଧାୟକଙ୍କ ପ୍ରଶ୍ନର ଉତ୍ତର ରଖୁଛନ୍ତି। ଏପ୍ରିଲ୍ ୮ ତାରିଖ ପର୍ଯ୍ୟନ୍ତ ଦ୍ବିତୀୟ ପର୍ଯ୍ୟାୟ ଅଧିବେଶନ ଚାଲିବ। ପ୍ରଥମ ପର୍ଯ୍ୟାୟ ଅଧିବେଶନରେ ଆର୍ଥିକ ବର୍ଷ ୨୦୨୬-୨୭ ଲାଗି ଅର୍ଥ ବିଭାଗ ଦାୟିତ୍ବରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୩.୧୦ଲକ୍ଷ କୋଟି ଟଙ୍କାର ବଜେଟ ଉପସ୍ଥାପନ କରିଥିଲେ।
Powered by Froala Editor