ଆଜି ଦିନିକିଆ ଗସ୍ତରେ ପଶ୍ଚିମବଙ୍ଗ ଯିବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଦିନିକିଆ ଗସ୍ତରେ ପଶ୍ଚିମବଙ୍ଗ ଯିବେ। ସେଠାରେ ସେ ପରିବର୍ତ୍ତନ ଯାତ୍ରା ସମାବେଶ ଓ ଜନସଭାରେ ଯୋଗଦେବେ। ମେଦିନୀପୁର ଅନ୍ତର୍ଗତ ମୋୟନାଠାରେ ଏକ ଜନସଭାକୁ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ସମ୍ବୋଧନ କରିବାର କାର୍ଯ୍ୟକ୍ରମ ରହିଛି।
Powered by Froala Editor