Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, November 05, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଭାରତୀୟ ସେୟାର ବଜାରରେ ଉତ୍ସାହ, ସେନସେକ୍ସ ...

  • ମେଟା ଇଣ୍ଡିଆ ବିରୋଧରେ ମାମଲା ରୁଜୁ

  • ବର୍ଷକ ମଧ୍ୟରେ ଚିନି ଦର ୧୨ରୁ ୧୩ ଟଙ୍କା ...

  • ୟୁଟ୍ୟୁବ୍‌ ଦେଖି ନକଲି ନୋଟ୍ ଛାପିଲେ, ୬.୭୮ ...

  • ଅଗ୍ନିବୀରଙ୍କୁ ମିଳିବ ଆଉ ୨ ବର୍ଷ କାମ ...

  • ଶରୀରକୁ ଅନେକ ରୋଗ ସହ ଲଢିବାରେ ସହାୟକ ...

  • ମଧ୍ୟବର୍ତ୍ତୀକାଳୀନ ନିର୍ବାଚନରେ ...

  • ପତ୍ନୀକୁ ପତି ବୋକା’ ଓ ‘ଅଦରକାରୀ’ କହି ...

  • ଜଳି ପାଉଁଶ ହୋଇଗଲା ୮୦ ଅସ୍ଥାୟୀ ଝମ୍ପୁଡ଼ି ...

  • ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ସେୟାରରେ ...

ରାଜ୍ୟ
Home ›› ରାଜ୍ୟ ››ପ୍ରଧାନମନ୍ତ୍ରୀ ଓ ରେଳମନ୍ତ୍ରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଧନ୍ୟବାଦ

ପ୍ରଧାନମନ୍ତ୍ରୀ ଓ ରେଳମନ୍ତ୍ରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଧନ୍ୟବାଦ

2026-03-12 10:26:30
14707
Share:
Facebook
Twitter
E-Mail
WhatsApp
Telegram
ପ୍ରଧାନମନ୍ତ୍ରୀ ଓ ରେଳମନ୍ତ୍ରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଧନ୍ୟବାଦ

ଭୁବନେଶ୍ବର: ଓଡିଶାରେ ରେଳ ସଂଯୋଗୀକରଣକୁ ଅଧିକରୁ ଅଧିକ ଗୁରୁତ୍ବ ଦେଇ କେନ୍ଦ୍ର ସରକାର ଓଡିଶା ସହିତ ଆସାମ ଓ ତେଲେଙ୍ଗାନାକୁ ସଂଯୋଗ କରିବା ପାଇଁ ଏକ ନୂଆ ଅମୃତ ଭାରତ ଟ୍ରେନ ସେବା ଆରମ୍ଭ କରିବାକୁ ଅନୁମୋଦନ କରିଛନ୍ତି। ଏହା ସହିତ ଦୁଇଟି ସ୍ବତନ୍ତ୍ର ରେଳସେବାକୁ ନିୟମିତ ରେଳସେବାରେ ପରିଣତ କରିବା ପାଇଁ ମଧ୍ୟ ଅନୁମୋଦନ ଦିଆଯାଇଛି।   

ସୂଚନାଯୋଗ୍ୟ ଯେ ଏକ ନୂତନ ଅମୃତ ଭାରତ ଟ୍ରେନ୍ ଆସାମର କାମାକ୍ଷା ଏବଂ ତେଲେଙ୍ଗାନାର ଚାରଲାପାଲି (ସିକନ୍ଦରାବାଦ) ମଧ୍ୟରେ ଚାଲିବ। ଏହା ଓଡିଶାର ବାଲେଶ୍ଵର, ଭଦ୍ରକ, ଯାଜପୁର କେଉଁଝର ରୋଡ୍, କଟକ, ଭୁବନେଶ୍ୱର, ଖୋର୍ଦ୍ଧା ରୋଡ୍, ବାଲୁଗାଁ ଏବଂ ବ୍ରହ୍ମପୁର ଦେଇ ଯିବ।

ଭୁବନେଶ୍ୱର – ଧାନବାଦ୍ ସ୍ପେଶାଲ୍ ଟ୍ରେନ୍ ଧାନବାଦ୍ ପହଞ୍ଚିବା ପୂର୍ବରୁ କଟକ, ଢେଙ୍କାନାଳ, ତାଳଚେର ରୋଡ୍, ଅନୁଗୋଳ, ରେଢାଖୋଲ, ସମ୍ବଲପୁର ସହର, ଝାରସୁଗୁଡା ଏବଂ ରାଉରକେଲା ଷ୍ଟେସନ ଦେଇ ଯିବ। ଏହି ଟ୍ରେନକୁ ଏବେ ନିୟମିତ କରାଯାଇଛି। ସେହିପରି ପୁରୀ-ପାଟନା ସ୍ପେଶାଲ୍ ଟ୍ରେନ ପାଟନା ପହଞ୍ଚିବା ପୂର୍ବରୁ  ଖୋର୍ଦ୍ଧା ରୋଡ୍, ଭୁବନେଶ୍ୱର, କଟକ, ଯାଜପୁର କେନ୍ଦୁଝର ରୋଡ୍, ଭଦ୍ରକ ଏବଂ ବାଲେଶ୍ବର ଷ୍ଟେସନ୍ ଦେଇ ଯିବ।  ଏହାକୁ ମଧ୍ୟ ନିୟମିତ କରାଯାଇଛି। ରାଜ୍ୟରେ ରେଳ ସଂଯୋଗକୁ ଉଲ୍ଲେଖନୀୟ ଭାବରେ ବୃଦ୍ଧି କରିବା ପାଇଁ ଏହି ଟ୍ରେନ ସେବା ଅନୁମୋଦନ କରିବା ପାଇଁ ଓଡିଶା ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ କେନ୍ଦ୍ର ରେଳ ମନ୍ତ୍ରୀ ଶ୍ରୀ ବୈଷ୍ଣବଙ୍କୁ ଧନ୍ୟବାଦ ଜଣାଇଛନ୍ତି।

Powered by Froala Editor

Tags Cm

Related articles Odisha News Lens 4.1

  • ପତ୍ନୀକୁ ପତି ବୋକା’ ଓ ‘ଅଦରକାରୀ’ କହି ଗାଳିଦେଲେ ଏହାକୁ ନିଷ୍ଠୁରତା କୁହାଯାଇପାରିବ ...
    ଦେଶ-ଦେଶାନ୍ତର

    ପତ୍ନୀକୁ ପତି ବୋକା’ ଓ ‘ଅଦରକାରୀ’ କହି ଗାଳିଦେଲେ ଏହାକୁ ନିଷ୍ଠୁରତା କୁହାଯାଇପାରିବ ...

    15295
    Nov 04, 2026
  • ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ସେୟାରରେ ରେକର୍ଡ  ବୃଦ୍ଧି
    ବାଣିଜ୍ୟ

    ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ସେୟାରରେ ରେକର୍ଡ ବୃଦ୍ଧି

    13826
    Nov 04, 2026
  • ଭାରତୀୟ ସେୟାର ବଜାରରେ ଉତ୍ସାହ, ସେନସେକ୍ସ ୧୬୦୦ ପଏଣ୍ଟ ଉପରକୁ ଉଠିଲା
    ଦେଶ-ଦେଶାନ୍ତର

    ଭାରତୀୟ ସେୟାର ବଜାରରେ ଉତ୍ସାହ, ସେନସେକ୍ସ ୧୬୦୦ ପଏଣ୍ଟ ଉପରକୁ ଉଠିଲା

    13755
    Nov 05, 2026
  • ଅଗ୍ନିବୀରଙ୍କୁ ମିଳିବ ଆଉ ୨ ବର୍ଷ କାମ କରିବାର ସୁଯୋଗ
    ଦେଶ-ଦେଶାନ୍ତର

    ଅଗ୍ନିବୀରଙ୍କୁ ମିଳିବ ଆଉ ୨ ବର୍ଷ କାମ କରିବାର ସୁଯୋଗ

    14972
    Nov 05, 2026
  • ଜଳି ପାଉଁଶ ହୋଇଗଲା ୮୦ ଅସ୍ଥାୟୀ ଝମ୍ପୁଡ଼ି ଘର, ୨ ମୃତ
    ଦେଶ-ଦେଶାନ୍ତର

    ଜଳି ପାଉଁଶ ହୋଇଗଲା ୮୦ ଅସ୍ଥାୟୀ ଝମ୍ପୁଡ଼ି ଘର, ୨ ମୃତ

    14718
    Nov 04, 2026
  • ମଧ୍ୟବର୍ତ୍ତୀକାଳୀନ ନିର୍ବାଚନରେ ଟ୍ରମ୍ପଙ୍କୁ ଝଟ୍‌କା: ରିପବ୍ଲିକାନ୍ ପାର୍ଟିକୁ ...
    ଦେଶ-ଦେଶାନ୍ତର

    ମଧ୍ୟବର୍ତ୍ତୀକାଳୀନ ନିର୍ବାଚନରେ ଟ୍ରମ୍ପଙ୍କୁ ଝଟ୍‌କା: ରିପବ୍ଲିକାନ୍ ପାର୍ଟିକୁ ...

    15174
    Nov 04, 2026
  • ୟୁଟ୍ୟୁବ୍‌ ଦେଖି ନକଲି ନୋଟ୍ ଛାପିଲେ,  ୬.୭୮ କୋଟି ଜବତ
    ଦେଶ-ଦେଶାନ୍ତର

    ୟୁଟ୍ୟୁବ୍‌ ଦେଖି ନକଲି ନୋଟ୍ ଛାପିଲେ, ୬.୭୮ କୋଟି ଜବତ

    14988
    Nov 05, 2026
  • ମେଟା ଇଣ୍ଡିଆ ବିରୋଧରେ ମାମଲା ରୁଜୁ
    ଦେଶ-ଦେଶାନ୍ତର

    ମେଟା ଇଣ୍ଡିଆ ବିରୋଧରେ ମାମଲା ରୁଜୁ

    15393
    Nov 05, 2026
  • ବର୍ଷକ ମଧ୍ୟରେ ଚିନି ଦର ୧୨ରୁ ୧୩ ଟଙ୍କା ବୃଦ୍ଧି
    ଦେଶ-ଦେଶାନ୍ତର

    ବର୍ଷକ ମଧ୍ୟରେ ଚିନି ଦର ୧୨ରୁ ୧୩ ଟଙ୍କା ବୃଦ୍ଧି

    14441
    Nov 05, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବାଣିଜ୍ୟ

    ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ସେୟାରରେ ରେକର୍ଡ ବୃଦ୍ଧି

    13826
    Nov 04, 2026
  • ଦେଶ-ଦେଶାନ୍ତର

    ୟୁଟ୍ୟୁବ୍‌ ଦେଖି ନକଲି ନୋଟ୍ ଛାପିଲେ, ୬.୭୮ କୋଟି ଜବତ

    14988
    Nov 05, 2026
  • ଦେଶ-ଦେଶାନ୍ତର

    ବର୍ଷକ ମଧ୍ୟରେ ଚିନି ଦର ୧୨ରୁ ୧୩ ଟଙ୍କା ବୃଦ୍ଧି

    14441
    Nov 05, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17249
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17948
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17893
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18312
    Sep 06, 2023

ବିଶେଷ

  • ଶରୀରକୁ ଅନେକ ରୋଗ ସହ ଲଢିବାରେ ସହାୟକ ହୋଇଥାଏ ଏହି ସ୍ୱତନ୍ତ୍ର ଖାଦ୍ୟ

    13742
    Nov 05, 2026
  • କଦଳୀପତ୍ରରେ ଖାଇଲେ ସୁସ୍ଥ ରହିଥାଏ ଶରୀର ଓ ମନ

    14826
    Nov 01, 2026
  • ଶୀତଦିନରେ କେମିତି ନେବେ ମେକଅପ ଜାଣନ୍ତୁ.....

    15808
    Oct 30, 2026
  • ଅଫିସ ଚାପରୁ ମୁକ୍ତି ପାଇବେ କିପରି, ଫୋଲୋ କରନ୍ତୁ ଏହି ଟିପ୍ସ....

    14988
    Oct 27, 2026
  • ଶୀତରେ ଶରୀରକୁ ଗରମ ରଖିବ ଏହି ଖାଦ୍ୟ, ଆଜି ହିଁ ଡାଇଟ୍‌ରେ କରନ୍ତୁ ସାମିଲ

    16181
    Oct 26, 2026

ବାଣିଜ୍ୟ

ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ସେୟାରରେ ରେକର୍ଡ ବୃଦ୍ଧି

ମୁକେଶ ଅମ୍ବାନୀଙ୍କ ସମ୍ପତ୍ତିରେ ହୋଇଛି ଜବରଦସ୍ତ ବୃଦ୍ଧି। ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ସେୟାରରେ ରେକର୍ଡ ଉଛାଳ ଯୋଗୁଁ ମାତ୍ର ଗୋଟିଏ ଦିନରେ ମୁକେଶ ଅମ୍ବାନୀଙ୍କୁ ପ୍ରାୟ ୭୯,୭୦୦ କୋଟି ଟଙ୍କାର ଲାଭ ହୋଇଛି। ସୋମବାର ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ସେୟାରରେ ଜୋରଦାର କ୍ରୟ ଦେଖିବାକୁ ମିଳିଥିଲା। କମ୍ପାନୀର ସେୟାର ପ୍ରାୟ ୧୨ ପ ...

  • ଭି.ଏ.ଏମ୍.ଏଲ୍ କୋଇଲା ଖଣି ସୁରଭି ୨୦୨୬କୁ ସମର୍ଥନ କରିବା ସହିତ ଯୁବ ପ୍ରତିଭାଙ୍କ ପାଇଁ ଏକ ବ୍ୟାପକ ମଞ୍ଚ ସୃଷ୍ଟି କରିଛି

    13910
    Nov 03, 2026
  • ୨୦ ପ୍ରତିଶତ ଶସ୍ତା ହେଲା ସୁନା

    14411
    Nov 01, 2026
  • ଲାଞ୍ଜିଗଡ଼ ସ୍ଥିତ ଭିଏଏମ୍ଏଲ୍ ଦକ୍ଷତା କେନ୍ଦ୍ରର ସଦ୍ୟତମ ବ୍ୟାଚ୍ ଅଗ୍ରଣୀ କମ୍ପାନୀଗୁଡ଼ିକରେ ନିଯୁକ୍ତି ସୁନିଶ୍ଚିତ କରିଛି

    15856
    Oct 31, 2026
  • ଖିମଜୀ ଜୁଏଲର୍ସ ପକ୍ଷରୁ ‘ଧନତେରସ୍ ଧନବର୍ଷା’ ଉନ୍ମୋଚିତ, ସମଗ୍ର କଲେକ୍ସନସ୍ ଉପରେ ଉତ୍ସବ ଅଫର ବର୍ଷା

    14109
    Oct 31, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଭାରତୀୟ ସେୟାର ବଜାରରେ ଉତ୍ସାହ, ସେନସେକ୍ସ ୧୬୦୦ ପଏଣ୍ଟ ଉପରକୁ ଉଠିଲା

    13755
    Nov 05, 2026
  • ଜଳି ପାଉଁଶ ହୋଇଗଲା ୮୦ ଅସ୍ଥାୟୀ ଝମ୍ପୁଡ଼ି ଘର, ୨ ମୃତ

    14718
    Nov 04, 2026
  • ମଧ୍ୟବର୍ତ୍ତୀକାଳୀନ ନିର୍ବାଚନରେ ଟ୍ରମ୍ପଙ୍କୁ ଝଟ୍‌କା: ରିପବ୍ଲିକାନ୍ ପାର୍ଟିକୁ ହରାଇ ଡେମୋକ୍ରାଟିକ୍ ପାର୍ଟି ବିଜୟ

    15174
    Nov 04, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In