Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, March 08, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଲକ୍ଷ୍ନୌରେ ଏମରଜେନ୍ସି ଲ୍ୟାଣ୍ଡିଂ କଲା ...

  • ବିବାହ ବନ୍ଧନରେ ଅର୍ଜୁନ-ସାନିଆ

  • ଯୁଦ୍ଧ ପାଇଁ ଏକମାସ ପର୍ଯ୍ୟନ୍ତ TRP ...

  • ପମ୍ପରେ ଆଉ ମିଳିବନି ପେଟ୍ରୋଲ !

  • ଅଲ୍ଲୁ ସିରିଶ ଓ ନୟନିକା ରେଡ୍ଡୀଙ୍କ ବିବାହ ...

  • ସାରା ଦେଶରେ ଗ୍ୟାସ ସିଲିଣ୍ଡର ମହଙ୍ଗା

  • ୟୁଏଇରେ ଫସିଥିବା ୭୦୦୦ ଭାରତୀୟ ...

  • ଏହି ସ୍ଥାନରେ କଳାଜାଇ ଥିଲେ ଖୋଲେ ...

  • ଏହି ମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ

  • UPSC ଫଳାଫଳ ପ୍ରକାଶିତ : ଟପ୍ପର ହେଲେ ଅନୁଜ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ନୂଆ ଶିକ୍ଷା ନୀତିରେ ଗବେଷଣା ପାଇଁ ଆଗାମୀ ୫ ବର୍ଷରେ ୫୦ ହଜାର କୋଟି ଖର୍ଚ୍ଚ କରିବାର ଯୋଜନା - ଧର୍ମେନ୍ଦ୍ର ପ୍ରଧାନ

ନୂଆ ଶିକ୍ଷା ନୀତିରେ ଗବେଷଣା ପାଇଁ ଆଗାମୀ ୫ ବର୍ଷରେ ୫୦ ହଜାର କୋଟି ଖର୍ଚ୍ଚ କରିବାର ଯୋଜନା - ଧର୍ମେନ୍ଦ୍ର ପ୍ରଧାନ

2021-07-26 16:38:46
14490
Share:
Facebook
Twitter
E-Mail
WhatsApp
Telegram
ନୂଆ ଶିକ୍ଷା ନୀତିରେ ଗବେଷଣା ପାଇଁ ଆଗାମୀ ୫ ବର୍ଷରେ ୫୦ ହଜାର କୋଟି ଖର୍ଚ୍ଚ କରିବାର ଯୋଜନା - ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ - ଭାରତ ସରକାର ଦେଶରେ ଗବେଷଣା ପରିସଂସ୍ଥାନକୁ ଅଧିକ କ୍ରିୟାଶୀଳ ଏବଂ ସୁଦୃଢ଼ କରିବା ପାଇଁ ନୂଆ ଜାତୀୟ ଶିକ୍ଷା ନୀତି (ଏନଇପି-୨୦୨୦) ଅନ୍ତର୍ଗତ ରାଷ୍ଟ୍ରୀୟ ଗବେଷଣା ଅନୁଷ୍ଠାନ(ଏନଆରଏଫ) ଗଠନ କରିବା ସହ ଆଗାମୀ ୫ ବର୍ଷ ମଧ୍ୟରେ ୫୦ ହଜାର କୋଟିରୁ ଉର୍ଦ୍ଧ୍ୱ ଟଙ୍କା ଖର୍ଚ୍ଚ କରିବାର ଯୋଜନା ରଖିଛନ୍ତି ବୋଲି ଲୋକସଭାରେ ଏକ ପ୍ରଶ୍ନର ଉତରରେ କହିଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

ଶ୍ରୀ ପ୍ରଧାନ କହିଛନ୍ତି ଯେ ଦେଶରେ ଗବେଷଣା ପରିସଂସ୍ଥାନକୁ ଅଧିକ କ୍ରିୟାଶୀଳ ଏବଂ ସୁଦୃଢ଼ କରିବା ପାଇଁ ସରକାର ଏକ ରାଷ୍ଟ୍ରୀୟ ଗବେଷଣା ଅନୁଷ୍ଠାନ ଗଠନ କରିବାକୁ ପ୍ରସ୍ତାବ ଦେଇଛନ୍ତି । ଏନଆରଏଫ ଏପରି ଏକ ଅଭିନବ ସଂରଚନା ପ୍ରସ୍ତୁତ କରିବ, ଯାହା ଗବେଷଣା ଏବଂ ବିକାଶ (ଆର ଆଣ୍ଡ ଡ଼ି),ଶିକ୍ଷାନୁଷ୍ଠାନ ଏବଂ ଶିଳ୍ପ ମଧ୍ୟରେ ଯୋଗସୂତ୍ର ରକ୍ଷା କରିବ । ଆଗାମୀ ୫ ବର୍ଷ ମଧ୍ୟରେ ରାଷ୍ଟ୍ରୀୟ ଅନୁସନ୍ଧାନ ଫାଉଣ୍ଡେସନ ବା ଏନଆରଏଫରେ ୫୦ ହଜାର କୋଟି ଟଙ୍କା ବ୍ୟୟର ପ୍ରସ୍ତାବ ହୋଇଛି । ଏନଆରଏଫର ମୁଖ୍ୟ ଉଦ୍ଦେଶ୍ୟ ହେଉଛି ଶିକ୍ଷାନୁଷ୍ଠାନ ବିଶେଷ ଭାବରେ ବିଶ୍ୱବିଦ୍ୟାଳୟ ଏବଂ ମହାବିଦ୍ୟାଳୟରେ ଗବେଷଣାକୁ ପ୍ରୋତ୍ସାହନ ଦେବା ସହ ସାମଗ୍ରିକ ଗବେଷଣା ବ୍ୟବସ୍ଥାକୁ ଅଧିକ ସଦୃଢ଼ କରିବା । ଏନଆରଏଫ ପ୍ରାସଙ୍ଗିକ ମନ୍ତ୍ରଣାଳୟ, ବିଭାଗ ଏବଂ ସରକାରୀ ତଥା ଅଣସରକାରୀ ସଂସ୍ଥା ବିଶେଷ ଭାବରେ ଉଦ୍ୟୋଗ ସହ ମିଳିତ ଭାବେ ଅଧିକ ପ୍ରଭାବୀ, ବୃହତ ଆକାରର ଏକାଧିକ ଗବେଷକ, ଏକାଧିକ ଅନୁଷ୍ଠାନ, ଅନ୍ତଃବିଷୟ ଗବେଷଣାକୁ ଅନୁଦାନ ଦେବା ସହ ସହଯୋଗ କରିବ ।

ଦୀର୍ଘ ୩୪ ବର୍ଷ ପରେ ୨୯ ଜୁଲାଇ ୨୦୨୦ରେ ଭାରତ ସରକାର ଜାତୀୟ ଶିକ୍ଷା ନୀତି,୨୦୨୦ ଘୋଷଣା କଲେ । ଶିକ୍ଷା କ୍ଷେତ୍ରରେ ଏକ ପରିବର୍ତନ ଆଣିବା ଏହାର ଲକ୍ଷ୍ୟ ଥିଲା । ଏହାର ପ୍ରମୁଖ ଉଦ୍ଦେଶ୍ୟ ଥିଲା ଶିକ୍ଷା କ୍ଷେତ୍ରରେ ଆଂଚଳିକ ଭାଷାକୁ ଅଗ୍ରାଧିକାର ଦେଇ ଏହାର ବ୍ୟବହାର କରିବା । ଏହି ପରିପ୍ରେକ୍ଷୀରେ ଭାରତ ସରକାର ଅନେକ ପଦକ୍ଷେପ ନେଇଛନ୍ତି । ମେଡ଼ିକାଲ ପ୍ରବେଶିକା ପାଇଁ ଅନୁଷ୍ଠିତ ନିଟ୍ ପରୀକ୍ଷା ୧୧ଟି ଭାଷାରେ ହେଉଥିବା ବେଳେ ଏବେ ଛାତ୍ରଛାତ୍ରୀମାନେ ୧୩ଟି ଭାଷାରେ ପରୀକ୍ଷା ଦେବେ । ପୂର୍ବରୁ ୩ଟି ଭାଷାରେ ଅନୁଷ୍ଠିତ ହେଉଥିବା ଜେଇଇ(ମେନ୍‌) ପରୀକ୍ଷା ବର୍ତମାନ ୧୩ଟି ଭାଷାରେ କରାଯିବ ।

ଅନୁରୂପ ଭାବରେ ୨୦୨୧-୨୨ ଶିକ୍ଷା ବର୍ଷରେ ଏଆଇସିଟିଇ ସ୍ୱୀକୃତି ପ୍ରାପ୍ତ ଅନୁଷ୍ଠାନ ଗୁଡ଼ିକରେ ପରୀକ୍ଷାମୂଳକ ଭାବରେ ୮ଟି ଆଂଚଳିକ ଭାଷାରେ ବୈଷୟିକ ଶିକ୍ଷା ପ୍ରଦାନ କରାଯିବ । ସ୍ୱୟମ୍ ପ୍ଲାଟଫର୍ମ ମାଧ୍ୟମରେ ଇଞ୍ଜିନିୟରିଂ ପାଠ୍ୟକ୍ରମ ପାଇଁ ଆଂଚଳିକ ଭାଷାରେ ଅନୁବାଦିତ ବିଷୟବସ୍ତୁ ପ୍ରସ୍ତୁତ କରାଯିବ । ଏହା ବିଜ୍ଞାନ, ଇଞ୍ଜିନିୟରିଂ ଏବଂ ପ୍ରଯୁକ୍ତିବିଦ୍ୟା, ମାନବିକ ଓ ସମାଜିକ ବିଜ୍ଞାନ, ଆଇନ,ମ୍ୟାନେଜମେଂଟ୍ ଭଳି ବିଷୟରେ ଏହି ପ୍ଲାଟଫର୍ମ ଅନଲାଇନ ପାଠ୍ୟକ୍ରମ ପ୍ରଦାନ କରିଆସୁଛି । ସେହିପରି ଆଂଚଳିକ ଭାଷାରେ ଶିକ୍ଷାଦାନ କରିବା ପାଇଁ ଇଚ୍ଛୁକ ଥିବା ଶିକ୍ଷାନୁଷ୍ଠାନ ଗୁଡ଼ିକ ପାଇଁ ଏଆଇସିଟିଇ ହ୍ୟାଣ୍ଡବୁକ୍ ପ୍ରସ୍ତୁତ କରାଯାଇଛି । “ଏଆଇସିଟିଇ ଟ୍ରାନ୍ସଲେସନ ଅଟୋମେସନ ଆଟିଫିସେଲ ଇଂଟେଲିଜେନ୍ସ ଟୁଲ୍‌” ଗ୍ରାମାଂଚଳର ଛାତ୍ରଛାତ୍ରୀଙ୍କୁ ଇଂରାଜୀ ଭାଷାର ଅନଲାଇନ ପାଠ୍ୟକ୍ରମକୁ ସ୍ଥାନୀୟ ଭାଷା ଯଥା ହିନ୍ଦୀ, ବଙ୍ଗାଳୀ, ମରାଠି, ତେଲୁଗୁ, ତାମିଲ, ଗୁଜୁରାଟୀ, କନ୍ନଡ଼, ମାଲାୟାଲାମ, ପଞ୍ଜାବୀ, ଆସାମୀ, ଓଡ଼ିଆ ଭାଷାରେ ଅନୁବାଦ କରୁଛି । ହରିୟାଣା ସରକାର ଏବଂ ଏଆଇସିଟିଇ ମଧ୍ୟରେ ହିନ୍ଦୀରେ ୧ ହଜାର ପୁସ୍ତକ ପ୍ରକାଶ କରିବା ପାଇଁ ବୁଝାମଣା ପତ୍ର(ଏମଓୟୁ) ସ୍ୱାକ୍ଷରିତ ହୋଇଛି । ପ୍ରଥମ ବର୍ଷର ଇଞ୍ଜିନିୟରିଂ ଛାତ୍ରଛାତ୍ରୀଙ୍କ ପାଇଁ ଥିବା ଷ୍ଟୁଡେଂଟ୍ ଇଣ୍ଡକ୍ସନ ପ୍ରୋଗ୍ରାମ(ଏସଆଇପି)କୁ ଆଂଚଳିକ ଭାଷାରେ ଉପଲବ୍ଧ କରାଯାଇଛି ବୋଲି କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ କହିଛନ୍ତି ।


Powered by Froala Editor

Tags dharmendra pradhan ,

Related articles Odisha News Lens 4.1

  • ଯୁଦ୍ଧ ପାଇଁ ଏକମାସ ପର୍ଯ୍ୟନ୍ତ TRP ରିପୋର୍ଟିଂ ବନ୍ଦ
    ଦେଶ-ଦେଶାନ୍ତର

    ଯୁଦ୍ଧ ପାଇଁ ଏକମାସ ପର୍ଯ୍ୟନ୍ତ TRP ରିପୋର୍ଟିଂ ବନ୍ଦ

    13665
    Mar 07, 2026
  •  UPSC ଫଳାଫଳ ପ୍ରକାଶିତ : ଟପ୍ପର ହେଲେ ଅନୁଜ ଅଗ୍ନିହୋତ୍ରୀ
    ଦେଶ-ଦେଶାନ୍ତର

    UPSC ଫଳାଫଳ ପ୍ରକାଶିତ : ଟପ୍ପର ହେଲେ ଅନୁଜ ଅଗ୍ନିହୋତ୍ରୀ

    13589
    Mar 06, 2026
  • ଏହି ମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ
    ଦେଶ-ଦେଶାନ୍ତର

    ଏହି ମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ

    15024
    Mar 06, 2026
  • ପମ୍ପରେ ଆଉ ମିଳିବନି ପେଟ୍ରୋଲ !
    ଦେଶ-ଦେଶାନ୍ତର

    ପମ୍ପରେ ଆଉ ମିଳିବନି ପେଟ୍ରୋଲ !

    13975
    Mar 07, 2026
  • ଅଲ୍ଲୁ ସିରିଶ ଓ ନୟନିକା ରେଡ୍ଡୀଙ୍କ ବିବାହ ସମ୍ପନ୍ନ
    ଦେଶ-ଦେଶାନ୍ତର

    ଅଲ୍ଲୁ ସିରିଶ ଓ ନୟନିକା ରେଡ୍ଡୀଙ୍କ ବିବାହ ସମ୍ପନ୍ନ

    13544
    Mar 07, 2026
  • ସାରା ଦେଶରେ ଗ୍ୟାସ ସିଲିଣ୍ଡର ମହଙ୍ଗା
    ଦେଶ-ଦେଶାନ୍ତର

    ସାରା ଦେଶରେ ଗ୍ୟାସ ସିଲିଣ୍ଡର ମହଙ୍ଗା

    13786
    Mar 07, 2026
  •  ଏହି  ସ୍ଥାନରେ କଳାଜାଇ ଥିଲେ  ଖୋଲେ ପୂର୍ବଜନ୍ମର ରହସ୍ୟ
    ବିଶେଷ

    ଏହି ସ୍ଥାନରେ କଳାଜାଇ ଥିଲେ ଖୋଲେ ପୂର୍ବଜନ୍ମର ରହସ୍ୟ

    14229
    Mar 07, 2026
  • ବିବାହ ବନ୍ଧନରେ ଅର୍ଜୁନ-ସାନିଆ
    ମନୋରଞ୍ଜନ

    ବିବାହ ବନ୍ଧନରେ ଅର୍ଜୁନ-ସାନିଆ

    14521
    Mar 07, 2026
  •  ୟୁଏଇରେ ଫସିଥିବା ୭୦୦୦ ଭାରତୀୟ ନାଗରିକଙ୍କୁ କରାଗଲାଣି ଉଦ୍ଧାର
    ଦେଶ-ଦେଶାନ୍ତର

    ୟୁଏଇରେ ଫସିଥିବା ୭୦୦୦ ଭାରତୀୟ ନାଗରିକଙ୍କୁ କରାଗଲାଣି ଉଦ୍ଧାର

    14325
    Mar 07, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଏହି ମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ

    15024
    Mar 06, 2026
  • ଦେଶ-ଦେଶାନ୍ତର

    ଲକ୍ଷ୍ନୌରେ ଏମରଜେନ୍ସି ଲ୍ୟାଣ୍ଡିଂ କଲା ୟୁପି ଡେପୁଟି ସିଏମ୍ ଙ୍କ ହେଲିକପ୍ଟର

    14947
    Mar 07, 2026
  • ଦେଶ-ଦେଶାନ୍ତର

    ସାରା ଦେଶରେ ଗ୍ୟାସ ସିଲିଣ୍ଡର ମହଙ୍ଗା

    13786
    Mar 07, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17361
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17428
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17775
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16247
    Apr 03, 2021

ବିଶେଷ

  • ଏହି ସ୍ଥାନରେ କଳାଜାଇ ଥିଲେ ଖୋଲେ ପୂର୍ବଜନ୍ମର ରହସ୍ୟ

    14229
    Mar 07, 2026
  • ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ହୋଇପାରେ ସାଂଘାତିକ ରୋଗ

    14856
    Mar 05, 2026
  • ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ଏମିତି

    15265
    Mar 03, 2026
  • ନିୟମିତ ମିଶ୍ରି ଖାଇଲେ ଦୃଷ୍ଟିଶକ୍ତିଜନିତ ସମସ୍ୟା କମିଥାଏ

    14472
    Mar 02, 2026
  • ଅଜୀର୍ଣ୍ଣ ସମସ୍ୟାର ସମ୍ମୁଖୀନ ହେଉଥିଲେ ଆପଣାନ୍ତୁ ଏହି ଉପାୟ....

    15087
    Feb 28, 2026

ବାଣିଜ୍ୟ

ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

ଭୁବନେଶ୍ୱର: ଦି ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ (ୟୁଡବ୍ଲୁ୍ଏ) ଏବଂ ସାଇନ୍ସ ଆଣ୍ଡ୍‌ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ (ଅଫିସ ଅଫ୍‌ ଦି ପ୍ରିନସିପାଲ ସାଇଣ୍ଟିଫିକ ...

  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

    15670
    Feb 23, 2026
  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15127
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14979
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14493
    Feb 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଏହି ସ୍ଥାନରେ କଳାଜାଇ ଥିଲେ ଖୋଲେ ପୂର୍ବଜନ୍ମର ରହସ୍ୟ

    14229
    Mar 07, 2026
  • ୟୁଏଇରେ ଫସିଥିବା ୭୦୦୦ ଭାରତୀୟ ନାଗରିକଙ୍କୁ କରାଗଲାଣି ଉଦ୍ଧାର

    14325
    Mar 07, 2026
  • ଲକ୍ଷ୍ନୌରେ ଏମରଜେନ୍ସି ଲ୍ୟାଣ୍ଡିଂ କଲା ୟୁପି ଡେପୁଟି ସିଏମ୍ ଙ୍କ ହେଲିକପ୍ଟର

    14947
    Mar 07, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In