Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, August 18, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଏହା କଲେ ହେବ ନାହିଁ ଗ୍ୟାସ୍

  • ସ୍ବେରେଜ ଖୋଳିବା ସମୟରେ ୯୮ କୋଟି ଟଙ୍କାର ...

  • UGC-NET ପ୍ରଶ୍ନପତ୍ରରେ ତ୍ରୁଟି, ଏହି ବିଷୟରେ ...

  • ଅଶୋକ ଧାମ ମନ୍ଦିରରେ ଦଳାଚକଟାରେ ୭ ମୃତ୍ୟୁ

  • ଇଣ୍ଡୋନେସିଆରେ ଗୋଟିଏ ଦିନରେ ୩ ଥର ...

  • ବାଜପେୟୀଙ୍କ ଅଷ୍ଟମ ଶ୍ରାଦ୍ଧ ବାର୍ଷିକୀରେ ...

  • କଂଗ୍ରେସ ନେତା ଅନିସୁର ଓ ତାଙ୍କ ପୁଅଙ୍କୁ ...

  • ଶାହରୁଖ, ଅଜୟ ଓ ଟାଇଗରଙ୍କୁ କାରଣ ଦର୍ଶାଅ ...

  • ଟିଏମସି ବରିଷ୍ଠ ନେତା ଆଶିଷ ବାନାର୍ଜୀଙ୍କ ...

  • ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ...

ରାଜନୀତି
Home ›› ରାଜନୀତି ››ଫୋନଟ୍ୟାପିଂ ଓ ହ୍ୱାଟସ୍‌ଆପ ହ୍ୟାକିଂକୁ ବିରୋଧ କଲା ଭୁବନେଶ୍ୱର ଜିଲ୍ଲା କଂଗ୍ରେସ

ଫୋନଟ୍ୟାପିଂ ଓ ହ୍ୱାଟସ୍‌ଆପ ହ୍ୟାକିଂକୁ ବିରୋଧ କଲା ଭୁବନେଶ୍ୱର ଜିଲ୍ଲା କଂଗ୍ରେସ

2021-07-26 16:42:07
14386
Share:
Facebook
Twitter
E-Mail
WhatsApp
Telegram
ଫୋନଟ୍ୟାପିଂ ଓ ହ୍ୱାଟସ୍‌ଆପ ହ୍ୟାକିଂକୁ ବିରୋଧ କଲା ଭୁବନେଶ୍ୱର ଜିଲ୍ଲା କଂଗ୍ରେସ

ଭୁବନେଶ୍ୱର  - ଆଜି ଭୁବନେଶ୍ୱର ଜିଲ୍ଲା କଂଗ୍ରେସ କମିଟି ତରଫରୁ ଇସ୍ରାଇଲି ଆପ୍ ପେଗାସସ୍ ସ୍ପାଇୱେର ମାଧ୍ୟମରେ ପୂର୍ବତନ ନ୍ୟାୟାଧିଶ, ରାଜନେତା, ମନ୍ତ୍ରୀ, ବରିଷ୍ଠ ସାମ୍ବାଦିକ, ସାମାଜିକ କର୍ମୀ ଓ ଉଦ୍ୟୋଗପତିଙ୍କର ଫୋନ କଲ ଓ ହ୍ୱାଟସ୍‌ଆପ ଉପରେ ଗୁଇନ୍ଦାଗିରିରେ କେନ୍ଦ୍ର ବିଜେପି ସରକାରଙ୍କ ସଂପୃକ୍ତି ନେଇ ଆଜି ମାଷ୍ଟରକ୍ୟାଂଟିନ ଛକରେ ବିକ୍ଷୋଭ ସହ ମୋଦି ଓ ଶାହାଙ୍କର କୁଶପୁତଳିକା ଦାହ କରାଯାଇଛି । 

ଭୁବନେଶ୍ୱର ଜିଲ୍ଲା କଂଗ୍ରେସ ସଭାପତି ଶ୍ରୀ ବିଶ୍ୱଜିତ୍ ଦାଶଙ୍କ ନେୃତ୍ୱରେ ଶତାଧିକ କଂଗ୍ରେସ କର୍ମୀ କଳା ପୋଷାକରେ କଂଗ୍ରେସ ଭବନରୁ ର‌୍ୟାଲିରେ ବାହାରି ମାଷ୍ଟରକ୍ୟାଂଟିନ ଛକରେ ବିକ୍ଷୋଭ ପ୍ରଦର୍ଶନ କରିବାସହ ପ୍ରଧାନ ମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଗୃହମନ୍ତ୍ରୀ ଅମିତ ଶାହାଙ୍କ କୁଶପୁତଳିକା ଦାହ କରିଥିଲେ । ଶ୍ରୀ ଦାଶ କହିଥିଲେ ଯେ ଇସ୍ରାଇଲି କମ୍ପାନୀର ସପ୍ଟୱେର ପେଗାସସ୍ ସ୍ପାଇୱେର ମାଧ୍ୟମରେ କେନ୍ଦ୍ର ସରକାର ନିଜ ସ୍ୱାର୍ଥ ଚରିତାର୍ଥ ପାଇଁ କଲ ଓ ହ୍ୱାଟସ୍‌ଆପ ଟ୍ୟାପିଂ ଆମର ମୌଳିକ ଓ ନାୟିକ ଅଧିକାରକୁ କ୍ଷ୍ୟୁର୍ଣ୍ଣ କରିଛି । ଏହାର ନ୍ୟାୟିକ ତଦନ୍ତ ସବୋର୍ଚ୍ଚ ନ୍ୟାୟଳୟ ତତୋବଧନାରେ କରାଯାଇ ଏହି ଅଗଣତାନ୍ତ୍ରିକ କୁତ୍ସିତ କାର୍ଯ୍ୟରେ ଲିପ୍ତ ସମସ୍ତ ଦୋଷୀଙ୍କୁ ଉଚିତ ଦଣ୍ଡ ଦିଆଯାଉ । ଏହି ପରୀପ୍ରେକ୍ଷୀରେ ଶ୍ରୀ ଦାଶ କହିଥିଲେ ଦେଶର ପ୍ରଧାନମନ୍ତ୍ରୀ ଓ ଗୃହମନ୍ତ୍ରୀଙ୍କ ଅଜାଣତରେ ଏସବୁ ଅସମ୍ଭବ ତେଣୁ ଗୃହମନ୍ତ୍ରୀ ତୁରନ୍ତ ଇସ୍ତଫା ଦିଅନ୍ତୁ । ପ୍ରତେକ୍ଷ କିମ୍ବା ପରୋକ୍ଷରେ ତାଙ୍କର ଏଥିରେ ସଂପୃକ୍ତିକୁ ଏଡ଼ାଇ ହେବ ନାହିଁ । ଏହି କାର୍ଯ୍ୟକ୍ରମକୁ ଜିଲ୍ଲା ଉପସଭାପତି ଶ୍ରୀ ସୁବ୍ରତ ମହାପାତ୍ର ପରିଚାଳନା କରିଥିଲେ । ଏହି କାର୍ଯ୍ୟକ୍ରମରେ ପ୍ରଦେଶ କଂଗ୍ରେସ ସଭାପତି ଶ୍ରୀ ନିରଞ୍ଜନ ପଟ୍ଟନାୟକ, ଶରତ ପଟ୍ଟନାୟକ, ଶିବାନନ୍ଦ ରାୟ, ଛାତ୍ର କଂଗ୍ରେସ ସଭାପତି ୟାସିର ନୱାଜ, ମନୋରଞ୍ଜନ ଦାଶ ଯୋଗଦେଇ ଅନୁରୂପ ଭାବେ ବିଜେପି ଶାସିତ କେନ୍ଦ୍ର ସରକାରଙ୍କୁ ଭର୍ତ୍ସନା କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ମନୋରଞ୍ଜନ ଜେନା, ଅଶୋକ ଦାସ, ବ୍ରହ୍ମାନନ୍ଦ ସାହୁ, ଅନୁୱର ଖାନ୍‌, ଦେବରାଜ ମିଶ୍ର, ଶ୍ରୀଧର ବଳିଆରସିଂ, ମିହିର ଆଚାର୍ଯ୍ୟ, ଆଫତାବ ଅଲ୍ଲି, ଇନ୍ଦ୍ରଜିତ ପରିଡ଼ା, ମୋହନ ଜେନା, ଜୟକୃଷ୍ଣ ସୁବୁଦ୍ଧି, ରଞ୍ଜିତ ପାତ୍ର, ଜୟକୃଷ୍ଣ ମଲ୍ଲିଆ, ସ୍ୱାଧୀନବାଳା ଦାସ, ଶ୍ରେୟାସ୍ମିତା ପଣ୍ଡା, ପ୍ରଭାବତୀ ପଟ୍ଟନାୟକ, ଚୈତାଳି ପଟ୍ଟନାୟକ, ସୁଭଦ୍ରା ମିଶ୍ର, ନିଳମଣୀ ମିଶ୍ର, ସୁବ୍ରତ ସେନାପତି, ସୌମେନ୍ଦ୍ର ମହାନ୍ତି, ରଜନୀ ମହାନ୍ତି, ଦୀପକ କୁମାର ମହାପାତ୍ର, ଦେଓ ପ୍ରସାଦ, ସଂଜିବ ମହାନ୍ତି, ନାସିର ଖାନ୍‌, ରାଜକିଶୋର ବାରିକ, ପ୍ରଦୀପ ନନ୍ଦ, ନରୋତମ ବେହରା, ଶଙ୍କର ନାୟକ, ଦେବାଶିଷ ଦାସ, ନିଆଜୁଲ ଇସ୍‌ଲାମ, ସେକ ତାକୱିମ, ଖଗେଶ୍ୱର ମଲ୍ଲିକ, ଏମଡି ଶାହାଦୁଲ୍ଲା, ଚନ୍ଦ୍ରଶେଖର ମହାପାତ୍ର ପ୍ରମୁଖ ଉପସ୍ଥିତ ଥିଲେ ।

Powered by Froala Editor

Tags inc congress , congress

Related articles Odisha News Lens 4.1

  • ବାଜପେୟୀଙ୍କ ଅଷ୍ଟମ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୋଦୀ
    ଦେଶ-ଦେଶାନ୍ତର

    ବାଜପେୟୀଙ୍କ ଅଷ୍ଟମ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୋଦୀ

    15007
    Aug 16, 2026
  • ଶାହରୁଖ, ଅଜୟ ଓ ଟାଇଗରଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି
    ମନୋରଞ୍ଜନ

    ଶାହରୁଖ, ଅଜୟ ଓ ଟାଇଗରଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି

    15054
    Aug 16, 2026
  • ଏହା କଲେ ହେବ ନାହିଁ ଗ୍ୟାସ୍
    ବିଶେଷ

    ଏହା କଲେ ହେବ ନାହିଁ ଗ୍ୟାସ୍

    15509
    Aug 17, 2026
  • ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ଅଭ୍ୟାସ
    ବିଶେଷ

    ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ଅଭ୍ୟାସ

    13603
    Aug 16, 2026
  • ଇଣ୍ଡୋନେସିଆରେ ଗୋଟିଏ ଦିନରେ ୩ ଥର ଭୂମିକମ୍ପ ଅନୁଭୂତ
    ଦେଶ-ଦେଶାନ୍ତର

    ଇଣ୍ଡୋନେସିଆରେ ଗୋଟିଏ ଦିନରେ ୩ ଥର ଭୂମିକମ୍ପ ଅନୁଭୂତ

    15053
    Aug 16, 2026
  • ଟିଏମସି ବରିଷ୍ଠ ନେତା ଆଶିଷ ବାନାର୍ଜୀଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ଟିଏମସି ବରିଷ୍ଠ ନେତା ଆଶିଷ ବାନାର୍ଜୀଙ୍କ ମୃତ୍ୟୁ

    14427
    Aug 16, 2026
  • କଂଗ୍ରେସ ନେତା ଅନିସୁର ଓ ତାଙ୍କ ପୁଅଙ୍କୁ ହତ୍ୟା
    ଅପରାଧ

    କଂଗ୍ରେସ ନେତା ଅନିସୁର ଓ ତାଙ୍କ ପୁଅଙ୍କୁ ହତ୍ୟା

    14767
    Aug 16, 2026
  • ଅଶୋକ ଧାମ ମନ୍ଦିରରେ ଦଳାଚକଟାରେ ୭ ମୃତ୍ୟୁ
    ଦେଶ-ଦେଶାନ୍ତର

    ଅଶୋକ ଧାମ ମନ୍ଦିରରେ ଦଳାଚକଟାରେ ୭ ମୃତ୍ୟୁ

    14258
    Aug 17, 2026
  • ସ୍ବେରେଜ ଖୋଳିବା ସମୟରେ ୯୮ କୋଟି ଟଙ୍କାର ସମ୍ପତ୍ତି ପାଇଲେ ୧୮ ବର୍ଷୀୟ ଶ୍ରମିକ
    ଦେଶ-ଦେଶାନ୍ତର

    ସ୍ବେରେଜ ଖୋଳିବା ସମୟରେ ୯୮ କୋଟି ଟଙ୍କାର ସମ୍ପତ୍ତି ପାଇଲେ ୧୮ ବର୍ଷୀୟ ଶ୍ରମିକ

    14306
    Aug 17, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ଅଭ୍ୟାସ

    13603
    Aug 16, 2026
  • ଦେଶ-ଦେଶାନ୍ତର

    ବାଜପେୟୀଙ୍କ ଅଷ୍ଟମ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୋଦୀ

    15007
    Aug 16, 2026
  • ମନୋରଞ୍ଜନ

    ଶାହରୁଖ, ଅଜୟ ଓ ଟାଇଗରଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି

    15054
    Aug 16, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17033
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17654
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17703
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18100
    Sep 06, 2023

ବିଶେଷ

  • ଏହା କଲେ ହେବ ନାହିଁ ଗ୍ୟାସ୍

    15509
    Aug 17, 2026
  • ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ଅଭ୍ୟାସ

    13603
    Aug 16, 2026
  • ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ

    14832
    Aug 13, 2026
  • ଝିଅମାନେ କାହିଁକି ଲୁଚାନ୍ତି ତାଙ୍କ ପାଖରେ ଥିବା ଏହି ଗୁଣ ଜାଣନ୍ତୁ....

    14606
    Aug 10, 2026
  • ଏହି ଉପାୟ ଆପଣାଇଲେ ଘର ଖାଦ୍ୟ ଖାଇବେ ପିଲା

    14443
    Aug 07, 2026

ବାଣିଜ୍ୟ

ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

ପୁରୀ ରଥ ଯାତ୍ରାରେ ଏହାର ‘ଆୟୋଡିନ କା ତିଲକ୍‌’ ପ୍ରୟାସ ପରେ ଏହି ବ୍ରାଣ୍ଡ୍‌ ପିଲାମାନଙ୍କ ନିମନ୍ତେ ଆୟୋଡିନ ପୋଷଣ ଯୋଗାଇବାକୁ ଚିଲ୍‌ଡ୍ରେନ୍ସ ଫାଉଣ୍ଡେସନଗୁଡିକ ସହିତ ସହଭାଗୀତା କରି ...

  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

    14243
    Aug 12, 2026
  • ଆଶୀର୍ବାଦ ଅଟ୍ଟାର ଗୁଣାତ୍ମକ ପରମ୍ପରା ପୁରୀରେ ରଥ ନିର୍ମାଣକୁ ଜୀବନ୍ତ କରି ଗଢିତୋଳିଲା

    14371
    Aug 09, 2026
  • ବେଦାନ୍ତ ଆଲୁମିନିୟର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିରେ ୪୦୦ରୁ ଉର୍ଦ୍ଧ କୃଷକଙ୍କୁ ନିରାପଦ ଏବଂ ଦୀର୍ଘସ୍ଥାୟୀ କୃଷି ପଦ୍ଧତି ଉପରେ ତାଲିମ ପ୍ରଦାନ କରିଛି

    15268
    Aug 09, 2026
  • ସୁଗନ୍ଧ ଉତ୍କର୍ଷର ୭୭ ବର୍ଷ ପାଳନ କରୁଛି, ସାଇକଲ ପିୟୋର୍‌ ଅଗରବତୀ ଭୁବନେଶ୍ୱରରେ ପାର୍ବଣ କାଳୀନ ନବସୃଜନ ଉନ୍ମୋଚନ କଲା

    14641
    Aug 07, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଅଶୋକ ଧାମ ମନ୍ଦିରରେ ଦଳାଚକଟାରେ ୭ ମୃତ୍ୟୁ

    14258
    Aug 17, 2026
  • ସ୍ବେରେଜ ଖୋଳିବା ସମୟରେ ୯୮ କୋଟି ଟଙ୍କାର ସମ୍ପତ୍ତି ପାଇଲେ ୧୮ ବର୍ଷୀୟ ଶ୍ରମିକ

    14306
    Aug 17, 2026
  • କଂଗ୍ରେସ ନେତା ଅନିସୁର ଓ ତାଙ୍କ ପୁଅଙ୍କୁ ହତ୍ୟା

    14767
    Aug 16, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In