Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, March 16, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଇରାନର କ୍ଷେପଣାସ୍ତ୍ର ମାଡରେ ଇସ୍ରାଏଲରେ ...

  • ନିୟମିତ କ୍ଷୀର ପିଇଲେ ଦନ୍ତକ୍ଷୟଜନିତ ...

  • ଏକ୍ସପ୍ରେସୱେର ଭୂମି ପୂଜନ କଲେ ମୋଦୀ

  • ଆଜି ୫ ରାଜ୍ୟର ବିଧାନସଭା ନିର୍ବାଚନ ପାଇଁ ...

  • ତୈଳ ଅଭାବର ପ୍ରଭାବ : ଥାଇଲାଣ୍ଡରେ ...

  • ସୁନା ଓ ରୂପା ଦର କେତେ ଅଛି ଜାଣନ୍ତୁ.....

  • LPG ସଙ୍କଟ : ୮୮ ଲକ୍ଷ ବୁକିଂ

  • ବିବାହ ବନ୍ଧନରେ ଷ୍ଟାର କ୍ରିକେଟର କୁଲଦୀପ

  • ବନ୍ଧୁତାର ହାତ : ଦୁଇ ଏଲ୍‌ପିଜି ...

  • ଗର୍ଭବତୀ ଖବର ପରେ ଏମିତି କହିଲେ ନୀନା...

ରାଜ୍ୟ
Home ›› ରାଜ୍ୟ ››ଏସ୍‌ସିବିରେ ଭୟଙ୍କର ଅଗ୍ନିକାଣ୍ଡ: ୧୦ରୁ ଅଧିକ ମୃତ

ଏସ୍‌ସିବିରେ ଭୟଙ୍କର ଅଗ୍ନିକାଣ୍ଡ: ୧୦ରୁ ଅଧିକ ମୃତ

2026-03-16 05:36:38
13705
Share:
Facebook
Twitter
E-Mail
WhatsApp
Telegram
ଏସ୍‌ସିବିରେ ଭୟଙ୍କର ଅଗ୍ନିକାଣ୍ଡ: ୧୦ରୁ ଅଧିକ ମୃତ

କଟକ: କଟକ ଏସସିବି ମେଡିକାଲରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ମେଡିକାଲର ଏକ ୱାର୍ଡରେନିଆଁ ଲାଗି ୧୦ରୁ ଅଧିକ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ସୂଚନା ଅନୁଯାୟୀ, ଯେଉଁ ୱାର୍ଡରେ ନିଆଁ ଲାଗିଥିଲା, ସେଠାରେ ସେହି ସମୟରେ ପ୍ରାୟ ୨୨ ଜଣ ରୋଗୀ ଚିକିତ୍ସିତ ହେଉଥିଲେ। ନିଆଁର ପ୍ରକୋପ ଏତେ ଭୟଙ୍କର ଥିଲା ଯେ ରୋଗୀମାନଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରିବା ପାଇଁ ସମୟ ମିଳିନଥିଲା। ଫଳରେ ଅଧିକାଂଶ ରୋଗୀ ଶ୍ୱାସରୁଦ୍ଧ ହୋଇ ଏବଂ ନିଆଁରେ ପୋଡ଼ି ହୋଇ ପ୍ରାଣ ହରାଇଛନ୍ତି ।

ଖବର ପାଇ ଅଗ୍ନିଶମ ବାହିନୀର ଏକାଧିକ ଟିମ୍ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିବା ସହ ଉଦ୍ଧାର କାର୍ଯ୍ୟ ଜାରି ରଖିଥିଲେ। ଏହି ଘଟଣା ପରେ ମେଡିକାଲ ପରିସରରେ ଏକ ଶୋକାକୁଳ ଓ ଆତଙ୍କିତ ପରିବେଶ ସୃଷ୍ଟି ହୋଇଛି । ବାକି ରୋଗୀମାନଙ୍କୁ ଅନ୍ୟ ୱାର୍ଡକୁ ସ୍ଥାନାନ୍ତର କରାଯାଇଛି। ଅଗ୍ନିକାଣ୍ଡର ପ୍ରକୃତ କାରଣ ବର୍ତ୍ତମାନ୍ ପର୍ଯ୍ୟନ୍ତ ଜଣାପଡିନାହିଁ।  ପୁଲିସ ଓ ପ୍ରଶାସନିକ ଅଧିକାରୀମାନେ ଘଟଣାସ୍ଥଳରେ ଉପସ୍ଥିତ ରହି ସ୍ଥିତି ଅନୁଧ୍ୟାନ କରୁଛନ୍ତି।

ସେପଟେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ସମୀକ୍ଷା କରିଛନ୍ତି । ସେ ମୃତକଙ୍କ ପରିବାର ପ୍ରତି ଗଭୀର ସମବେଦନା ଜଣାଇବା ସହ ପ୍ରତ୍ୟେକ ମୃତକଙ୍କ ପରିବାର ପାଇଁ ୨୫ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି । ଅଗ୍ନିକାଣ୍ଡ ପରେ ତୁରନ୍ତ ଟ୍ରମା କେୟାରରୁ ରୋଗୀଙ୍କୁ ଅନ୍ୟତ୍ର ସ୍ଥାନାନ୍ତର କରାଯାଇଛି । ମୁଖ୍ୟମନ୍ତ୍ରୀ ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି।

Powered by Froala Editor

Tags Scb medical

Related articles Odisha News Lens 4.1

  • ଗର୍ଭବତୀ ଖବର ପରେ ଏମିତି କହିଲେ ନୀନା...
    ମନୋରଞ୍ଜନ

    ଗର୍ଭବତୀ ଖବର ପରେ ଏମିତି କହିଲେ ନୀନା...

    13977
    Mar 14, 2026
  • ଇରାନର କ୍ଷେପଣାସ୍ତ୍ର ମାଡରେ ଇସ୍ରାଏଲରେ ୮ ଆହତ
    ଦେଶ-ଦେଶାନ୍ତର

    ଇରାନର କ୍ଷେପଣାସ୍ତ୍ର ମାଡରେ ଇସ୍ରାଏଲରେ ୮ ଆହତ

    14555
    Mar 16, 2026
  • ତୈଳ ଅଭାବର ପ୍ରଭାବ : ଥାଇଲାଣ୍ଡରେ “ଓ଼୍ବାର୍କ ଫର୍ମ ହୋମ”, ଫିଲିପାଇନ୍ସରେ ୪ ଦିନିଆ ...
    ଦେଶ-ଦେଶାନ୍ତର

    ତୈଳ ଅଭାବର ପ୍ରଭାବ : ଥାଇଲାଣ୍ଡରେ “ଓ଼୍ବାର୍କ ଫର୍ମ ହୋମ”, ଫିଲିପାଇନ୍ସରେ ୪ ଦିନିଆ ...

    13643
    Mar 15, 2026
  • ଆଜି ୫ ରାଜ୍ୟର ବିଧାନସଭା ନିର୍ବାଚନ ପାଇଁ ତାରିଖ ହେବ ଘୋଷଣା
    ଦେଶ-ଦେଶାନ୍ତର

    ଆଜି ୫ ରାଜ୍ୟର ବିଧାନସଭା ନିର୍ବାଚନ ପାଇଁ ତାରିଖ ହେବ ଘୋଷଣା

    13675
    Mar 15, 2026
  • ବନ୍ଧୁତାର ହାତ : ଦୁଇ ଏଲ୍‌ପିଜି ଟ୍ୟାଙ୍କରକୁ ସୁରକ୍ଷିତ ଛାଡ଼ିଲା ଇରାନ
    ଦେଶ-ଦେଶାନ୍ତର

    ବନ୍ଧୁତାର ହାତ : ଦୁଇ ଏଲ୍‌ପିଜି ଟ୍ୟାଙ୍କରକୁ ସୁରକ୍ଷିତ ଛାଡ଼ିଲା ଇରାନ

    14739
    Mar 14, 2026
  • ସୁନା ଓ ରୂପା ଦର କେତେ ଅଛି ଜାଣନ୍ତୁ.....
    ଦେଶ-ଦେଶାନ୍ତର

    ସୁନା ଓ ରୂପା ଦର କେତେ ଅଛି ଜାଣନ୍ତୁ.....

    14988
    Mar 15, 2026
  • LPG ସଙ୍କଟ : ୮୮ ଲକ୍ଷ ବୁକିଂ
    ଦେଶ-ଦେଶାନ୍ତର

    LPG ସଙ୍କଟ : ୮୮ ଲକ୍ଷ ବୁକିଂ

    14311
    Mar 15, 2026
  • ନିୟମିତ କ୍ଷୀର ପିଇଲେ ଦନ୍ତକ୍ଷୟଜନିତ ସମସ୍ୟା ହେବ ଦୂର
    ବିଶେଷ

    ନିୟମିତ କ୍ଷୀର ପିଇଲେ ଦନ୍ତକ୍ଷୟଜନିତ ସମସ୍ୟା ହେବ ଦୂର

    13613
    Mar 15, 2026
  • ବିବାହ ବନ୍ଧନରେ ଷ୍ଟାର କ୍ରିକେଟର କୁଲଦୀପ
    ମନୋରଞ୍ଜନ

    ବିବାହ ବନ୍ଧନରେ ଷ୍ଟାର କ୍ରିକେଟର କୁଲଦୀପ

    14633
    Mar 15, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଇରାନର କ୍ଷେପଣାସ୍ତ୍ର ମାଡରେ ଇସ୍ରାଏଲରେ ୮ ଆହତ

    14555
    Mar 16, 2026
  • ମନୋରଞ୍ଜନ

    ବିବାହ ବନ୍ଧନରେ ଷ୍ଟାର କ୍ରିକେଟର କୁଲଦୀପ

    14633
    Mar 15, 2026
  • ଦେଶ-ଦେଶାନ୍ତର

    ସୁନା ଓ ରୂପା ଦର କେତେ ଅଛି ଜାଣନ୍ତୁ.....

    14988
    Mar 15, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17372
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17436
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17782
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16254
    Apr 03, 2021

ବିଶେଷ

  • ନିୟମିତ କ୍ଷୀର ପିଇଲେ ଦନ୍ତକ୍ଷୟଜନିତ ସମସ୍ୟା ହେବ ଦୂର

    13613
    Mar 15, 2026
  • ବର୍ଷେ ପୂର୍ବରୁ ପିଲାଙ୍କ ଖାଦ୍ୟରେ ଲୁଣ ଦେବା ସ୍ୱାସ୍ଥ୍ୟ ପାଇଁ ହୋଇପାରେ କ୍ଷତିକାରକ

    14138
    Mar 14, 2026
  • ସପ୍ତାହରେ ତିନିରୁ ଚାରି ଥର ପିଅନ୍ତୁ ଚା

    13935
    Mar 12, 2026
  • ଏହି ରୋଗୀ ଖାଆନ୍ତୁନି ତରଭୁଜ

    14505
    Mar 11, 2026
  • ପିଲାଙ୍କ ସୋସିଆଲ ସ୍କିଲ୍‌ ପାଇଁ ଆପଣାନ୍ତୁ ଏହିସବୁ ଟିପ୍ସ.....

    15120
    Mar 08, 2026

ବାଣିଜ୍ୟ

ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

ଭୁବନେଶ୍ୱର: ଦି ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ (ୟୁଡବ୍ଲୁ୍ଏ) ଏବଂ ସାଇନ୍ସ ଆଣ୍ଡ୍‌ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ (ଅଫିସ ଅଫ୍‌ ଦି ପ୍ରିନସିପାଲ ସାଇଣ୍ଟିଫିକ ...

  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

    15681
    Feb 23, 2026
  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15143
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14992
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14503
    Feb 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଗର୍ଭବତୀ ଖବର ପରେ ଏମିତି କହିଲେ ନୀନା...

    13977
    Mar 14, 2026
  • LPG ସଙ୍କଟ : ୮୮ ଲକ୍ଷ ବୁକିଂ

    14311
    Mar 15, 2026
  • ଏକ୍ସପ୍ରେସୱେର ଭୂମି ପୂଜନ କଲେ ମୋଦୀ

    14580
    Mar 15, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In