Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, June 25, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଇରାନ ରାଷ୍ଟ୍ରପତି ପ୍ରଧାନମନ୍ତ୍ରୀ ...

  • ଭୁଶୁଡ଼ିଲା ନିର୍ମାଣାଧୀନ ତିନି ମହଲା ...

  • ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ ...

  • ଟେଲିଗ୍ରାମ ଉପରୁ ହଟିଲା ପ୍ରତିବନ୍ଧକ

  • ୨ ଫାଳ ଉଦ୍ଧବସେନା : ‘ଅପରେଶନ ଟାଇଗର’ ...

  • କେନ୍ଦ୍ରମନ୍ତ୍ରୀ ଜର୍ଜ କୁରିଅନ୍‌ଙ୍କ ...

  • କୋଚିଂ ସେଣ୍ଟରରେ ନିଆଁ ଲାଗି ଜୀଅନ୍ତା ...

  • ଇରାନ କେବେ ଆମେରିକୀୟମାନଙ୍କୁ ବିଶ୍ୱାସ ...

  • ଅପରାଧୀଙ୍କୁ ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ...

  • ୫୨ ବର୍ଷରେ ପାଦ ଥାପିଲେ ବିଜୟ

Home ›› ›› ପେଗାସସ୍ ସ୍ପାଇୱେୟାର ଟାର୍ଗେଟରେ ବେଙ୍ଗଲର ଅନେକ ଲୋକ, ତଦନ୍ତ ନିର୍ଦ୍ଦେଶ ଦେଲେ ମମତା

ପେଗାସସ୍ ସ୍ପାଇୱେୟାର ଟାର୍ଗେଟରେ ବେଙ୍ଗଲର ଅନେକ ଲୋକ, ତଦନ୍ତ ନିର୍ଦ୍ଦେଶ ଦେଲେ ମମତା

2021-07-26 19:55:39
15492
Share:
Facebook
Twitter
E-Mail
WhatsApp
Telegram
 ପେଗାସସ୍ ସ୍ପାଇୱେୟାର ଟାର୍ଗେଟରେ ବେଙ୍ଗଲର ଅନେକ ଲୋକ, ତଦନ୍ତ ନିର୍ଦ୍ଦେଶ ଦେଲେ ମମତା

ପେଗାସସ୍ ସ୍ପାଇୱେୟାର ଟାର୍ଗେଟରେ ଭାରତର ୩୦୦ରୁ ଅଧିକ ବିଶିଷ୍ଟ ବ୍ୟକ୍ତି ରହିଥିବା ରିର୍ପୋଟ ପ୍ରକାଶ ପାଇଥିଲା । ଏହାକୁ ନେଇ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ପୂରା ଘଟଣାର ତଦନ୍ତ ପାଇଁ ସେ ଗୋଟିଏ କମିଟି ଗଠନ କରିଛନ୍ତି । ଏଥିରେ ଅବସର ପ୍ରାପ୍ତ ବିଚାରପତି ଜଷ୍ଟିସ ଜ୍ୟୋର୍ତିମୟ ଭଟ୍ଟାଚାର୍ଯ୍ୟ ଓ ଜଷ୍ଟିସ ମଦନ ବି ଲୁକୁର ରହିଛନ୍ତି। ସେମାନେ ଏହି ଘଟଣା ଉପରେ ତଦନ୍ତ କରି ସରକାରଙ୍କୁ ରିପୋର୍ଟ ଦେବେ। ଏହି ତାଲିକାରେ ଦୁଇ କେନ୍ଦ୍ରମନ୍ତ୍ରୀଙ୍କ ସମେତ ରାହୁଲ ଗାନ୍ଧି, ମମତାଙ୍କ ପୁତୁରା ଅଭିଷେକ ବାନାର୍ଜୀ, ଅନୀଲ ଅମ୍ବାନୀ, ପୂର୍ବତନ ସିବିଆଇ ମୁଖ୍ୟ ଆଲୋକ ବର୍ମା ଓ ପୂର୍ବତନ ନିର୍ବାଚନ କମିଶନ ଅଶୋକ ଲାଭସାଙ୍କ ଭଳି ବ୍ୟକ୍ତିମାନଙ୍କ ଫୋନ ନମ୍ବର ରହିଥିବା ଜଣାପଡ଼ିଛି। ବିରୋଧୀ ପୂରା ଘଟଣାର କୋର୍ଟ ଦ୍ୱାରା ତଦନ୍ତ କରିବାକୁ ଦାବି କରିଥିବା ବେଳେ ସରକାର ଏହାକୁ ଅଗ୍ରାହ୍ୟ କରି ଚାଲିଥିଲେ। ହେଲେ ଦେଶର ପ୍ରଥମ ରାଜ୍ୟ ଭାବେ ପଶ୍ଚିମବଙ୍ଗ ସରକାର ଏହି ପେଗାସସ୍‌ ଘଟଣାର ତଦନ୍ତ କରିବାକୁ ନିଷ୍ପତ୍ତି ନେଇଛନ୍ତି।

ମମତା କହିଛନ୍ତି, ଏହି ପେଗାସସ୍‌ ଦୁର୍ନୀତି ଖବର ପରେ ଆମେ ଭାବିଥିଲୁ ଯେ କେନ୍ଦ୍ର ସରକାର ଗୋଟିଏ ତଦନ୍ତ କମିଶନ କିମ୍ବା କୋର୍ଟ ଦ୍ୱାରା ତଦନ୍ତ କରିବେ। କିନ୍ତୁ କେନ୍ଦ୍ର ସରକାର ଚୁପ ବସିଛନ୍ତି। ଏହି କାରଣରୁ ଆମେ ପୂରା ଘଟଣା ପାଇଁ ତଦନ୍ତ କମିଶନ ଗଠନ କରିଛୁ। ସୂଚନାଯୋଗ୍ୟ, ପେଗାସସ୍‌ ଦ୍ୱାରା ଭାରତର ଦୁଇ ଜଣ କେନ୍ଦ୍ରମନ୍ତ୍ରୀ, ତିନି ଜଣ ବିରୋଧୀଦଳ ନେତା, ଜଣେ ସାମ୍ବିଧାନିକ କର୍ତ୍ତୃପକ୍ଷ, କେତେକ ସରକାରୀ ଅଫିସର, ବୈଜ୍ଞାନିକ, ୪୦ ଜଣ ସାମ୍ବାଦିକଙ୍କ ବିରୋଧରେ ଗୁଇନ୍ଦାଗିରି କରାଯିବାକୁ ଥିବା ବା କରାଯାଇଥିବା ରିପୋର୍ଟ ପ୍ରକାଶ ପାଇଛି। ଏମାନଙ୍କ ବ୍ୟତୀତ କିଛି ସାମାଜିକ କର୍ମୀ, ଆଇନଜୀବୀ ଓ ସୁପ୍ରିମକୋର୍ଟ ବିଚାରପତିଙ୍କ ଫୋନ ନମ୍ବର ମଧ୍ୟ ସମ୍ଭାବ୍ୟ ହ୍ୟାକିଂ ତାଲିକାରେ ରହିଛି।

ଜଣେ ବ୍ୟକ୍ତିଙ୍କ ଫୋନ୍‌ ତଥ୍ୟ ଖୋଳିତାଡ଼ି ବାହାର କରିବାରେ ଏହି ପେଗାସସ୍‌ ସ୍ପାଇୱେୟାର ସକ୍ଷମ। ଏହା ଏମିତି ଏକ ସ୍ପାଇୱେୟାର ଯେ ଏହା ଲୋକମାନଙ୍କର ଫୋନ୍‌ ନମ୍ବର ପାଇଗଲେ ତା’ ଭିତରେ ଥିବା ସମସ୍ତ ତଥ୍ୟ ଚୋରେଇ ନେଇପାରିବ। ଏହାକୁ ପ୍ରସ୍ତୁତ କରିଥିବା କମ୍ପାନୀ ଏନଏସ୍‌ଓ କହିଛି ଯେ ସଂସ୍ଥା କେବଳ ବିଭିନ୍ନ ଦେଶର ସରକାରଙ୍କୁ ପେଗାସସ୍‌ ବିକ୍ରି କରିଥାଏ। ତେଣୁ ଭାରତ ସରକାର ଏହାକୁ କିଣିଛନ୍ତି କି ନାହିଁ, ପ୍ରଥମେ ସେକଥା ସ୍ପଷ୍ଟ କରନ୍ତୁ ବୋଲି ବିରୋଧୀ ଦାବି କରିଛନ୍ତି। ପେଗାସସ୍‌ ଦ୍ୱାରା ବେଙ୍ଗଲର ଅନେକ ଲୋକଙ୍କ ଫୋନକୁ ଟ୍ୟାପ କରାଯାଇଛି ବୋଲି ସେ ଅଭିଯୋଗ କରିଛନ୍ତି। 


 

Powered by Froala Editor

Tags pogasas spaeware

Related articles Odisha News Lens 4.1

  • ୫୨ ବର୍ଷରେ ପାଦ ଥାପିଲେ ବିଜୟ
    ଦେଶ-ଦେଶାନ୍ତର

    ୫୨ ବର୍ଷରେ ପାଦ ଥାପିଲେ ବିଜୟ

    15763
    Jun 22, 2026
  • କୋଚିଂ ସେଣ୍ଟରରେ ନିଆଁ ଲାଗି ଜୀଅନ୍ତା ଜଳିଗଲେ ୧୫ ପିଲା
    ଦେଶ-ଦେଶାନ୍ତର

    କୋଚିଂ ସେଣ୍ଟରରେ ନିଆଁ ଲାଗି ଜୀଅନ୍ତା ଜଳିଗଲେ ୧୫ ପିଲା

    13834
    Jun 23, 2026
  • ଇରାନ ରାଷ୍ଟ୍ରପତି ପ୍ରଧାନମନ୍ତ୍ରୀ ମୋଦୀଙ୍କୁ କଲେ ନିମନ୍ତ୍ରଣ
    ଦେଶ-ଦେଶାନ୍ତର

    ଇରାନ ରାଷ୍ଟ୍ରପତି ପ୍ରଧାନମନ୍ତ୍ରୀ ମୋଦୀଙ୍କୁ କଲେ ନିମନ୍ତ୍ରଣ

    15307
    Jun 24, 2026
  • ଟେଲିଗ୍ରାମ ଉପରୁ ହଟିଲା ପ୍ରତିବନ୍ଧକ
    ଦେଶ-ଦେଶାନ୍ତର

    ଟେଲିଗ୍ରାମ ଉପରୁ ହଟିଲା ପ୍ରତିବନ୍ଧକ

    14131
    Jun 23, 2026
  • ଭୁଶୁଡ଼ିଲା ନିର୍ମାଣାଧୀନ ତିନି ମହଲା ଗୋଦାମ ଘର, ୬ ଶ୍ରମିକ ମୃତ
    ଦେଶ-ଦେଶାନ୍ତର

    ଭୁଶୁଡ଼ିଲା ନିର୍ମାଣାଧୀନ ତିନି ମହଲା ଗୋଦାମ ଘର, ୬ ଶ୍ରମିକ ମୃତ

    14690
    Jun 24, 2026
  • କେନ୍ଦ୍ରମନ୍ତ୍ରୀ ଜର୍ଜ କୁରିଅନ୍‌ଙ୍କ ଇସ୍ତଫା
    ରାଜନୀତି

    କେନ୍ଦ୍ରମନ୍ତ୍ରୀ ଜର୍ଜ କୁରିଅନ୍‌ଙ୍କ ଇସ୍ତଫା

    15878
    Jun 23, 2026
  • ଅପରାଧୀଙ୍କୁ ମୁଖ୍ୟମନ୍ତ୍ରୀ ଯୋଗୀଙ୍କ କଡ଼ା ଚେତାବନୀ: ଝିଅମାନଙ୍କୁ ଦୁର୍ବ୍ୟବହାର ...
    ଦେଶ-ଦେଶାନ୍ତର

    ଅପରାଧୀଙ୍କୁ ମୁଖ୍ୟମନ୍ତ୍ରୀ ଯୋଗୀଙ୍କ କଡ଼ା ଚେତାବନୀ: ଝିଅମାନଙ୍କୁ ଦୁର୍ବ୍ୟବହାର ...

    15020
    Jun 22, 2026
  • ୨ ଫାଳ ଉଦ୍ଧବସେନା  : ‘ଅପରେଶନ ଟାଇଗର’ ସମ୍ପୂର୍ଣ୍ଣ
    ରାଜନୀତି

    ୨ ଫାଳ ଉଦ୍ଧବସେନା : ‘ଅପରେଶନ ଟାଇଗର’ ସମ୍ପୂର୍ଣ୍ଣ

    14156
    Jun 23, 2026
  • ଇରାନ କେବେ ଆମେରିକୀୟମାନଙ୍କୁ ବିଶ୍ୱାସ କରିନାହିଁ
    ଦେଶ-ଦେଶାନ୍ତର

    ଇରାନ କେବେ ଆମେରିକୀୟମାନଙ୍କୁ ବିଶ୍ୱାସ କରିନାହିଁ

    15253
    Jun 23, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଟେଲିଗ୍ରାମ ଉପରୁ ହଟିଲା ପ୍ରତିବନ୍ଧକ

    14131
    Jun 23, 2026
  • ଦେଶ-ଦେଶାନ୍ତର

    ଭୁଶୁଡ଼ିଲା ନିର୍ମାଣାଧୀନ ତିନି ମହଲା ଗୋଦାମ ଘର, ୬ ଶ୍ରମିକ ମୃତ

    14690
    Jun 24, 2026
  • ରାଜନୀତି

    ୨ ଫାଳ ଉଦ୍ଧବସେନା : ‘ଅପରେଶନ ଟାଇଗର’ ସମ୍ପୂର୍ଣ୍ଣ

    14156
    Jun 23, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16942
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17560
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17610
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18006
    Sep 06, 2023

ବିଶେଷ

  • ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କଖାରୁ ଫୁଲ, ମିଳିବ ଏହି ଫାଇଦା

    14979
    Jun 24, 2026
  • ଇଣ୍ଡକସନରେ ଖାଦ୍ୟ ରୋଷେଇ କରୁଥିଲେ ଏହିସବୁକୁ ଦିଅନ୍ତୁ ଧ୍ୟାନ

    15144
    Jun 22, 2026
  • ରାତିରେ ଶୋଇବା ପୂର୍ବରୁ ଗାଧୋଇଲେ ମିଳିଥାଏ ଏହିସବୁ ଲାଭ

    15005
    Jun 21, 2026
  • ମସ୍ତିଷ୍କକୁ ବୟସ୍କ କରିଦିଏ ରାଗ

    15632
    Jun 20, 2026
  • ଅଧିକ ପିଆଜ ଖାଇଲେ କଣ କଣ ହୋଇଥାଏ ଜାଣନ୍ତୁ....

    14497
    Jun 19, 2026

ବାଣିଜ୍ୟ

ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

ମୁମ୍ବାଇ, ଭାରତ । ଜୁନ ୧୬, ୨୦୨୬: ଭାରତରେ ଫିଟ୍‌ନେସ୍‌ ଉପକରଣର ସ୍ୱୟଂଚାଳିତ ଉତ୍ପାଦନ କ୍ଷେତ୍ରରେ ଏକ ଅଗ୍ରଣୀ କମ୍ପାନୀ ଜେରାଇ ଫିଟ୍‌ନେସ୍‌ ଲିମିଟେଡ ରିବକ୍‌କୁ ଏହାର ପଣ୍ୟଦ୍ରବ୍ୟ ଓ ...

  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13784
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14874
    Apr 01, 2026
  • ସୁନା୬,୭୦୦ ଟଙ୍କା କମିଲା

    15489
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15240
    Mar 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଭୁଶୁଡ଼ିଲା ନିର୍ମାଣାଧୀନ ତିନି ମହଲା ଗୋଦାମ ଘର, ୬ ଶ୍ରମିକ ମୃତ

    14690
    Jun 24, 2026
  • ୫୨ ବର୍ଷରେ ପାଦ ଥାପିଲେ ବିଜୟ

    15763
    Jun 22, 2026
  • କୋଚିଂ ସେଣ୍ଟରରେ ନିଆଁ ଲାଗି ଜୀଅନ୍ତା ଜଳିଗଲେ ୧୫ ପିଲା

    13834
    Jun 23, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In