Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, April 11, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଦୁଇଚକିଆ ପେଟ୍ରୋଲ ଯାନ ଉପରେ ଲାଗିବ ରୋକ୍

  • ପଶ୍ଚିମବଙ୍ଗରେ ଏକ ବଡ଼ ରାଜନୈତିକ ...

  • ହିଙ୍ଗୋଲି ଜିଲ୍ଲାରେ ୪.୭ ତୀବ୍ରତାର ...

  • ଅମୃତଭଣ୍ଡାର ଆଶ୍ଚର୍ଯ୍ୟକାରୀ ଫାଇଦା ...

  • ବିଚାରପତି ଜଷ୍ଟିସ୍ ଯଶୱନ୍ତ ବର୍ମାଙ୍କ ...

  • ସଂସଦ ସଦସ୍ୟ ଭାବେ ନୀତିଶ କୁମାରଙ୍କ ଶପଥ ...

  • ବିଜେପିର ସଙ୍କଳ୍ପପତ୍ର ପ୍ରକାଶ କରିବା ...

  • ଟଙ୍କା ଡବଲ ଆଶାରେ ୧୨ କୋଟି ହରାଇଲେ ଡାକ୍ତର

  • ନଣନ୍ଦଙ୍କ ନାଁରେ ୨ କୋଟି ଟଙ୍କାର ମାନହାନି ...

  • ସ୍ୱାମୀର ଭୁଲ୍ ପାଇଁ ଅଙ୍ଗନବାଡିଙ୍କୁ ...

ବିଶେଷ
Home ›› ବିଶେଷ ››ସ୍ୱପ୍ନରେ ଏଭଳି ଦେଖୁଛନ୍ତିକି ମହାଦେବଙ୍କୁ, ହୋଇପାରେ ଶତ୍ରୁମାନଙ୍କର ବିନାଶ

ସ୍ୱପ୍ନରେ ଏଭଳି ଦେଖୁଛନ୍ତିକି ମହାଦେବଙ୍କୁ, ହୋଇପାରେ ଶତ୍ରୁମାନଙ୍କର ବିନାଶ

2021-07-27 04:40:46
15211
Share:
Facebook
Twitter
E-Mail
WhatsApp
Telegram
ସ୍ୱପ୍ନରେ ଏଭଳି ଦେଖୁଛନ୍ତିକି ମହାଦେବଙ୍କୁ, ହୋଇପାରେ ଶତ୍ରୁମାନଙ୍କର ବିନାଶ

ଅନେକ ସମୟରେ ମଣିଷ ଐଶ୍ୱରୀୟ ସ୍ୱପ୍ନ ଦେଖିଥାଏ । ବାସ୍ତୁ ଅନୁସାରେ ଏହି ସ୍ୱପ୍ନଗୁଡିକ କିଛି ଭିନ୍ନ ସଙ୍କେତ ଦେଇଥାଏ । ମହାଦେବଙ୍କୁ ସ୍ୱପ୍ନରେ ଦେଖିବା ଭବିଷ୍ୟତ ଉପରେ ଅନେକ ସଙ୍କେତ ପ୍ରଦାନ କରିଥାଏ । ଯଦି ଆପଣ ସ୍ୱପ୍ନରେ ମହାଦେବଙ୍କ ମନ୍ଦିର ଦେଖୁଛନ୍ତି, ତେବେ ଏହା ଅତ୍ୟନ୍ତ ଶୁଭଙ୍କର ଅଟେ । ଏହା ସଙ୍କେତ ଦିଏଯେ, ସମ୍ମୁଖୀନ ହେଉଥିବା ଗଭୀର ସମସ୍ୟା ଓ ରୋଗରୁ ମୁକ୍ତି ମିଳିବ । ଯଦି ସ୍ୱପ୍ନରେ ଭୋଳାନାଥଙ୍କ ନଟବର ରୂପ ଦେଖନ୍ତି, ତେବେ ଭାବନ୍ତୁ ନାହିେଁ. ଭୋଳାନାଥ ଆପଣଙ୍କ ଉପରେ ରାଗିଛନ୍ତି କିମ୍ବା କିଛି ଅସୁବିଧା ଆସିବାକୁ ଯାଉଛି । ବରଂ ଏହାଦ୍ୱାରା ମହାଦେବ ତାଙ୍କ ଭକ୍ତମାନଙ୍କୁ ଏହି ବାର୍ତା ଦିଅନ୍ତିଯେ, ତାଙ୍କର ଶତ୍ରୁମାନଙ୍କର ଶୀଘ୍ର ବିନାଶ ଘଟିବ  । ଯଦି ମାତା ପାର୍ବତୀଙ୍କ ସହ ମହାଦେବଙ୍କୁ ସ୍ୱପ୍ନରେ ଦେଖନ୍ତି । ତେବେ ବୁଝିଯାଆନ୍ତୁଯେ, ବୈବାହିକ ଜୀବନକୁ ସୁଖ ଶାନ୍ତି ଆସୁଛି । କିନ୍ତୁ ଆପଣ ଏହି ସ୍ୱପ୍ନ ଦେଖି ସାରିବା ପରେ ଭୋଳାନଥ ଓ ମାତା ପାର୍ବତୀଙ୍କୁ ଜଳାଭିଷେକ କରନ୍ତୁ ଓ ମହୁ ଅର୍ପଣ କରନ୍ତୁ । ଯଦି ଆପଣ ସ୍ୱପ୍ନରେ ସାପ କିମ୍ବା ତ୍ରିଶୁଳ ଦେଖୁଛନ୍ତି ତେବେ, ବୁଝିଯାଆନ୍ତୁ ଆପଣ ଅନେକ କିଛି ଲାଭ କରିବାକୁ ଯାଉଛନ୍ତି । କାରଣ ସାପ ସ୍ୱପ୍ନରେ ଦେଖିବା ଦ୍ୱାରା ଘରକୁ ଆର୍ଥିକ ଲାଭର ସଙ୍କେତ ଦେଇଥାଏ । ତ୍ରିଶୁଳ ସମସ୍ତ ଅସୁବିଧା ନଷ୍ଟ ହେବାର ସଙ୍କେତ ଦେଇଥାଏ ଓ ପରିସ୍ଥିତିର ମୁକାବିଲା ପାଇଁ ସାହସ ଦେଇଥାଏ ।

Powered by Froala Editor

Tags Mahadev

Related articles Odisha News Lens 4.1

  • ପଶ୍ଚିମବଙ୍ଗରେ ଏକ ବଡ଼ ରାଜନୈତିକ ମୁକାବିଲା ହେବାକୁ ଯାଉଛି: ମୋଦୀ
    ଦେଶ-ଦେଶାନ୍ତର

    ପଶ୍ଚିମବଙ୍ଗରେ ଏକ ବଡ଼ ରାଜନୈତିକ ମୁକାବିଲା ହେବାକୁ ଯାଉଛି: ମୋଦୀ

    14463
    Apr 11, 2026
  • ହିଙ୍ଗୋଲି ଜିଲ୍ଲାରେ ୪.୭ ତୀବ୍ରତାର ଭୂମିକମ୍ପ ଅନୁଭୂତ
    ଦେଶ-ଦେଶାନ୍ତର

    ହିଙ୍ଗୋଲି ଜିଲ୍ଲାରେ ୪.୭ ତୀବ୍ରତାର ଭୂମିକମ୍ପ ଅନୁଭୂତ

    15308
    Apr 11, 2026
  • ବିଚାରପତି ଜଷ୍ଟିସ୍ ଯଶୱନ୍ତ ବର୍ମାଙ୍କ ଇସ୍ତଫା
    ଦେଶ-ଦେଶାନ୍ତର

    ବିଚାରପତି ଜଷ୍ଟିସ୍ ଯଶୱନ୍ତ ବର୍ମାଙ୍କ ଇସ୍ତଫା

    15403
    Apr 10, 2026
  • ବିଜେପିର ସଙ୍କଳ୍ପପତ୍ର ପ୍ରକାଶ କରିବା ସମୟରେ ଏପରି କହିଲେ ଅମିତ ଶାହ
    ଦେଶ-ଦେଶାନ୍ତର

    ବିଜେପିର ସଙ୍କଳ୍ପପତ୍ର ପ୍ରକାଶ କରିବା ସମୟରେ ଏପରି କହିଲେ ଅମିତ ଶାହ

    15487
    Apr 10, 2026
  • ଟଙ୍କା ଡବଲ ଆଶାରେ ୧୨ କୋଟି ହରାଇଲେ ଡାକ୍ତର
    ଦେଶ-ଦେଶାନ୍ତର

    ଟଙ୍କା ଡବଲ ଆଶାରେ ୧୨ କୋଟି ହରାଇଲେ ଡାକ୍ତର

    14972
    Apr 10, 2026
  • ସ୍ୱାମୀର ଭୁଲ୍ ପାଇଁ ଅଙ୍ଗନବାଡିଙ୍କୁ ଗଛରେ ବାନ୍ଧି ପିଟିଲେ
    ଦେଶ-ଦେଶାନ୍ତର

    ସ୍ୱାମୀର ଭୁଲ୍ ପାଇଁ ଅଙ୍ଗନବାଡିଙ୍କୁ ଗଛରେ ବାନ୍ଧି ପିଟିଲେ

    14882
    Apr 10, 2026
  • ସଂସଦ ସଦସ୍ୟ ଭାବେ ନୀତିଶ କୁମାରଙ୍କ ଶପଥ ଗ୍ରହଣ
    ଦେଶ-ଦେଶାନ୍ତର

    ସଂସଦ ସଦସ୍ୟ ଭାବେ ନୀତିଶ କୁମାରଙ୍କ ଶପଥ ଗ୍ରହଣ

    14513
    Apr 10, 2026
  • ନଣନ୍ଦଙ୍କ ନାଁରେ ୨ କୋଟି ଟଙ୍କାର ମାନହାନି ମାମଲା କଲେ ହଂସିକା
    ମନୋରଞ୍ଜନ

    ନଣନ୍ଦଙ୍କ ନାଁରେ ୨ କୋଟି ଟଙ୍କାର ମାନହାନି ମାମଲା କଲେ ହଂସିକା

    15300
    Apr 10, 2026
  • ଅମୃତଭଣ୍ଡାର ଆଶ୍ଚର୍ଯ୍ୟକାରୀ ଫାଇଦା ବିଷୟରେ ଜାଣନ୍ତୁ.....
    ବିଶେଷ

    ଅମୃତଭଣ୍ଡାର ଆଶ୍ଚର୍ଯ୍ୟକାରୀ ଫାଇଦା ବିଷୟରେ ଜାଣନ୍ତୁ.....

    14189
    Apr 11, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ସଂସଦ ସଦସ୍ୟ ଭାବେ ନୀତିଶ କୁମାରଙ୍କ ଶପଥ ଗ୍ରହଣ

    14513
    Apr 10, 2026
  • ଦେଶ-ଦେଶାନ୍ତର

    ବିଜେପିର ସଙ୍କଳ୍ପପତ୍ର ପ୍ରକାଶ କରିବା ସମୟରେ ଏପରି କହିଲେ ଅମିତ ଶାହ

    15487
    Apr 10, 2026
  • ବିଶେଷ

    ଅମୃତଭଣ୍ଡାର ଆଶ୍ଚର୍ଯ୍ୟକାରୀ ଫାଇଦା ବିଷୟରେ ଜାଣନ୍ତୁ.....

    14189
    Apr 11, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17411
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17468
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17821
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16297
    Apr 03, 2021

ବିଶେଷ

  • ଅମୃତଭଣ୍ଡାର ଆଶ୍ଚର୍ଯ୍ୟକାରୀ ଫାଇଦା ବିଷୟରେ ଜାଣନ୍ତୁ.....

    14189
    Apr 11, 2026
  • କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ଜାଣନ୍ତୁ....

    15437
    Apr 09, 2026
  • ଭାଙ୍ଗି ଯାଇଥିବା କାଚ ଘରେ ରଖିବା ଶୁଭଙ୍କର ନୁହେଁ

    14293
    Apr 08, 2026
  • ଆଳୁ ରସ କରିବ ତ୍ଵଚାକୁ ଗୋରା

    14588
    Apr 07, 2026
  • ତ୍ୱଚାକୁ ପ୍ରାକୃତିକ ଚମକ ଦେବ ଏହି ଫଳ

    15748
    Apr 06, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15323
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15053
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15557
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13854
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବିଚାରପତି ଜଷ୍ଟିସ୍ ଯଶୱନ୍ତ ବର୍ମାଙ୍କ ଇସ୍ତଫା

    15403
    Apr 10, 2026
  • ଦୁଇଚକିଆ ପେଟ୍ରୋଲ ଯାନ ଉପରେ ଲାଗିବ ରୋକ୍

    15232
    Apr 11, 2026
  • ବିଜେପିର ସଙ୍କଳ୍ପପତ୍ର ପ୍ରକାଶ କରିବା ସମୟରେ ଏପରି କହିଲେ ଅମିତ ଶାହ

    15487
    Apr 10, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In