Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, July 09, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଇଣ୍ଡୋନେସିଆର ପ୍ରମ୍ବାନନ ହିନ୍ଦୁ ...

  • ମମତାଙ୍କ ଶୋଭାଯାତ୍ରା ସମୟରେ ପ୍ରବଳ ...

  • ଜୁଲାଇ ମାସର ପ୍ରଥମ ସପ୍ତାହରେ ସ୍ୱାଭାବିକ ...

  • ଇଣ୍ଡୋନେସିଆରେ ବିଜୁ ପଟ୍ଟନାୟକଙ୍କୁ ...

  • ବଦ୍ରୀନାଥ ମନ୍ଦିର ଦାନ ଚୋରି ମାମଲା : ...

  • ହାତୀ ଦାନ୍ତ ରଖିବା ମାମଲା : ମୋହନଲାଲ ...

  • ନାବାଳିକା ଦୁଷ୍କର୍ମ-ହତ୍ୟା ମାମଲାର ...

  • କେତନଙ୍କ ପୂର୍ବରୁ ପ୍ରେମିକଙ୍କୁ ବାହା ...

  • ପ୍ରଦର୍ଶିତ ହେଲା ଗୋଲ୍ଡ-ପ୍ଲେଟେଡ୍ ...

  • ରୁଷ ତରଫରୁ କିଭ୍ ସହର ଉପରେ କ୍ଷେପଣାସ୍ତ୍ର ...

Home ›› ››ଅସ୍କାର-୨୦୨୬: "ୱାନ୍ ବ୍ୟାଟଲ ଆଫ୍‌ଟର ଆନାଦର' ଶ୍ରେଷ୍ଠ ଫିଲ୍ମ

ଅସ୍କାର-୨୦୨୬: "ୱାନ୍ ବ୍ୟାଟଲ ଆଫ୍‌ଟର ଆନାଦର' ଶ୍ରେଷ୍ଠ ଫିଲ୍ମ

2026-03-17 20:31:39
15202
Share:
Facebook
Twitter
E-Mail
WhatsApp
Telegram
ଅସ୍କାର-୨୦୨୬:

ଲସ୍ ଏଞ୍ଜେଲେସର ଡଲ୍‌ବି ଥିଏଟରରେ ସର୍ବଶ୍ରେଷ୍ଠ ପୁରସ୍କାର ସମାରୋହ ୯୮ତମ ଏକାଡେମୀ ଆୱାର୍ଡସ ବା ଓସ୍କାର ଅନୁଷ୍ଠିତ ହୋଇଯାଇଛି । ଅସ୍କାର-୨୦୨୬ରେ ପୁରସ୍କାର ପୋଛିନେଇଛି ପଲ୍ ଥାମାସ ଆଣ୍ଡରସନ୍‌ଙ୍କ ବହୁଚର୍ଚ୍ଚିତ ଫିଲ୍‌ମ "ୱାନ୍ ବ୍ୟାଟଲ ଆଫ୍‌ଟର ଆନାଦର' । ୧୩ ନାମିନେସନରୁ ୬ ସମ୍ମାନ ସହିତ ଶ୍ରେଷ୍ଠତ୍ୱ ପ୍ରଦର୍ଶନ କରିଛି । ଏହା ଶ୍ରେଷ୍ଠ ଚଳଚ୍ଚିତ୍ର ଓ ଶ୍ରେଷ୍ଠ ନିର୍ଦ୍ଦେଶନା ଭଳି ବଡ଼ ପୁରସ୍କାର ହାସଲ କରିଛି ।

ଓସ୍କାର-୨୦୨୬ରେ ଭାରତ ସେମିତି ବଡ଼ ଉପଲବ୍ଧି ହାସଲ କରିନାହିଁ । ଅଭିନେତ୍ରୀ-ପ୍ରଯୋଜିକା ପ୍ରିୟଙ୍କା ଚୋପ୍ରା ସମାରୋହରେ ପ୍ରେଜେଣ୍ଟର ଥିଲେ । ଭାରତୀୟ-ଆମେରିକୀୟ ଫିଲ୍‌ମମେକର୍ ଗୀତା ଗାନ୍ଧଭୀର ଦୁଇଟି ବିଭାଗ: ଶ୍ରେଷ୍ଠ ଡକ୍ୟୁମେଣ୍ଟାରୀ ଫିଚର ଫିଲ୍‌ମ (ଦ ପର୍ଫେକ୍ଟ ନେବର୍‌) ଓ ଡକ୍ୟୁମେଣ୍ଟାରୀ ଶର୍ଟ ଫିଲ୍‌ମ (ଦ ଡେଭିଲ ଇଜ୍ ବିଜି) ରେ ନୋମିନେଟ୍ ହୋଇଥିଲେ । କିନ୍ତୁ କୌଣସିଟି ପୁରସ୍କାର ହାସଲ କରିପାରି ନାହିଁ । ଟେଲିଭିଜନ୍ ହୋଷ୍ଟ ଓ କମେଡିଆନ୍ କାନାନ ଓ'ବ୍ରାଏନ୍ ଲଗାତାର ୨ୟ ଥର ସମୋରାହ ସଂଚାଳନା କରିଥିଲେ ।

ଏହାଛଡା ରାନ୍ କୁଗଲରଙ୍କ "ସିନର୍ସ' ୪ ପୁରସ୍କାର ସହିତ ଚମ+ାର ପ୍ରଦର୍ଶନ କରିଛି । ଫିଲ୍‌ମରେ ଦମ୍‌ଦାର ପ୍ରଦର୍ଶନ ଲାଗି ଶ୍ରେଷ୍ଠ ଅଭିନେତା ସମ୍ମାନ ପାଇଛନ୍ତି ମାଇକେଲ ବି ଜାର୍ଡାନ । "ହାମ୍ନେଟ୍‌'ର ଜେସି ବକ୍ଲି ଶ୍ରେଷ୍ଠ ଅଭିନେତ୍ରୀ ସମ୍ମାନ ପାଇଛନ୍ତି । ଗିଲର୍ମୋ ଡେଲେ ଟାରାଙ୍କ "ଫ୍ରାଙ୍କେନଷ୍ଟିନ୍‌' ୩ ଓସ୍କାର ହାସଲ କରିଛି । "ୱିପନ୍‌ସ' ଅଭିନେତା ଏମି ମାଡିଗାନ ଓ "ୱାନ୍ ବ୍ୟାଟଲ ଆଫ୍‌ଟର ଆନାଦର'ର ସିନ୍ ପେନ୍‌ଙ୍କୁ ଶ୍ରେଷ୍ଠ ସହ-ଅଭିନେତା ପୁରସ୍କାର ମିଳିଛି ।

Powered by Froala Editor

Tags oscar

Related articles Odisha News Lens 4.1

  • ବଦ୍ରୀନାଥ ମନ୍ଦିର ଦାନ ଚୋରି ମାମଲା : ମନ୍ଦିର ସମିତି ଅଧ୍ୟକ୍ଷଙ୍କ ବ୍ୟକ୍ତିଗତ ...
    ଦେଶ-ଦେଶାନ୍ତର

    ବଦ୍ରୀନାଥ ମନ୍ଦିର ଦାନ ଚୋରି ମାମଲା : ମନ୍ଦିର ସମିତି ଅଧ୍ୟକ୍ଷଙ୍କ ବ୍ୟକ୍ତିଗତ ...

    14198
    Jul 08, 2026
  • ନାବାଳିକା ଦୁଷ୍କର୍ମ-ହତ୍ୟା ମାମଲାର ଅଭିଯୁକ୍ତକୁ ଏନକାଉଣ୍ଟର
    ଅପରାଧ

    ନାବାଳିକା ଦୁଷ୍କର୍ମ-ହତ୍ୟା ମାମଲାର ଅଭିଯୁକ୍ତକୁ ଏନକାଉଣ୍ଟର

    14544
    Jul 08, 2026
  • ହାତୀ ଦାନ୍ତ ରଖିବା ମାମଲା : ମୋହନଲାଲ କହିଲେ ମୋତେ ଉତ୍ତରାଧିକାରୀ ଭାବେ ମିଳିଛି
    ଦେଶ-ଦେଶାନ୍ତର

    ହାତୀ ଦାନ୍ତ ରଖିବା ମାମଲା : ମୋହନଲାଲ କହିଲେ ମୋତେ ଉତ୍ତରାଧିକାରୀ ଭାବେ ମିଳିଛି

    15632
    Jul 08, 2026
  • ଜୁଲାଇ ମାସର ପ୍ରଥମ ସପ୍ତାହରେ ସ୍ୱାଭାବିକ ଠୁ ହୋଇଛି ଅଧିକ ମୌସୁମୀ ବର୍ଷା
    ଦେଶ-ଦେଶାନ୍ତର

    ଜୁଲାଇ ମାସର ପ୍ରଥମ ସପ୍ତାହରେ ସ୍ୱାଭାବିକ ଠୁ ହୋଇଛି ଅଧିକ ମୌସୁମୀ ବର୍ଷା

    15333
    Jul 08, 2026
  • ଇଣ୍ଡୋନେସିଆରେ ବିଜୁ ପଟ୍ଟନାୟକଙ୍କୁ ଭୂୟସୀ ପ୍ରଶଂସା
    ଦେଶ-ଦେଶାନ୍ତର

    ଇଣ୍ଡୋନେସିଆରେ ବିଜୁ ପଟ୍ଟନାୟକଙ୍କୁ ଭୂୟସୀ ପ୍ରଶଂସା

    13577
    Jul 08, 2026
  • ପ୍ରଦର୍ଶିତ ହେଲା ଗୋଲ୍ଡ-ପ୍ଲେଟେଡ୍ ‘ରାମଚରିତମାନସ’ ଗ୍ରନ୍ଥ
    ଦେଶ-ଦେଶାନ୍ତର

    ପ୍ରଦର୍ଶିତ ହେଲା ଗୋଲ୍ଡ-ପ୍ଲେଟେଡ୍ ‘ରାମଚରିତମାନସ’ ଗ୍ରନ୍ଥ

    13728
    Jul 07, 2026
  • ମମତାଙ୍କ ଶୋଭାଯାତ୍ରା ସମୟରେ ପ୍ରବଳ ଉତ୍ତେଜନା: ଅଣ୍ଡାମାଡ଼ ସହ ଦେଲେ  ‘ଚୋର, ଚୋର’ ...
    ଦେଶ-ଦେଶାନ୍ତର

    ମମତାଙ୍କ ଶୋଭାଯାତ୍ରା ସମୟରେ ପ୍ରବଳ ଉତ୍ତେଜନା: ଅଣ୍ଡାମାଡ଼ ସହ ଦେଲେ ‘ଚୋର, ଚୋର’ ...

    15457
    Jul 09, 2026
  • କେତନଙ୍କ ପୂର୍ବରୁ ପ୍ରେମିକଙ୍କୁ ବାହା ହୋଇ ସାରିଥିଲେ ସିୟା
    ଦେଶ-ଦେଶାନ୍ତର

    କେତନଙ୍କ ପୂର୍ବରୁ ପ୍ରେମିକଙ୍କୁ ବାହା ହୋଇ ସାରିଥିଲେ ସିୟା

    14525
    Jul 08, 2026
  • ଇଣ୍ଡୋନେସିଆର ପ୍ରମ୍ବାନନ ହିନ୍ଦୁ ମନ୍ଦିରରେ ପୂଜାର୍ଚ୍ଚନା କଲେ ମୋଦୀ
    ଦେଶ-ଦେଶାନ୍ତର

    ଇଣ୍ଡୋନେସିଆର ପ୍ରମ୍ବାନନ ହିନ୍ଦୁ ମନ୍ଦିରରେ ପୂଜାର୍ଚ୍ଚନା କଲେ ମୋଦୀ

    15231
    Jul 09, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ପ୍ରଦର୍ଶିତ ହେଲା ଗୋଲ୍ଡ-ପ୍ଲେଟେଡ୍ ‘ରାମଚରିତମାନସ’ ଗ୍ରନ୍ଥ

    13728
    Jul 07, 2026
  • ଦେଶ-ଦେଶାନ୍ତର

    ରୁଷ ତରଫରୁ କିଭ୍ ସହର ଉପରେ କ୍ଷେପଣାସ୍ତ୍ର ଓ ଡ୍ରୋନ୍ ଆକ୍ରମଣ, ୨୩ମୃତ

    13893
    Jul 07, 2026
  • ଦେଶ-ଦେଶାନ୍ତର

    ହାତୀ ଦାନ୍ତ ରଖିବା ମାମଲା : ମୋହନଲାଲ କହିଲେ ମୋତେ ଉତ୍ତରାଧିକାରୀ ଭାବେ ମିଳିଛି

    15632
    Jul 08, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16971
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17582
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17636
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18035
    Sep 06, 2023

ବିଶେଷ

  • ଥଣ୍ଡାପାଗରେ କମ୍ ମାତ୍ରାରେ ସେବନ କରନ୍ତୁ ଲୁଣ ଓ ଚିନି

    15307
    Jul 07, 2026
  • ଷ୍ଟିକର୍‌ ଛଡ଼ାଇ ଖାଆନ୍ତୁ ଫଳ, ନହେଲେ ଭୋଗିବେ ଏହି ସମସ୍ୟା

    15577
    Jul 06, 2026
  • ଦମ୍ପତିଙ୍କ ମଧ୍ୟରେ ବଢୁଛି ସ୍ଲିପ୍ ଡିଭୋର୍ସ, ଜାଣନ୍ତୁ କ'ଣ ?

    15382
    Jul 05, 2026
  • ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା

    15249
    Jul 03, 2026
  • ଗର୍ଲଫ୍ରେଣ୍ଡଙ୍କ ସହ ସମ୍ପର୍କକୁ ଆଗକୁ ବଢାଇବାକୁ ଚାହୁଁଛନ୍ତି କି, କରନ୍ତୁ ମନଛୁଆଁ କଥାବାର୍ତ୍ତା

    14671
    Jun 30, 2026

ବାଣିଜ୍ୟ

ମାସକରେ ୧୫ ହଜାର ଖସିଲାଣି ସୁନା

ସୁନା ଓ ରୁପା ଦରରେ ଲଗାତାର ଉତ୍ଥାନ-ପତନ ଦେଖିବାକୁ ମିଳୁଛି। ଏଇ ମାସରେ ସୁନା ଭରି ପିଛା ଖସିଲାଣି ପ୍ରାୟ ୧୫ ହଜାର ଟଙ୍କା । ୨୨ କ୍ୟାରେଟ୍ ସୁନାର ଦାମ ୧୦ ଗ୍ରାମ ପିଛା ୧ ଲକ୍ଷ ୩୦ ହଜାର ଟଙ୍କା ତଳକୁ ଖସିଛି।  ଏହା ଗ୍ରାହକଙ୍କ ପାଇଁ କିଛିଟା ଆଶ୍ୱସ୍ତିର ଖବର ହୋଇଥିବା ବେଳେ, ନିବେଶକଙ୍କ ମଧ୍ୟରେ ଏହାକୁ ନେଇ ଚର ...

  • ସ୍ମୃତି କ୍ୟାଣ୍ଡିୟର୍‌ ବ୍ରାଣ୍ଡ୍‌ ଆମ୍ବାସଡର୍‌ ନିଯୁକ୍ତ

    15838
    Jun 30, 2026
  • ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

    15708
    Jun 17, 2026
  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13814
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14926
    Apr 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ହାତୀ ଦାନ୍ତ ରଖିବା ମାମଲା : ମୋହନଲାଲ କହିଲେ ମୋତେ ଉତ୍ତରାଧିକାରୀ ଭାବେ ମିଳିଛି

    15632
    Jul 08, 2026
  • ବଦ୍ରୀନାଥ ମନ୍ଦିର ଦାନ ଚୋରି ମାମଲା : ମନ୍ଦିର ସମିତି ଅଧ୍ୟକ୍ଷଙ୍କ ବ୍ୟକ୍ତିଗତ ସଚିବଙ୍କୁ କାରଣ ଦର୍ଶାଅ ନୋଟିସ

    14198
    Jul 08, 2026
  • ଇଣ୍ଡୋନେସିଆରେ ବିଜୁ ପଟ୍ଟନାୟକଙ୍କୁ ଭୂୟସୀ ପ୍ରଶଂସା

    13577
    Jul 08, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In