Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, September 24, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ‘ଲହରୀ’କୁ ଶ୍ରେଷ୍ଠ ଓଡ଼ିଆ ଚଳଚ୍ଚିତ୍ର ...

  • ସ୍ଲିପର ବସରେ ଭୟାବହ ଅଗ୍ନିକାଣ୍ଡ, ୯ ...

  • ଡିଜେ ସାଉଣ୍ଡ୍ ଭୟଙ୍କର ଶବ୍ଦରେ ...

  • ପୁଅ ମୃତ୍ୟୁ ପରେ ଶାଶୂଙ୍କୁ ଭରଣପୋଷଣ ଦେବେ ...

  • ଆସନ୍ତା ୧୨ ଘଣ୍ଟା ପର୍ଯ୍ୟନ୍ତ ଗଭୀର ...

  • ବେଦାନ୍ତ ଆଲୁମିନିୟମର ଦକ୍ଷତା ବିକାଶ ...

  • ଦେଶରେ ମୌସୁମୀ ବର୍ଷା ସ୍ବାଭାବିକ ଠାରୁ ୧୫ ...

  • ୮ ଘଣ୍ଟାର ଅପରେସନ ସଫଳ, ୪ ଜଣଙ୍କୁ ହତ୍ୟା ...

  • ବନ୍ଦେ ମାତରମ୍‌ ଗାନ କରିବାକୁ ମନା ...

  • କ୍ୟାନ୍ସର ଔଷଧ ଦାମ୍ ୨୭ ହଜାର ଟଙ୍କା

ବିଶେଷ
Home ›› ବିଶେଷ ››ସିନ୍ଦୂର ସହ ଜଡିତ ବାସ୍ତୁ ଉପାୟ

ସିନ୍ଦୂର ସହ ଜଡିତ ବାସ୍ତୁ ଉପାୟ

2021-07-27 04:52:09
14179
Share:
Facebook
Twitter
E-Mail
WhatsApp
Telegram
ସିନ୍ଦୂର ସହ ଜଡିତ ବାସ୍ତୁ ଉପାୟ

ମାନ୍ୟତା ଅନୁସାରେ ବିବାହିତ ନାରୀମାନେ ସ୍ୱାମୀଙ୍କ ଆୟୁଷ ବୃଦ୍ଧି ପାଇଁ ମଥାରେ ସିନ୍ଦୂର ଲଗାଇଥାନ୍ତି। ଏହା ସହ ସିନ୍ଦୂର ଲଗାଇବା ଦ୍ୱାରା ଘରେ ସୁଖଶାନ୍ତି ବଢିଥାଏ। ସିନ୍ଦୂରର ବ୍ୟବହାର ପୂଜା କାର୍ୟ୍ୟରେ କରାଯାଇଥାଏ। ସିନ୍ଦୂର ବିନା କୌଣସି ପୂଜା କାର୍ୟ୍ୟ ସମ୍ଭବ ହୋଇ ନଥାଏ। ଆସନ୍ତୁ ଜାଣିବା କେଉଁ କାର୍ୟ୍ୟ ପାଇଁ ସିନ୍ଦୂର ଅତ୍ୟନ୍ତ ଆବଶ୍ୟକ..

ପାଞ୍ଚଟି ମଙ୍ଗଳବାର ଓ ଶନିବାର ସିନ୍ଦୂରରେ ତେଲ ମିଶାଇ ହନୁମାନଙ୍କୁ ଅର୍ପଣ କରିବା ଦ୍ୱାରା ସମସ୍ତ ଅସୁବିଧା ଦୂର ହୋଇଥାଏ। ସିନ୍ଦୂର ଅର୍ପଣ କରିବା ପରେ ଗୁଡ ଓ ଚଣାର ପ୍ରସାଦ ବାଣ୍ଟନ୍ତୁ।

ସମାଜରେ ମାନ-ସମ୍ମାନ ପ୍ରତିଷ୍ଠା ପାଇଁ ଗୋଟିଏ ପାନ ପତ୍ରରେ ଫିଟିକିରି ଓ ସିନ୍ଦୂର ବାନ୍ଧି ବୁଧୁବାର ଦିନ ଅଶ୍ୱତ୍ଥ ବୃକ୍ଷ ମୂଳରେ ଏକ ପଥର ତଳେ ଲୁଚାଇ ରଖନ୍ତୁ। ସିନ୍ଦୂର ରଖିବା ପରେ ପଛକୁ ବୁଲି ଅନାନ୍ତୁ ନାହିଁ। ଏପରି ତିନୋଟି ବୁଧବାର କରନ୍ତୁ।
ଘରେ ଧନହାନୀ ହେଉଥିଲେ ନଡିଆରେ ସିନ୍ଦୂର ଲଗାଇ ଲାଲ ରଙ୍ଗର କପଡା ବାନ୍ଧି ପୂଜା କରନ୍ତୁ। ସେହି ନଡିଆକୁ ଘରେ ଓ ଦୋକାନରେ ରଖି ମା ଲକ୍ଷ୍ମୀଙ୍କ ପୂଜା କରନ୍ତୁ। ଏପରି କରିବା ଦ୍ୱାରା ଧନ ପ୍ରାପ୍ତି ହୋଇଥାଏ। ଏପରି କରିବା ଦ୍ୱାରା ଆର୍ଥିକ ଅବସ୍ଥା ଭଲ ହୋଇଥାଏ।
ବାସ୍ତୁଶାସ୍ତ୍ର ଅନୁସାରେ ଘରର ମୁଖ୍ୟଦ୍ୱାରରେ ଘିଅରେ ସିନ୍ଦୂର ମିଶାଇ ଲଗାନ୍ତୁ। ଏହାଦ୍ୱାରା ଘରେ ନକାରାତ୍ମକ ଶକ୍ତି ପ୍ରବେଶ କରିପାରି ନଥାଏ। ଏହାଦ୍ୱାରା ବାସ୍ତୁଦୋଷ ମଧ୍ୟ ଦୂର ହୋଇଯାଏ।

Powered by Froala Editor

Tags Sindur

Related articles Odisha News Lens 4.1

  • ଡିଜେ ସାଉଣ୍ଡ୍ ଭୟଙ୍କର ଶବ୍ଦରେ ଛାତ୍ରୀଙ୍କୁ ହୃଦଘାତ
    ଦେଶ-ଦେଶାନ୍ତର

    ଡିଜେ ସାଉଣ୍ଡ୍ ଭୟଙ୍କର ଶବ୍ଦରେ ଛାତ୍ରୀଙ୍କୁ ହୃଦଘାତ

    13282
    Sep 24, 2026
  • ପୁଅ ମୃତ୍ୟୁ ପରେ ଶାଶୂଙ୍କୁ ଭରଣପୋଷଣ ଦେବେ ବୋହୂ
    ଦେଶ-ଦେଶାନ୍ତର

    ପୁଅ ମୃତ୍ୟୁ ପରେ ଶାଶୂଙ୍କୁ ଭରଣପୋଷଣ ଦେବେ ବୋହୂ

    14491
    Sep 24, 2026
  • ଦେଶରେ ମୌସୁମୀ ବର୍ଷା ସ୍ବାଭାବିକ ଠାରୁ ୧୫ ପ୍ରତିଶତ କମ୍ ରହିଛି
    ଦେଶ-ଦେଶାନ୍ତର

    ଦେଶରେ ମୌସୁମୀ ବର୍ଷା ସ୍ବାଭାବିକ ଠାରୁ ୧୫ ପ୍ରତିଶତ କମ୍ ରହିଛି

    13628
    Sep 23, 2026
  • ‘ଲହରୀ’କୁ ଶ୍ରେଷ୍ଠ ଓଡ଼ିଆ ଚଳଚ୍ଚିତ୍ର ପୁରସ୍କାର
    ମନୋରଞ୍ଜନ

    ‘ଲହରୀ’କୁ ଶ୍ରେଷ୍ଠ ଓଡ଼ିଆ ଚଳଚ୍ଚିତ୍ର ପୁରସ୍କାର

    15503
    Sep 24, 2026
  • ୮ ଘଣ୍ଟାର ଅପରେସନ ସଫଳ, ୪ ଜଣଙ୍କୁ ହତ୍ୟା କରିଥିବା ହତ୍ୟାକାରୀକୁ ପୁଲିସର ଏନକାଉଣ୍ଟର
    ଦେଶ-ଦେଶାନ୍ତର

    ୮ ଘଣ୍ଟାର ଅପରେସନ ସଫଳ, ୪ ଜଣଙ୍କୁ ହତ୍ୟା କରିଥିବା ହତ୍ୟାକାରୀକୁ ପୁଲିସର ଏନକାଉଣ୍ଟର

    14196
    Sep 23, 2026
  • କ୍ୟାନ୍ସର ଔଷଧ ଦାମ୍ ୨୭ ହଜାର ଟଙ୍କା
    ଦେଶ-ଦେଶାନ୍ତର

    କ୍ୟାନ୍ସର ଔଷଧ ଦାମ୍ ୨୭ ହଜାର ଟଙ୍କା

    14618
    Sep 23, 2026
  • ବନ୍ଦେ ମାତରମ୍‌ ଗାନ କରିବାକୁ ମନା କରୁଥିବା ଜଣେ ବିବେକବାଦୀ ପ୍ରତିବାଦୀଙ୍କୁ ଦଣ୍ଡିତ ...
    ଦେଶ-ଦେଶାନ୍ତର

    ବନ୍ଦେ ମାତରମ୍‌ ଗାନ କରିବାକୁ ମନା କରୁଥିବା ଜଣେ ବିବେକବାଦୀ ପ୍ରତିବାଦୀଙ୍କୁ ଦଣ୍ଡିତ ...

    14132
    Sep 23, 2026
  • ସ୍ଲିପର ବସରେ ଭୟାବହ ଅଗ୍ନିକାଣ୍ଡ, ୯ ଯାତ୍ରୀ ଜୀବନ୍ତ ଦଗ୍ଧ
    ଦେଶ-ଦେଶାନ୍ତର

    ସ୍ଲିପର ବସରେ ଭୟାବହ ଅଗ୍ନିକାଣ୍ଡ, ୯ ଯାତ୍ରୀ ଜୀବନ୍ତ ଦଗ୍ଧ

    14737
    Sep 24, 2026
  • ବେଦାନ୍ତ ଆଲୁମିନିୟମର ଦକ୍ଷତା ବିକାଶ ପଦକ୍ଷେପ କାଳାହାଣ୍ଡିର ୧୦୦୦ ରୁ ଅଧିକ ...
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମର ଦକ୍ଷତା ବିକାଶ ପଦକ୍ଷେପ କାଳାହାଣ୍ଡିର ୧୦୦୦ ରୁ ଅଧିକ ...

    15538
    Sep 23, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଦେଶରେ ମୌସୁମୀ ବର୍ଷା ସ୍ବାଭାବିକ ଠାରୁ ୧୫ ପ୍ରତିଶତ କମ୍ ରହିଛି

    13628
    Sep 23, 2026
  • ଦେଶ-ଦେଶାନ୍ତର

    କ୍ୟାନ୍ସର ଔଷଧ ଦାମ୍ ୨୭ ହଜାର ଟଙ୍କା

    14618
    Sep 23, 2026
  • ଦେଶ-ଦେଶାନ୍ତର

    ପୁଅ ମୃତ୍ୟୁ ପରେ ଶାଶୂଙ୍କୁ ଭରଣପୋଷଣ ଦେବେ ବୋହୂ

    14491
    Sep 24, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17122
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17808
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17782
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18192
    Sep 06, 2023

ବିଶେଷ

  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15395
    Sep 23, 2026
  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଦ୍ୱାରା ହୋଇଥାଏ ଏହି ଅସୁବିଧା

    15131
    Sep 21, 2026
  • ଅଫିସ ବ୍ୟାଗ୍ ରଖନ୍ତୁ ଏହି ସ୍ଥାନରେ

    14503
    Sep 18, 2026
  • ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି

    14749
    Sep 11, 2026
  • ଖଜୁରିରେ ଭରି ରହିଛି ଅନେକ ପ୍ରକାର ଉପକାରୀ ଗୁଣ, ଜାଣନ୍ତୁ କ’ଣ ?

    16380
    Sep 09, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମର ଦକ୍ଷତା ବିକାଶ ପଦକ୍ଷେପ କାଳାହାଣ୍ଡିର ୧୦୦୦ ରୁ ଅଧିକ ଯୁବକଯୁବତୀଙ୍କ ଦକ୍ଷତା ବୃଦ୍ଧି ସହିତ ଜୀବିକା ନିର୍ବାହରେ ସହାୟକ ହୋଇଛି

ଭୁବନେଶ୍ୱର : କଳାହାଣ୍ଡିର ଯୁବକଯୁବତୀଙ୍କ ପାଇଁ ଧନ୍ଦାମୂଳକ ତାଲିମ ଏବଂ ସ୍ଥାୟୀ ଜୀବିକା ନିର୍ବାହ ଏକ ଗୁରୁତ୍ୱପୂର୍ଣ୍ଣ ଆହ୍ୱାନ ହୋଇ ରହିଛି। ଏହି ଆବଶ୍ୟକତାକୁ ପୂରଣ କରି, ବେଦାନ୍ତ ଆଲୁମିନିୟମ ସ୍ଥାନୀୟ ଅଞ୍ଚଳର ଯୁ ...

  • ଆଇଆଇଏ ଓଡ଼ିଶା ଚାପ୍ଟରର ନୂଆ ଏକଜିକ୍ୟୁଟିଭ କମିଟି ୨୦୨୬-୨୮ ନିମନ୍ତେ ଦାୟିତ୍ଵ ଗ୍ରହଣ କଲେ

    14420
    Sep 17, 2026
  • EPFOରେ ବଡ଼ ପରିବର୍ତ୍ତନ, ୧୫,୦୦୦ ଟଙ୍କାରୁ ୨୫,୦୦୦ ବଢ଼ିଲା ଟଙ୍କା ସୀମା

    15614
    Sep 17, 2026
  • ବେଦାନ୍ତ ଆଲୁମିନିୟମର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିର ଗ୍ରାମାଞ୍ଚଳରେ ଜଳସେଚନ ସୁବିଧାକୁ ସୁଦୃଢ଼ କରିଛି

    15377
    Sep 16, 2026
  • ୯ ଅକ୍ଟୋବରରୁ ଫ୍ଲିପକାର୍ଟର Big Billion Days Sale !

    14668
    Sep 12, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବନ୍ଦେ ମାତରମ୍‌ ଗାନ କରିବାକୁ ମନା କରୁଥିବା ଜଣେ ବିବେକବାଦୀ ପ୍ରତିବାଦୀଙ୍କୁ ଦଣ୍ଡିତ କରାଯିବା ଉଚିତ ନୁହେଁ: ସୁପ୍ରିମକୋର୍ଟ

    14132
    Sep 23, 2026
  • ସ୍ଲିପର ବସରେ ଭୟାବହ ଅଗ୍ନିକାଣ୍ଡ, ୯ ଯାତ୍ରୀ ଜୀବନ୍ତ ଦଗ୍ଧ

    14737
    Sep 24, 2026
  • ପୁଅ ମୃତ୍ୟୁ ପରେ ଶାଶୂଙ୍କୁ ଭରଣପୋଷଣ ଦେବେ ବୋହୂ

    14491
    Sep 24, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In