Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, May 30, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ସବୁବେଳେ ଭିଟାମିନ୍‌ଯୁକ୍ତ ଖାଦ୍ୟ ଖାଇଲେ ...

  • ହରମୁଜ୍ ପ୍ରଣାଳୀରେ ଜାହାଜ ଉପରେ ଆକ୍ରମଣ ...

  • ନିଟ୍-ୟୁଜି ପ୍ରଶ୍ନପତ୍ର ଲିକ୍ ଓ ...

  • ଟିଏମ୍‌ସି ନେତା ଦୀପଙ୍କର ଭଟ୍ଟାଚାର୍ଯ୍ୟ ...

  • ମୋଦୀଙ୍କୁ ଭେଟିଲେ ମୁଖ୍ଯମନ୍ତ୍ରୀ ସି. ...

  • ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ...

  • ତ୍ୱିଶା ଶର୍ମା ମୃତ୍ୟୁ ଘଟଣା: ଗିରଫ ହେଲେ ...

  • ଯାଆଁଳା ଶିଶୁ ପୁତ୍ରଙ୍କ ମାଆ ହେଲେ ...

  • ଖର୍ଚ୍ଚ କମାଇବା ପାଇଁ ଘରୋଇ ଉଡ଼ାଣ ବନ୍ଦ ...

  • ହରିୟାଣାର ଜିନ୍ଦ-ସୋନିପତ ସେକ୍ସନରେ ...

Home ›› ››‘ବଙ୍କର-ବଷ୍ଟର’ ବୋମା ମାଡ଼ରେ ମିସାଇଲ ଘାଟି ଧ୍ୱଂସ

‘ବଙ୍କର-ବଷ୍ଟର’ ବୋମା ମାଡ଼ରେ ମିସାଇଲ ଘାଟି ଧ୍ୱଂସ

2026-03-18 11:25:33
14276
Share:
Facebook
Twitter
E-Mail
WhatsApp
Telegram
‘ବଙ୍କର-ବଷ୍ଟର’ ବୋମା ମାଡ଼ରେ ମିସାଇଲ ଘାଟି ଧ୍ୱଂସ

ନୂଆଦିଲ୍ଲୀ: ଇରାନ ଉପରେ ଆମେରିକାର ଭୟଙ୍କର ଆକ୍ରମଣ । ୫୦୦୦ ପାଉଣ୍ଡର ‘ବଙ୍କର-ବଷ୍ଟର’ ବୋମାମାଡ଼ ହୋଇଛି । ‘ବଙ୍କର-ବଷ୍ଟର’ ବୋମା ମାଡ଼ରେ ମିସାଇଲ ଘାଟି ଧ୍ୱଂସ ହୋଇଯାଇଛି । ହର୍ମୁଜ ପ୍ରଣାଳୀ ନିକଟରେ ଇରାନର ଘାଟି ଛାରଖାର ହୋଇଯାଇଛି । ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ଏବେ ଏକ ଭୟଙ୍କର ରୂପ ନେଇଛି । ଇରାନର ଦକ୍ଷିଣ ଉପକୂଳରେ ଥିବା ଶକ୍ତିଶାଳୀ ମିସାଇଲ୍ ଘାଟିଗୁଡ଼ିକ ଉପରେ ପ୍ରଚଣ୍ଡ ଆକ୍ରମଣ କରିଥିବା କହିଛି ଆମେରିକା ସେନା । ‘ଷ୍ଟ୍ରେଟ୍ ଅଫ୍ ହର୍ମୁଜ’ ଦେଇ ବିଶ୍ୱର ପ୍ରାୟ ୨୦ ପ୍ରତିଶତ ତେଲ ପରିବହନ ହୋଇଥାଏ । ଇରାନ ଏହି ପଥକୁ ବନ୍ଦ କରିବାକୁ ଚେଷ୍ଟା କରିବା ସହ ନିଜର ଆଣ୍ଟି-ସିପ୍ ମିସାଇଲ୍ ମୁତୟନ କରିଥିବାରୁ ଆମେରିକା ଏହି ପଦକ୍ଷେପ ନେଇଛି ।

ଏହି ଆକ୍ରମଣରେ ଆମେରିକା ୫୦୦୦ ପାଉଣ୍ଡ ଓଜନର “ଡିପ୍ ପେନିଟ୍ରେଟର” ବା ବଙ୍କର-ବଷ୍ଟର ବୋମା ବ୍ୟବହାର କରିଛି । ବୋମାଗୁଡ଼ିକ ମାଟିର ବହୁ ଗଭୀରରେ ଥିବା କିମ୍ବା ପଥର ତଳେ ଲୁଚି ରହିଥିବା ଶତ୍ରୁର ମିସାଇଲ୍ ଷ୍ଟୋରେଜ୍ ଏବଂ ଲଞ୍ଚ୍ ପ୍ୟାଡ୍ କୁ ସହଜରେ ଧ୍ୱଂସ କରିପାରେ । ଏହି ଯୁଦ୍ଧ ଯୋଗୁଁ ବିଶ୍ୱ ବଜାରରେ ପେଟ୍ରୋଲ-ଡିଜେଲ ଦର ବଢ଼ିବାର ଆଶଙ୍କା ଦେଖାଦେଇଛି । ସେପଟେ ଇରାନ ଏହାକୁ ନିଜ ଦେଶ ଉପରେ ଆକ୍ରମଣ ବୋଲି କହିଛି ଏବଂ ଏହାର ପ୍ରତିଶୋଧ ନେବାକୁ ଧମକ ଦେଇଛି । 

Powered by Froala Editor

Tags Misile

Related articles Odisha News Lens 4.1

  • ହରିୟାଣାର ଜିନ୍ଦ-ସୋନିପତ ସେକ୍ସନରେ ଚାଲିବ ଦେଶର ପ୍ରଥମ ହାଇଡ୍ରୋଜେନ୍‌ ଟ୍ରେନ୍‌
    ଦେଶ-ଦେଶାନ୍ତର

    ହରିୟାଣାର ଜିନ୍ଦ-ସୋନିପତ ସେକ୍ସନରେ ଚାଲିବ ଦେଶର ପ୍ରଥମ ହାଇଡ୍ରୋଜେନ୍‌ ଟ୍ରେନ୍‌

    13820
    May 28, 2026
  • ସବୁବେଳେ ଭିଟାମିନ୍‌ଯୁକ୍ତ ଖାଦ୍ୟ ଖାଇଲେ ଅବସାଦଠାରୁ ରହିବେ ଦୂରେଇ
    ବିଶେଷ

    ସବୁବେଳେ ଭିଟାମିନ୍‌ଯୁକ୍ତ ଖାଦ୍ୟ ଖାଇଲେ ଅବସାଦଠାରୁ ରହିବେ ଦୂରେଇ

    14026
    May 29, 2026
  • ତ୍ୱିଶା ଶର୍ମା ମୃତ୍ୟୁ ଘଟଣା: ଗିରଫ ହେଲେ ଶାଶୁ
    ଦେଶ-ଦେଶାନ୍ତର

    ତ୍ୱିଶା ଶର୍ମା ମୃତ୍ୟୁ ଘଟଣା: ଗିରଫ ହେଲେ ଶାଶୁ

    15788
    May 28, 2026
  • ଟିଏମ୍‌ସି ନେତା ଦୀପଙ୍କର ଭଟ୍ଟାଚାର୍ଯ୍ୟ ଗିରଫ
    ଦେଶ-ଦେଶାନ୍ତର

    ଟିଏମ୍‌ସି ନେତା ଦୀପଙ୍କର ଭଟ୍ଟାଚାର୍ଯ୍ୟ ଗିରଫ

    15567
    May 29, 2026
  • ଯାଆଁଳା ଶିଶୁ ପୁତ୍ରଙ୍କ ମାଆ ହେଲେ ଦିବ୍ୟଙ୍କା
    ମନୋରଞ୍ଜନ

    ଯାଆଁଳା ଶିଶୁ ପୁତ୍ରଙ୍କ ମାଆ ହେଲେ ଦିବ୍ୟଙ୍କା

    14258
    May 28, 2026
  • ମୋଦୀଙ୍କୁ ଭେଟିଲେ ମୁଖ୍ଯମନ୍ତ୍ରୀ ସି. ଯୋଶେଫ ବିଜୟ
    ଦେଶ-ଦେଶାନ୍ତର

    ମୋଦୀଙ୍କୁ ଭେଟିଲେ ମୁଖ୍ଯମନ୍ତ୍ରୀ ସି. ଯୋଶେଫ ବିଜୟ

    14819
    May 28, 2026
  • ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ସିଦ୍ଦରମୈୟା
    ଦେଶ-ଦେଶାନ୍ତର

    ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ସିଦ୍ଦରମୈୟା

    14417
    May 28, 2026
  • ନିଟ୍-ୟୁଜି ପ୍ରଶ୍ନପତ୍ର ଲିକ୍ ଓ ସିବିଏସ୍‌ଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ମୂଲ୍ୟାଙ୍କନ ...
    ଦେଶ-ଦେଶାନ୍ତର

    ନିଟ୍-ୟୁଜି ପ୍ରଶ୍ନପତ୍ର ଲିକ୍ ଓ ସିବିଏସ୍‌ଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ମୂଲ୍ୟାଙ୍କନ ...

    15486
    May 29, 2026
  • ହରମୁଜ୍ ପ୍ରଣାଳୀରେ ଜାହାଜ ଉପରେ ଆକ୍ରମଣ କଲା ଇରାନ
    ଦେଶ-ଦେଶାନ୍ତର

    ହରମୁଜ୍ ପ୍ରଣାଳୀରେ ଜାହାଜ ଉପରେ ଆକ୍ରମଣ କଲା ଇରାନ

    15362
    May 29, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ନିଟ୍-ୟୁଜି ପ୍ରଶ୍ନପତ୍ର ଲିକ୍ ଓ ସିବିଏସ୍‌ଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ମୂଲ୍ୟାଙ୍କନ ତ୍ରୁଟିକୁ ନେଇ କଡା ପ୍ରତିକ୍ରିୟା ରଖିଲେ ...

    15486
    May 29, 2026
  • ଦେଶ-ଦେଶାନ୍ତର

    ଖର୍ଚ୍ଚ କମାଇବା ପାଇଁ ଘରୋଇ ଉଡ଼ାଣ ବନ୍ଦ କଲା ଏୟାର ଇଣ୍ଡିଆ

    14794
    May 28, 2026
  • ଦେଶ-ଦେଶାନ୍ତର

    ହରିୟାଣାର ଜିନ୍ଦ-ସୋନିପତ ସେକ୍ସନରେ ଚାଲିବ ଦେଶର ପ୍ରଥମ ହାଇଡ୍ରୋଜେନ୍‌ ଟ୍ରେନ୍‌

    13820
    May 28, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16892
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17513
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17562
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17947
    Sep 06, 2023

ବିଶେଷ

  • ସବୁବେଳେ ଭିଟାମିନ୍‌ଯୁକ୍ତ ଖାଦ୍ୟ ଖାଇଲେ ଅବସାଦଠାରୁ ରହିବେ ଦୂରେଇ

    14026
    May 29, 2026
  • ସ୍ବାସ୍ଥ୍ୟ ପାଇଁ ଭିଟାମିନ୍‌ ‘ସି’ ଭାରି ଉପକାରୀ

    15219
    May 27, 2026
  • ନିଜ ମନ ପସନ୍ଦର ଗୀତ ଶୁଣିଲେ ବୃଦ୍ଧି ହୁଏ ସ୍ମରଣ ଶକ୍ତି

    14885
    May 26, 2026
  • ଏପରି କଲେ ନିଶାଦ୍ରବ୍ୟଠାରୁ ରହିପାରିବେ ଦୂରେଇ

    15811
    May 24, 2026
  • ଲୋ ବ୍ଲଡପ୍ରେସର ସମସ୍ୟା ଥିଲେ ଖାଆନ୍ତୁ ମିଶ୍ରି

    15103
    May 21, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15436
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15177
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15664
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    14003
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ହରିୟାଣାର ଜିନ୍ଦ-ସୋନିପତ ସେକ୍ସନରେ ଚାଲିବ ଦେଶର ପ୍ରଥମ ହାଇଡ୍ରୋଜେନ୍‌ ଟ୍ରେନ୍‌

    13820
    May 28, 2026
  • ମୋଦୀଙ୍କୁ ଭେଟିଲେ ମୁଖ୍ଯମନ୍ତ୍ରୀ ସି. ଯୋଶେଫ ବିଜୟ

    14819
    May 28, 2026
  • ହରମୁଜ୍ ପ୍ରଣାଳୀରେ ଜାହାଜ ଉପରେ ଆକ୍ରମଣ କଲା ଇରାନ

    15362
    May 29, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In