Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, August 15, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଜାତୀୟ ଗୀତ ‘ବନ୍ଦେ ମାତରମ’ ଗାନ କରି ...

  • ୭୮ଟି ସାହସିକତା ପୁରସ୍କାରକୁ ...

  • ପ୍ରଥମ ଥର: ଲାଲ୍‌କିଲ୍ଲାରେ ଗାୟନ କରାଯିବ ...

  • ଇରାନ ରାଷ୍ଟ୍ରପତି ପେଜେଶକିୟାନ ଆସିବେ ...

  • କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା ...

  • ଦିଲ୍ଲୀକୁ ମିଳିଛି ବୋମା ବିସ୍ଫୋରଣ ଧମକ

  • ରାଷ୍ଟ୍ରପତି ପ୍ରଦାନ କଲେ ସଙ୍ଗୀତ ନାଟକ ...

  • ହରିଦ୍ୱାରରେ ୭ ହଜାର ମେଟ୍ରିକ ଟନ୍ ...

  • ବାସଭବନରୁ ବିଡ଼ା ବିଡ଼ା ନଗଦ ଟଙ୍କା ମିଳିବା ...

  • ଆମେରିକୀୟ ସେନା ହେଲିକପ୍ଟର ...

ରାଜ୍ୟ
Home ›› ରାଜ୍ୟ ››ସୋଫିଆ ଫିର୍ଦୋସ ଛାଡ଼ିପାରନ୍ତି କଂଗ୍ରେସ

ସୋଫିଆ ଫିର୍ଦୋସ ଛାଡ଼ିପାରନ୍ତି କଂଗ୍ରେସ

2026-03-22 05:50:13
15243
Share:
Facebook
Twitter
E-Mail
WhatsApp
Telegram
ସୋଫିଆ ଫିର୍ଦୋସ ଛାଡ଼ିପାରନ୍ତି କଂଗ୍ରେସ

କଟକ: କଟକର ରାଜନୀତିକ ପାଣିପାଗ ଘଡ଼ିକେ ବଦଳୁଛି। ଏବେ କଂଗ୍ରେସକୁ ନେଇ ବିଭିନ୍ନ ଆଲୋଚନା ଚାଲିଥିବାବେଳେ ଏହାରି ମଧ୍ୟରେ ପୂର୍ବତନ ବିଧାୟକ ମହମ୍ମଦ ମୋକିମ ଏକ ବଡ଼ ସଂକେତ ଦେଇଛନ୍ତି। ବାରବାଟୀ- କଟକ ବିଧାୟିକା ସୋଫିଆ ଫିର୍ଦୋସ କଂଗ୍ରେସ ଛାଡ଼ି ପାରନ୍ତି। ସେ ବାପା ମୋକିମ୍‌ ଦ୍ବାରା ଗଠିତ ଓଡ଼ିଶା ଜନତା କଂଗ୍ରେସ (ଓଜେସି)ର ସଙ୍ଗଠନ ସମ୍ଭାଳି ପାରନ୍ତି। ମୋକିମ୍‌ କହିଛନ୍ତି ଯେ, ନୂତନ ସଙ୍ଗଠନ ହୋଇଥିବାରୁ ବିଭିନ୍ନ କାର୍ଯ୍ୟକ୍ରମ ହାତକୁ ନିଆଯାଉଛି। ଯେଉଁମାନେ ଚାହିଁବେ ଓଜେସିରେ ଯୋଗ ଦେଇପାରିବେ। ଲୋକ ପ୍ରତିନିଧିମାନେ ତାଙ୍କ କାର୍ଯ୍ୟକାଳ ନ ସରିବା ପର୍ଯ୍ୟନ୍ତ ଆସି ପାରିବେ ନାହିଁ। ଯେଉଁଥି ପାଇଁ ସୋଫିଆ ମଧ୍ୟ କଂଗ୍ରେସ ଦଳରେ ଅଛନ୍ତି। ସମୟକୁ ଅପେକ୍ଷା କରନ୍ତୁ କିଏ କାହା ସହ ଥିବ ଆପଣ ଦେଖିବେ ବୋଲି କହିଛନ୍ତି ମୋକିମ। ଆଗକୁ ମୋକିମଙ୍କ ଦଳରେ ଝିଅ ସୋଫିଆ ମଙ୍ଗ ଧରିବେ ବୋଲି ଏଥିରୁ ଏକ ପ୍ରକାର ସ୍ପଷ୍ଟ ହୋଇଛି।

ଅନ୍ୟପକ୍ଷରେ ପଖାଳ ଦିବସରେ ୫ କର୍ପୋରେଟର ପୂର୍ବତନ କଟକ ଜିଲା କଂଗ୍ରେସ ସଭାପତି ମାନସ ଚୌଧୁରୀ ବନ୍ଧୁ ମିଳନ କାର୍ଯ୍ୟକ୍ରମରେ ସାମିଲ ବିଷୟରେ ମୁହଁ ଖୋଲିଛନ୍ତି ବିଧାୟିକା ସୋଫିଆ। ସେ କହିଛନ୍ତି ଯେ, ସମ୍ପୃକ୍ତ କର୍ପୋରେଟରମାନେ ଆମ ନିଜ ଲୋକ। ତେଣୁ ସମୟ ଅନୁସାରେ ମତ ବଦଳିଲେ ବି ବ୍ୟକ୍ତିଗତ ସମ୍ପର୍କ ଏବଂ ସମ୍ମାନରେ କିଛି ଫରକ ପଡ଼ିବ ନାହିଁ। କଟକରେ କେବଳ ବ୍ୟକ୍ତିଗତ ସମ୍ପର୍କ ପାଇଁ ନିର୍ବାଚନ ଜିତୁଛୁ ବୋଲି ସୋଫିଆ କହିଛନ୍ତି।
ମୋକିମ କହିଛନ୍ତି ଯେ, ମୁଁ ଦୁଇମାସ ତଳୁ କଂଗ୍ରେସରୁ ବହିଷ୍କାର ହୋଇ ଓଡ଼ିଶା ଜନତା କଂଗ୍ରେସ ତିଆରି କରିଛି। କଂଗ୍ରେସ ସହିତ ମୋର କୌଣସି ସମ୍ପର୍କ ନାହିଁ।

Powered by Froala Editor

Tags Congress

Related articles Odisha News Lens 4.1

  • ହରିଦ୍ୱାରରେ ୭ ହଜାର ମେଟ୍ରିକ ଟନ୍ ଆବର୍ଜନା ଜମା
    ଦେଶ-ଦେଶାନ୍ତର

    ହରିଦ୍ୱାରରେ ୭ ହଜାର ମେଟ୍ରିକ ଟନ୍ ଆବର୍ଜନା ଜମା

    14053
    Aug 13, 2026
  • ୭୮ଟି ସାହସିକତା ପୁରସ୍କାରକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ ପ୍ରଦାନ
    ଦେଶ-ଦେଶାନ୍ତର

    ୭୮ଟି ସାହସିକତା ପୁରସ୍କାରକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ ପ୍ରଦାନ

    14122
    Aug 15, 2026
  • ଆମେରିକୀୟ ସେନା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ
    ଦେଶ-ଦେଶାନ୍ତର

    ଆମେରିକୀୟ ସେନା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ

    15748
    Aug 13, 2026
  • ଦିଲ୍ଲୀକୁ ମିଳିଛି ବୋମା ବିସ୍ଫୋରଣ ଧମକ
    ଦେଶ-ଦେଶାନ୍ତର

    ଦିଲ୍ଲୀକୁ ମିଳିଛି ବୋମା ବିସ୍ଫୋରଣ ଧମକ

    15355
    Aug 14, 2026
  •  ରାଷ୍ଟ୍ରପତି ପ୍ରଦାନ କଲେ ସଙ୍ଗୀତ ନାଟକ ଏକାଡେମୀ ଫେଲୋସିପ୍ ଏବଂ ସଙ୍ଗୀତ ନାଟକ ...
    ଦେଶ-ଦେଶାନ୍ତର

    ରାଷ୍ଟ୍ରପତି ପ୍ରଦାନ କଲେ ସଙ୍ଗୀତ ନାଟକ ଏକାଡେମୀ ଫେଲୋସିପ୍ ଏବଂ ସଙ୍ଗୀତ ନାଟକ ...

    14305
    Aug 14, 2026
  • ଇରାନ ରାଷ୍ଟ୍ରପତି ପେଜେଶକିୟାନ ଆସିବେ ଭାରତ,  ୧୮ତମ ବ୍ରିକ୍ସ ସମ୍ମିଳନୀରେ ଦେବେ ଯୋଗ
    ଦେଶ-ଦେଶାନ୍ତର

    ଇରାନ ରାଷ୍ଟ୍ରପତି ପେଜେଶକିୟାନ ଆସିବେ ଭାରତ, ୧୮ତମ ବ୍ରିକ୍ସ ସମ୍ମିଳନୀରେ ଦେବେ ଯୋଗ

    14160
    Aug 14, 2026
  • କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା ଅସୁସ୍ଥ
    ଦେଶ-ଦେଶାନ୍ତର

    କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା ଅସୁସ୍ଥ

    13570
    Aug 14, 2026
  •  ପ୍ରଥମ ଥର: ଲାଲ୍‌କିଲ୍ଲାରେ ଗାୟନ କରାଯିବ ବନ୍ଦେ ମାତରମ୍‌
    ଦେଶ-ଦେଶାନ୍ତର

    ପ୍ରଥମ ଥର: ଲାଲ୍‌କିଲ୍ଲାରେ ଗାୟନ କରାଯିବ ବନ୍ଦେ ମାତରମ୍‌

    13767
    Aug 15, 2026
  • ବାସଭବନରୁ ବିଡ଼ା ବିଡ଼ା ନଗଦ ଟଙ୍କା ମିଳିବା ଘଟଣା : ଜଷ୍ଟିସ୍ ଯଶୱନ୍ତ ବର୍ମା ଦୋଷୀ
    ଦେଶ-ଦେଶାନ୍ତର

    ବାସଭବନରୁ ବିଡ଼ା ବିଡ଼ା ନଗଦ ଟଙ୍କା ମିଳିବା ଘଟଣା : ଜଷ୍ଟିସ୍ ଯଶୱନ୍ତ ବର୍ମା ଦୋଷୀ

    13906
    Aug 13, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା ଅସୁସ୍ଥ

    13570
    Aug 14, 2026
  • ଦେଶ-ଦେଶାନ୍ତର

    ପ୍ରଥମ ଥର: ଲାଲ୍‌କିଲ୍ଲାରେ ଗାୟନ କରାଯିବ ବନ୍ଦେ ମାତରମ୍‌

    13767
    Aug 15, 2026
  • ଦେଶ-ଦେଶାନ୍ତର

    ଇରାନ ରାଷ୍ଟ୍ରପତି ପେଜେଶକିୟାନ ଆସିବେ ଭାରତ, ୧୮ତମ ବ୍ରିକ୍ସ ସମ୍ମିଳନୀରେ ଦେବେ ଯୋଗ

    14160
    Aug 14, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17030
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17644
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17695
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18096
    Sep 06, 2023

ବିଶେଷ

  • ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ

    14541
    Aug 13, 2026
  • ଝିଅମାନେ କାହିଁକି ଲୁଚାନ୍ତି ତାଙ୍କ ପାଖରେ ଥିବା ଏହି ଗୁଣ ଜାଣନ୍ତୁ....

    14533
    Aug 10, 2026
  • ଏହି ଉପାୟ ଆପଣାଇଲେ ଘର ଖାଦ୍ୟ ଖାଇବେ ପିଲା

    14371
    Aug 07, 2026
  • ଏହି ସ୍ଥାନରେ କଳାଜାଇ ଥିଲେ ସୁଖୀ ହୋଇଥାଏ ଦାମ୍ପତ୍ୟ ଜୀବନ

    15949
    Aug 05, 2026
  • ଏହି ୫ ଅଭ୍ୟାସ କରନ୍ତୁ, ସତେଜ ରହିବ ଆପଣଙ୍କ ଚର୍ମ ଏବଂ ଶରୀର

    16362
    Aug 02, 2026

ବାଣିଜ୍ୟ

ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

ପୁରୀ ରଥ ଯାତ୍ରାରେ ଏହାର ‘ଆୟୋଡିନ କା ତିଲକ୍‌’ ପ୍ରୟାସ ପରେ ଏହି ବ୍ରାଣ୍ଡ୍‌ ପିଲାମାନଙ୍କ ନିମନ୍ତେ ଆୟୋଡିନ ପୋଷଣ ଯୋଗାଇବାକୁ ଚିଲ୍‌ଡ୍ରେନ୍ସ ଫାଉଣ୍ଡେସନଗୁଡିକ ସହିତ ସହଭାଗୀତା କରି ...

  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

    14054
    Aug 12, 2026
  • ଆଶୀର୍ବାଦ ଅଟ୍ଟାର ଗୁଣାତ୍ମକ ପରମ୍ପରା ପୁରୀରେ ରଥ ନିର୍ମାଣକୁ ଜୀବନ୍ତ କରି ଗଢିତୋଳିଲା

    14360
    Aug 09, 2026
  • ବେଦାନ୍ତ ଆଲୁମିନିୟର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିରେ ୪୦୦ରୁ ଉର୍ଦ୍ଧ କୃଷକଙ୍କୁ ନିରାପଦ ଏବଂ ଦୀର୍ଘସ୍ଥାୟୀ କୃଷି ପଦ୍ଧତି ଉପରେ ତାଲିମ ପ୍ରଦାନ କରିଛି

    15264
    Aug 09, 2026
  • ସୁଗନ୍ଧ ଉତ୍କର୍ଷର ୭୭ ବର୍ଷ ପାଳନ କରୁଛି, ସାଇକଲ ପିୟୋର୍‌ ଅଗରବତୀ ଭୁବନେଶ୍ୱରରେ ପାର୍ବଣ କାଳୀନ ନବସୃଜନ ଉନ୍ମୋଚନ କଲା

    14635
    Aug 07, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଦିଲ୍ଲୀକୁ ମିଳିଛି ବୋମା ବିସ୍ଫୋରଣ ଧମକ

    15355
    Aug 14, 2026
  • ୭୮ଟି ସାହସିକତା ପୁରସ୍କାରକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ ପ୍ରଦାନ

    14122
    Aug 15, 2026
  • କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା ଅସୁସ୍ଥ

    13570
    Aug 14, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In