Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, March 22, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ରଡ୍ ଚୋରି ପାଇଁ ୪ ମାସ ବେଡ଼ି

  • ବିଷାକ୍ତ କ୍ଷୀର ନେଇଗଲା ୧୬ ଜଣଙ୍କ ଜୀବନ

  • ଛିଣ୍ଡିଗଲା ରୋପୱେ, ମହିଳା ମୃତ

  • ଛୋଟ ଝିଅର ମନ ରଖିଲେ ଦକ୍ଷିଣ ସୁପରଷ୍ଟାର

  • ବୟସ ବୃଦ୍ଧିକୁ ହ୍ରାସ କରେ ଏହି ଫଳ

  • ପ୍ରତ୍ୟେକ ବୁନ୍ଦା ଜଳର ମୂଲ୍ୟ ବୁଝିବା ଆମର ...

  • ଭାରତ ଅଭିମୁଖେ ଆଉ ୨ ଏଲପିଜି ଟ୍ୟାଙ୍କର

  • ୨୭ରେ ନେପାଳ ପ୍ରଧାନମନ୍ତ୍ରୀଙ୍କ ଶପଥ ...

  • ବ୍ଲାଉଜ୍ ପାଇଁ ପିଟାପିଟି, ଠେଙ୍ଗାରେ ...

  • ବାସନ ମାଜିଲାନି ବୋଲି ପୁଲିସ ଡାକିଲା ...

ମନୋରଞ୍ଜନ
Home ›› ମନୋରଞ୍ଜନ ››ଛୋଟ ଝିଅର ମନ ରଖିଲେ ଦକ୍ଷିଣ ସୁପରଷ୍ଟାର

ଛୋଟ ଝିଅର ମନ ରଖିଲେ ଦକ୍ଷିଣ ସୁପରଷ୍ଟାର

2026-03-22 20:33:35
13389
Share:
Facebook
Twitter
E-Mail
WhatsApp
Telegram
ଛୋଟ ଝିଅର ମନ ରଖିଲେ ଦକ୍ଷିଣ ସୁପରଷ୍ଟାର

ସାଉଥ୍ ସୁପରଷ୍ଟାର୍ ବିଜୟ ଦେବରକାଣ୍ଡା ଏବଂ ରଶ୍ମିକା ମନ୍ଦାନା ତାଙ୍କ କୁନି ପ୍ରଶଂସକଙ୍କ ମନ ଭାଙ୍ଗି ନାହାନ୍ତି । ଦେଇଥିବା କଥା ରଖି ଷ୍ଟାର୍ କପଲ୍ ନିଜର ଜଣେ ଅଭିମାନୀ କୁନି ପ୍ରଶଂସକଙ୍କୁ ଦେଇଥିବା ପ୍ରତିଶ୍ରୁତି ରକ୍ଷା କରି ଚର୍ଚ୍ଚାକୁ ଆସିଛନ୍ତି । କିଛି ଦିନ ପୂର୍ବରୁ ଏହି କୁନି ଫ୍ୟାନ୍‌ଙ୍କର ଏକ ଭିଡିଓ ଭାଇରାଲ ହାଇଥିଲା, ଯେଉଁଥିରେ ସେ ବିଜୟଙ୍କ ଉପରେ ରାଗିଥିଲେ । କାରଣ ଥିଲା ବିଜୟ ତାଙ୍କୁ ନିଜ ବିବାହକୁ କାହିଁକି ଡାକିଲେ ନାହିଁ? ବିଜୟଙ୍କ ନଜରରେ ଏହି ଭିଡିଓ ଆସିବା ମାତ୍ରେ ସେ ତୁରନ୍ତ ତାଙ୍କୁ ଘରକୁ ଆସିବାକୁ ନିମନ୍ତ୍ରଣ କରିଥିଲେ ଏବଂ ନିଜ ହାତରେ ରାଷେଇ କରି ଖୁଆଇବେ ବାଲି କହିଥିଲେ ।

ନିକଟରେ ବିଜୟ ଏବଂ ରଶ୍ମିକା ସେହି କୁନି ଝିଅଟିକୁ ନିଜ ଘରକୁ ନିମନ୍ତ୍ରଣ କରିଥିଲେ । ବିଜୟ କୁନି ଝିଅଟିକୁ ଗେଲରେ ନିଜ କୋଳରେ ଉଠାଇ ଘର ଭିତରକୁ ନେଇଥିଲେ । ଖାଇବା ଟେବୁଲରେ ରଶ୍ମିକା ନିଜେ ଝିଅଟିକୁ ଲଡ଼ୁ ପରଷିଥିଲେ । ପରେ ବିଜୟ ନିଜେ ଭାତ ପରଷି ଖୁଆଇଥିଲେ । ଖାଇବା ସରିବା ପରେ ଦୁହେଁ ଝିଅଟିକୁ କୋଳରେ ଧରି ପୂରା ଘର ବୁଲାଇ ଦେଖାଇଥିଲେ । ସୋସିଆଲ ମିଡିଆରେ ଏହି ଭିଡିଓ ଭାଇରାଲ ହେଉଥିବା ଦେଖିବାକୁ ମିଳିଛି । ଏହି ଭିଡିଓ ଭାଇରାଲ ହେବା ପରେ ପ୍ରଶଂସକମାନେ କହୁଛନ୍ତି, "ଏହି କାରଣରୁ ହିଁ 'ଭିଜୁ' ଏବଂ ‘ରାଶୁ'ଙ୍କୁ ସମସ୍ତେ ଏତେ ଭଲ ପାଆନ୍ତି ।

Powered by Froala Editor

Tags saouth

Related articles Odisha News Lens 4.1

  • ରଡ୍ ଚୋରି ପାଇଁ ୪ ମାସ ବେଡ଼ି
    ଅପରାଧ

    ରଡ୍ ଚୋରି ପାଇଁ ୪ ମାସ ବେଡ଼ି

    14071
    Mar 22, 2026
  • ଭାରତ ଅଭିମୁଖେ ଆଉ ୨ ଏଲପିଜି ଟ୍ୟାଙ୍କର
    ଦେଶ-ଦେଶାନ୍ତର

    ଭାରତ ଅଭିମୁଖେ ଆଉ ୨ ଏଲପିଜି ଟ୍ୟାଙ୍କର

    13402
    Mar 22, 2026
  • ବାସନ ମାଜିଲାନି ବୋଲି ପୁଲିସ ଡାକିଲା ସ୍ତ୍ରୀ
    ଦେଶ-ଦେଶାନ୍ତର

    ବାସନ ମାଜିଲାନି ବୋଲି ପୁଲିସ ଡାକିଲା ସ୍ତ୍ରୀ

    15064
    Mar 22, 2026
  • ୨୭ରେ ନେପାଳ ପ୍ରଧାନମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବ
    ଦେଶ-ଦେଶାନ୍ତର

    ୨୭ରେ ନେପାଳ ପ୍ରଧାନମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବ

    15332
    Mar 22, 2026
  • ବୟସ ବୃଦ୍ଧିକୁ ହ୍ରାସ କରେ ଏହି ଫଳ
    ବିଶେଷ

    ବୟସ ବୃଦ୍ଧିକୁ ହ୍ରାସ କରେ ଏହି ଫଳ

    13370
    Mar 22, 2026
  • ଛୋଟ ଝିଅର ମନ ରଖିଲେ ଦକ୍ଷିଣ ସୁପରଷ୍ଟାର
    ମନୋରଞ୍ଜନ

    ଛୋଟ ଝିଅର ମନ ରଖିଲେ ଦକ୍ଷିଣ ସୁପରଷ୍ଟାର

    13389
    Mar 22, 2026
  • ବିଷାକ୍ତ କ୍ଷୀର ନେଇଗଲା ୧୬ ଜଣଙ୍କ ଜୀବନ
    ଦେଶ-ଦେଶାନ୍ତର

    ବିଷାକ୍ତ କ୍ଷୀର ନେଇଗଲା ୧୬ ଜଣଙ୍କ ଜୀବନ

    13944
    Mar 22, 2026
  • ଛିଣ୍ଡିଗଲା ରୋପୱେ, ମହିଳା ମୃତ
    ଦେଶ-ଦେଶାନ୍ତର

    ଛିଣ୍ଡିଗଲା ରୋପୱେ, ମହିଳା ମୃତ

    15241
    Mar 22, 2026
  • ବ୍ଲାଉଜ୍ ପାଇଁ ପିଟାପିଟି, ଠେଙ୍ଗାରେ ଆକ୍ରମଣ
    ଦେଶ-ଦେଶାନ୍ତର

    ବ୍ଲାଉଜ୍ ପାଇଁ ପିଟାପିଟି, ଠେଙ୍ଗାରେ ଆକ୍ରମଣ

    14107
    Mar 22, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଭାରତ ଅଭିମୁଖେ ଆଉ ୨ ଏଲପିଜି ଟ୍ୟାଙ୍କର

    13402
    Mar 22, 2026
  • ଦେଶ-ଦେଶାନ୍ତର

    ୨୭ରେ ନେପାଳ ପ୍ରଧାନମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବ

    15332
    Mar 22, 2026
  • ଦେଶ-ଦେଶାନ୍ତର

    ପ୍ରତ୍ୟେକ ବୁନ୍ଦା ଜଳର ମୂଲ୍ୟ ବୁଝିବା ଆମର ଦାୟିତ୍ୱ : ମୋଦୀ

    15040
    Mar 22, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17381
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17445
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17792
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16265
    Apr 03, 2021

ବିଶେଷ

  • ବୟସ ବୃଦ୍ଧିକୁ ହ୍ରାସ କରେ ଏହି ଫଳ

    13370
    Mar 22, 2026
  • ‘ପଖାଳ’ ହେଉଛି ଓଡ଼ିଆଙ୍କ ସହ ଜଡ଼ିତ ଭାବପ୍ରବଣତା

    14928
    Mar 20, 2026
  • ସ୍ତ୍ରୀଙ୍କ ପାଖରେ ଏପରି ଗୁଣ ଥିଲେ ହୋଇଯାଆନ୍ତି ବରବାଦ

    15555
    Mar 19, 2026
  • ଗୋଟେ ଗ୍ଲାସ କମଳା ରସ ସହିତ ଆରମ୍ଭ କରନ୍ତୁ ସକାଳ

    15462
    Mar 18, 2026
  • ରାତ୍ରୀ ଭୋଜନରେ ଖାଆନ୍ତୁ ଏହି ଖାଦ୍ୟ, କମିବ ପେଟ

    14191
    Mar 17, 2026

ବାଣିଜ୍ୟ

ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

ପଶ୍ଚିମ ଏସିଆରେ ଜାରି ରହିଥିବା ଯୁଦ୍ଧ ଯୋଗୁଁ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ଦର ଆକାଶଛୁଆଁ ହୋଇଛି। ଶୁକ୍ରବାର ଦିନ ଶିଳ୍ପଭିତ୍ତିକ ଡିଜେଲ ଓ ପ୍ରିମିୟମ୍ ପେଟ୍ରୋଲ ଦରରେ ବଡ଼ ଧରଣର ବୃଦ୍ଧି ଘୋଷଣା କରିଛନ୍ତି। ବ୍ୟବସାୟିକ ପ୍ରତିଷ୍ଠାନଗୁଡ଼ିକୁ ବିକ୍ରି ହେଉଥିବା ବଲ୍କ ଡିଜେଲ ଲିଟର ପିଛା ୨୧.୯୨ ଟଙ୍କା (ପ୍ରାୟ ୨୫% ...

  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15226
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13813
    Mar 20, 2026
  • ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

    14260
    Mar 05, 2026
  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

    15696
    Feb 23, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବାସନ ମାଜିଲାନି ବୋଲି ପୁଲିସ ଡାକିଲା ସ୍ତ୍ରୀ

    15064
    Mar 22, 2026
  • ଛିଣ୍ଡିଗଲା ରୋପୱେ, ମହିଳା ମୃତ

    15241
    Mar 22, 2026
  • ୨୭ରେ ନେପାଳ ପ୍ରଧାନମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବ

    15332
    Mar 22, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In