Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, March 23, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ...

  • ଇରାନ କେବଳ ଇସ୍ରାଏଲ ପାଇଁ ବିପଦ ନୁହେଁ ବରଂ ...

  • ୨୩,୦୦୦ରୁ ତଳକୁ ଖସିଲା ନିଫ୍ଟି

  • ଯୁଦ୍ଧ ପାଇଁ ପରିସ୍ଥିତି ସଙ୍ଗୀନ, ପୁଣି ...

  • ହରିଶଙ୍କ ୧୩ ବର୍ଷର ସଂଘର୍ଷକୁ ନେଇ ତିଆରି ...

  • ବକ୍ସ ଅଫିସରେ ‘ଧୁରନ୍ଧର: ଦି ରିଭେଞ୍ଜ’ ...

  • ସୁନା୬,୭୦୦ ଟଙ୍କା କମିଲା

  • ରଡ୍ ଚୋରି ପାଇଁ ୪ ମାସ ବେଡ଼ି

  • ବିଷାକ୍ତ କ୍ଷୀର ନେଇଗଲା ୧୬ ଜଣଙ୍କ ଜୀବନ

  • ଛିଣ୍ଡିଗଲା ରୋପୱେ, ମହିଳା ମୃତ

Home ›› ››ଇରାନ କେବଳ ଇସ୍ରାଏଲ ପାଇଁ ବିପଦ ନୁହେଁ ବରଂ ଏହା ସମଗ୍ର ବିଶ୍ବ ପାଇଁ ବିପଦ: ନେତାନ୍ୟାହୁ

ଇରାନ କେବଳ ଇସ୍ରାଏଲ ପାଇଁ ବିପଦ ନୁହେଁ ବରଂ ଏହା ସମଗ୍ର ବିଶ୍ବ ପାଇଁ ବିପଦ: ନେତାନ୍ୟାହୁ

2026-03-23 10:41:58
14384
Share:
Facebook
Twitter
E-Mail
WhatsApp
Telegram
ଇରାନ କେବଳ ଇସ୍ରାଏଲ ପାଇଁ ବିପଦ ନୁହେଁ ବରଂ ଏହା ସମଗ୍ର ବିଶ୍ବ ପାଇଁ ବିପଦ: ନେତାନ୍ୟାହୁ

ତେଲ୍‌ଆଭିଭ୍‌: ଇରାନ ବିରୋଧୀ ଯୁଦ୍ଧରେ ସାମିଲ ହେବା ଲାଗି ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ବିଶ୍ବ ନେତାଙ୍କୁ ଆହ୍ବାନ ଦେଇଛନ୍ତି। ରବିବାର ନେତାନ୍ୟାହୁ କହିଛନ୍ତି ଯେ ଇରାନ ବିରୋଧରେ ଆମେରିକା ଓ ଇସ୍ରାଏଲ ଯେଉଁ ପଦକ୍ଷେପ ନେଇଛନ୍ତି ତାକୁ ସଫଳ କରିବା ଲାଗି ଅନ୍ୟ ରାଷ୍ଟ୍ରଗୁଡିକ ସହଯୋଗ କରିବା ଦରକାର। ଇରାନ ସମଗ୍ର ବିଶ୍ବ ପାଇଁ ବିପଦ ଭାବେ ଉଭା ହେବାକୁ ଯାଉଛି। ଏପରି ବିପଦକୁ ପ୍ରତିହତ କରିବା ସମଗ୍ର ବିଶ୍ବର ଦାୟିତ୍ବ। ଇରାନର କ୍ଷେପଣାସ୍ତ୍ର ମାଡରେ କ୍ଷତିଗ୍ରସ୍ତ ହୋଇଥିବା ଇସ୍ରାଏଲର ଆରାଦ ସହର ପରିଦର୍ଶନ କରିବା ଅବସରରେ ସେ କହିଛନ୍ତି ଯେ ଗତ ୪୮ ଘଣ୍ଟା ମଧ୍ୟରେ ଇରାନ ଯେଉଁସବୁ ଶକ୍ତିଶାଳୀ ଅସ୍ତ୍ର ପ୍ରୟୋଗ କରିଛି ତାହା ପ୍ରମାଣିତ କରୁଛି ଯେ ଇରାନ କେବଳ ଇସ୍ରାଏଲ ପାଇଁ ବିପଦ ନୁହେଁ ବରଂ ଏହା ସମଗ୍ର ବିଶ୍ବ ପାଇଁ ବିପଦ। ଆଗାମୀ ଦିନରେ ଇରାନ ଅଧିକ ଭୟଙ୍କର ହେବା ପୂର୍ବରୁ ଏହାକୁ ମିଳିତ ଭାବେ ଦମନ କରାଯିବା ଦରକାର।

Powered by Froala Editor

Tags Netanahyu

Related articles Odisha News Lens 4.1

  • ଛିଣ୍ଡିଗଲା ରୋପୱେ, ମହିଳା ମୃତ
    ଦେଶ-ଦେଶାନ୍ତର

    ଛିଣ୍ଡିଗଲା ରୋପୱେ, ମହିଳା ମୃତ

    15393
    Mar 22, 2026
  • ବିଷାକ୍ତ କ୍ଷୀର ନେଇଗଲା ୧୬ ଜଣଙ୍କ ଜୀବନ
    ଦେଶ-ଦେଶାନ୍ତର

    ବିଷାକ୍ତ କ୍ଷୀର ନେଇଗଲା ୧୬ ଜଣଙ୍କ ଜୀବନ

    14094
    Mar 22, 2026
  • କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ଜାଣନ୍ତୁ....
    ବିଶେଷ

    କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ଜାଣନ୍ତୁ....

    14314
    Mar 23, 2026
  • ଇରାନ କେବଳ ଇସ୍ରାଏଲ ପାଇଁ ବିପଦ ନୁହେଁ ବରଂ ଏହା ସମଗ୍ର ବିଶ୍ବ ପାଇଁ ବିପଦ: ନେତାନ୍ୟାହୁ
    ଦେଶ-ଦେଶାନ୍ତର

    ଇରାନ କେବଳ ଇସ୍ରାଏଲ ପାଇଁ ବିପଦ ନୁହେଁ ବରଂ ଏହା ସମଗ୍ର ବିଶ୍ବ ପାଇଁ ବିପଦ: ନେତାନ୍ୟାହୁ

    14384
    Mar 23, 2026
  • ବକ୍ସ ଅଫିସରେ ‘ଧୁରନ୍ଧର: ଦି ରିଭେଞ୍ଜ’ କ୍ରେଜ୍
    ମନୋରଞ୍ଜନ

    ବକ୍ସ ଅଫିସରେ ‘ଧୁରନ୍ଧର: ଦି ରିଭେଞ୍ଜ’ କ୍ରେଜ୍

    14213
    Mar 23, 2026
  • ୨୩,୦୦୦ରୁ ତଳକୁ ଖସିଲା ନିଫ୍ଟି
    ଦେଶ-ଦେଶାନ୍ତର

    ୨୩,୦୦୦ରୁ ତଳକୁ ଖସିଲା ନିଫ୍ଟି

    14248
    Mar 23, 2026
  • ହରିଶଙ୍କ ୧୩ ବର୍ଷର ସଂଘର୍ଷକୁ ନେଇ ତିଆରି ହେବ ଫିଲ୍ମ !
    ମନୋରଞ୍ଜନ

    ହରିଶଙ୍କ ୧୩ ବର୍ଷର ସଂଘର୍ଷକୁ ନେଇ ତିଆରି ହେବ ଫିଲ୍ମ !

    13832
    Mar 23, 2026
  • ଯୁଦ୍ଧ ପାଇଁ ପରିସ୍ଥିତି ସଙ୍ଗୀନ,  ପୁଣି ଥରେ ଲକ୍‌ଡାଉନ୍ ହେବା ଆଶଙ୍କା
    ଦେଶ-ଦେଶାନ୍ତର

    ଯୁଦ୍ଧ ପାଇଁ ପରିସ୍ଥିତି ସଙ୍ଗୀନ, ପୁଣି ଥରେ ଲକ୍‌ଡାଉନ୍ ହେବା ଆଶଙ୍କା

    13522
    Mar 23, 2026
  • ସୁନା୬,୭୦୦ ଟଙ୍କା କମିଲା
    ବାଣିଜ୍ୟ

    ସୁନା୬,୭୦୦ ଟଙ୍କା କମିଲା

    14914
    Mar 23, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ଜାଣନ୍ତୁ....

    14314
    Mar 23, 2026
  • ଦେଶ-ଦେଶାନ୍ତର

    ୨୩,୦୦୦ରୁ ତଳକୁ ଖସିଲା ନିଫ୍ଟି

    14248
    Mar 23, 2026
  • ଅପରାଧ

    ରଡ୍ ଚୋରି ପାଇଁ ୪ ମାସ ବେଡ଼ି

    14220
    Mar 22, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17381
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17446
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17792
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16265
    Apr 03, 2021

ବିଶେଷ

  • କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ଜାଣନ୍ତୁ....

    14314
    Mar 23, 2026
  • ବୟସ ବୃଦ୍ଧିକୁ ହ୍ରାସ କରେ ଏହି ଫଳ

    13522
    Mar 22, 2026
  • ‘ପଖାଳ’ ହେଉଛି ଓଡ଼ିଆଙ୍କ ସହ ଜଡ଼ିତ ଭାବପ୍ରବଣତା

    15020
    Mar 20, 2026
  • ସ୍ତ୍ରୀଙ୍କ ପାଖରେ ଏପରି ଗୁଣ ଥିଲେ ହୋଇଯାଆନ୍ତି ବରବାଦ

    15571
    Mar 19, 2026
  • ଗୋଟେ ଗ୍ଲାସ କମଳା ରସ ସହିତ ଆରମ୍ଭ କରନ୍ତୁ ସକାଳ

    15481
    Mar 18, 2026

ବାଣିଜ୍ୟ

ସୁନା୬,୭୦୦ ଟଙ୍କା କମିଲା

ଘରୋଇ ଫ୍ୟୁଚର୍ସ ବଜାରରେ ସୁନା ଏବଂ ରୂପାର ମୂଲ୍ୟରେ ହ୍ରାସ ହୋଇଛି । ସୋମବାର, ୨୩  ରିପୋର୍ଟ ଲେଖାଯିବା ସମୟରେ, ସୁନା ଫ୍ୟୁଚର୍ସ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ପ୍ରାୟ ୬,୭୦୬ ହ୍ରାସ ପାଉଥିଲା।

MCX ରେ, ସୁନା ୧,୪୦,୧୫୮ (ପ୍ରତି ୧୦ ଗ୍ରାମ) ରେ ଖୋଲିଥିଲା। ପୂର୍ବ MCX ରେ ସୁନା ୧,୪୪,୪୯୨ ରେ କା ...

  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    14837
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15353
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13813
    Mar 20, 2026
  • ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

    14260
    Mar 05, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ରଡ୍ ଚୋରି ପାଇଁ ୪ ମାସ ବେଡ଼ି

    14220
    Mar 22, 2026
  • ଛିଣ୍ଡିଗଲା ରୋପୱେ, ମହିଳା ମୃତ

    15393
    Mar 22, 2026
  • ୨୩,୦୦୦ରୁ ତଳକୁ ଖସିଲା ନିଫ୍ଟି

    14248
    Mar 23, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In