Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, August 09, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବିଗ୍ ବିସ୍ ୨୦ରେ ପ୍ରତିଯୋଗୀ ହେବେନି ଶେୟା

  • ଅମରନାଥ ଯାତ୍ରା ସ୍ଥଗିତ

  • ହଟିବ Google Assistant

  • ଆସାମରେ ବନ୍ୟା ପୀଡ଼ିତଙ୍କୁ ୫୦୦ ଘର ...

  • କୂଅ ପାଣି ହଲଚଲ, ଭୂ-ବିଜ୍ଞାନୀ କହିଲେ ...

  • ଅଲଗା ହେବେନି ସଙ୍ଗୀତା-ବିଜୟ

  • ୧୨ ରେ ସବୁଠୁ ଚମତ୍କାର ମହାଜାଗତିକ ଘଟଣା ...

  • କେରଳରେ ‘ରାଟ୍ ଫିଭର୍’ ଆତଙ୍କ, ୫୮ ମୃତ

  • ଛାଡପତ୍ର ଆବେଦନ ପ୍ରତ୍ୟାହାର କଲେ ...

  • ସୁଗନ୍ଧ ଉତ୍କର୍ଷର ୭୭ ବର୍ଷ ପାଳନ କରୁଛି, ...

ବିଶେଷ
Home ›› ବିଶେଷ ››କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ଜାଣନ୍ତୁ....

କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ଜାଣନ୍ତୁ....

2026-03-23 12:08:31
16088
Share:
Facebook
Twitter
E-Mail
WhatsApp
Telegram
କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ଜାଣନ୍ତୁ....

ଆମ ଶରୀରର ଅନ୍ୟତମ ମୁଖ୍ୟ ଓ ଦରକାରୀ ଅଙ୍ଗ ହେଉଛି କିଡ୍‌ନୀ। ଶରୀରରେ ପ୍ରବାହିତ ହେଉଥିବା ରକ୍ତକୁ ଏହା ବିଶୋଧନ କରି ଅଦରକାରୀ ତତ୍ତ୍ୱକୁ ନିଷ୍କାସନ କରିଥାଏ। ତେବେ କିଡ୍‌ନୀ କିପରି ସୁସ୍ଥ ରହିବ, ସେ ନେଇ ସତର୍କ ରହିବା ନିହାତି ଦରକାର। ଏହାର କାର୍ଯ୍ୟ ବାଧାପ୍ରାପ୍ତ ହେଲେ ଗୋଡ଼ ଫୁଲିଯାଏ। ଶରୀରର ଯୋଡ଼ା ଅଂଶଗୁଡ଼ିକରେ ଦରଜ ଅନୁଭୂତ ହୁଏ। ରକ୍ତଚାପ ଅସନ୍ତୁଳିତ ରହେ। ଦୁର୍ବଳ ଲାଗେ। ବାନ୍ତି ଉଠାଏ ଆଉ ବେଳେବେଳେ ହୁଏ ମଧ୍ୟ। ନିଃଶ୍ୱାସପ୍ରଶ୍ୱାସ ନେବାରେ ବାଧା ଉପୁଜେ। ଫଳରେ ଶ୍ୱାସକ୍ରିୟାଜନିତ ରୋଗ ଦେଖାଦିଏ। ତେଣୁ କିଡ୍‌ନୀକୁ ସୁସ୍ଥ ରଖିବା ପାଇଁ ପ୍ରଥମେ ଆବଶ୍ୟକ ମୁତାବକ ପାଣି ପିଅନ୍ତୁ। କିଡ୍‌ନୀଜନିତ ରୋଗ ଦେଖାଗଲେ ଶରୀରରେ ୟୁରିଆ ତତ୍ତ୍ୱ ବଢ଼ିଯାଏ। ସେଥିପାଇଁ ଏହାକୁ ସନ୍ତୁଳିତ ରଖିବା ପାଇଁ ପ୍ରୋଟିନ୍‌ଯୁକ୍ତ ଖାଦ୍ୟ ଅଧିକ ଖାଆନ୍ତୁ। ଘିଅ, କ୍ଷୀର, ମାଛ, ମାଂସ, ପନିର୍‌, ସୋୟାବିନ୍‌ ଆଦିରେ ପ୍ରୋଟିନ୍‌ ଅଧିକ ଥାଏ।  ଦୈନିକ ୫ ଗ୍ରାମ୍‌ ଲୁଣ ମଧ୍ୟ ଖାଆନ୍ତୁ।

Powered by Froala Editor

Tags Life style

Related articles Odisha News Lens 4.1

  • ଛାଡପତ୍ର ଆବେଦନ ପ୍ରତ୍ୟାହାର କଲେ ବିଜୟଙ୍କ ପତ୍ନୀ, ମାମଲାର ସମାଧାନ କଲେ କୋର୍ଟ
    ଦେଶ-ଦେଶାନ୍ତର

    ଛାଡପତ୍ର ଆବେଦନ ପ୍ରତ୍ୟାହାର କଲେ ବିଜୟଙ୍କ ପତ୍ନୀ, ମାମଲାର ସମାଧାନ କଲେ କୋର୍ଟ

    13894
    Aug 08, 2026
  • ହଟିବ Google Assistant
    ଦେଶ-ଦେଶାନ୍ତର

    ହଟିବ Google Assistant

    14503
    Aug 09, 2026
  • ୧୨ ରେ ସବୁଠୁ ଚମତ୍କାର ମହାଜାଗତିକ ଘଟଣା ଦେଖିବ ୟୁରୋପ, ଚନ୍ଦ୍ର ପଛରେ ଲୁଚିଯିବ ...
    ଦେଶ-ଦେଶାନ୍ତର

    ୧୨ ରେ ସବୁଠୁ ଚମତ୍କାର ମହାଜାଗତିକ ଘଟଣା ଦେଖିବ ୟୁରୋପ, ଚନ୍ଦ୍ର ପଛରେ ଲୁଚିଯିବ ...

    14675
    Aug 08, 2026
  • ଅମରନାଥ ଯାତ୍ରା ସ୍ଥଗିତ
    ଦେଶ-ଦେଶାନ୍ତର

    ଅମରନାଥ ଯାତ୍ରା ସ୍ଥଗିତ

    13644
    Aug 09, 2026
  • ଆସାମରେ ବନ୍ୟା ପୀଡ଼ିତଙ୍କୁ ୫୦୦ ଘର ଯୋଗାଇଦେବେ ସଲମାନ
    ମନୋରଞ୍ଜନ

    ଆସାମରେ ବନ୍ୟା ପୀଡ଼ିତଙ୍କୁ ୫୦୦ ଘର ଯୋଗାଇଦେବେ ସଲମାନ

    14392
    Aug 09, 2026
  • କୂଅ ପାଣି ହଲଚଲ, ଭୂ-ବିଜ୍ଞାନୀ କହିଲେ ଏମିତି...
    ଦେଶ-ଦେଶାନ୍ତର

    କୂଅ ପାଣି ହଲଚଲ, ଭୂ-ବିଜ୍ଞାନୀ କହିଲେ ଏମିତି...

    14109
    Aug 09, 2026
  • ସୁଗନ୍ଧ ଉତ୍କର୍ଷର ୭୭ ବର୍ଷ ପାଳନ କରୁଛି, ସାଇକଲ ପିୟୋର୍‌ ଅଗରବତୀ ଭୁବନେଶ୍ୱରରେ ...
    ବାଣିଜ୍ୟ

    ସୁଗନ୍ଧ ଉତ୍କର୍ଷର ୭୭ ବର୍ଷ ପାଳନ କରୁଛି, ସାଇକଲ ପିୟୋର୍‌ ଅଗରବତୀ ଭୁବନେଶ୍ୱରରେ ...

    14335
    Aug 07, 2026
  • ଅଲଗା ହେବେନି ସଙ୍ଗୀତା-ବିଜୟ
    ମନୋରଞ୍ଜନ

    ଅଲଗା ହେବେନି ସଙ୍ଗୀତା-ବିଜୟ

    14410
    Aug 09, 2026
  • ବିଗ୍ ବିସ୍ ୨୦ରେ ପ୍ରତିଯୋଗୀ ହେବେନି ଶେୟା
    ମନୋରଞ୍ଜନ

    ବିଗ୍ ବିସ୍ ୨୦ରେ ପ୍ରତିଯୋଗୀ ହେବେନି ଶେୟା

    15042
    Aug 09, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ହଟିବ Google Assistant

    14503
    Aug 09, 2026
  • ଦେଶ-ଦେଶାନ୍ତର

    ଛାଡପତ୍ର ଆବେଦନ ପ୍ରତ୍ୟାହାର କଲେ ବିଜୟଙ୍କ ପତ୍ନୀ, ମାମଲାର ସମାଧାନ କଲେ କୋର୍ଟ

    13894
    Aug 08, 2026
  • ମନୋରଞ୍ଜନ

    ଅଲଗା ହେବେନି ସଙ୍ଗୀତା-ବିଜୟ

    14410
    Aug 09, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17019
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17629
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17680
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18080
    Sep 06, 2023

ବିଶେଷ

  • ଏହି ଉପାୟ ଆପଣାଇଲେ ଘର ଖାଦ୍ୟ ଖାଇବେ ପିଲା

    13926
    Aug 07, 2026
  • ଏହି ସ୍ଥାନରେ କଳାଜାଇ ଥିଲେ ସୁଖୀ ହୋଇଥାଏ ଦାମ୍ପତ୍ୟ ଜୀବନ

    15789
    Aug 05, 2026
  • ଏହି ୫ ଅଭ୍ୟାସ କରନ୍ତୁ, ସତେଜ ରହିବ ଆପଣଙ୍କ ଚର୍ମ ଏବଂ ଶରୀର

    16205
    Aug 02, 2026
  • ମଧୁମେହ ରୋଗୀ କଞ୍ଚା କଳଦୀ ଖାଇବା ଲାଭଦାୟକ

    15058
    Jul 31, 2026
  • ଥଣ୍ଡା ପାଗରେ କେଉଁ ଖାଦ୍ୟ ଖାଇବେ ଜାଣନ୍ତୁ.....

    14550
    Jul 28, 2026

ବାଣିଜ୍ୟ

ସୁଗନ୍ଧ ଉତ୍କର୍ଷର ୭୭ ବର୍ଷ ପାଳନ କରୁଛି, ସାଇକଲ ପିୟୋର୍‌ ଅଗରବତୀ ଭୁବନେଶ୍ୱରରେ ପାର୍ବଣ କାଳୀନ ନବସୃଜନ ଉନ୍ମୋଚନ କଲା

ବାଉଁଶ ବିହୀନ କଠିନ ଧୂପ ଏବଂ ମେଦିନୀ ଜୁଡୱା କପ୍‌ ସାମ୍ବ୍ରାନି ପ୍ରଦର୍ଶିତ କରୁଛି; ନବସୃଜନ, ଦୀର୍ଘସ୍ଥାୟିତା ଏବଂ ଆଧ୍ୟାତ୍ମିକ ଅନୁଭୂତି ସହିତ ଓଡ଼ିଶା ପ୍ରତି ପ୍ରତିବଦ୍ଧତା ପୁନଃ ସୁଦୃଢୀକରଣ କରୁଛି

  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ପ୍ରକଳ୍ପ ବିଦ୍ୟା ଜରିଆରେ ଝାରସୁଗୁଡ଼ା ଏବଂ ସୁନ୍ଦରଗଡ଼ ଜିଲ୍ଲାରେ ଗ୍ରାମୀଣ ଶିକ୍ଷାକୁ ସୁଦୃଢ଼ କରୁଛି

    14149
    Aug 04, 2026
  • ବେଦାନ୍ତ ଆଲୁମିନିୟମ ସମର୍ଥିତ ଯୁବ ତୀରନ୍ଦାଜ ୩ଟି ସ୍ୱର୍ଣ୍ଣ ପଦକ ଜିତିବା ସହିତ ସିବିଏସ୍ଇ ଜାତୀୟ ପର୍ଯ୍ୟାୟ ପାଇଁ ଯୋଗ୍ୟତା ଅର୍ଜନ କରିଛନ୍ତି

    14443
    Aug 01, 2026
  • ଏକ୍ଜିମ ବ୍ୟାଙ୍କ ଭୁବନେଶ୍ୱରରେ ଆଞ୍ଚଳିକ କାର୍ଯ୍ୟାଳୟ ସ୍ଥାପନ କରିବ, ଓଡ଼ିଶାର ରପ୍ତାନିକାରୀଙ୍କ ସହିତ ନିଜର ନିୟୋଜନତାକୁ ଗଭୀର କରିବ

    14611
    Jul 31, 2026
  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଝାରସୁଗୁଡା ଏବଂ ସୁନ୍ଦରଗଡ଼ ଜିଲ୍ଲାରେ ଦିବ୍ୟାଙ୍ଗଙ୍କ ପାଇଁ ସହାୟତାକୁ ବ୍ୟାପକ କରିଛି

    14261
    Jul 29, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ସୁଗନ୍ଧ ଉତ୍କର୍ଷର ୭୭ ବର୍ଷ ପାଳନ କରୁଛି, ସାଇକଲ ପିୟୋର୍‌ ଅଗରବତୀ ଭୁବନେଶ୍ୱରରେ ପାର୍ବଣ କାଳୀନ ନବସୃଜନ ଉନ୍ମୋଚନ କଲା

    14335
    Aug 07, 2026
  • ଅଲଗା ହେବେନି ସଙ୍ଗୀତା-ବିଜୟ

    14410
    Aug 09, 2026
  • ବିଗ୍ ବିସ୍ ୨୦ରେ ପ୍ରତିଯୋଗୀ ହେବେନି ଶେୟା

    15042
    Aug 09, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In