୧୧ଟା ୩୦ ଯାଏଁ ଗୃହ ମୁଲତବୀ
ଭୁବନେଶ୍ଵର: ପ୍ରଶ୍ନକାଳ ଆରମ୍ଭରୁ ବିରୋଧୀ ସଦସ୍ୟମାନେ ହଟ୍ଟଗୋଳ କରିଛନ୍ତି। କଂଗ୍ରେସ ଓ ବିଜେଡି ବିଧାୟକମାନେ ଗୃହର ମଧ୍ୟଭାଗକୁ ଆସି ନାରାବାଜି କରିଛନ୍ତି। ଏବଂ ଏସସିବି ଅଗ୍ନିକାଣ୍ଡ ଘଟଣାରେ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି କରିଛନ୍ତି। ଯାହାକୁ ନେଇ ବାଚସ୍ପତି ଗୃହକୁ ସାଢେ ୧୧ଟା ପର୍ଯ୍ୟନ୍ତ ମୁଲତବୀ ଘୋଷଣା କରିଛନ୍ତି। ବିରୋଧୀଙ୍କ ହଟ୍ଟଗୋଳ ଯୋଗୁଁ ଚାଲିପାରୁନାହିଁ ଗୃହ । ହୋହାହ୍ଲାରେ କମ୍ପିଛି ଗୃହ ।
Powered by Froala Editor