Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, March 24, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଯୁଦ୍ଧର ପ୍ରଭାବକୁ ହ୍ରାସ କରିବା ପାଇଁ ...

  • ପୁଣି କମିଲା ସୁନା ଦର, ଜାଣନ୍ତୁ କେତେ ?

  • ବିମାନ ଦୁର୍ଘଟଣାଗ୍ରସ୍ତ: ୬୬ ଯବାନଙ୍କ ...

  • କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ...

  • ଇରାନ କେବଳ ଇସ୍ରାଏଲ ପାଇଁ ବିପଦ ନୁହେଁ ବରଂ ...

  • ୨୩,୦୦୦ରୁ ତଳକୁ ଖସିଲା ନିଫ୍ଟି

  • ଯୁଦ୍ଧ ପାଇଁ ପରିସ୍ଥିତି ସଙ୍ଗୀନ, ପୁଣି ...

  • ହରିଶଙ୍କ ୧୩ ବର୍ଷର ସଂଘର୍ଷକୁ ନେଇ ତିଆରି ...

  • ବକ୍ସ ଅଫିସରେ ‘ଧୁରନ୍ଧର: ଦି ରିଭେଞ୍ଜ’ ...

  • ସୁନା୬,୭୦୦ ଟଙ୍କା କମିଲା

Home ›› ››ବିଜେଡି ଛାଡ଼ିବେ ୧୪ କର୍ପୋରେଟର!

ବିଜେଡି ଛାଡ଼ିବେ ୧୪ କର୍ପୋରେଟର!

2026-03-24 12:32:42
13656
Share:
Facebook
Twitter
E-Mail
WhatsApp
Telegram
ବିଜେଡି ଛାଡ଼ିବେ ୧୪ କର୍ପୋରେଟର!

ଭୁବନେଶ୍ୱର: ବିଜେଡିରେ ବିଦ୍ରୋହ। ଦଳ ଛାଡ଼ିପାରନ୍ତି ୧୪ କର୍ପୋରେଟର। ପ୍ରଭାତ ଓ ସୌଭିକଙ୍କ କୁଶପୁତ୍ତଳିକା ଦାହକୁ କର୍ପୋରେଟର ବିରୋଧ କରିଛନ୍ତି।

ସୂଚନା ଯୋଗ୍ୟ, ସୋମବାର କଟକ ମହାନଗର ବିଜୁ ଜନତା ଦଳ ପକ୍ଷରୁ ସ୍ଥାନିୟ ମାଛୁଆ ବଜାର ଛକରେ ରାଜ୍ୟ ସଭା କ୍ରସ ଭୋଟିଂକୁ ନେଇ ପ୍ରତିବାଦ କରାଯାଇଥିଲା। ବିଜୁ ଜନତା ଦଳ ରାଜ୍ୟ କୋଷାଧ୍ୟକ୍ଷ ତଥା କଟକ ମେୟର ସୁବାସ ସିଂ ଓ କଟକ ଜିଲା ବିଜେଡି ସଭାପତି ପ୍ରଫୁଲ୍ଲ ସିଂଙ୍କ ନେତୃତ୍ୱରେ ଏହି ପ୍ରତିବାଦ କରାଯାଇଥିଲା। ଏଥିରେ ବାଙ୍କି ବିଧାୟକ ଦେବୀ ରଞ୍ଜନ ତ୍ରିପାଠୀ , ଚୌଦାର କଟକ ବିଧାୟକ ସୌଭିକ ବିଶ୍ୱାଳ ଓ ବାରବାଟୀ କଟକ ବିଧାୟିକା ସୋଫିଆ ଫିର୍ଦ୍ଦୋଶଙ୍କ ବିରୁଦ୍ଧରେ ନାରାବାଜି ସହ ତିନି ଜଣଙ୍କ କୁଶ ପୁତ୍ତଳିକା ଦାହ କରାଯାଇଥିଲା। ତେବେ ପୂର୍ବତନ ବିଧାୟକ ପ୍ରଭାତ ବିଶ୍ୱାଳ ଓ ବିଧାୟକ ସୌଭିକ ବିଶ୍ୱାଳଙ୍କ ସପକ୍ଷରେ କିଛି ସ୍ଥାନୀୟ ଲୋକ କୁଶ ପୁତ୍ତଳିକା ଦାହକୁ ବିରୋଧ କରିଥିଲେ।

Powered by Froala Editor

Tags Bjd

Related articles Odisha News Lens 4.1

  • ହରିଶଙ୍କ ୧୩ ବର୍ଷର ସଂଘର୍ଷକୁ ନେଇ ତିଆରି ହେବ ଫିଲ୍ମ !
    ମନୋରଞ୍ଜନ

    ହରିଶଙ୍କ ୧୩ ବର୍ଷର ସଂଘର୍ଷକୁ ନେଇ ତିଆରି ହେବ ଫିଲ୍ମ !

    14067
    Mar 23, 2026
  • ବିମାନ ଦୁର୍ଘଟଣାଗ୍ରସ୍ତ: ୬୬ ଯବାନଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ବିମାନ ଦୁର୍ଘଟଣାଗ୍ରସ୍ତ: ୬୬ ଯବାନଙ୍କ ମୃତ୍ୟୁ

    14499
    Mar 24, 2026
  • ଇରାନ କେବଳ ଇସ୍ରାଏଲ ପାଇଁ ବିପଦ ନୁହେଁ ବରଂ ଏହା ସମଗ୍ର ବିଶ୍ବ ପାଇଁ ବିପଦ: ନେତାନ୍ୟାହୁ
    ଦେଶ-ଦେଶାନ୍ତର

    ଇରାନ କେବଳ ଇସ୍ରାଏଲ ପାଇଁ ବିପଦ ନୁହେଁ ବରଂ ଏହା ସମଗ୍ର ବିଶ୍ବ ପାଇଁ ବିପଦ: ନେତାନ୍ୟାହୁ

    14623
    Mar 23, 2026
  • ଯୁଦ୍ଧ ପାଇଁ ପରିସ୍ଥିତି ସଙ୍ଗୀନ,  ପୁଣି ଥରେ ଲକ୍‌ଡାଉନ୍ ହେବା ଆଶଙ୍କା
    ଦେଶ-ଦେଶାନ୍ତର

    ଯୁଦ୍ଧ ପାଇଁ ପରିସ୍ଥିତି ସଙ୍ଗୀନ, ପୁଣି ଥରେ ଲକ୍‌ଡାଉନ୍ ହେବା ଆଶଙ୍କା

    13764
    Mar 23, 2026
  • ବକ୍ସ ଅଫିସରେ ‘ଧୁରନ୍ଧର: ଦି ରିଭେଞ୍ଜ’ କ୍ରେଜ୍
    ମନୋରଞ୍ଜନ

    ବକ୍ସ ଅଫିସରେ ‘ଧୁରନ୍ଧର: ଦି ରିଭେଞ୍ଜ’ କ୍ରେଜ୍

    14446
    Mar 23, 2026
  • କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ଜାଣନ୍ତୁ....
    ବିଶେଷ

    କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ଜାଣନ୍ତୁ....

    14553
    Mar 23, 2026
  • ଯୁଦ୍ଧର ପ୍ରଭାବକୁ ହ୍ରାସ କରିବା ପାଇଁ ପ୍ରୟାସ କରାଯାଉଛି: ମୋଦୀ
    ଦେଶ-ଦେଶାନ୍ତର

    ଯୁଦ୍ଧର ପ୍ରଭାବକୁ ହ୍ରାସ କରିବା ପାଇଁ ପ୍ରୟାସ କରାଯାଉଛି: ମୋଦୀ

    13683
    Mar 24, 2026
  • ସୁନା୬,୭୦୦ ଟଙ୍କା କମିଲା
    ବାଣିଜ୍ୟ

    ସୁନା୬,୭୦୦ ଟଙ୍କା କମିଲା

    15123
    Mar 23, 2026
  • ୨୩,୦୦୦ରୁ ତଳକୁ ଖସିଲା ନିଫ୍ଟି
    ଦେଶ-ଦେଶାନ୍ତର

    ୨୩,୦୦୦ରୁ ତଳକୁ ଖସିଲା ନିଫ୍ଟି

    14489
    Mar 23, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବାଣିଜ୍ୟ

    ସୁନା୬,୭୦୦ ଟଙ୍କା କମିଲା

    15123
    Mar 23, 2026
  • ଦେଶ-ଦେଶାନ୍ତର

    ବିମାନ ଦୁର୍ଘଟଣାଗ୍ରସ୍ତ: ୬୬ ଯବାନଙ୍କ ମୃତ୍ୟୁ

    14499
    Mar 24, 2026
  • ମନୋରଞ୍ଜନ

    ବକ୍ସ ଅଫିସରେ ‘ଧୁରନ୍ଧର: ଦି ରିଭେଞ୍ଜ’ କ୍ରେଜ୍

    14446
    Mar 23, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17382
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17447
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17793
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16266
    Apr 03, 2021

ବିଶେଷ

  • କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ଜାଣନ୍ତୁ....

    14553
    Mar 23, 2026
  • ବୟସ ବୃଦ୍ଧିକୁ ହ୍ରାସ କରେ ଏହି ଫଳ

    13756
    Mar 22, 2026
  • ‘ପଖାଳ’ ହେଉଛି ଓଡ଼ିଆଙ୍କ ସହ ଜଡ଼ିତ ଭାବପ୍ରବଣତା

    15052
    Mar 20, 2026
  • ସ୍ତ୍ରୀଙ୍କ ପାଖରେ ଏପରି ଗୁଣ ଥିଲେ ହୋଇଯାଆନ୍ତି ବରବାଦ

    15601
    Mar 19, 2026
  • ଗୋଟେ ଗ୍ଲାସ କମଳା ରସ ସହିତ ଆରମ୍ଭ କରନ୍ତୁ ସକାଳ

    15511
    Mar 18, 2026

ବାଣିଜ୍ୟ

ସୁନା୬,୭୦୦ ଟଙ୍କା କମିଲା

ଘରୋଇ ଫ୍ୟୁଚର୍ସ ବଜାରରେ ସୁନା ଏବଂ ରୂପାର ମୂଲ୍ୟରେ ହ୍ରାସ ହୋଇଛି । ସୋମବାର, ୨୩  ରିପୋର୍ଟ ଲେଖାଯିବା ସମୟରେ, ସୁନା ଫ୍ୟୁଚର୍ସ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ପ୍ରାୟ ୬,୭୦୬ ହ୍ରାସ ପାଉଥିଲା।

MCX ରେ, ସୁନା ୧,୪୦,୧୫୮ (ପ୍ରତି ୧୦ ଗ୍ରାମ) ରେ ଖୋଲିଥିଲା। ପୂର୍ବ MCX ରେ ସୁନା ୧,୪୪,୪୯୨ ରେ କା ...

  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15011
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15522
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13816
    Mar 20, 2026
  • ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

    14262
    Mar 05, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଇରାନ କେବଳ ଇସ୍ରାଏଲ ପାଇଁ ବିପଦ ନୁହେଁ ବରଂ ଏହା ସମଗ୍ର ବିଶ୍ବ ପାଇଁ ବିପଦ: ନେତାନ୍ୟାହୁ

    14623
    Mar 23, 2026
  • ବିମାନ ଦୁର୍ଘଟଣାଗ୍ରସ୍ତ: ୬୬ ଯବାନଙ୍କ ମୃତ୍ୟୁ

    14499
    Mar 24, 2026
  • ହରିଶଙ୍କ ୧୩ ବର୍ଷର ସଂଘର୍ଷକୁ ନେଇ ତିଆରି ହେବ ଫିଲ୍ମ !

    14067
    Mar 23, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In