Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, March 24, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପଞ୍ଜାବୀ ଅଭିନେତ୍ରୀଙ୍କୁ ଦ୍ୱିତୀୟ ବିବାହ ...

  • ସିଗାରେଟ ଧୂଆଁ ନୁହେଁ, ଭୁଲ ବୁଝାମଣା

  • ଧର୍ମ ପରିବର୍ତ୍ତନ କଲେ କରିପାରିବନି ଏହି ...

  • ୧୩ ବର୍ଷର ସଂଘର୍ଷ ପରେ ଆଖି ବୁଜିଲେ ହରିଶ

  • ଯୁଦ୍ଧର ପ୍ରଭାବକୁ ହ୍ରାସ କରିବା ପାଇଁ ...

  • ପୁଣି କମିଲା ସୁନା ଦର, ଜାଣନ୍ତୁ କେତେ ?

  • ବିମାନ ଦୁର୍ଘଟଣାଗ୍ରସ୍ତ: ୬୬ ଯବାନଙ୍କ ...

  • କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ...

  • ଇରାନ କେବଳ ଇସ୍ରାଏଲ ପାଇଁ ବିପଦ ନୁହେଁ ବରଂ ...

  • ୨୩,୦୦୦ରୁ ତଳକୁ ଖସିଲା ନିଫ୍ଟି

Home ›› ››ଆତ୍ମସମର୍ପଣ କରିବ ଟପ୍‌ ମାଓ ନେତା ପାପା ରାଓ

ଆତ୍ମସମର୍ପଣ କରିବ ଟପ୍‌ ମାଓ ନେତା ପାପା ରାଓ

2026-03-24 19:52:55
14612
Share:
Facebook
Twitter
E-Mail
WhatsApp
Telegram
ଆତ୍ମସମର୍ପଣ କରିବ ଟପ୍‌ ମାଓ ନେତା ପାପା ରାଓ

୨୦୨୪ରୁ ଆରମ୍ଭ ହୋଇଥିବା ନକ୍ସଲ ଦମନ ଅଭିଯାନର ଶେଷ ସମୟ ଚଳିତ ମାର୍ଚ୍ଚ ୩୧ ତାରିଖ ରହିଛି। ଏହି ସମୟରେ ମାଓବାଦୀ ସଙ୍ଗଠନକୁ ଏକ ବଡ଼ ଝଟ୍‌କା ଲାଗିଛି। ମୋଷ୍ଟ ୱାଣ୍ଟେଡ ଟପ୍‌ ମାଓବାଦୀ ନେତା ପାପା ରାଓ ମଙ୍ଗଳବାର ଛତିଶଗଡ଼ ବିଜାପୁର ପୋଲିସ ନିକଟରେ ଆତ୍ମସମର୍ପଣ କରିବାକୁ ଯାଉଛି। ଏପରିକି ତାଙ୍କ ସହ ଅନ୍ୟ ୧୭ଜଣ ଟପ୍‌ ମାଓବାଦୀ ନେତା ଆତ୍ମସମର୍ପଣ କରିଥିବା ଜଣାପଡିଛି।

ଖବର ଲେଖାଯିବା ବେଳକୁ ଇନ୍ଦ୍ରାବତୀ ଟାଇଗର ରିଜର୍ଭ ଜଂଗଲରୁ ପାପା ରାଓ ଓ ତାଂକ ସାଥୀ ବାହାରି ପଡ଼ିଥିଲେ। ଛତିଶଗଡର ଗୃହମନ୍ତ୍ରୀ ବିଜୟ ଶର୍ମା ଏହାକୁ ସ୍ବୀକାର କରିବା ସହ ସେ ଗତ ୩ ଦଶନ୍ଧି ଧରି ନକ୍ସଲ ସଂଗଠନର ସକ୍ରିୟ ଭୁମିକା ଗ୍ରହଣ କରିବା ସହ ବହୁ ହିଂସାରେ ଜଡିତ ଥିବା କହିଥିଲେ।

ସରକାରଙ୍କର ପୁନର୍ବାସ ନୀତି ଏବଂ ଲଗାତାର ଅପରେସନରେ ଭୟ କରି ଏମାନେ ସଂଗଠନ ଛାଡୁଥିବା ପ୍ରକାଶ କରିଛନ୍ତି। ପାପା ରାଓ ନାମରେ ସରକାର ୨୫ ଲକ୍ଷ ଟଂକାର ପୁରସ୍କାର ଘୋଷଣା କରିଛନ୍ତି। ଆଉ ୭ ଦିନ ମଧ୍ୟରେ ଜଂଗଲରୁ ସମସ୍ତ ନକ୍ସଲ ଫେରି ଆସିବା ନେଇ ଗୃହମନ୍ତ୍ରୀ ଶ୍ରୀ ଶର୍ମା ଆଶା ପ୍ରକଟ କରିଛନ୍ତି। 

ପାପା ରାଓ ଓଡ଼ିଶା, ମହାରାଷ୍ଟ୍ର ଏବଂ ଛତିଶଗଡ଼ରେ ସକ୍ରିୟ ରହି ମାଓବାଦୀ କାର୍ଯ୍ୟକଳାପରେ ଜଡିତ ଥିଲେ। ଏପରିକି ୨୦୧୦ ଦନ୍ତେୱାଡାରେ ହୋଇଥିବା ମାଓବାଦୀ ଆକ୍ରମଣରେ ୭୬ଜଣ ସିଆରପିଏଫ ଯବାନ ଶହୀଦ ହେବା ସହ ଅନେକ ଆହତ ହୋଇଥିଲେ। ଏହି ଘଟଣାରେ ମାଓବାଦୀ ନେତା ପାପା ରାଓଙ୍କ ବଡ଼ ସମ୍ପୃକ୍ତି ରହିଥିଲା। ଅନ୍ୟପକ୍ଷେ ତାଙ୍କ ସ୍ତ୍ରୀ ଉର୍ମିଲା ମଧ୍ୟ ସକ୍ରିୟ ଏବଂ ପ୍ରଭାବଶାଳୀ ମାଓବାଦୀ ନେତା ଥିଲେ। ୨୦୨୫ ନଭେମ୍ୱର ୧୩ରେ ଇନ୍ଦ୍ରାବତୀ ଜାତୀୟ ଉଦ୍ୟାନ ଭିତରେ ସୁରକ୍ଷା ବାହିନୀଙ୍କ ଏନ୍‌କାଉଣ୍ଟରରେ ଉର୍ମିଲା ନିହତ ହୋଇଥିଲେ।

Powered by Froala Editor

Tags papa

Related articles Odisha News Lens 4.1

  • ୧୩ ବର୍ଷର ସଂଘର୍ଷ ପରେ ଆଖି ବୁଜିଲେ ହରିଶ
    ଦେଶ-ଦେଶାନ୍ତର

    ୧୩ ବର୍ଷର ସଂଘର୍ଷ ପରେ ଆଖି ବୁଜିଲେ ହରିଶ

    15274
    Mar 24, 2026
  • ଧର୍ମ ପରିବର୍ତ୍ତନ କଲେ କରିପାରିବନି ଏହି ଅଭିଯୋଗ
    ଦେଶ-ଦେଶାନ୍ତର

    ଧର୍ମ ପରିବର୍ତ୍ତନ କଲେ କରିପାରିବନି ଏହି ଅଭିଯୋଗ

    13288
    Mar 24, 2026
  • ଯୁଦ୍ଧର ପ୍ରଭାବକୁ ହ୍ରାସ କରିବା ପାଇଁ ପ୍ରୟାସ କରାଯାଉଛି: ମୋଦୀ
    ଦେଶ-ଦେଶାନ୍ତର

    ଯୁଦ୍ଧର ପ୍ରଭାବକୁ ହ୍ରାସ କରିବା ପାଇଁ ପ୍ରୟାସ କରାଯାଉଛି: ମୋଦୀ

    13751
    Mar 24, 2026
  • ପୁଣି କମିଲା ସୁନା ଦର, ଜାଣନ୍ତୁ କେତେ ?
    ଦେଶ-ଦେଶାନ୍ତର

    ପୁଣି କମିଲା ସୁନା ଦର, ଜାଣନ୍ତୁ କେତେ ?

    15084
    Mar 24, 2026
  • ଇରାନ କେବଳ ଇସ୍ରାଏଲ ପାଇଁ ବିପଦ ନୁହେଁ ବରଂ ଏହା ସମଗ୍ର ବିଶ୍ବ ପାଇଁ ବିପଦ: ନେତାନ୍ୟାହୁ
    ଦେଶ-ଦେଶାନ୍ତର

    ଇରାନ କେବଳ ଇସ୍ରାଏଲ ପାଇଁ ବିପଦ ନୁହେଁ ବରଂ ଏହା ସମଗ୍ର ବିଶ୍ବ ପାଇଁ ବିପଦ: ନେତାନ୍ୟାହୁ

    14690
    Mar 23, 2026
  • ୨୩,୦୦୦ରୁ ତଳକୁ ଖସିଲା ନିଫ୍ଟି
    ଦେଶ-ଦେଶାନ୍ତର

    ୨୩,୦୦୦ରୁ ତଳକୁ ଖସିଲା ନିଫ୍ଟି

    14556
    Mar 23, 2026
  • ସିଗାରେଟ ଧୂଆଁ ନୁହେଁ, ଭୁଲ ବୁଝାମଣା
    ମନୋରଞ୍ଜନ

    ସିଗାରେଟ ଧୂଆଁ ନୁହେଁ, ଭୁଲ ବୁଝାମଣା

    13744
    Mar 24, 2026
  • କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ଜାଣନ୍ତୁ....
    ବିଶେଷ

    କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ଜାଣନ୍ତୁ....

    14620
    Mar 23, 2026
  • ବିମାନ ଦୁର୍ଘଟଣାଗ୍ରସ୍ତ: ୬୬ ଯବାନଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ବିମାନ ଦୁର୍ଘଟଣାଗ୍ରସ୍ତ: ୬୬ ଯବାନଙ୍କ ମୃତ୍ୟୁ

    14568
    Mar 24, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଧର୍ମ ପରିବର୍ତ୍ତନ କଲେ କରିପାରିବନି ଏହି ଅଭିଯୋଗ

    13288
    Mar 24, 2026
  • ଦେଶ-ଦେଶାନ୍ତର

    ଯୁଦ୍ଧର ପ୍ରଭାବକୁ ହ୍ରାସ କରିବା ପାଇଁ ପ୍ରୟାସ କରାଯାଉଛି: ମୋଦୀ

    13751
    Mar 24, 2026
  • ଦେଶ-ଦେଶାନ୍ତର

    ବିମାନ ଦୁର୍ଘଟଣାଗ୍ରସ୍ତ: ୬୬ ଯବାନଙ୍କ ମୃତ୍ୟୁ

    14568
    Mar 24, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17382
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17447
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17793
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16266
    Apr 03, 2021

ବିଶେଷ

  • କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ଜାଣନ୍ତୁ....

    14620
    Mar 23, 2026
  • ବୟସ ବୃଦ୍ଧିକୁ ହ୍ରାସ କରେ ଏହି ଫଳ

    13822
    Mar 22, 2026
  • ‘ପଖାଳ’ ହେଉଛି ଓଡ଼ିଆଙ୍କ ସହ ଜଡ଼ିତ ଭାବପ୍ରବଣତା

    15059
    Mar 20, 2026
  • ସ୍ତ୍ରୀଙ୍କ ପାଖରେ ଏପରି ଗୁଣ ଥିଲେ ହୋଇଯାଆନ୍ତି ବରବାଦ

    15607
    Mar 19, 2026
  • ଗୋଟେ ଗ୍ଲାସ କମଳା ରସ ସହିତ ଆରମ୍ଭ କରନ୍ତୁ ସକାଳ

    15517
    Mar 18, 2026

ବାଣିଜ୍ୟ

ସୁନା୬,୭୦୦ ଟଙ୍କା କମିଲା

ଘରୋଇ ଫ୍ୟୁଚର୍ସ ବଜାରରେ ସୁନା ଏବଂ ରୂପାର ମୂଲ୍ୟରେ ହ୍ରାସ ହୋଇଛି । ସୋମବାର, ୨୩  ରିପୋର୍ଟ ଲେଖାଯିବା ସମୟରେ, ସୁନା ଫ୍ୟୁଚର୍ସ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ପ୍ରାୟ ୬,୭୦୬ ହ୍ରାସ ପାଉଥିଲା।

MCX ରେ, ସୁନା ୧,୪୦,୧୫୮ (ପ୍ରତି ୧୦ ଗ୍ରାମ) ରେ ଖୋଲିଥିଲା। ପୂର୍ବ MCX ରେ ସୁନା ୧,୪୪,୪୯୨ ରେ କା ...

  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15012
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15522
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13817
    Mar 20, 2026
  • ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

    14262
    Mar 05, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଇରାନ କେବଳ ଇସ୍ରାଏଲ ପାଇଁ ବିପଦ ନୁହେଁ ବରଂ ଏହା ସମଗ୍ର ବିଶ୍ବ ପାଇଁ ବିପଦ: ନେତାନ୍ୟାହୁ

    14690
    Mar 23, 2026
  • ପଞ୍ଜାବୀ ଅଭିନେତ୍ରୀଙ୍କୁ ଦ୍ୱିତୀୟ ବିବାହ କଲେ ବାଦଶାହ

    13753
    Mar 24, 2026
  • ଧର୍ମ ପରିବର୍ତ୍ତନ କଲେ କରିପାରିବନି ଏହି ଅଭିଯୋଗ

    13288
    Mar 24, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In