Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, March 26, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ସୋସିଆଲ ମିଡିଆ ବ୍ୟବହାର ପାଇଁ ...

  • ସାହସିକତା ଯବାନଙ୍କ ପାଇଁ ଭାରତୀୟ ରେଲୱେ ...

  • ଟ୍ରାଭେଲ୍ସ ବସ୍‌ - ଟିପ୍ପର ଟ୍ରକ ଧକ୍କା, ୧୩ ...

  • ବୀର ଯୋଦ୍ଧାଙ୍କ ପାଇଁ ରେଳବାଇର ବଡ଼ ଘୋଷଣା

  • ଜ୍ୱର, ମୁଣ୍ଡବିନ୍ଧା, ଆଣ୍ଟିବାୟୋଟିକ ...

  • ପେଟ୍ରୋଲ୍‌ ଦାମ୍‌ ୫ ଟଙ୍କା ବଢ଼ାଇଲା ...

  • ହିମାଚଳରେ ବର୍ଷା ସହ ବଜ୍ରପାତ ଆଶଙ୍କା

  • କେଉଁ ତ୍ଵଚା ପାଇଁ ମୁଲତାନି ମିଟ୍ଟି ...

  • ୟୁଏଇ ନଷ୍ଟ କଲା ୫ ବାଲିଷ୍ଟିକ ...

  • ହାଇକୋର୍ଟରେ ଖାରଜ ହେଲା ଲାଲୁଙ୍କ ପିଟିସନ

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ପେଟ୍ରୋଲ୍‌ ଦାମ୍‌ ୫ ଟଙ୍କା ବଢ଼ାଇଲା ନାୟରା

ପେଟ୍ରୋଲ୍‌ ଦାମ୍‌ ୫ ଟଙ୍କା ବଢ଼ାଇଲା ନାୟରା

2026-03-26 10:42:03
13439
Share:
Facebook
Twitter
E-Mail
WhatsApp
Telegram
ପେଟ୍ରୋଲ୍‌ ଦାମ୍‌ ୫ ଟଙ୍କା ବଢ଼ାଇଲା ନାୟରା

ପେଟ୍ରୋଲ୍ ଓ ଡିଜେଲ୍‌ ଦାମ୍‌ରେ ବୃଦ୍ଧି କରାଯାଇଛି। ମଧ୍ୟପ୍ରାଚ୍ୟ ଯୁଦ୍ଧ ପରେ ପ୍ରଥମ ଥର ପାଇଁ ଦେଶରେ ତେଲ ଦରରେ ଏଭଳି ବଡ଼ ଧରଣର ବୃଦ୍ଧି ଘଟିଛି।  ନାୟାରା ହେଉଛି ଦେଶର ସର୍ବବୃହତ୍‌ ଘରୋଇ ତେଲ ବିପଣନ କମ୍ପାନି। ଏହା ଅଧୀନରେ ୬୯୬୭ଟି ପେଟ୍ରୋଲ୍‌ ପମ୍ପ୍‌ ରହିଛି। କମ୍ପାନି ପକ୍ଷରୁ ପେଟ୍ରୋଲ୍‌ ଲିଟର ୫ ଟଙ୍କା ଓ ଡିଜେଲ୍‌ ଦର ୩ ଟଙ୍କା ବୃଦ୍ଧି କରାଯାଇଛି।

ତେବେ ସରକାରୀ ତୈଳ କମ୍ପାନିଗୁଡ଼ିକର ପେଟ୍ରୋଲ୍‌, ଡିଜେଲ୍‌ ଦାମ୍‌ ଅପରିବର୍ତ୍ତିତ ରହିଛି। ବିପୁଳ କ୍ଷତି ସତ୍ତ୍ବେ ଅନ୍ୟତମ ଘରୋଇ କମ୍ପାନି ଜିଓ-ବିପି ମଧ୍ୟ ତେଲ ଦର ବଢ଼ାଇ ନାହିଁ। ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ଦର ୧୧୯ ଡଲାରକୁ ବୃଦ୍ଧି ପାଇବାରୁ ନାୟରା ତେଲ ଦର ବଢ଼ାଇବାକୁ ବାଧ୍ୟ ହୋଇଛି।

ଇରାନ ଉପରେ ଆମେରିକା ଓ ଇସ୍ରାଏଲର ଆକ୍ରମଣ ଚତୁର୍ଥ ସପ୍ତାହରେ ପହଞ୍ଚିଥିବା ବେଳେ ବର୍ତ୍ତମାନ ଯୁଦ୍ଧ ବିରତି ରହିଛି। ଯୁଦ୍ଧ ବନ୍ଦ କରିବାକୁ ଆଲୋଚନା ଜାରି ରହିଛି। ଯୁଦ୍ଧ ପ୍ରଭାବରେ ବିଶ୍ବର ପ୍ରମୁଖ ସାମୁଦ୍ରିକ ଜଳପଥ ହର୍ମୁଜ ପ୍ରଣାଳୀ ଦେଇ ଜାହାଜଗୁଡ଼ିକ ସ୍ବାଭାବିକ ଭାବେ ଚଳାଚଳ କରିପାରୁନଥିବାରୁ ଦେଶକୁ ତେଲ ଓ ଗ୍ୟାସ୍‌ ଆସିପାରୁନାହିଁ। ସେଥିପାଇଁ ଭାରତରେ ଘୋର ଏଲ୍‌ପିଜି ସଙ୍କଟ ଦେଖାଦେଇଛି। ତେଲକୁ ନେଇ ଯଦିଓ ସେଭଳି ଜରୁରୀକାଳୀନ ସ୍ଥିତି ନାହିଁ, କିନ୍ତୁ ଗୁଜବ ପ୍ରଭାବରେ କିଛି ରାଜ୍ୟରେ ପେଟ୍ରୋଲ୍‌ ପମ୍ପ୍‌ଗୁଡ଼ିକରେ ଗ୍ରାହକଙ୍କ ପ୍ରବଳ ଭିଡ଼ ଦେଖିବାକୁ ମିଳୁଛି। 

କିଛି ଦିନ ତଳେ ସରକାରୀ ତୈଳ କମ୍ପାନି ଇଣ୍ଡିଆନ ଅଏଲ୍‌ ଓ ଭାରତ ପେଟ୍ରୋଲିୟମ୍‌ ପକ୍ଷରୁ ପ୍ରିମିୟମ୍‌ ପେଟ୍ରୋଲ୍‌ ଦାମ୍‌ରେ ୨-୩ ଟଙ୍କା ପର୍ଯ୍ୟନ୍ତ ବୃଦ୍ଧି କରାଯାଇଥିଲା। ଫଳରେ ଏକ୍ସପି୯୫ ଓ ପାୱାର ଭଳି ବ୍ରାଣ୍ଡେଡ୍‌ ପେଟ୍ରୋଲ୍‌ର ଲିଟର ପିଛା ଦାମ୍‌ ଯଥାକ୍ରମେ ୧୧୧.୬୮ ଟଙ୍କା ଓ ୧୧୩.୭୭ ଟଙ୍କାକୁ ବୃଦ୍ଧି ପାଇଥିଲା।


Powered by Froala Editor

Tags petrol

Related articles Odisha News Lens 4.1

  • ଜ୍ୱର, ମୁଣ୍ଡବିନ୍ଧା, ଆଣ୍ଟିବାୟୋଟିକ ମହଙ୍ଗା ହେବ
    ଦେଶ-ଦେଶାନ୍ତର

    ଜ୍ୱର, ମୁଣ୍ଡବିନ୍ଧା, ଆଣ୍ଟିବାୟୋଟିକ ମହଙ୍ଗା ହେବ

    14004
    Mar 26, 2026
  • ହାଇକୋର୍ଟରେ ଖାରଜ ହେଲା ଲାଲୁଙ୍କ ପିଟିସନ
    ଦେଶ-ଦେଶାନ୍ତର

    ହାଇକୋର୍ଟରେ ଖାରଜ ହେଲା ଲାଲୁଙ୍କ ପିଟିସନ

    14371
    Mar 25, 2026
  • ସାହସିକତା ଯବାନଙ୍କ ପାଇଁ ଭାରତୀୟ ରେଲୱେ ପକ୍ଷରୁ ଦେୟମୁକ୍ତ ଯାତ୍ରା
    ଦେଶ-ଦେଶାନ୍ତର

    ସାହସିକତା ଯବାନଙ୍କ ପାଇଁ ଭାରତୀୟ ରେଲୱେ ପକ୍ଷରୁ ଦେୟମୁକ୍ତ ଯାତ୍ରା

    14895
    Mar 26, 2026
  • ବୀର ଯୋଦ୍ଧାଙ୍କ ପାଇଁ ରେଳବାଇର ବଡ଼ ଘୋଷଣା
    ଦେଶ-ଦେଶାନ୍ତର

    ବୀର ଯୋଦ୍ଧାଙ୍କ ପାଇଁ ରେଳବାଇର ବଡ଼ ଘୋଷଣା

    13712
    Mar 26, 2026
  • ହିମାଚଳରେ ବର୍ଷା ସହ ବଜ୍ରପାତ ଆଶଙ୍କା
    ଦେଶ-ଦେଶାନ୍ତର

    ହିମାଚଳରେ ବର୍ଷା ସହ ବଜ୍ରପାତ ଆଶଙ୍କା

    14922
    Mar 26, 2026
  • ଟ୍ରାଭେଲ୍ସ ବସ୍‌ - ଟିପ୍ପର ଟ୍ରକ ଧକ୍କା, ୧୩ ଜୀବନ୍ତ ଦଗ୍ଧ
    ଦେଶ-ଦେଶାନ୍ତର

    ଟ୍ରାଭେଲ୍ସ ବସ୍‌ - ଟିପ୍ପର ଟ୍ରକ ଧକ୍କା, ୧୩ ଜୀବନ୍ତ ଦଗ୍ଧ

    14018
    Mar 26, 2026
  • ସୋସିଆଲ ମିଡିଆ ବ୍ୟବହାର ପାଇଁ ବାଧ୍ୟତାମୂଳକ ହେବ କେଓ୍ବାଇସି
    ଦେଶ-ଦେଶାନ୍ତର

    ସୋସିଆଲ ମିଡିଆ ବ୍ୟବହାର ପାଇଁ ବାଧ୍ୟତାମୂଳକ ହେବ କେଓ୍ବାଇସି

    14814
    Mar 26, 2026
  • କେଉଁ ତ୍ଵଚା ପାଇଁ ମୁଲତାନି ମିଟ୍ଟି ବ୍ୟବହାର କରିବେ ଜାଣନ୍ତୁ....
    ବିଶେଷ

    କେଉଁ ତ୍ଵଚା ପାଇଁ ମୁଲତାନି ମିଟ୍ଟି ବ୍ୟବହାର କରିବେ ଜାଣନ୍ତୁ....

    14903
    Mar 25, 2026
  • ପେଟ୍ରୋଲ୍‌ ଦାମ୍‌ ୫ ଟଙ୍କା ବଢ଼ାଇଲା ନାୟରା
    ଦେଶ-ଦେଶାନ୍ତର

    ପେଟ୍ରୋଲ୍‌ ଦାମ୍‌ ୫ ଟଙ୍କା ବଢ଼ାଇଲା ନାୟରା

    13439
    Mar 26, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ୟୁଏଇ ନଷ୍ଟ କଲା ୫ ବାଲିଷ୍ଟିକ କ୍ଷେପଣାସ୍ତ୍ର ଓ ୧୭ଟି ଡ୍ରୋନ

    14551
    Mar 25, 2026
  • ଦେଶ-ଦେଶାନ୍ତର

    ସୋସିଆଲ ମିଡିଆ ବ୍ୟବହାର ପାଇଁ ବାଧ୍ୟତାମୂଳକ ହେବ କେଓ୍ବାଇସି

    14814
    Mar 26, 2026
  • ଦେଶ-ଦେଶାନ୍ତର

    ହାଇକୋର୍ଟରେ ଖାରଜ ହେଲା ଲାଲୁଙ୍କ ପିଟିସନ

    14371
    Mar 25, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17384
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17449
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17797
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16268
    Apr 03, 2021

ବିଶେଷ

  • କେଉଁ ତ୍ଵଚା ପାଇଁ ମୁଲତାନି ମିଟ୍ଟି ବ୍ୟବହାର କରିବେ ଜାଣନ୍ତୁ....

    14903
    Mar 25, 2026
  • କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ଜାଣନ୍ତୁ....

    14965
    Mar 23, 2026
  • ବୟସ ବୃଦ୍ଧିକୁ ହ୍ରାସ କରେ ଏହି ଫଳ

    13950
    Mar 22, 2026
  • ‘ପଖାଳ’ ହେଉଛି ଓଡ଼ିଆଙ୍କ ସହ ଜଡ଼ିତ ଭାବପ୍ରବଣତା

    15101
    Mar 20, 2026
  • ସ୍ତ୍ରୀଙ୍କ ପାଖରେ ଏପରି ଗୁଣ ଥିଲେ ହୋଇଯାଆନ୍ତି ବରବାଦ

    15648
    Mar 19, 2026

ବାଣିଜ୍ୟ

ସୁନା୬,୭୦୦ ଟଙ୍କା କମିଲା

ଘରୋଇ ଫ୍ୟୁଚର୍ସ ବଜାରରେ ସୁନା ଏବଂ ରୂପାର ମୂଲ୍ୟରେ ହ୍ରାସ ହୋଇଛି । ସୋମବାର, ୨୩  ରିପୋର୍ଟ ଲେଖାଯିବା ସମୟରେ, ସୁନା ଫ୍ୟୁଚର୍ସ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ପ୍ରାୟ ୬,୭୦୬ ହ୍ରାସ ପାଉଥିଲା।

MCX ରେ, ସୁନା ୧,୪୦,୧୫୮ (ପ୍ରତି ୧୦ ଗ୍ରାମ) ରେ ଖୋଲିଥିଲା। ପୂର୍ବ MCX ରେ ସୁନା ୧,୪୪,୪୯୨ ରେ କା ...

  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15016
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15526
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13823
    Mar 20, 2026
  • ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

    14266
    Mar 05, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଟ୍ରାଭେଲ୍ସ ବସ୍‌ - ଟିପ୍ପର ଟ୍ରକ ଧକ୍କା, ୧୩ ଜୀବନ୍ତ ଦଗ୍ଧ

    14018
    Mar 26, 2026
  • କେଉଁ ତ୍ଵଚା ପାଇଁ ମୁଲତାନି ମିଟ୍ଟି ବ୍ୟବହାର କରିବେ ଜାଣନ୍ତୁ....

    14903
    Mar 25, 2026
  • ହିମାଚଳରେ ବର୍ଷା ସହ ବଜ୍ରପାତ ଆଶଙ୍କା

    14922
    Mar 26, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In