Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, March 28, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଇଞ୍ଜିନରେ ଯାନ୍ତ୍ରିକ ତ୍ରୁଟି, ଜରୁରୀ ...

  • ବାଲେନ ଶାହଙ୍କ ଗୁରୁତ୍ୱପୂର୍ଣ୍ଣ ...

  • ଘରର ଛାତକୁ ସବୁବେଳେ ରଖନ୍ତୁ ସଫାସୁତୁରା

  • ନେପାଳର ନୂଆ ପ୍ରଧାନମନ୍ତ୍ରୀ ଭାବରେ ଶପଥ ...

  • ଲକଡାଉନ ଗୁଜବର ଜବାବ ଦେଲେ ନିର୍ମଳା ...

  • ବନ୍ଦେ ଭାରତ ଯାତ୍ରୀଙ୍କ ଦହି ପ୍ୟାକେଟରେ ...

  • ସୋସିଆଲ ମିଡିଆ ବ୍ୟବହାର ପାଇଁ ...

  • ସାହସିକତା ଯବାନଙ୍କ ପାଇଁ ଭାରତୀୟ ରେଲୱେ ...

  • ଟ୍ରାଭେଲ୍ସ ବସ୍‌ - ଟିପ୍ପର ଟ୍ରକ ଧକ୍କା, ୧୩ ...

  • ବୀର ଯୋଦ୍ଧାଙ୍କ ପାଇଁ ରେଳବାଇର ବଡ଼ ଘୋଷଣା

ରାଜ୍ୟ
Home ›› ରାଜ୍ୟ ››+୨ ପରୀକ୍ଷା ସରିଲା, ମେ’ ମାସରେ ପରୀକ୍ଷା ଫଳ

+୨ ପରୀକ୍ଷା ସରିଲା, ମେ’ ମାସରେ ପରୀକ୍ଷା ଫଳ

2026-03-28 10:06:16
13331
Share:
Facebook
Twitter
E-Mail
WhatsApp
Telegram
+୨ ପରୀକ୍ଷା ସରିଲା, ମେ’ ମାସରେ ପରୀକ୍ଷା ଫଳ

ଭୁବନେଶ୍ୱର: ଶନିବାର ସରିଛି ସିଏଚ୍‌ସିଇ ପରିଚାଳିତ +୨ ବର୍ଗର ସମସ୍ତ ପରୀକ୍ଷା। ତେବେ ଆସନ୍ତା ୪୦ରୁ ୪୫ ଦିନ ଭିତରେ ରେଜଲ୍ଟ ପ୍ରକାଶ ପାଇବ ବୋଲି କହିଛନ୍ତି ପରୀକ୍ଷା ନିୟନ୍ତ୍ରକ ପ୍ରଶାନ୍ତ କୁମାର ପରିଡ଼ା। କଳା, ବିଜ୍ଞାନ, ବାଣିଜ୍ୟ  ଏବଂ ଧନ୍ଦାମୂଳକରେ ୪ ଲକ୍ଷରୁ ଉର୍ଦ୍ଧ୍ବ ପିଲା ପରୀକ୍ଷା ଦେଇଥିବାବେଳେ ୫ ହଜାର ପିଲା ଅନୁପସ୍ଥିତ ଥିଲେ। ଏପ୍ରିଲ ୨ରୁ ଯୁକ୍ତ ଦୁଇ ଖାତାଦେଖା ଆରମ୍ଭ ହେବ । ଖାତା ମୂଲ୍ୟାୟନ ପାଇଁ ୧୫୧ ମୂଲ୍ୟାୟନ କେନ୍ଦ୍ର ସହିତ ୧୬ ହଜାର ଅଧ୍ୟାପକ ନିୟୋଜିତ ହୋଇଛନ୍ତି ।

ସିଏଚ୍ଏସ୍‌ଇ ପରୀକ୍ଷା ନିୟନ୍ତ୍ରକ କହିଛନ୍ତି ଯେ, ବିଶେଷ କରି ଦୁଇଟି ପର୍ଯ୍ୟାୟରେ ଖାତା ଦେଖା ହେବ । ମୋଟ୍ ଆକାରରେ ଚଳିତ ବର୍ଷ ଯୁକ୍ତ ୨ରେ ୨୫ ଲକ୍ଷ ଖାତା ମୂଲ୍ୟାୟନ ହେବ । ଏପ୍ରିଲ୍ ଶେଷ ସୁଦ୍ଧା ଖାତା ଦେଖା ଶେଷ ହେବା ସହିତ ମେ’ ମାସରେ ପରୀକ୍ଷା ଫଳ ପ୍ରକାଶ ପାଇବାକୁ ଲକ୍ଷ୍ୟ ରଖାଯାଇଛି ।ଯୁକ୍ତ ଦୁଇ ଖାତା ଉଭୟ ଅଫଲାଇନ ଓ ଅନଲାଇନରେ ଦେଖା ହେବ ।  

Powered by Froala Editor

Tags PLUS 2 result

Related articles Odisha News Lens 4.1

  • ବନ୍ଦେ ଭାରତ ଯାତ୍ରୀଙ୍କ ଦହି ପ୍ୟାକେଟରେ ପୋକ, ୫୦ ଲକ୍ଷ ଟଙ୍କାର ଜୋରିମାନା ଲାଗୁ
    ଦେଶ-ଦେଶାନ୍ତର

    ବନ୍ଦେ ଭାରତ ଯାତ୍ରୀଙ୍କ ଦହି ପ୍ୟାକେଟରେ ପୋକ, ୫୦ ଲକ୍ଷ ଟଙ୍କାର ଜୋରିମାନା ଲାଗୁ

    14655
    Mar 27, 2026
  • ସୋସିଆଲ ମିଡିଆ ବ୍ୟବହାର ପାଇଁ ବାଧ୍ୟତାମୂଳକ ହେବ କେଓ୍ବାଇସି
    ଦେଶ-ଦେଶାନ୍ତର

    ସୋସିଆଲ ମିଡିଆ ବ୍ୟବହାର ପାଇଁ ବାଧ୍ୟତାମୂଳକ ହେବ କେଓ୍ବାଇସି

    15262
    Mar 26, 2026
  • ବାଲେନ ଶାହଙ୍କ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ, ଗିରଫ ହେଲେ ପୂର୍ବତନ ପ୍ରଧାନମନ୍ତ୍ରୀ ...
    ଦେଶ-ଦେଶାନ୍ତର

    ବାଲେନ ଶାହଙ୍କ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ, ଗିରଫ ହେଲେ ପୂର୍ବତନ ପ୍ରଧାନମନ୍ତ୍ରୀ ...

    14952
    Mar 28, 2026
  •  ଇଞ୍ଜିନରେ ଯାନ୍ତ୍ରିକ ତ୍ରୁଟି, ଜରୁରୀ ଅବତରଣ କଲା ଇଣ୍ଡିଗୋ ଏୟାରଲାଇନ୍ସର ବିମାନ
    ଦେଶ-ଦେଶାନ୍ତର

    ଇଞ୍ଜିନରେ ଯାନ୍ତ୍ରିକ ତ୍ରୁଟି, ଜରୁରୀ ଅବତରଣ କଲା ଇଣ୍ଡିଗୋ ଏୟାରଲାଇନ୍ସର ବିମାନ

    14346
    Mar 28, 2026
  • ସାହସିକତା ଯବାନଙ୍କ ପାଇଁ ଭାରତୀୟ ରେଲୱେ ପକ୍ଷରୁ ଦେୟମୁକ୍ତ ଯାତ୍ରା
    ଦେଶ-ଦେଶାନ୍ତର

    ସାହସିକତା ଯବାନଙ୍କ ପାଇଁ ଭାରତୀୟ ରେଲୱେ ପକ୍ଷରୁ ଦେୟମୁକ୍ତ ଯାତ୍ରା

    15336
    Mar 26, 2026
  • ଘରର ଛାତକୁ ସବୁବେଳେ ରଖନ୍ତୁ ସଫାସୁତୁରା
    ବିଶେଷ

    ଘରର ଛାତକୁ ସବୁବେଳେ ରଖନ୍ତୁ ସଫାସୁତୁରା

    14903
    Mar 27, 2026
  • ଲକଡାଉନ ଗୁଜବର ଜବାବ ଦେଲେ ନିର୍ମଳା ସୀତାରମଣ, କହିଲେ ଏହା....
    ଦେଶ-ଦେଶାନ୍ତର

    ଲକଡାଉନ ଗୁଜବର ଜବାବ ଦେଲେ ନିର୍ମଳା ସୀତାରମଣ, କହିଲେ ଏହା....

    14181
    Mar 27, 2026
  • ଟ୍ରାଭେଲ୍ସ ବସ୍‌ - ଟିପ୍ପର ଟ୍ରକ ଧକ୍କା, ୧୩ ଜୀବନ୍ତ ଦଗ୍ଧ
    ଦେଶ-ଦେଶାନ୍ତର

    ଟ୍ରାଭେଲ୍ସ ବସ୍‌ - ଟିପ୍ପର ଟ୍ରକ ଧକ୍କା, ୧୩ ଜୀବନ୍ତ ଦଗ୍ଧ

    14456
    Mar 26, 2026
  • ବୀର ଯୋଦ୍ଧାଙ୍କ ପାଇଁ ରେଳବାଇର ବଡ଼ ଘୋଷଣା
    ଦେଶ-ଦେଶାନ୍ତର

    ବୀର ଯୋଦ୍ଧାଙ୍କ ପାଇଁ ରେଳବାଇର ବଡ଼ ଘୋଷଣା

    14143
    Mar 26, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ବାଲେନ ଶାହଙ୍କ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ, ଗିରଫ ହେଲେ ପୂର୍ବତନ ପ୍ରଧାନମନ୍ତ୍ରୀ କେପି ଶର୍ମା ଓଲି

    14952
    Mar 28, 2026
  • ଦେଶ-ଦେଶାନ୍ତର

    ଟ୍ରାଭେଲ୍ସ ବସ୍‌ - ଟିପ୍ପର ଟ୍ରକ ଧକ୍କା, ୧୩ ଜୀବନ୍ତ ଦଗ୍ଧ

    14456
    Mar 26, 2026
  • ଦେଶ-ଦେଶାନ୍ତର

    ସାହସିକତା ଯବାନଙ୍କ ପାଇଁ ଭାରତୀୟ ରେଲୱେ ପକ୍ଷରୁ ଦେୟମୁକ୍ତ ଯାତ୍ରା

    15336
    Mar 26, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17387
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17451
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17800
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16271
    Apr 03, 2021

ବିଶେଷ

  • ଘରର ଛାତକୁ ସବୁବେଳେ ରଖନ୍ତୁ ସଫାସୁତୁରା

    14903
    Mar 27, 2026
  • କେଉଁ ତ୍ଵଚା ପାଇଁ ମୁଲତାନି ମିଟ୍ଟି ବ୍ୟବହାର କରିବେ ଜାଣନ୍ତୁ....

    15333
    Mar 25, 2026
  • କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ଜାଣନ୍ତୁ....

    15018
    Mar 23, 2026
  • ବୟସ ବୃଦ୍ଧିକୁ ହ୍ରାସ କରେ ଏହି ଫଳ

    14000
    Mar 22, 2026
  • ‘ପଖାଳ’ ହେଉଛି ଓଡ଼ିଆଙ୍କ ସହ ଜଡ଼ିତ ଭାବପ୍ରବଣତା

    15151
    Mar 20, 2026

ବାଣିଜ୍ୟ

ସୁନା୬,୭୦୦ ଟଙ୍କା କମିଲା

ଘରୋଇ ଫ୍ୟୁଚର୍ସ ବଜାରରେ ସୁନା ଏବଂ ରୂପାର ମୂଲ୍ୟରେ ହ୍ରାସ ହୋଇଛି । ସୋମବାର, ୨୩  ରିପୋର୍ଟ ଲେଖାଯିବା ସମୟରେ, ସୁନା ଫ୍ୟୁଚର୍ସ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ପ୍ରାୟ ୬,୭୦୬ ହ୍ରାସ ପାଉଥିଲା।

MCX ରେ, ସୁନା ୧,୪୦,୧୫୮ (ପ୍ରତି ୧୦ ଗ୍ରାମ) ରେ ଖୋଲିଥିଲା। ପୂର୍ବ MCX ରେ ସୁନା ୧,୪୪,୪୯୨ ରେ କା ...

  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15023
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15530
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13828
    Mar 20, 2026
  • ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

    14269
    Mar 05, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବାଲେନ ଶାହଙ୍କ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ, ଗିରଫ ହେଲେ ପୂର୍ବତନ ପ୍ରଧାନମନ୍ତ୍ରୀ କେପି ଶର୍ମା ଓଲି

    14952
    Mar 28, 2026
  • ବୀର ଯୋଦ୍ଧାଙ୍କ ପାଇଁ ରେଳବାଇର ବଡ଼ ଘୋଷଣା

    14143
    Mar 26, 2026
  • ସାହସିକତା ଯବାନଙ୍କ ପାଇଁ ଭାରତୀୟ ରେଲୱେ ପକ୍ଷରୁ ଦେୟମୁକ୍ତ ଯାତ୍ରା

    15336
    Mar 26, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In