Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, November 19, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ହନୁମାନଙ୍କ ବିରୋଧରେ କହି ବିବାଦରେ ...

  • ହିଡମା ମୁଣ୍ଡ ଉପରେ ଥିଲା ଏକ କୋଟି ଟଙ୍କାର ...

  • ଗାନ୍ଧୀ ମୈଦାନରେ ଶପଥ ନେବେ ନୀତିଶ କୁମାର

  • ସମାଜାବାଦୀ ପାର୍ଟ ମହାସଚିବ ଆଜମ ଖାନ୍ ଓ ...

  • ରାଷ୍ଟ୍ରପତିଙ୍କୁ ୨୦୨୬-୩୧ ଅବଧି ପାଇଁ ...

  • ଗଣହତ୍ୟା ମାମଲାରେ ପୂର୍ବତନ ...

  • ସ୍ମୃତିଙ୍କୁ ବିବାହ କରିବେ ପଲାଶ, ୨୩ରେ ...

  • ତୁର୍କୀର ଝିଅଙ୍କୁ ବିବାହ କଲେ ମିଲିମିଟର

  • ଗଣହତ୍ୟା ମାମଲାରେ ହସିନାଙ୍କୁ ମୃତ୍ୟୁ ...

  • ବାଳ ପାଇଁ ଅତ୍ୟନ୍ତ ଲାଭଦାୟକ ଅଣ୍ଡା ତେଲ

ବାଣିଜ୍ୟ
Home ›› ବାଣିଜ୍ୟ ››ରିଲାଏନ୍ସ କର୍ମଚାରୀ ଓ ପରିବାର ସଦସ୍ୟଙ୍କୁ ୧୦ ଲକ୍ଷ ଟିକାକରଣ ସମ୍ପାଦିତ; ଆଉ ୧୦ ଲକ୍ଷ ସାଧାରଣ ଜନତାଙ୍କ ଟିକାକରଣ କରିବ ରିଲାଏନ୍ସ ଫାଉଣ୍ଡେସନ୍‌

ରିଲାଏନ୍ସ କର୍ମଚାରୀ ଓ ପରିବାର ସଦସ୍ୟଙ୍କୁ ୧୦ ଲକ୍ଷ ଟିକାକରଣ ସମ୍ପାଦିତ; ଆଉ ୧୦ ଲକ୍ଷ ସାଧାରଣ ଜନତାଙ୍କ ଟିକାକରଣ କରିବ ରିଲାଏନ୍ସ ଫାଉଣ୍ଡେସନ୍‌

2021-07-27 10:34:38
28414
Share:
Facebook
Twitter
E-Mail
WhatsApp
Telegram
ରିଲାଏନ୍ସ କର୍ମଚାରୀ ଓ ପରିବାର ସଦସ୍ୟଙ୍କୁ ୧୦ ଲକ୍ଷ ଟିକାକରଣ ସମ୍ପାଦିତ; ଆଉ ୧୦ ଲକ୍ଷ ସାଧାରଣ ଜନତାଙ୍କ ଟିକାକରଣ କରିବ ରିଲାଏନ୍ସ ଫାଉଣ୍ଡେସନ୍‌

ମୁମ୍ବାଇ / ଭୁବନେଶ୍ୱର : ଉଦ୍ୟୋଗ ଜଗତର ସବୁଠୁ ବଡ଼ ଟିକାକରଣ କାର୍ଯ୍ୟକ୍ରମ ସ୍ୱରୂପ ରିଲାଏନ୍ସ ଫାଉଣ୍ଡେସନ୍ ପକ୍ଷରୁ ବର୍ତମାନ ସୁଦ୍ଧା ୧୦ ଲକ୍ଷରୁ ଅଧିକ ଟିକାକରଣ କରାଯାଇଛି । ଏହି ଟିକାଗୁଡ଼ିକୁ ରିଲାଏନ୍ସ ଫାଉଣ୍ଡେସନ୍‌ର \"ମିସନ ଭ୍ୟାକ୍ସିନ୍ ସୁରକ୍ଷା’ ଅଧୀନରେ ଦିଆଯାଇଛି । ଦେଶରେ କୋଭିଡ୍ ଟିକାକରଣ ଅଭିଯାନକୁ ଆଗକୁ ବଢ଼ାଇ ସାଧାରଣ ଜନତାଙ୍କୁ ଅତିରିକ୍ତ ୧୦ ଲକ୍ଷ ଟିକା ଦେବ ବୋଲି ରିଲାଏନ୍ସ ଫାଉଣ୍ଡେସନ୍ ପକ୍ଷରୁ ଘୋଷଣା କରାଯାଇଛି ।

ଗତ ମାସରେ କଂପାନିର ବାର୍ଷିକ ସାଧାରଣ ବୈଠକ (ଏଜିଏମ୍‌)ରେ ରିଲାଏନ୍ସ ଫାଉଣ୍ଡେସନର ଅଧ୍ୟକ୍ଷା ଶ୍ରୀମତୀ ନୀତା ଅମ୍ବାନି ସାଧାରଣ ଜନତାଙ୍କ ଟିକାକରଣ ଲାଗି ପ୍ରତିବଦ୍ଧତା ବ୍ୟକ୍ତ କରିଥିଲେ । ସେ କହିଛନ୍ତି ଯେ ଏହି ମିସନକୁ ଦେଶବ୍ୟାପୀ ଲାଗୁ କରିବା ଏକ ବହୁତ ବଡ଼ କାର୍ଯ୍ୟ । କିନ୍ତୁ ଏହା ହେଉଛି ଆମର ଧର୍ମ । ସମସ୍ତ ଭାରତୀୟଙ୍କ ପାଇଁ ଏହା ହେଉଛି ଆମର କର୍ତବ୍ୟ, ସୁରକ୍ଷା ଓ ସୁରକ୍ଷା ପ୍ରତି ଆମର ପ୍ରତିବଦ୍ଧତା । ଆମର ଦୃଢ଼ ବିଶ୍ୱାସ ରହିଛି ଯେ ମିଳିତ ଭାବେ ଆମେ ଏହି କାର୍ଯ୍ୟ କରିପାରିବା ଏବଂ ଏହି ସଙ୍କଟରୁ ଉଦ୍ଧାର ପାଇବା ।

ରିଲାଏନ୍ସ ପକ୍ଷରୁ ଟିକାକରଣ ପାଇଁ ସାରା ଦେଶରେ ୧୭୧ କେନ୍ଦ୍ର ସ୍ଥାପନ କରାଯାଇଛି । ରିଲାଏନ୍ସ ଫାଉଣ୍ଡେସନ ଏବେ ଏନ୍‌ଜିଓଗୁଡ଼ିକ ଜରିଆରେ ଅତିିରିକ୍ତ ୧୦ ଲକ୍ଷ ଟିକା ଡୋଜ୍ ଦେବ । ସେଗୁଡ଼ିକ କାରଖାନା ଆଖପାଖରେ ବାସ କରୁଥିବା ଲୋକ ଓ ସାଧାରଣ ଜନତାଙ୍କୁ ଦିଆଯିବ ।

“ମିସନ ଭ୍ୟାକ୍ସିନ୍ ସୁରକ୍ଷା’ ଅଧୀନରେ ଟିକାର ୧୦ ଲକ୍ଷ ଡୋଜ୍ ଦିଆଯିବା କାର୍ଯ୍ୟ ଶେଷ ହୋଇଛି । କଂପାନିର ୯୮ ପ୍ରତିଶତ କର୍ମଚାରୀ ଅତି କମ୍‌ରେ ଟିକାର ଗୋଟିଏ ଲେଖାଏଁ ଡୋଜ୍ ନେଇସାରିଛନ୍ତି । କରୋନା ଟିକାକରଣ ଅଧୀନରେ କର୍ମଚାରୀ ଏବଂ ସେମାନଙ୍କ ପରିବାର ସଦସ୍ୟଙ୍କୁ ସାମିଲ କରାଯାଇଛି । ଏହା ବ୍ୟତୀତ କଂପାନି ତରଫରୁ ଅଫ୍ ରୋଲ୍ କର୍ମଚାରୀ, ସେମାନଙ୍କ ପରିବାର ସଦସ୍ୟ, ଅବସର ଗ୍ରହଣ କରିଥିବା କର୍ମଚାରୀ ତଥା ସେମାନଙ୍କ ପରିବାର ସଦସ୍ୟଙ୍କୁ ମଧ୍ୟ ସମ୍ପୂର୍ଣ୍ଣ ମାଗଣାରେ ଟିକା ଦିଆଯାଉଛି ।

କୋଭିଡ୍ ମହାମାରୀକୁ ରୋକିବା ଲାଗି ରିଲାଏନ୍ସ ଫାଉଣ୍ଡେସନ ବିଭିନ୍ନ କ୍ଷେତ୍ରରେ କାର୍ଯ୍ୟ କରୁଛି । ଏକ ଲକ୍ଷ ରୋଗୀଙ୍କୁ ଯେଭଳି ଅକ୍ସିଜେନ୍ ମିଳିପାରିବ ସେଥିପାଇଁ ବିନା ମୂଲ୍ୟରେ ମେଡିକାଲ୍ ଗ୍ରେଡ୍ ଅକ୍ସିଜେନ୍ ଉତ୍ପାଦନ କରାଯାଉଛି । ଏହା ସହିତ ସାରା ଦେଶରେ ଏହା ୨୦୦୦ କୋଭିଡ୍ କେୟାର ଶଯ୍ୟାର ଦେଖାଶୁଣାର ଦାୟିତ୍ୱ ନେଇଛି । କରୋନା ଦ୍ୱାରା ପ୍ରଭାବିତ ଲୋକଙ୍କୁ ଫାଉଣ୍ଡେସନ ତରଫରୁ ୭.୫ କୋଟି ଭୋଜନ ଉପଲବ୍ଧ କରାଯାଇଛି । ଆଗଧାଡିର କରୋନା ଯୋଦ୍ଧା, ଦିନ ମଜୁରିଆ, ପରିବହନ କର୍ମଚାରୀ, ଉଠାଦୋକାନୀ ଏବଂ ଏହିଭଳି ଅନେକ ବର୍ଗର ଲୋକଙ୍କୁ ରିଲାଏନ୍ସ ଫାଉଣ୍ଡେସନ୍ ପକ୍ଷରୁ ଏକ କୋଟିରୁ ଉର୍ଦ୍ଧ୍ୱ ମାସ୍କ ଓ ସଚେତନତା ବାର୍ତ୍ତା ପ୍ରଦାନ କରାଯାଇଛି ।

ରିଲାଏନ୍ସ ୨୦୧୯-୨୦ ଆର୍ଥିକ ବର୍ଷରେ ଦେଶର ମୋଟ ସିଏସ୍‌ଆର୍ ବ୍ୟୟର ୪ ପ୍ରତିଶତ ମହତ୍ୱପୂର୍ଣ୍ଣ ଯୋଗଦାନ ପ୍ରଦାନ କରିଛି । ଏହା ସଂଗଠିତ ଭାବରେ କରୋନା ମୁକାବିଲାରେ ଦେଶପାଇଁ ସହାୟକ ହୋଇଥିବା ବେଳେ ଟିକାକରଣ ମିଶନ୍ ଦେଶବାସୀଙ୍କ ପ୍ରତି ଯତ୍ନଶୀଳ ରହିବାନେଇ ରିଲାଏନ୍ସର ପ୍ରତିବଦ୍ଧତାକୁ ପ୍ରଦର୍ଶିତ କରିଛି ।

Powered by Froala Editor

Tags reliance industries , reliance jio

Related articles Odisha News Lens 4.1

  • ସ୍ମୃତିଙ୍କୁ ବିବାହ କରିବେ ପଲାଶ, ୨୩ରେ ହାତଗଣ୍ଠି
    ଖେଳ ଖବର

    ସ୍ମୃତିଙ୍କୁ ବିବାହ କରିବେ ପଲାଶ, ୨୩ରେ ହାତଗଣ୍ଠି

    14037
    Nov 17, 2025
  • ବାଳ ପାଇଁ ଅତ୍ୟନ୍ତ ଲାଭଦାୟକ ଅଣ୍ଡା ତେଲ
    ବିଶେଷ

    ବାଳ ପାଇଁ ଅତ୍ୟନ୍ତ ଲାଭଦାୟକ ଅଣ୍ଡା ତେଲ

    14306
    Nov 17, 2025
  • ହନୁମାନଙ୍କ ବିରୋଧରେ କହି ବିବାଦରେ ରାଜାମୌଳୀ
    ମନୋରଞ୍ଜନ

    ହନୁମାନଙ୍କ ବିରୋଧରେ କହି ବିବାଦରେ ରାଜାମୌଳୀ

    14672
    Nov 18, 2025
  •  ରାଷ୍ଟ୍ରପତିଙ୍କୁ ୨୦୨୬-୩୧ ଅବଧି ପାଇଁ ଷୋଡ଼ଶ ଅର୍ଥ ଆୟୋଗଙ୍କ ରିପୋର୍ଟ ପ୍ରଦାନ
    ଦେଶ-ଦେଶାନ୍ତର

    ରାଷ୍ଟ୍ରପତିଙ୍କୁ ୨୦୨୬-୩୧ ଅବଧି ପାଇଁ ଷୋଡ଼ଶ ଅର୍ଥ ଆୟୋଗଙ୍କ ରିପୋର୍ଟ ପ୍ରଦାନ

    14365
    Nov 18, 2025
  • ସମାଜାବାଦୀ ପାର୍ଟ ମହାସଚିବ ଆଜମ ଖାନ୍ ଓ ତାଙ୍କ ପୁଅ ଅବଦୁଲାଙ୍କୁ ଜେଲ
    ଦେଶ-ଦେଶାନ୍ତର

    ସମାଜାବାଦୀ ପାର୍ଟ ମହାସଚିବ ଆଜମ ଖାନ୍ ଓ ତାଙ୍କ ପୁଅ ଅବଦୁଲାଙ୍କୁ ଜେଲ

    14875
    Nov 18, 2025
  • ଗାନ୍ଧୀ ମୈଦାନରେ ଶପଥ ନେବେ ନୀତିଶ କୁମାର
    ଦେଶ-ଦେଶାନ୍ତର

    ଗାନ୍ଧୀ ମୈଦାନରେ ଶପଥ ନେବେ ନୀତିଶ କୁମାର

    13847
    Nov 18, 2025
  • ଗଣହତ୍ୟା ମାମଲାରେ ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହସିନାଙ୍କୁ ମୃତ୍ୟୁ ଦଣ୍ଡାଦେଶ
    ଦେଶ-ଦେଶାନ୍ତର

    ଗଣହତ୍ୟା ମାମଲାରେ ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହସିନାଙ୍କୁ ମୃତ୍ୟୁ ଦଣ୍ଡାଦେଶ

    15596
    Nov 18, 2025
  • ତୁର୍କୀର ଝିଅଙ୍କୁ ବିବାହ କଲେ ମିଲିମିଟର
    ମନୋରଞ୍ଜନ

    ତୁର୍କୀର ଝିଅଙ୍କୁ ବିବାହ କଲେ ମିଲିମିଟର

    15302
    Nov 17, 2025
  • ଗଣହତ୍ୟା ମାମଲାରେ ହସିନାଙ୍କୁ ମୃତ୍ୟୁ ଦଣ୍ଡାଦେଶ
    ଦେଶ-ଦେଶାନ୍ତର

    ଗଣହତ୍ୟା ମାମଲାରେ ହସିନାଙ୍କୁ ମୃତ୍ୟୁ ଦଣ୍ଡାଦେଶ

    14292
    Nov 17, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଗଣହତ୍ୟା ମାମଲାରେ ହସିନାଙ୍କୁ ମୃତ୍ୟୁ ଦଣ୍ଡାଦେଶ

    14292
    Nov 17, 2025
  • ଦେଶ-ଦେଶାନ୍ତର

    ଗାନ୍ଧୀ ମୈଦାନରେ ଶପଥ ନେବେ ନୀତିଶ କୁମାର

    13847
    Nov 18, 2025
  • ମନୋରଞ୍ଜନ

    ହନୁମାନଙ୍କ ବିରୋଧରେ କହି ବିବାଦରେ ରାଜାମୌଳୀ

    14672
    Nov 18, 2025

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    16856
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16952
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17297
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15769
    Apr 03, 2021

ବିଶେଷ

  • ବାଳ ପାଇଁ ଅତ୍ୟନ୍ତ ଲାଭଦାୟକ ଅଣ୍ଡା ତେଲ

    14306
    Nov 17, 2025
  • ଏହି କାରଣରୁ ବିନ୍ଧିଥାଏ ଗୋଡ

    16126
    Nov 16, 2025
  • ଶୀତଦିନ ପାଇଁ ସୁପର୍ ଫୁଡ

    15156
    Nov 15, 2025
  • ଏହି ଦିନ ପାଦରେ ପିନ୍ଧନ୍ତୁ ଝୁଣ୍ଟିଆ

    14433
    Nov 13, 2025
  • ଶୋଇବା ପୂର୍ବରୁ କ୍ଷୀର ସହିତ ଚୋବାଇ ଖାଆନ୍ତୁ ଗୁଜୁରାତି

    15291
    Nov 13, 2025

ବାଣିଜ୍ୟ

ଓଡ଼ିଶାସ୍ଥିତ ସ୍ୱେଚ୍ଛାସେବୀ ସଂଗଠନ ଏ .ଜେ.ଏସ୍‌.ଏ ଇଣ୍ଡିଆକୁ କପ୍‌ ୩୦ ସମ୍ମିଳନୀରେ ମିଳିଲା ବିଶ୍ୱସ୍ତରୀୟ ମାନ୍ୟତା

ଭୁବନେଶ୍ୱର: ଚଳିତବର୍ଷ ମିଳିତ ଜାତିସଂଘ ଓ ବ୍ରାଜିଲ ସରକାରଙ୍କ ମିଳିତ ଆନୁକୂଲ୍ୟରେ ବେଲେମ୍ସ ସହରରେ ଅନୁଷ୍ଠିତ ହେଉଥିବା କପ୍‌ ୩୦ ସମ୍ମିଳନୀରେ ଆୟୋଜିତ ଏକ ସ୍ୱତନ୍ତ୍ର ସଭାରେ ବ୍ରାଜିଲ ପ୍ରଥମ ମହିଳା ସମ୍ମାନନୀ ...

  • ଭାରତର ଉଦୀୟମାନ ଆର୍ଥିକ ଅଭିବୃଦ୍ଧି କାହାଣୀକୁ କବଜା କରିବା ପାଇଁ ବଜାଜ୍ ଫିନସର୍ଭ ଆସେଟ୍ ମ୍ୟାନେଜମେଣ୍ଟ ଲିମିଟେଡ୍ ଆରମ୍ଭ କରିଛି ଏହାର ବ୍ୟାଙ୍କିଂ ଏବଂ ଆର୍ଥିକ ସେବା ପାଣ୍ଠି

    14722
    Nov 10, 2025
  • ଆମୱେର ହୃଦୟରେ ଭାରତ ରହିଛି: ପ୍ରେସିଡେଣ୍ଟ ଓ ସିଇଓ ମାଇକେଲ ନେଲ୍‌ସନ

    14314
    Oct 30, 2025
  • ଷ୍ଟାର୍ଟଅପ୍ ମାନ୍ଦା, ବନ୍ଦ ହୋଇଗଲାଣି ଅଧାରୁ ଅଧିକ

    13959
    Oct 27, 2025
  • ବ୍ରିକ୍ସ ଆଇଏଲ୍‌ଏସ ୪ର୍ଥ ଷ୍ଟାର୍ଟଅପ୍‌ କନ୍‌କ୍ଲେଭରେ ନୁ୍ୟରୋକସ୍‌ମେଟିକ୍ସ ଦ୍ୱାରା ଅନୁପ୍ରେରିତ ହୋଇ ଜୀବଦା ପ୍ରଚଳନ କଲା ବିଶ୍ୱର ପ୍ରଥମ ଲକ୍‌ଜୁରୀ ଆୟୁର୍ବେଦ ବର୍ଗ

    15028
    Oct 13, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଗାନ୍ଧୀ ମୈଦାନରେ ଶପଥ ନେବେ ନୀତିଶ କୁମାର

    13847
    Nov 18, 2025
  • ରାଷ୍ଟ୍ରପତିଙ୍କୁ ୨୦୨୬-୩୧ ଅବଧି ପାଇଁ ଷୋଡ଼ଶ ଅର୍ଥ ଆୟୋଗଙ୍କ ରିପୋର୍ଟ ପ୍ରଦାନ

    14365
    Nov 18, 2025
  • ତୁର୍କୀର ଝିଅଙ୍କୁ ବିବାହ କଲେ ମିଲିମିଟର

    15302
    Nov 17, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In