Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, February 23, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ...

  • ତେଜସ୍ ଯୁଦ୍ଧବିମାନ ଲ୍ୟାଣ୍ଡିଂ ବେଳେ ...

  • ସଂଘର୍ଷ: ମେକ୍ସିକୋରେ ପୋଡ଼ିଦେଲେ ବସ୍

  • ଦିଲ୍ଲୀର ଏହି ଦୁଇଟି ସେନା ସ୍କୁଲକୁ ବୋମା ...

  • ନାକରୁ ପାଣି ବାହାରୁଥିଲେ ଏହା କଲେ ତୁରନ୍ତ ...

  • ସ୍ୱାମୀ ଅଭିମୁକ୍ତେଶ୍ୱରାନନ୍ଦ ...

  • ପୁଣି ଥରେ ଯନ୍ତ୍ରଣାରେ ଦୀପିକା କକ୍କର

  • ୧୦ରୁ ୧୫%କୁ ବଢ଼ିଲା ଟାରିଫ୍

  • ନୃଂଶସ ପ୍ରେମିକ : ସାନିଟାଇଜର ଢାଳି ...

  • ମନ କି ବାତ କାର୍ଯ୍ୟକ୍ରମରେ ଓଡିଶା ...

Home ›› ››ରିଲାଏନ୍‌ସ ଡିଜିଟାଲ୍ ପକ୍ଷରୁ ଡିଜିଟାଲ୍ ଇଣ୍ଡିଆ ସେଲ ଶୁଭାରମ୍ଭ ଘୋଷଣା

ରିଲାଏନ୍‌ସ ଡିଜିଟାଲ୍ ପକ୍ଷରୁ ଡିଜିଟାଲ୍ ଇଣ୍ଡିଆ ସେଲ ଶୁଭାରମ୍ଭ ଘୋଷଣା

2021-07-27 10:38:00
28524
Share:
Facebook
Twitter
E-Mail
WhatsApp
Telegram
ରିଲାଏନ୍‌ସ ଡିଜିଟାଲ୍ ପକ୍ଷରୁ ଡିଜିଟାଲ୍ ଇଣ୍ଡିଆ ସେଲ ଶୁଭାରମ୍ଭ ଘୋଷଣା

ରିଲାଏନ୍‌ସ ଡିଜିଟାଲ୍ ଜୁଲାଇ ୨୬ ରେ ଭାରତର ସର୍ବବୃହତ୍ ଇଲେକ୍‌ଟ୍ରୋନିକ୍‌ସ ସେଲ୍ - ଡିଜିଟାଲ୍ ଇଣ୍ଡିଆ ସେଲ ର ଆରମ୍ଭ କରିବାକୁ ଯାଉଛି । ଏହି ସେଲ୍ ରିଲାଏନ୍‌ସ ଡିଜିଟାଲ୍ ଓ ମାଇଁ ଜିଓ ଷ୍ଟୋରରେ ଲାଇଭ୍ ହେବ ଓ ଏହା ମଧ୍ୟ www.reliancedigital.in ରେ ଉପଲବ୍ଧ ହେବ । ଗ୍ରାହକମାନେ ବ୍ୟାପକଶ୍ରେଣୀୟ ଇଲେକଟ୍ରୋନିକ୍ ଆଇଟମ ଉପରେ ଅତୁଳନୀୟ ଡିଲ୍ ପାଇପାରିବେ ଓ ଏହା ସହିତ ଜୁଲାଇ ୨୨ ରୁ ଅଗଷ୍ଟ ୫, ୨୦୨୧ ମଧ୍ୟରେ ଏସବିଆଇ କ୍ରେଡିଟ୍ କାର୍ଡ଼ରେ ସର୍ବନିମ୍ନ ଟ.୧୦,୦୦୦/- ଟ୍ରାନ୍‌ଜାକ୍‌ସନରେ ଆଶ୍ୱସ୍ତ ୧୦% କ୍ୟାସବ୍ୟାକ୍ ଞ୍ଚ ସୁବିଧା ପାଇପାରିବେ । ସେମାନେ ମଧ୍ୟ ଏସବିଆଇ କ୍ରେଡିଟ୍ କାର୍ଡ଼ ଟ୍ରାନ୍‌ଜାକ୍‌ସନରେ ଟ.୫,୦୦୦/- ପର୍ଯ୍ୟନ୍ତ ସଂଚୟ କରିପାରିବେ । ଏହି ଅଫର ମଧ୍ୟ ଏସବିଆଇ କ୍ରେଡିଟ୍ କାର୍ଡ଼ ଇଏମଆଇ ଟ୍ରାନ୍‌ଜାକ୍‌ସନରେ ଉପଲବ୍ଧ ରହିଛି । ବ୍ୟାପକ ବର୍ଗ ଯଥା ଟେଲିଭିଜନ, ହୋମ୍ ଆପ୍ଲିଆନ୍‌ସେସ୍‌, ମୋବାଇଲ୍ ଫୋନ୍‌, ଲାପଟପ୍ ଓ ଆକ୍‌ସେସୋରିରେ ସ୍ୱତନ୍ତ୍ର ଅଫରମାନ ଉପଲବ୍ଧ ରହିଛି ।

ସ୍ମାର୍ଟଫୋନ୍ ବର୍ଗରେ, ଗ୍ରାହକମାନେ ଡିସକାଉଂଟ ଓ ଆକର୍ଷଣୀୟ କ୍ୟାସବ୍ୟାକ୍ ସୁବିଧା ପାଇପାରିବେ । ଜୁଲାଇ ୩୧ ପର୍ଯ୍ୟନ୍ତ ବଛା ବଛା ଫୋନ୍ କ୍ରୟ ଉପରେ ଦୁର୍ଘଟଣାଜନିତ କ୍ଷତି ଓ ଲିକ୍ୟୁଇଡ୍ କ୍ଷତି କଭରେଜ୍ ସୁବିଧା ରହିଛି । ଜୁଲାଇ ୨୮ ରେ ଶୁଭାରମ୍ଭ ପରେ ବହୁ ପ୍ରତୀକ୍ଷିତ ୱାନପ୍ଲସ୍ ନର୍ଡ଼୨ ସ୍ମାର୍ଟଫୋନ୍ ବିକ୍ରି ପାଇଁ ଉପଲବ୍ଧ ହେବ । ଏହା ସହିତ, କେତେକ ଲୋକପ୍ରିୟ ୱିରେବଲ୍‌ସ ଯଥା ଆପଲ୍ ୱାଚ୍ ସିରିଜ୍ ୬ ସେଲ୍ୟୁଲାର ୪୪ ମିମି ଓ ସାମସଙ୍ଗ ଗାଲାକ୍ସି ଆକ୍ଟିଭ୍ ୨ ଅତ୍ୟନ୍ତ ଆକର୍ଷଣୀୟ ମୂଲ୍ୟରେ ଉପଲବ୍ଧ ହେଉଛି । ବ୍ରାଣ୍ଡ ନ୍ୟୁ ସ୍ମାର୍ଟ ୱାଚ୍ ଫାୟାର-ବୋଲ୍‌ଟ ଏଜିଏନଆଇ ଏସପିଓ୨ ବୈଶିଷ୍ଟ୍ୟ ସହିତ ଡିଜିଟାଲ୍ ଇଣ୍ଡିଆ ସେଲରେ ସ୍ୱତନ୍ତ୍ର ଭାବରେ ଉପଲବ୍ଧ ହେବ ଯାହା ଟ.୨,୫୯୯/- ର ସ୍ୱତନ୍ତ୍ର ମୂଲ୍ୟରେ ମିଳିପାରିବ ।

ଲାପଟପ୍ ବର୍ଗରେ, ଗ୍ରାହକମାନେ ଟ.୧୪,୯୯୦/- ପର୍ଯ୍ୟନ୍ତ ଲାଭ ପାଇପାରିବେ, ଏହା ସହିତ ବ୍ୟାଙ୍କ କ୍ୟାସବ୍ୟାକ୍ ଓ ବ୍ରାଣ୍ଡ ୱାରେଂଟି ଅଫର ମଧ୍ୟ ରହିଛି । ଆସସ୍ ୧୦ମ ଜେନ୍ ଆଇ୫ ଗେମିଂ ଲାପଟପ୍ ସହିତ ୧୬ ଜିବି ରାମ୍ ଓ ୪ ଜିବି ଏନଭିଡିଆ ଜିଇଫୋର୍ସ ଜିଟିଏକ୍ସ ୧୬୫୦ ଗ୍ରାଫିକ୍‌ସ ସୁବିଧା ସ୍ୱତନ୍ତ୍ର ମୂଲ୍ୟ ଟ.୬୪,୯୯୯/- ରେ ମିଳିପାରିବ । ଆଉ ମଧ୍ୟ ମାକ୍‌ବୁକ୍ ପ୍ରୋ ଫ୍ଲାଟ ମୂଲ୍ୟ ଟ.୧,୧୨,୯୯୦/- ରେ ଉପଲବ୍ଧ ହେବ ଯେଉଁଥିରେ ଛାତ୍ର ଓ ଶିକ୍ଷକମାନଙ୍କ ପାଇଁ ଟ.୭୦୦୦/- ର ସ୍ୱତନ୍ତ୍ର ଏଚଡିଏଫସି କ୍ୟାସବ୍ୟାକ୍ ସୁବିଧା ରହିଛି । ଗ୍ରାହକମାନେ ମଧ୍ୟ ପତଳା ଓ ହାଲୁକା ଲାପଟପ୍ କିଣିପାରିବେ ଯାହାର ମୂଲ୍ୟ ଟ.୧୬,୯୯୯/- ରୁ ଆରମ୍ଭ ଅଟେ । ପତଳା ଓ ହାଲୁକା ଲାପଟପରେ ସ୍ୱତନ୍ତ୍ର ଡିଲ୍ କେବଳ ଜୁଲାଇ ୨୬ ଓ ୨୭ ରେ ଉପଲବ୍ଧ ରହିବ ।

ଇଲେକ୍‌ଟ୍ରୋନିକ୍ ଆଇଟମ ଗୁଡ଼ିକ ଉପରେ ମଧ୍ୟ ଆକର୍ଷଣୀୟ ଅଫର ଉପଲବ୍ଧ ରହିଛି । ୩୨” ସ୍ମାର୍ଟ ଟିଭି ଟ.୧୨,୯୯୦/- ର ପ୍ରାରମ୍ଭିକ ମୂଲ୍ୟରେ ମିଳିପାରିବ । ଡାଇରେକ୍ଟ-କୁଲ୍ ରେଫ୍ରିଜରେଟର ପ୍ରାରମ୍ଭିକ ମୂଲ୍ୟ ରହିଛି ଟ.୧୧,୯୯୦/- ଓ ଏହା ସହିତ ଟ.୧୯୯୯/-ର ମାଗଣା ସାମଗ୍ରୀର ଅଫର ରହିଛି । । ଟପ-ଲୋଡ୍ ୱାସିଂ ମେସିନର ପ୍ରାରମ୍ଭିକ ମୂଲ୍ୟ ରହିଛି ଟ.୧୩,୨୯୦/- ଓ ଏହା ସହିତ ଟ.୧୯୯୯/-ର ମାଗଣା ସାମଗ୍ରୀର ଅଫର ରହିଛି । ଆଉ ମଧ୍ୟ ଟ.୩,୪୯୮/- ମୂଲ୍ୟର ବ୍ରେକଫାଷ୍ଟ କମ୍ବୋ (ଏକ ସାଣ୍ଡୱିଚ ମେକର ଓ ଏକ ଇଲେକଟ୍ରିକ୍ କେଟିଲ୍‌) ସ୍ୱତନ୍ତ୍ର ମୂଲ୍ୟ ଟ.୧୧୯୯/- ରେ ଉପଲବ୍ଧ ହେବ ।

ଡିଜିଟାଲ୍ ଇଣ୍ଡିଆ ସେଲ୍ ଅନୁଭୂତିକୁ ସହଜିଆ ଫାଇନାନ୍ସ ଓ ଇଏମଆଇ ବିକଳ୍ପ ସହିତ ଆହୁରି ଆକର୍ଷଣୀୟ କରାଯାଇଛି । ଗ୍ରାହକମାନେ ମଧ୍ୟ ଇନଷ୍ଟା ଡେଲିଭରି (୩ ଘଂଟାରୁ କମ୍ ସମୟ ମଧ୍ୟରେ ଡେଲିଭରି) ଓ ନିକଟତମ ଷ୍ଟୋରରୁ ଷ୍ଟୋର ପିକ-ଅପ୍‌ ବିକଳ୍ପ ପାଇପାରିବେ । ସମସ୍ତ ଷ୍ଟୋର ଓ ଡେଲିଭରି ପାର୍ଟନରମାନେ ସମ୍ପୂର୍ଣ୍ଣ ଭାବରେ କୋଭିଡ-ସୁରକ୍ଷା ପଦକ୍ଷେପର ଅନୁପାଳନ କରୁଛନ୍ତି ଓ ଏହାର ଗ୍ରାହକ ତଥା କର୍ମଚାରୀଙ୍କ ପ୍ରତି ଯତ୍ନବାନ ରହିଛନ୍ତି ।
*ସମସ୍ତ ଅଫର ଓ ମୂଲ୍ୟରେ ସର୍ତ ଓ ବ୍ୟବସ୍ଥାବଳୀ ଲାଗୁ ହେବ ।

Powered by Froala Editor

Tags reliance digital , relinace , reliance jio

Related articles Odisha News Lens 4.1

  • ମନ କି ବାତ କାର୍ଯ୍ୟକ୍ରମରେ ଓଡିଶା ଚାଷୀଙ୍କୁ ମୋଦୀଙ୍କ ପ୍ରସଂଶା
    ଦେଶ-ଦେଶାନ୍ତର

    ମନ କି ବାତ କାର୍ଯ୍ୟକ୍ରମରେ ଓଡିଶା ଚାଷୀଙ୍କୁ ମୋଦୀଙ୍କ ପ୍ରସଂଶା

    14578
    Feb 22, 2026
  • ତେଜସ୍ ଯୁଦ୍ଧବିମାନ ଲ୍ୟାଣ୍ଡିଂ ବେଳେ ଦୁର୍ଘଟଣାଗ୍ରସ୍ତ
    ଦେଶ-ଦେଶାନ୍ତର

    ତେଜସ୍ ଯୁଦ୍ଧବିମାନ ଲ୍ୟାଣ୍ଡିଂ ବେଳେ ଦୁର୍ଘଟଣାଗ୍ରସ୍ତ

    14495
    Feb 23, 2026
  • ସଂଘର୍ଷ: ମେକ୍ସିକୋରେ ପୋଡ଼ିଦେଲେ ବସ୍
    ଦେଶ-ଦେଶାନ୍ତର

    ସଂଘର୍ଷ: ମେକ୍ସିକୋରେ ପୋଡ଼ିଦେଲେ ବସ୍

    14930
    Feb 23, 2026
  • ସ୍ୱାମୀ ଅଭିମୁକ୍ତେଶ୍ୱରାନନ୍ଦ ସରସ୍ୱତୀଙ୍କ ବିରୋଧରେ ଯୌନ ଶୋଷଣ ଅଭିଯୋଗ
    ଦେଶ-ଦେଶାନ୍ତର

    ସ୍ୱାମୀ ଅଭିମୁକ୍ତେଶ୍ୱରାନନ୍ଦ ସରସ୍ୱତୀଙ୍କ ବିରୋଧରେ ଯୌନ ଶୋଷଣ ଅଭିଯୋଗ

    13637
    Feb 22, 2026
  • ପୁଣି ଥରେ ଯନ୍ତ୍ରଣାରେ ଦୀପିକା କକ୍କର
    ମନୋରଞ୍ଜନ

    ପୁଣି ଥରେ ଯନ୍ତ୍ରଣାରେ ଦୀପିକା କକ୍କର

    13862
    Feb 22, 2026
  • ୧୦ରୁ ୧୫%କୁ ବଢ଼ିଲା ଟାରିଫ୍
    ଦେଶ-ଦେଶାନ୍ତର

    ୧୦ରୁ ୧୫%କୁ ବଢ଼ିଲା ଟାରିଫ୍

    13575
    Feb 22, 2026
  • ଦିଲ୍ଲୀର ଏହି ଦୁଇଟି ସେନା ସ୍କୁଲକୁ ବୋମା ଧମକ
    ଦେଶ-ଦେଶାନ୍ତର

    ଦିଲ୍ଲୀର ଏହି ଦୁଇଟି ସେନା ସ୍କୁଲକୁ ବୋମା ଧମକ

    14789
    Feb 23, 2026
  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ
    ବାଣିଜ୍ୟ

    ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

    15008
    Feb 23, 2026
  • ନାକରୁ ପାଣି ବାହାରୁଥିଲେ ଏହା କଲେ ତୁରନ୍ତ ମିଳିବ ଆରାମ୍
    ବିଶେଷ

    ନାକରୁ ପାଣି ବାହାରୁଥିଲେ ଏହା କଲେ ତୁରନ୍ତ ମିଳିବ ଆରାମ୍

    15234
    Feb 23, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ନାକରୁ ପାଣି ବାହାରୁଥିଲେ ଏହା କଲେ ତୁରନ୍ତ ମିଳିବ ଆରାମ୍

    15234
    Feb 23, 2026
  • ବାଣିଜ୍ୟ

    ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

    15008
    Feb 23, 2026
  • ଦେଶ-ଦେଶାନ୍ତର

    ମନ କି ବାତ କାର୍ଯ୍ୟକ୍ରମରେ ଓଡିଶା ଚାଷୀଙ୍କୁ ମୋଦୀଙ୍କ ପ୍ରସଂଶା

    14578
    Feb 22, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17350
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17419
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17761
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16237
    Apr 03, 2021

ବିଶେଷ

  • ନାକରୁ ପାଣି ବାହାରୁଥିଲେ ଏହା କଲେ ତୁରନ୍ତ ମିଳିବ ଆରାମ୍

    15234
    Feb 23, 2026
  • ହୃଦୟ ପାଇଁ ବହୁତ ଲାଭଦାୟକ ରସୁଣ

    16001
    Feb 21, 2026
  • ସପ୍ତାହରେ ତିନିରୁ ଚାରି ଥର ଚା ପିଇଲେ କମ ହୋଇଥାଏ ହୃଦରୋଗ ଆଶଙ୍କା

    14474
    Feb 20, 2026
  • କଲରା ସହିତ ଏହିସବୁ ଖାଇଲେ କ୍ଷତିକାରକ

    15242
    Feb 18, 2026
  • ହଳଦୀରେ ଭରି ରହିଛି ସ୍ବାସ୍ଥ୍ୟୋପକାରୀ ଗୁଣ

    15958
    Feb 17, 2026

ବାଣିଜ୍ୟ

ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

ଭୁବନେଶ୍ୱର: ଖିମଜୀ ଜୁଏଲର୍ସ ପକ୍ଷରୁ ନିଜର ନୂଆ ବିବାହ ଅଭିଯାନ ‘ନିଭାୟେଙ୍ଗେ ଅଲଓ୍ୱେଜ୍’ ଉନ୍ମୋଚନ କରାଯାଇଛି। ଏହା ହେଉଛି ବିବାହର ଚିରସ୍ଥାୟୀ ପ୍ରତିଶ୍ରୁତି ପ୍ରତି ଏକ ହୃଦୟସ୍ପର୍ଶୀ ସମ୍ମାନ। ଏହା କ ...

  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15112
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14963
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14476
    Feb 01, 2026
  • ହିମାଳୟ ୱେଲ୍‌ନେସ୍‌ ଏବଂ ଆର୍‌ସିବି ମହିଳା ଟିମ୍‌ ଭାରତର ଭବିଷ୍ୟତ ମହିଳା କ୍ରିକେଟର ଗଢିତୋଳିବାକୁ ହାତ ମିଳାଇଲେ

    16087
    Jan 28, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ନାକରୁ ପାଣି ବାହାରୁଥିଲେ ଏହା କଲେ ତୁରନ୍ତ ମିଳିବ ଆରାମ୍

    15234
    Feb 23, 2026
  • ୧୦ରୁ ୧୫%କୁ ବଢ଼ିଲା ଟାରିଫ୍

    13575
    Feb 22, 2026
  • ନୃଂଶସ ପ୍ରେମିକ : ସାନିଟାଇଜର ଢାଳି ଜାଳିଦେଲା ଗୁପ୍ତାଙ୍ଗ

    14763
    Feb 22, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In