ମହିଳାଙ୍କୁ ଗଣଦୁଷ୍କର୍ମ କଲେ ୨ ଦୁର୍ବୃତ୍ତ
ଭୁବନେଶ୍ୱର : ରାଜଧାନୀରେ ମହିଳାଙ୍କୁ ଗଣଦୁଷ୍କର୍ମ ହୋଇଥିବା ନେଇ ଖବର ସାମ୍ନାକୁ ଆସିଛି। ଷ୍ଟେସନରେ ଛାଡି ଦେବାକୁ କହି ୨ ଦୁର୍ବୃତ୍ତ ଗଣଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି। ତମାଣ୍ଡୋ ଥାନା ଅଞ୍ଚଳରେ ଏହି ଘଟଣା ଘଟିଥିବା ବେଳେ ପୁଲିସ ୨ ଅଭିଯୁକ୍ତକୁ ଗିରଫ କରିଛି। ପୀଡିତା ଜଣକ ପଶ୍ଚିମବଙ୍ଗର ହୋଇଥିବା ଜଣାପଡ଼ିଛି ।
Powered by Froala Editor