Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, April 01, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବିମାନରେ ଆତଙ୍କ: ମିଳିଲା ‘ଡେନ୍‌ଜର’ ...

  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

  • ୨୦୧୯ ପରେ ଭାରତରେ ପହଞ୍ଚିବ ବିଶ୍ୱର ସବୁଠୁ ...

  • ଧାନ କିଣା ଅବଧିକୁ ଆଉ ୭ ଦିନ ବୃଦ୍ଧି, ଉପକୃତ ...

  • କ୍ଷମା ମାଗି ଏମିତି କହିଲେ ନିଶିକାନ୍ତ ...

  • ଏନକାଉଣ୍ଟରରେ ଆତଙ୍କବାଦୀ ନିହତ

  • ଗୋଟିଏ ଘରୁ ୪ ସଦସ୍ୟଙ୍କ ମୃତଦେହ ଉଦ୍ଧାର

  • ରୁଷରେ ଭୟଙ୍କର ବିମାନ ଦୁର୍ଘଟଣା, ୨୯ ମୃତ

  • ବାଣିଜ୍ୟିକ ସିଲିଣ୍ଡରର ଦର ବୃଦ୍ଧି

  • ଘରେ ଅଶାନ୍ତି ବଢ଼ାଏ ଏହି ଗଛ

Home ›› ››ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

2026-04-01 20:34:16
14133
Share:
Facebook
Twitter
E-Mail
WhatsApp
Telegram
ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭୩ ହଜାର ୫୯୦ ପଏଣ୍ଟ ଉପରେ ରହିଛି ।

ସେପଟେ ସାରା ଦେଶରେ ସୁନା ଦର ଅହେତୁକ ଭାବେ ବୃଦ୍ଧି ପାଇବାରେ ଲାଗିଛି । ଦିଲ୍ଲୀରେ ୨୪ କ୍ୟାରେଟ୍ ସୁନାର ମୂଲ୍ୟ ପ୍ରତି ୧୦ ଗ୍ରାମକୁ ୧,୪୯,୬୭୦ ରେ ପହଞ୍ଚିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୩୭,୦୦୦ ଟଙ୍କା ଛୁଇଁଛି । 

ସେହିପରି ରାଜଧାନୀ  ଭୁବନେଶ୍ଵରରେ ୨୪ କ୍ୟାରେଟ ସୁନା ୧୦ଗ୍ରାମ ପ୍ରତି ୧୯୭୦ ଟଙ୍କା ବୃଦ୍ଧି ଘଟି ୧ ଲକ୍ଷ ୫୧ ହଜାର ୪୮୦ ଟଙ୍କା ହୋଇଛି। ଅନ୍ୟପଟେ ୨୨ କ୍ୟାରେଟ୍ ସୁନା ୧୦ ଗ୍ରାମ୍ ପ୍ରତି ୧୮୦୦ ଟଙ୍କା ବୃଦ୍ଧି ଘଟି ୧ ଲକ୍ଷ ୩୮ ହଜାର ୮୫୦ ଟଙ୍କା ହୋଇଛି। 


Powered by Froala Editor

Tags gold

Related articles Odisha News Lens 4.1

  • ବାଣିଜ୍ୟିକ ସିଲିଣ୍ଡରର ଦର ବୃଦ୍ଧି
    ଦେଶ-ଦେଶାନ୍ତର

    ବାଣିଜ୍ୟିକ ସିଲିଣ୍ଡରର ଦର ବୃଦ୍ଧି

    14283
    Apr 01, 2026
  • ଏନକାଉଣ୍ଟରରେ ଆତଙ୍କବାଦୀ ନିହତ
    ଦେଶ-ଦେଶାନ୍ତର

    ଏନକାଉଣ୍ଟରରେ ଆତଙ୍କବାଦୀ ନିହତ

    15053
    Apr 01, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି
    ବାଣିଜ୍ୟ

    ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14133
    Apr 01, 2026
  • ଘରେ ଅଶାନ୍ତି ବଢ଼ାଏ ଏହି ଗଛ
    ବିଶେଷ

    ଘରେ ଅଶାନ୍ତି ବଢ଼ାଏ ଏହି ଗଛ

    14160
    Apr 01, 2026
  • ବିମାନରେ ଆତଙ୍କ: ମିଳିଲା ‘ଡେନ୍‌ଜର’ ଲେଖାଥିବା ଟିସୁ
    ଦେଶ-ଦେଶାନ୍ତର

    ବିମାନରେ ଆତଙ୍କ: ମିଳିଲା ‘ଡେନ୍‌ଜର’ ଲେଖାଥିବା ଟିସୁ

    13758
    Apr 01, 2026
  • ଗୋଟିଏ ଘରୁ ୪ ସଦସ୍ୟଙ୍କ ମୃତଦେହ ଉଦ୍ଧାର
    ଦେଶ-ଦେଶାନ୍ତର

    ଗୋଟିଏ ଘରୁ ୪ ସଦସ୍ୟଙ୍କ ମୃତଦେହ ଉଦ୍ଧାର

    13523
    Apr 01, 2026
  • ୨୦୧୯ ପରେ ଭାରତରେ ପହଞ୍ଚିବ ବିଶ୍ୱର ସବୁଠୁ ଶସ୍ତା ତେଲ
    ଦେଶ-ଦେଶାନ୍ତର

    ୨୦୧୯ ପରେ ଭାରତରେ ପହଞ୍ଚିବ ବିଶ୍ୱର ସବୁଠୁ ଶସ୍ତା ତେଲ

    15475
    Apr 01, 2026
  • କ୍ଷମା ମାଗି ଏମିତି କହିଲେ ନିଶିକାନ୍ତ ଦୁବେ
    ଦେଶ-ଦେଶାନ୍ତର

    କ୍ଷମା ମାଗି ଏମିତି କହିଲେ ନିଶିକାନ୍ତ ଦୁବେ

    15381
    Apr 01, 2026
  • ଧାନ କିଣା ଅବଧିକୁ ଆଉ ୭ ଦିନ ବୃଦ୍ଧି, ଉପକୃତ ହେବେ ଚାଷୀ
    ଦେଶ-ଦେଶାନ୍ତର

    ଧାନ କିଣା ଅବଧିକୁ ଆଉ ୭ ଦିନ ବୃଦ୍ଧି, ଉପକୃତ ହେବେ ଚାଷୀ

    15241
    Apr 01, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ୨୦୧୯ ପରେ ଭାରତରେ ପହଞ୍ଚିବ ବିଶ୍ୱର ସବୁଠୁ ଶସ୍ତା ତେଲ

    15475
    Apr 01, 2026
  • ଦେଶ-ଦେଶାନ୍ତର

    ରୁଷରେ ଭୟଙ୍କର ବିମାନ ଦୁର୍ଘଟଣା, ୨୯ ମୃତ

    14968
    Apr 01, 2026
  • ବିଶେଷ

    ଘରେ ଅଶାନ୍ତି ବଢ଼ାଏ ଏହି ଗଛ

    14160
    Apr 01, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17391
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17456
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17805
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16282
    Apr 03, 2021

ବିଶେଷ

  • ଘରେ ଅଶାନ୍ତି ବଢ଼ାଏ ଏହି ଗଛ

    14160
    Apr 01, 2026
  • ପ୍ରତିଦିନ ଦୁଇଟି ରସୁଣ ପାଖୁଡା ଖାଆନ୍ତୁ, ଚମତ୍କାର ଦେଖନ୍ତୁ

    15632
    Mar 31, 2026
  • ଅନେକ ଔଷଧିୟ ଗୁଣରେ ଭରପୁର ରଜନୀଗନ୍ଧା ଫୁଲ

    15316
    Mar 30, 2026
  • ଓଜନ କମାଇବାର ସହଜ ଉପାୟ

    16139
    Mar 28, 2026
  • ଘରର ଛାତକୁ ସବୁବେଳେ ରଖନ୍ତୁ ସଫାସୁତୁରା

    15409
    Mar 27, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15305
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15035
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15539
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13834
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବିମାନରେ ଆତଙ୍କ: ମିଳିଲା ‘ଡେନ୍‌ଜର’ ଲେଖାଥିବା ଟିସୁ

    13758
    Apr 01, 2026
  • ରୁଷରେ ଭୟଙ୍କର ବିମାନ ଦୁର୍ଘଟଣା, ୨୯ ମୃତ

    14968
    Apr 01, 2026
  • ଗୋଟିଏ ଘରୁ ୪ ସଦସ୍ୟଙ୍କ ମୃତଦେହ ଉଦ୍ଧାର

    13523
    Apr 01, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In