କୁନି କୁନି ପିଲାଙ୍କୁ ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ସ୍କୁଲ ପ୍ରବେଶ ଅବସରରେ କୁନି କୁନି ପିଲାଙ୍କୁ ଶନିବାର ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ରାଜଭବନ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଏଥିପାଇଁ ଅନୁଷ୍ଠିତ ହେଉଥିବା କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଖଡି ଛୁଆଁଇଛନ୍ତି। ଓଡ଼ିଆ ପକ୍ଷ ପାଳନ ଅବସରରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ପ୍ରବେଶ ଉତ୍ସବ ଓ ଖଡ଼ି ଛୁଆଁ ଉତ୍ସବ ପାଳନ କରାଯାଇଛି।
Powered by Froala Editor