Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, April 12, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପ୍ରଥମ ଥର ଏନ୍‌କ୍ଲୋଜର ବାହାରେ ୪ଟି ଚିତା ...

  • ଆଶା ଭୋସଲେଙ୍କୁ ହୃଦଘାତ

  • ଦୁଇଚକିଆ ପେଟ୍ରୋଲ ଯାନ ଉପରେ ଲାଗିବ ରୋକ୍

  • ପଶ୍ଚିମବଙ୍ଗରେ ଏକ ବଡ଼ ରାଜନୈତିକ ...

  • ହିଙ୍ଗୋଲି ଜିଲ୍ଲାରେ ୪.୭ ତୀବ୍ରତାର ...

  • ଅମୃତଭଣ୍ଡାର ଆଶ୍ଚର୍ଯ୍ୟକାରୀ ଫାଇଦା ...

  • ବିଚାରପତି ଜଷ୍ଟିସ୍ ଯଶୱନ୍ତ ବର୍ମାଙ୍କ ...

  • ସଂସଦ ସଦସ୍ୟ ଭାବେ ନୀତିଶ କୁମାରଙ୍କ ଶପଥ ...

  • ବିଜେପିର ସଙ୍କଳ୍ପପତ୍ର ପ୍ରକାଶ କରିବା ...

  • ଟଙ୍କା ଡବଲ ଆଶାରେ ୧୨ କୋଟି ହରାଇଲେ ଡାକ୍ତର

ରାଜ୍ୟ
Home ›› ରାଜ୍ୟ ››ଆଜି ଗଣତି ହେବ ମହାପ୍ରଭୁଙ୍କ ବାହାର ରତ୍ନଭଣ୍ଡାରର ସୁନା ଅଳଙ୍କାର

ଆଜି ଗଣତି ହେବ ମହାପ୍ରଭୁଙ୍କ ବାହାର ରତ୍ନଭଣ୍ଡାରର ସୁନା ଅଳଙ୍କାର

2026-04-08 06:00:14
14101
Share:
Facebook
Twitter
E-Mail
WhatsApp
Telegram
ଆଜି ଗଣତି ହେବ ମହାପ୍ରଭୁଙ୍କ ବାହାର ରତ୍ନଭଣ୍ଡାରର ସୁନା ଅଳଙ୍କାର

ପୁରୀ: ୧୩ ଦିନର ବ୍ୟବଧାନ ପରେ ଆଜିଠାରୁ ଶ୍ରୀମନ୍ଦିର ରତ୍ନଭଣ୍ଡାର ସୁନା ଅଳଙ୍କାରର ଦ୍ବିତୀୟ ପର୍ଯ୍ୟାୟ ଗଣତିମଣତି ଆରମ୍ଭ ହେବ। ଗତ ମାସ ୨୫ରେ ମହାପ୍ରଭୁଙ୍କ ଚଳନ୍ତି ସୁନା ଅଳଙ୍କାରର ଗଣତି ପ୍ରାୟ ୮୦ ପ୍ରତିଶତ ଶେ‌ଷ ହୋଇଛି। ବୁଧବାର ବାହାର ରତ୍ନଭଣ୍ଡାରରେ ଥିବା ସୁନା ଅଳଙ୍କାରର ଗଣତି କରାଯିବ। ଏନେଇ ପୂର୍ବ ନିର୍ଦ୍ଧାରିତ ସରକାରଙ୍କ ମାର୍ଗଦର୍ଶିକା ଅନୁସରଣ କରାଯିବ ବୋଲି ଜିଲାପାଳ ତଥା ଶ୍ରୀମନ୍ଦିର ଉପମୁଖ୍ୟ ପ୍ରଶାସକ ଦିବ୍ୟାଜ୍ୟୋତି ପରିଡ଼ା ସୂଚନା ଦେଇଛନ୍ତି। ଦ୍ବିତୀୟ ପର୍ଯ୍ୟାୟ ଗଣତିମଣତି ୮ରୁ ଆରମ୍ଭ ହୋଇ ୧୧ ତାରିଖ ପର୍ଯ୍ୟନ୍ତ ଜାରି ରହିବ। ପରେ ଚଳିତ ମାସ ୧୩ ଏବଂ ତା’ପରେ ୧୬ରୁ ୧୮ ତାରିଖ ପର୍ଯ୍ୟନ୍ତ ଗଣତି ଜାରି ରହିବ। ୮ରେ ପୂର୍ବ ଭଳି ରତ୍ନଭଣ୍ଡାରର ଉଚ୍ଚସ୍ତରୀୟ କମିଟି ଅଧ୍ୟକ୍ଷ ଜ‌ଷ୍ଟିସ ବିଶ୍ବନାଥ ରଥଙ୍କ ଅଧ୍ୟକ୍ଷତାରେ ବାହାର ରତ୍ନଭଣ୍ଡାରରେ ଥିବା ସୁନା ଅଳଙ୍କାରର ଗଣତିମଣତି କରାଯିବ। ପୂର୍ବ ମାର୍ଗଦର୍ଶିକାକୁ ଅନୁକରଣ କରାଯାଇ ତଦାରଖ ଟିମ୍‌ ଓ ସମ୍ପାଦନା ଟିମ୍‌ ରହିବେ। ରତ୍ନଭଣ୍ଡାର ଭିତରକୁ କେବଳ ସମ୍ପାଦନା ଟିମ୍‌ ସଦସ୍ୟ ପ୍ରବେଶ କରିବେ। ସମସ୍ତ ଅଧିକୃତ ଟିମ୍‌ ରତ୍ନଭଣ୍ଡାର
ଭିତରକୁ ପ୍ରବେଶ ପୂର୍ବରୁ ପାରମ୍ପରିକ ପୋଷାକ ପରିଧାନ କରିବେ।

ସୂଚନାଯୋଗ୍ୟ, ବାହାର ରତ୍ନଭଣ୍ଡାରରେ ଥିବା ସୁନା ଅଳଙ୍କାର କେବଳ ସୁନାବେଶ ସମୟରେ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଲାଗି କରାଯାଇଥାଏ। ପ୍ରଥମ ପର୍ଯ୍ୟାୟ ଭଳି ଦ୍ବିତୀୟ ପର୍ଯ୍ୟାୟ ଗଣତି ବେଳେ ରତ୍ନ ବିଶାରଦ, ଶ୍ରୀମନ୍ଦିର ବଣିଆ, ରିଜର୍ଭ ବ୍ୟାଙ୍କ ଅଧିକାରୀ ଏବଂ ମାପ ବିଭାଗର ଅଧିକାରୀମାନେ କସଟି ପଥର, ରତ୍ନ ଚିହ୍ନିବା ପାଇଁ ଲେନ୍ସ ଓ ଅଳଙ୍କାର ଓଜନ ମେସିନ୍ ସହ ଭିତରକୁ ଯିବେ ବୋଲି ସୂଚନା ମିଳିଛି। ବାହାର ରତ୍ନଭଣ୍ଡାରରେ ଥିବା ସୁନା ଅଳଙ୍କାର ଗଣତି ଫଟୋଗ୍ରାଫି, ଭିଡ଼ିଓଗ୍ରାଫି ଏବଂ ୩ଡ଼ି ମ୍ୟାପିଂ କରାଯାଇ ତାଲିକା ପ୍ରସ୍ତୁତ କରାଯିବ। ଗଣତି ପ୍ରକ୍ରିୟା ଚାଲୁ ରହିବା ସମୟରେ ଶ୍ରୀଜୀଉଙ୍କ ନୀତି ସମ୍ପାଦନ ଅବ୍ୟାହତ ରହିବ। 

Powered by Froala Editor

Tags Puri temple

Related articles Odisha News Lens 4.1

  • ଦୁଇଚକିଆ ପେଟ୍ରୋଲ ଯାନ ଉପରେ ଲାଗିବ ରୋକ୍
    ଦେଶ-ଦେଶାନ୍ତର

    ଦୁଇଚକିଆ ପେଟ୍ରୋଲ ଯାନ ଉପରେ ଲାଗିବ ରୋକ୍

    15369
    Apr 11, 2026
  • ବିଚାରପତି ଜଷ୍ଟିସ୍ ଯଶୱନ୍ତ ବର୍ମାଙ୍କ ଇସ୍ତଫା
    ଦେଶ-ଦେଶାନ୍ତର

    ବିଚାରପତି ଜଷ୍ଟିସ୍ ଯଶୱନ୍ତ ବର୍ମାଙ୍କ ଇସ୍ତଫା

    15531
    Apr 10, 2026
  • ହିଙ୍ଗୋଲି ଜିଲ୍ଲାରେ ୪.୭ ତୀବ୍ରତାର ଭୂମିକମ୍ପ ଅନୁଭୂତ
    ଦେଶ-ଦେଶାନ୍ତର

    ହିଙ୍ଗୋଲି ଜିଲ୍ଲାରେ ୪.୭ ତୀବ୍ରତାର ଭୂମିକମ୍ପ ଅନୁଭୂତ

    15446
    Apr 11, 2026
  • ଅମୃତଭଣ୍ଡାର ଆଶ୍ଚର୍ଯ୍ୟକାରୀ ଫାଇଦା ବିଷୟରେ ଜାଣନ୍ତୁ.....
    ବିଶେଷ

    ଅମୃତଭଣ୍ଡାର ଆଶ୍ଚର୍ଯ୍ୟକାରୀ ଫାଇଦା ବିଷୟରେ ଜାଣନ୍ତୁ.....

    14322
    Apr 11, 2026
  • ଟଙ୍କା ଡବଲ ଆଶାରେ ୧୨ କୋଟି ହରାଇଲେ ଡାକ୍ତର
    ଦେଶ-ଦେଶାନ୍ତର

    ଟଙ୍କା ଡବଲ ଆଶାରେ ୧୨ କୋଟି ହରାଇଲେ ଡାକ୍ତର

    15101
    Apr 10, 2026
  • ବିଜେପିର ସଙ୍କଳ୍ପପତ୍ର ପ୍ରକାଶ କରିବା ସମୟରେ ଏପରି କହିଲେ ଅମିତ ଶାହ
    ଦେଶ-ଦେଶାନ୍ତର

    ବିଜେପିର ସଙ୍କଳ୍ପପତ୍ର ପ୍ରକାଶ କରିବା ସମୟରେ ଏପରି କହିଲେ ଅମିତ ଶାହ

    15617
    Apr 10, 2026
  • ପ୍ରଥମ ଥର ଏନ୍‌କ୍ଲୋଜର ବାହାରେ ୪ଟି ଚିତା ଶାବକ ଜନ୍ମ
    ଦେଶ-ଦେଶାନ୍ତର

    ପ୍ରଥମ ଥର ଏନ୍‌କ୍ଲୋଜର ବାହାରେ ୪ଟି ଚିତା ଶାବକ ଜନ୍ମ

    14607
    Apr 12, 2026
  • ପଶ୍ଚିମବଙ୍ଗରେ ଏକ ବଡ଼ ରାଜନୈତିକ ମୁକାବିଲା ହେବାକୁ ଯାଉଛି: ମୋଦୀ
    ଦେଶ-ଦେଶାନ୍ତର

    ପଶ୍ଚିମବଙ୍ଗରେ ଏକ ବଡ଼ ରାଜନୈତିକ ମୁକାବିଲା ହେବାକୁ ଯାଉଛି: ମୋଦୀ

    14599
    Apr 11, 2026
  • ଆଶା ଭୋସଲେଙ୍କୁ ହୃଦଘାତ
    ମନୋରଞ୍ଜନ

    ଆଶା ଭୋସଲେଙ୍କୁ ହୃଦଘାତ

    13903
    Apr 12, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ବିଜେପିର ସଙ୍କଳ୍ପପତ୍ର ପ୍ରକାଶ କରିବା ସମୟରେ ଏପରି କହିଲେ ଅମିତ ଶାହ

    15617
    Apr 10, 2026
  • ଦେଶ-ଦେଶାନ୍ତର

    ଦୁଇଚକିଆ ପେଟ୍ରୋଲ ଯାନ ଉପରେ ଲାଗିବ ରୋକ୍

    15369
    Apr 11, 2026
  • ଦେଶ-ଦେଶାନ୍ତର

    ଟଙ୍କା ଡବଲ ଆଶାରେ ୧୨ କୋଟି ହରାଇଲେ ଡାକ୍ତର

    15101
    Apr 10, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17412
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17469
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17822
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16298
    Apr 03, 2021

ବିଶେଷ

  • ଅମୃତଭଣ୍ଡାର ଆଶ୍ଚର୍ଯ୍ୟକାରୀ ଫାଇଦା ବିଷୟରେ ଜାଣନ୍ତୁ.....

    14322
    Apr 11, 2026
  • କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ଜାଣନ୍ତୁ....

    15565
    Apr 09, 2026
  • ଭାଙ୍ଗି ଯାଇଥିବା କାଚ ଘରେ ରଖିବା ଶୁଭଙ୍କର ନୁହେଁ

    14419
    Apr 08, 2026
  • ଆଳୁ ରସ କରିବ ତ୍ଵଚାକୁ ଗୋରା

    14604
    Apr 07, 2026
  • ତ୍ୱଚାକୁ ପ୍ରାକୃତିକ ଚମକ ଦେବ ଏହି ଫଳ

    15764
    Apr 06, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15324
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15054
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15558
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13855
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ସଂସଦ ସଦସ୍ୟ ଭାବେ ନୀତିଶ କୁମାରଙ୍କ ଶପଥ ଗ୍ରହଣ

    14641
    Apr 10, 2026
  • ପଶ୍ଚିମବଙ୍ଗରେ ଏକ ବଡ଼ ରାଜନୈତିକ ମୁକାବିଲା ହେବାକୁ ଯାଉଛି: ମୋଦୀ

    14599
    Apr 11, 2026
  • ହିଙ୍ଗୋଲି ଜିଲ୍ଲାରେ ୪.୭ ତୀବ୍ରତାର ଭୂମିକମ୍ପ ଅନୁଭୂତ

    15446
    Apr 11, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In