Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, May 13, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • NEET UG ପେପର ଲିକ୍ ମାମଲା ସୁପ୍ରିମକୋର୍ଟରେ

  • ବଢ଼ିପାରେ ତେଲ ଦର

  • ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କଲେ ...

  • ଇନଷ୍ଟାଗ୍ରାମ୍‌ରେ ତ୍ରିଶା କହିଦେଲେ ମନର ...

  • ପରସ୍ପରକୁ ଅନଫଲୋ କଲେ ମୌନି ଏବଂ ସୂରଜ

  • ନିଟ୍‌-ୟୁଜି ପ୍ରଶ୍ନପତ୍ର ଲିକ୍‌, ନାଶିକରୁ ...

  • ୩୮ ବର୍ଷରେ ଅଖିଳେଶ ଯାଦବଙ୍କ ଭାଇ ...

  • ସୁନା ୧୪ ହଜାର, ରୁପା ୩୦ ହଜାର ବଢିଲା

  • ୫୦ ପ୍ରତିଶତ ପର୍ଯ୍ୟନ୍ତ ଖସିଲା ...

  • ଭାରତ-ରୁଷିଆ ଚଳଚ୍ଚିତ୍ରଗତ ସହଯୋଗୀତା ...

ମନୋରଞ୍ଜନ
Home ›› ମନୋରଞ୍ଜନ ››ପଲାଶ-ସ୍ମୃତି ପୁଣି ଏକାଠି !

ପଲାଶ-ସ୍ମୃତି ପୁଣି ଏକାଠି !

2026-04-09 06:01:26
16221
Share:
Facebook
Twitter
E-Mail
WhatsApp
Telegram
ପଲାଶ-ସ୍ମୃତି ପୁଣି ଏକାଠି !

ସଂଗୀତକାର ପଳାଶ ମୁଛଲ ଏବଂ ଭାରତୀୟ ମହିଳା କ୍ରିକେଟ ଦଳର ବ୍ୟାଟ୍ସମ୍ୟାନ ସ୍ମୃତି ମନ୍ଧାନା ଖୁବ୍‌ଶୀଘ୍ର ବିବାହ କରିବେ ବୋଲି ଚର୍ଚ୍ଚା ହେଉଛି। ନିକଟରେ ଏକ ଭିଡିଓ ସୋସିଆଲ ଭିଡିଆରେ ଭାଇରାଲ ହେଉଛି। ଏହି ଭିଡିଓରେ ପଳାଶଙ୍କ ଭଉଣୀ ତଥା ଗାୟିକା ପଲକ ମୁଛଲ ଏବଂ ତାଙ୍କ ସ୍ବାମୀ ମିଥୁନ ସ୍ମୃତିଙ୍କ ପିତା ଶ୍ରୀନିବାସଙ୍କ ସହିତ ନଜର ଆସିଛନ୍ତି। ଭିଡିଓରେ ପଲକ ସ୍ମୃତିଙ୍କ ପିତାଙ୍କ ପାଦ ଛୁଇଁ ଆଶୀର୍ବାଦ ନେଉଥିବା ଦେଖାଯାଉଛି। ତେବେ ଏନେଇ ଉଭୟଙ୍କ ପରିବାର ପକ୍ଷରୁ କିଛି କୁହାଯାଇ ନାହିଁି। ଅନେକ ଲୋକ ଏହି ଭିଡିଓକୁ ପୁରୁଣା ବୋଲି ମଧ୍ୟ ଦାବି କରୁଛନ୍ତି। କିନ୍ତୁ ଭିଡିଓର ସତ୍ୟତା ସମ୍ପର୍କରେ କୌଣସି ସରକାରୀ ନିଶ୍ଚିତକରଣ ହୋଇନାହିଁ।

ଗତ ନଭେମ୍ବରରେ ପଲାଶ ଏବଂ ସ୍ମୃତିଙ୍କ ବିବାହ ସ୍ଥିର ହୋଇଥିଲା। କିନ୍ତୁ, ବିବାହ ଉତ୍ସବର ମାତ୍ର ଗୋଟିଏ ଦିନ ପୂର୍ବରୁ ବିବାହ ବାତିଲ କରାଯାଇଥିଲା। କ୍ରିକେଟରଙ୍କ ପିତା ଶ୍ରୀନିବାସ ମନ୍ଧାନା ଅସୁସ୍ଥ ହୋଇପଡ଼ିବାରୁ ବିବାହ ବାତିଲ ହୋଇଥିଲା। ତାଙ୍କ ପିତାଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ପରେ ବିବାହକୁ କିଛି ଦିନ ପାଇଁ ସ୍ଥଗିତ ରଖାଯାଇଥିଲା। ପରବର୍ତ୍ତୀ ସମୟରେ ପଳାଶ ସ୍ମୃତିଙ୍କ ସହିତ ପ୍ରତାରଣା କରିଥିବା ରିପୋର୍ଟ ପ୍ରକାଶ ପାଇଥିଲା। 

Powered by Froala Editor

Tags palash

Related articles Odisha News Lens 4.1

  • ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କଲେ ପୁଡୁଚେରୀର ମୁଖ୍ୟମନ୍ତ୍ରୀ ଏନ ରଙ୍ଗାସାମୀ
    ଦେଶ-ଦେଶାନ୍ତର

    ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କଲେ ପୁଡୁଚେରୀର ମୁଖ୍ୟମନ୍ତ୍ରୀ ଏନ ରଙ୍ଗାସାମୀ

    14201
    May 13, 2026
  • ଇନଷ୍ଟାଗ୍ରାମ୍‌ରେ ତ୍ରିଶା କହିଦେଲେ ମନର କଥା
    ଦେଶ-ଦେଶାନ୍ତର

    ଇନଷ୍ଟାଗ୍ରାମ୍‌ରେ ତ୍ରିଶା କହିଦେଲେ ମନର କଥା

    13763
    May 13, 2026
  • ୩୮ ବର୍ଷରେ ଅଖିଳେଶ ଯାଦବଙ୍କ ଭାଇ ପ୍ରତୀକଙ୍କ ଦେହାନ୍ତ
    ଦେଶ-ଦେଶାନ୍ତର

    ୩୮ ବର୍ଷରେ ଅଖିଳେଶ ଯାଦବଙ୍କ ଭାଇ ପ୍ରତୀକଙ୍କ ଦେହାନ୍ତ

    13506
    May 13, 2026
  • NEET UG ପେପର ଲିକ୍ ମାମଲା ସୁପ୍ରିମକୋର୍ଟରେ
    ଦେଶ-ଦେଶାନ୍ତର

    NEET UG ପେପର ଲିକ୍ ମାମଲା ସୁପ୍ରିମକୋର୍ଟରେ

    15083
    May 13, 2026
  • ୫୦ ପ୍ରତିଶତ ପର୍ଯ୍ୟନ୍ତ ଖସିଲା ପ୍ରଧାନମନ୍ତ୍ରୀଙ୍କ କାରକେଡ ଗାଡ଼ି ସଂଖ୍ୟା
    ଦେଶ-ଦେଶାନ୍ତର

    ୫୦ ପ୍ରତିଶତ ପର୍ଯ୍ୟନ୍ତ ଖସିଲା ପ୍ରଧାନମନ୍ତ୍ରୀଙ୍କ କାରକେଡ ଗାଡ଼ି ସଂଖ୍ୟା

    14267
    May 13, 2026
  • ସୁନା ୧୪ ହଜାର, ରୁପା ୩୦ ହଜାର ବଢିଲା
    ଦେଶ-ଦେଶାନ୍ତର

    ସୁନା ୧୪ ହଜାର, ରୁପା ୩୦ ହଜାର ବଢିଲା

    13640
    May 13, 2026
  • ନିଟ୍‌-ୟୁଜି ପ୍ରଶ୍ନପତ୍ର ଲିକ୍‌, ନାଶିକରୁ ଗିରଫ ମୁଖ୍ୟ ଅଭିଯୁକ୍ତ
    ଦେଶ-ଦେଶାନ୍ତର

    ନିଟ୍‌-ୟୁଜି ପ୍ରଶ୍ନପତ୍ର ଲିକ୍‌, ନାଶିକରୁ ଗିରଫ ମୁଖ୍ୟ ଅଭିଯୁକ୍ତ

    15309
    May 13, 2026
  • ଭାରତ-ରୁଷିଆ ଚଳଚ୍ଚିତ୍ରଗତ ସହଯୋଗୀତା ବୈଶ୍ୱିକ ସହ-ପ୍ରଯୋଜନା, ସାଂସ୍କୃତିକ କୂଟନୀତି ଓ ...
    ଦେଶ-ଦେଶାନ୍ତର

    ଭାରତ-ରୁଷିଆ ଚଳଚ୍ଚିତ୍ରଗତ ସହଯୋଗୀତା ବୈଶ୍ୱିକ ସହ-ପ୍ରଯୋଜନା, ସାଂସ୍କୃତିକ କୂଟନୀତି ଓ ...

    14028
    May 12, 2026
  • ବଢ଼ିପାରେ ତେଲ ଦର
    ଦେଶ-ଦେଶାନ୍ତର

    ବଢ଼ିପାରେ ତେଲ ଦର

    13852
    May 13, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ସୁନା ୧୪ ହଜାର, ରୁପା ୩୦ ହଜାର ବଢିଲା

    13640
    May 13, 2026
  • ଦେଶ-ଦେଶାନ୍ତର

    NEET UG ପେପର ଲିକ୍ ମାମଲା ସୁପ୍ରିମକୋର୍ଟରେ

    15083
    May 13, 2026
  • ଦେଶ-ଦେଶାନ୍ତର

    ଇନଷ୍ଟାଗ୍ରାମ୍‌ରେ ତ୍ରିଶା କହିଦେଲେ ମନର କଥା

    13763
    May 13, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17471
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17521
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17879
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16352
    Apr 03, 2021

ବିଶେଷ

  • ଏପରି କଲେ ଜୀବନରେ ମିଳେ ଅନେକ ସଫଳତା

    15564
    May 12, 2026
  • ଏହି ଉପାୟରେ ଖାଆନ୍ତୁ ଖାଦ୍ୟ, ଜୀବନ ହେବ ସୁସ୍ଥ

    16106
    May 09, 2026
  • ଅଧିକ ମୋବାଇଲ୍ ଦେଖୁଥିଲେ ଭୋଗିବେ ଏହି ସମସ୍ୟା

    14548
    May 07, 2026
  • କେମିତି ଦୂର କରିବେ ଟେନ୍‌ସନ୍‌

    15517
    May 05, 2026
  • ଘଣ୍ଟା ଘଣ୍ଟା ଧରି ଏସି ଚାଲିଲେ ହୋଇଥାଏ ଏମିତି ଅସୁବିଧା

    15254
    May 03, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15395
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15135
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15625
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13948
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କଲେ ପୁଡୁଚେରୀର ମୁଖ୍ୟମନ୍ତ୍ରୀ ଏନ ରଙ୍ଗାସାମୀ

    14201
    May 13, 2026
  • ୫୦ ପ୍ରତିଶତ ପର୍ଯ୍ୟନ୍ତ ଖସିଲା ପ୍ରଧାନମନ୍ତ୍ରୀଙ୍କ କାରକେଡ ଗାଡ଼ି ସଂଖ୍ୟା

    14267
    May 13, 2026
  • ପରସ୍ପରକୁ ଅନଫଲୋ କଲେ ମୌନି ଏବଂ ସୂରଜ

    13577
    May 13, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In