Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, June 26, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଏହି ଖାଦ୍ୟ ଖାଇଲେ ହେବ ଭଲ ନିଦ

  • ସଙ୍କଟ ସମୟରେ ଠିଆ ହେଉଛୁ, ସମସ୍ତ ସହାୟତା ...

  • ହର୍ମୁଜ ପ୍ରଣାଳୀ ଦେଇ ଗତି କରୁଥିବା ...

  • ଭେନେଜୁଏଲାରେ ଦୁଇଟି ଶକ୍ତିଶାଳୀ ...

  • ଶିଶୁଙ୍କୁ ସୁନା ମୁଦି ଉପହାର ଦେବେ ସରକାର

  • ହୋର୍ମୁଜ୍ ପାର୍ କଲା ଆଉ ୩୦ ଜାହାଜ

  • ଭେନେଜୁଏଲାରେ ଦୁଇଟି ଶକ୍ତିଶାଳୀ ...

  • କାବେରୀରେ ଭାସିଗଲେ ୫ ଜଣ

  • ଥରେ ନୁହେଁ, ବାରମ୍ବାର କେତନଙ୍କୁ ...

  • ଇରାନ ରାଷ୍ଟ୍ରପତି ପ୍ରଧାନମନ୍ତ୍ରୀ ...

Home ›› ››ରାଜଧାନୀବାସୀଙ୍କୁ ଘାରିଛି ଡେଙ୍ଗୁ ଭୟ, ୩୦ ଚିହ୍ନଟ

ରାଜଧାନୀବାସୀଙ୍କୁ ଘାରିଛି ଡେଙ୍ଗୁ ଭୟ, ୩୦ ଚିହ୍ନଟ

2021-07-28 07:37:49
15503
Share:
Facebook
Twitter
E-Mail
WhatsApp
Telegram
ରାଜଧାନୀବାସୀଙ୍କୁ ଘାରିଛି ଡେଙ୍ଗୁ ଭୟ, ୩୦ ଚିହ୍ନଟ

ଭୁବନେଶ୍ୱର: କରୋନାର କରାଳ କାୟା ଶେଷ ନହେଉଣୁ ଏବେ ଡେଙ୍ଗୁ ମାଡ଼ିଚାଲିଛି ।  ରାଜଧାନୀ ଭୁବନେଶ୍ୱର ପାଇଁ ସୃଷ୍ଟି ହୋଇଛି ଡବଲ୍ ଚ୍ୟାଲେଞ୍ଜ୍। ଗୋଟିଏ ପଟେ ରାଜଧାନୀରେ ଦୈନିକ କୋଭିଡ୍‌ ସଂକ୍ରମଣ ଆଖିଦୃଶିଆ ଭାବେ କମୁନଥିବା ବେଳେ ବିଏମ୍‌ସି ପାଇଁ ଏବେ ସୃଷ୍ଟି ହୋଇଛି ଡେଙ୍ଗୁ ନିୟନ୍ତ୍ରଣ ଚ୍ୟାଲେଞ୍ଜ।  କରୋନାର ଭୟ ଭିତରେ ରାଜଧାନୀବାସୀଙ୍କୁ ଘାରିଛି ଡେଙ୍ଗୁ ଭୟ। ଆଜି ଭୁବନେଶ୍ୱରରେ ଆଉ ୩୦ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଛନ୍ତି। ଏମାନଙ୍କୁ ମିଶାଇ ମୋଟ ଆକ୍ରାନ୍ତ ସଂଖ୍ୟା ୪୨୧କୁ ବୃଦ୍ଧି ପାଇଛି। ଡେଙ୍ଗୁ ରୋଗୀ ଚିହ୍ନଟ ନେଇ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ସୂଚନା ଦିଆଯାଇଛି।
ରାଜଧାନୀର ନୀଳାଦ୍ରି ବିହାର ଓ ଶୈଳଶ୍ରୀ ବିହାର ଅଞ୍ଚଳରେ ଦିନକୁ ଦିନ ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଉଛି। ୱାର୍ଡ଼ ନମ୍ବର ୭, ୧୪,୧୭ ଓ ୪୨ରେ ଡେଙ୍ଗୁ ରୋଗୀ ସଂଖ୍ୟା ଅଧିକା ରହିଛି। ଦିନକୁ ୧୫ରୁ ୨୦ଟି ଡେଙ୍ଗୁ ମାମଲା ସାମ୍ନାକୁ ଆସୁଛି। ତେବେ ଏଥିପାଇଁ ପ୍ରତିଷେଧମୂଳକ ବ୍ୟବସ୍ଥା ଗ୍ରହଣ କରାଯାଉଥିବା ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ କହିଛନ୍ତି।

Powered by Froala Editor

Tags dengue

Related articles Odisha News Lens 4.1

  • ଭେନେଜୁଏଲାରେ ଦୁଇଟି ଶକ୍ତିଶାଳୀ ଭୂମିକମ୍ପ
    ଦେଶ-ଦେଶାନ୍ତର

    ଭେନେଜୁଏଲାରେ ଦୁଇଟି ଶକ୍ତିଶାଳୀ ଭୂମିକମ୍ପ

    15627
    Jun 25, 2026
  • ହର୍ମୁଜ ପ୍ରଣାଳୀ ଦେଇ ଗତି କରୁଥିବା ଜାହାଜଗୁଡ଼ିକ ଉପରୁ ଇରାନ କୌଣସି ପ୍ରକାରର ଟିକସ ...
    ଦେଶ-ଦେଶାନ୍ତର

    ହର୍ମୁଜ ପ୍ରଣାଳୀ ଦେଇ ଗତି କରୁଥିବା ଜାହାଜଗୁଡ଼ିକ ଉପରୁ ଇରାନ କୌଣସି ପ୍ରକାରର ଟିକସ ...

    13682
    Jun 25, 2026
  • ସଙ୍କଟ ସମୟରେ ଠିଆ ହେଉଛୁ, ସମସ୍ତ ସହାୟତା ଯୋଗାଇବାକୁ ପ୍ରସ୍ତୁତ ଅଛୁ: ମୋଦି
    ଦେଶ-ଦେଶାନ୍ତର

    ସଙ୍କଟ ସମୟରେ ଠିଆ ହେଉଛୁ, ସମସ୍ତ ସହାୟତା ଯୋଗାଇବାକୁ ପ୍ରସ୍ତୁତ ଅଛୁ: ମୋଦି

    14907
    Jun 25, 2026
  • ଭେନେଜୁଏଲାରେ ଦୁଇଟି ଶକ୍ତିଶାଳୀ ଭୂମିକମ୍ପ, ଏଯାଏଁ ୩୨ ମୃତ
    ଦେଶ-ଦେଶାନ୍ତର

    ଭେନେଜୁଏଲାରେ ଦୁଇଟି ଶକ୍ତିଶାଳୀ ଭୂମିକମ୍ପ, ଏଯାଏଁ ୩୨ ମୃତ

    15058
    Jun 25, 2026
  • କାବେରୀରେ ଭାସିଗଲେ ୫ ଜଣ
    ଦେଶ-ଦେଶାନ୍ତର

    କାବେରୀରେ ଭାସିଗଲେ ୫ ଜଣ

    15198
    Jun 25, 2026
  • ଶିଶୁଙ୍କୁ ସୁନା ମୁଦି ଉପହାର ଦେବେ ସରକାର
    ଦେଶ-ଦେଶାନ୍ତର

    ଶିଶୁଙ୍କୁ ସୁନା ମୁଦି ଉପହାର ଦେବେ ସରକାର

    14275
    Jun 25, 2026
  • ଏହି ଖାଦ୍ୟ ଖାଇଲେ ହେବ ଭଲ ନିଦ
    ବିଶେଷ

    ଏହି ଖାଦ୍ୟ ଖାଇଲେ ହେବ ଭଲ ନିଦ

    15117
    Jun 26, 2026
  • ଥରେ ନୁହେଁ, ବାରମ୍ବାର କେତନଙ୍କୁ ମାରିବାକୁ ଚେଷ୍ଟା କରିଥିଲେ ସିୟା
    ଅପରାଧ

    ଥରେ ନୁହେଁ, ବାରମ୍ବାର କେତନଙ୍କୁ ମାରିବାକୁ ଚେଷ୍ଟା କରିଥିଲେ ସିୟା

    13747
    Jun 25, 2026
  • ହୋର୍ମୁଜ୍ ପାର୍ କଲା ଆଉ ୩୦ ଜାହାଜ
    ଦେଶ-ଦେଶାନ୍ତର

    ହୋର୍ମୁଜ୍ ପାର୍ କଲା ଆଉ ୩୦ ଜାହାଜ

    15288
    Jun 25, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ହର୍ମୁଜ ପ୍ରଣାଳୀ ଦେଇ ଗତି କରୁଥିବା ଜାହାଜଗୁଡ଼ିକ ଉପରୁ ଇରାନ କୌଣସି ପ୍ରକାରର ଟିକସ ଆଦାୟ କରିବ ନାହିଁ

    13682
    Jun 25, 2026
  • ଦେଶ-ଦେଶାନ୍ତର

    ଭେନେଜୁଏଲାରେ ଦୁଇଟି ଶକ୍ତିଶାଳୀ ଭୂମିକମ୍ପ

    15627
    Jun 25, 2026
  • ଦେଶ-ଦେଶାନ୍ତର

    ଇରାନ ରାଷ୍ଟ୍ରପତି ପ୍ରଧାନମନ୍ତ୍ରୀ ମୋଦୀଙ୍କୁ କଲେ ନିମନ୍ତ୍ରଣ

    15558
    Jun 24, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16946
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17563
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17614
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18010
    Sep 06, 2023

ବିଶେଷ

  • ଏହି ଖାଦ୍ୟ ଖାଇଲେ ହେବ ଭଲ ନିଦ

    15117
    Jun 26, 2026
  • ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କଖାରୁ ଫୁଲ, ମିଳିବ ଏହି ଫାଇଦା

    15217
    Jun 24, 2026
  • ଇଣ୍ଡକସନରେ ଖାଦ୍ୟ ରୋଷେଇ କରୁଥିଲେ ଏହିସବୁକୁ ଦିଅନ୍ତୁ ଧ୍ୟାନ

    15222
    Jun 22, 2026
  • ରାତିରେ ଶୋଇବା ପୂର୍ବରୁ ଗାଧୋଇଲେ ମିଳିଥାଏ ଏହିସବୁ ଲାଭ

    15051
    Jun 21, 2026
  • ମସ୍ତିଷ୍କକୁ ବୟସ୍କ କରିଦିଏ ରାଗ

    15663
    Jun 20, 2026

ବାଣିଜ୍ୟ

ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

ମୁମ୍ବାଇ, ଭାରତ । ଜୁନ ୧୬, ୨୦୨୬: ଭାରତରେ ଫିଟ୍‌ନେସ୍‌ ଉପକରଣର ସ୍ୱୟଂଚାଳିତ ଉତ୍ପାଦନ କ୍ଷେତ୍ରରେ ଏକ ଅଗ୍ରଣୀ କମ୍ପାନୀ ଜେରାଇ ଫିଟ୍‌ନେସ୍‌ ଲିମିଟେଡ ରିବକ୍‌କୁ ଏହାର ପଣ୍ୟଦ୍ରବ୍ୟ ଓ ...

  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13788
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14882
    Apr 01, 2026
  • ସୁନା୬,୭୦୦ ଟଙ୍କା କମିଲା

    15494
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15247
    Mar 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଭେନେଜୁଏଲାରେ ଦୁଇଟି ଶକ୍ତିଶାଳୀ ଭୂମିକମ୍ପ

    15627
    Jun 25, 2026
  • ହୋର୍ମୁଜ୍ ପାର୍ କଲା ଆଉ ୩୦ ଜାହାଜ

    15288
    Jun 25, 2026
  • ଇରାନ ରାଷ୍ଟ୍ରପତି ପ୍ରଧାନମନ୍ତ୍ରୀ ମୋଦୀଙ୍କୁ କଲେ ନିମନ୍ତ୍ରଣ

    15558
    Jun 24, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In