ପାକିସ୍ତାନ ଲିଙ୍କରେ ଯୁବକଙ୍କୁ ଉଠାଇ ନେଲା ଦିଲ୍ଲୀ ସ୍ପେଶାଲ ବ୍ରାଞ୍ଚ ପୁଲିସ
ଭୁବନେଶ୍ୱର : ରାଜଧାନୀ ଭୁବନେଶ୍ୱରରୁ ଶନିବାର ପୂର୍ବାହ୍ନରେ ଏକ ବଡ ଖବର ହଇଚଇ ସୃଷ୍ଟି କରିଛି। ପାକିସ୍ତାନ ଲିଙ୍କରେ ସନ୍ଦିଗ୍ଧକୁ ଉଠାଇ ନେଇଛି ପୁଲିସ। ୟୁନିଟ୍ ୬ ଅଞ୍ଚଳରୁ ଜଣେ ଯୁବକଙ୍କୁ ଦିଲ୍ଲୀ ସ୍ପେଶାଲ ବ୍ରାଞ୍ଚ ପୁଲିସ ଗିରଫ କରିଛି। ଇମାମ ନାମକ ଯୁବକଙ୍କୁ କ୍ୟାପିଟାଲ ଥାନା ଅଞ୍ଚଳରୁ ପୁଲିସ ଉଠାଇନେଇଛି। ଇମାମ ସୋସିଆଲ ମିଡିଆ ମାଧ୍ୟମରେ ଭାରତ ବିରୋଧୀ ପ୍ରଚାର କରୁଥିଲା ବୋଲି ପ୍ରାଥମିକ ତଦନ୍ତରୁୁ ଜଣାପଡ଼ିଛି।
Powered by Froala Editor