Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, June 08, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଗିରଫ ହେଲେ TMC ନେତା ଜାହାଙ୍ଗୀର ଖାନ

  • ଅବତରଣ ସମୟରେ ପ୍ରାଇଭେଟ୍ ଜେଟ୍ କ୍ରାସ, ...

  • ଓଲଟିଲା ଯାତ୍ରୀବାହୀ ବସ୍, ୨୧ ଜଣ ଜୀବନ୍ତ ...

  • ଫିଲିପାଇନ୍ସରେ ଶକ୍ତିଶାଳୀ ଭୂମିକମ୍ପ, ...

  • ଫିଲିପାଇନ୍ସରେ ଶକ୍ତିଶାଳୀ ଭୂମିକମ୍ପ, ...

  • ଲକ୍ଷେ କୋଟି ସମ୍ପତ୍ତିର ଅଧିକାରୀ ହେବେ ...

  • ୨୧ରେ ଏନ୍‌ଇଇଟି-ୟୁଜି ପରୀକ୍ଷା, ସହର ...

  • କୋର୍ଟରେ ଶାଶୁ ମଥାରେ ସିନ୍ଦୂର ଦେଲା ...

  • ଖବରକାଗଜରେ ଖାଦ୍ୟ ପ୍ୟାକ୍ କରିବା ...

  • ପିଜା ଡେଲିଭରୀ ପାଇଁ ଯାଇଥିଲେ ଭାରତୀୟ ...

ରାଜ୍ୟ
Home ›› ରାଜ୍ୟ ››ରାଜ୍ୟରେ ଆଉ ୧୭୮୪ କରୋନା ଆକ୍ରାନ୍ତ ଚିହ୍ନଟ

ରାଜ୍ୟରେ ଆଉ ୧୭୮୪ କରୋନା ଆକ୍ରାନ୍ତ ଚିହ୍ନଟ

2021-04-13 04:57:44
15820
Share:
Facebook
Twitter
E-Mail
WhatsApp
Telegram
ରାଜ୍ୟରେ ଆଉ ୧୭୮୪ କରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର : ରାଜ୍ୟରେ ଆଉ ୧୭୮୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଂଟାଇନରେ ୧୦୩୫ ଜଣ ଥିବାବେଳେ ସ୍ଥାନୀୟ ସଂସ୍ପର୍ଶରେ ଆସି ୭୪୯ ଜଣ ସଂକ୍ରମିତ ହୋଇଛନ୍ତି । ଫଳରେ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୫୩ ହଜାର ୮୬କୁ ବୃଦ୍ଧି ପାଇଛି । ସୂଚନା ଓ ଲୋକସମ୍ପର୍କ ବିଭାଗର ତଥ୍ୟ ଅନୁଯାୟୀ, ଅନୁଗୁଳରେ ୨୦, ବାଲେଶ୍ୱରରେ ୭୨, ବରଗଡ଼ରେ ୮୭, ଭଦ୍ରକରେ ୩୦, ବଲାଙ୍ଗୀରରେ ୯୧, ବୌଦ୍ଧରେ ୪, କଟକରେ ୫୯, ଦେବଗଡ଼ରେ ୧୨, ଢେଙ୍କାନାଳରେ ୨, ଗଜପତିରେ ୧୬, ଗଞ୍ଜାମରେ ୮୦, ଜଗତସିଂହପୁରରେ ୭, ଯାଜପୁରରେ ୩୩, ଝାରସୁଗୁଡ଼ାରେ ୧୦, କଳାହାଣ୍ଡିରେ ୬୮, କନ୍ଧମାଳରେ ୧୩, କେନ୍ଦ୍ରାପଡ଼ାରେ ୧୮, କେନ୍ଦୁଝରରେ ୫୪, ଖୋର୍ଦ୍ଧାରେ ୨୦୧, କୋରାପୁଟରେ ୧୦, ମାଲକାନାଗିରିରେ ୧, ମୟୂରଭଞ୍ଜରେ ୨୭, ନବରଙ୍ଗପୁରରେ ୬୭, ନୟାଗଡ଼ରେ ୧୪, ନୂଆପଡ଼ାରେ ୩୦୩, ପୁରୀରେ ୫୩, ରାୟଗଡ଼ାରେ ୨୫, ସମ୍ବଲପୁରରେ ୧୧୪, ସୋନପୁରରେ ୬, ସୁନ୍ଦରଗଡ଼ରେ ୨୪୧ ଓ ରାଜ୍ୟପୁଲରେ ୪୬ ଜଣ ସଂକ୍ରମିତ ହୋଇଛନ୍ତି ।
Tags corona

Related articles Odisha News Lens 4.1

  • ୨୧ରେ ଏନ୍‌ଇଇଟି-ୟୁଜି ପରୀକ୍ଷା, ସହର ଆଲର୍ଟମେଣ୍ଟ କଲା NTA
    ଦେଶ-ଦେଶାନ୍ତର

    ୨୧ରେ ଏନ୍‌ଇଇଟି-ୟୁଜି ପରୀକ୍ଷା, ସହର ଆଲର୍ଟମେଣ୍ଟ କଲା NTA

    15533
    Jun 08, 2026
  • ଗିରଫ ହେଲେ TMC ନେତା ଜାହାଙ୍ଗୀର ଖାନ
    ଦେଶ-ଦେଶାନ୍ତର

    ଗିରଫ ହେଲେ TMC ନେତା ଜାହାଙ୍ଗୀର ଖାନ

    13693
    Jun 08, 2026
  • ଖବରକାଗଜରେ ଖାଦ୍ୟ ପ୍ୟାକ୍ କରିବା କ୍ୟାନସରର କାରଣ
    ଦେଶ-ଦେଶାନ୍ତର

    ଖବରକାଗଜରେ ଖାଦ୍ୟ ପ୍ୟାକ୍ କରିବା କ୍ୟାନସରର କାରଣ

    13983
    Jun 08, 2026
  •   ଅବତରଣ ସମୟରେ ପ୍ରାଇଭେଟ୍ ଜେଟ୍ କ୍ରାସ, ପାଇଲଟ୍ ଓ କୋ-ପାଇଲଟ ମୃତ
    ଦେଶ-ଦେଶାନ୍ତର

    ଅବତରଣ ସମୟରେ ପ୍ରାଇଭେଟ୍ ଜେଟ୍ କ୍ରାସ, ପାଇଲଟ୍ ଓ କୋ-ପାଇଲଟ ମୃତ

    13877
    Jun 08, 2026
  • ପିଜା ଡେଲିଭରୀ ପାଇଁ ଯାଇଥିଲେ ଭାରତୀୟ ଯୁବକ, ଗୁଳି କରି ହତ୍ୟା କଲେ ଦୁର୍ବୃତ୍ତ
    ଦେଶ-ଦେଶାନ୍ତର

    ପିଜା ଡେଲିଭରୀ ପାଇଁ ଯାଇଥିଲେ ଭାରତୀୟ ଯୁବକ, ଗୁଳି କରି ହତ୍ୟା କଲେ ଦୁର୍ବୃତ୍ତ

    14845
    Jun 07, 2026
  •  ଫିଲିପାଇନ୍ସରେ ଶକ୍ତିଶାଳୀ ଭୂମିକମ୍ପ, ଉପକୂଳବର୍ତ୍ତୀ ଅଞ୍ଚଳ ପାଇଁ ସୁନାମି ସତର୍କତା ...
    ଦେଶ-ଦେଶାନ୍ତର

    ଫିଲିପାଇନ୍ସରେ ଶକ୍ତିଶାଳୀ ଭୂମିକମ୍ପ, ଉପକୂଳବର୍ତ୍ତୀ ଅଞ୍ଚଳ ପାଇଁ ସୁନାମି ସତର୍କତା ...

    14945
    Jun 08, 2026
  • ଓଲଟିଲା ଯାତ୍ରୀବାହୀ ବସ୍, ୨୧ ଜଣ ଜୀବନ୍ତ ଦଗ୍ଧ
    ଦେଶ-ଦେଶାନ୍ତର

    ଓଲଟିଲା ଯାତ୍ରୀବାହୀ ବସ୍, ୨୧ ଜଣ ଜୀବନ୍ତ ଦଗ୍ଧ

    15349
    Jun 08, 2026
  • ଫିଲିପାଇନ୍ସରେ ଶକ୍ତିଶାଳୀ ଭୂମିକମ୍ପ, ସୁନାମି ଚେତାବନୀ
    ଦେଶ-ଦେଶାନ୍ତର

    ଫିଲିପାଇନ୍ସରେ ଶକ୍ତିଶାଳୀ ଭୂମିକମ୍ପ, ସୁନାମି ଚେତାବନୀ

    14867
    Jun 08, 2026
  • କୋର୍ଟରେ ଶାଶୁ ମଥାରେ ସିନ୍ଦୂର ଦେଲା ଜ୍ବାଇଁ
    ଦେଶ-ଦେଶାନ୍ତର

    କୋର୍ଟରେ ଶାଶୁ ମଥାରେ ସିନ୍ଦୂର ଦେଲା ଜ୍ବାଇଁ

    14741
    Jun 08, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଖବରକାଗଜରେ ଖାଦ୍ୟ ପ୍ୟାକ୍ କରିବା କ୍ୟାନସରର କାରଣ

    13983
    Jun 08, 2026
  • ଦେଶ-ଦେଶାନ୍ତର

    ୨୧ରେ ଏନ୍‌ଇଇଟି-ୟୁଜି ପରୀକ୍ଷା, ସହର ଆଲର୍ଟମେଣ୍ଟ କଲା NTA

    15533
    Jun 08, 2026
  • ଦେଶ-ଦେଶାନ୍ତର

    ପିଜା ଡେଲିଭରୀ ପାଇଁ ଯାଇଥିଲେ ଭାରତୀୟ ଯୁବକ, ଗୁଳି କରି ହତ୍ୟା କଲେ ଦୁର୍ବୃତ୍ତ

    14845
    Jun 07, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16912
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17529
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17578
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17968
    Sep 06, 2023

ବିଶେଷ

  • ଶରୀରରେ ରକ୍ତ କମିଯାଉଥିଲେ ଖାଆନ୍ତୁ ଏହି ଖାଦ୍ୟ

    13948
    Jun 07, 2026
  • ଏହି ମସଲା ଖାଇଲେ ହେବନି ପେଟ ଗରମ

    13980
    Jun 05, 2026
  • ପିଲାଙ୍କ ମାନସିକତାକୁ ବୁଝି ଦିଅନ୍ତୁ ଖାଇବା

    14907
    Jun 03, 2026
  • ଏହି ଅଙ୍ଗରେ ସୁନା ପିନ୍ଧିଲେ କାହିଁକି ହୋଇଥାଏ ଅଶୁଭ ଜାଣନ୍ତୁ...

    14771
    Jun 02, 2026
  • ଚାପରୁ ମୁକ୍ତି ପାଇବାର ସରଳ ଉପାୟ

    15311
    May 31, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15455
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15197
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15684
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    14023
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଅବତରଣ ସମୟରେ ପ୍ରାଇଭେଟ୍ ଜେଟ୍ କ୍ରାସ, ପାଇଲଟ୍ ଓ କୋ-ପାଇଲଟ ମୃତ

    13877
    Jun 08, 2026
  • ଗିରଫ ହେଲେ TMC ନେତା ଜାହାଙ୍ଗୀର ଖାନ

    13693
    Jun 08, 2026
  • କୋର୍ଟରେ ଶାଶୁ ମଥାରେ ସିନ୍ଦୂର ଦେଲା ଜ୍ବାଇଁ

    14741
    Jun 08, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In