Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, September 26, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ସିକ୍କିମରେ ଭୂସ୍ଖଳନ, ୩୦ରୁ ଅଧିକ ଘର ...

  • ୫ ଦିନିଆ ବ୍ୟାଙ୍କ କାର୍ଯ୍ୟ ଦିବସକୁ ...

  • ସଂସ୍କୃତ ଜ୍ଞାନ ସହ ଆଧୁନିକ ପ୍ରଯୁକ୍ତିର ...

  • ବିଜୁଳି ବିଲ୍ ଭରିବାକୁ ଭିକ ମାଗୁଛି ରୋବଟ

  • ବିଧାନସଭା ନିର୍ବାଚନ: ୨୮୬.୯୯ କୋଟି ଟଙ୍କା ...

  • ସିକ୍କିମର ରିମ୍ବି ଅଞ୍ଚଳରେ ଭୂସ୍ଖଳନ, ...

  • ୨ରେ ‘ନୋ ୟୁପିଆଇ ଡେ’ ଭାବରେ ପାଳନ କରିବେ ...

  • ଇତିହାସ ରଚିଲେ ୱୁଶୁ ଖେଳାଳି ରୋଶିବିନା

  • ପ୍ରକ୍ରିୟା ଆରମ୍ଭ, ଫେରିଯିବ ମୌସୁମୀ

  • ୮ମ ବେତନ କମିଶନକୁ ନେଇ ଆସିଲା ବଡ଼ ଖବର, ...

ରାଜ୍ୟ
Home ›› ରାଜ୍ୟ ››ଥାନାରେ କ୍ୟାମେରା ଲାଗିବାର ବର୍ଷକ ମଧ୍ୟରେ ଅଚଳ ହୋଇପଡ଼ିଛି ସିସି କ୍ୟାମେରା

ଥାନାରେ କ୍ୟାମେରା ଲାଗିବାର ବର୍ଷକ ମଧ୍ୟରେ ଅଚଳ ହୋଇପଡ଼ିଛି ସିସି କ୍ୟାମେରା

2026-04-12 05:41:34
14320
Share:
Facebook
Twitter
E-Mail
WhatsApp
Telegram
ଥାନାରେ କ୍ୟାମେରା ଲାଗିବାର ବର୍ଷକ ମଧ୍ୟରେ ଅଚଳ ହୋଇପଡ଼ିଛି ସିସି କ୍ୟାମେରା

କଟକ: ରାଜ୍ୟର ଅଧିକାଂଶ ଥାନାରେ ଅଚଳ ହୋଇପଡ଼ିଛି ସିସି କ୍ୟାମେରା। କ୍ୟାମେରା ଲାଗିବାର ମାତ୍ର ବର୍ଷକ ମଧ୍ୟରେ ଏପରି ଅବ୍ୟବସ୍ଥା ସୃଷ୍ଟି ହୋଇଛି। ଫଳରେ ଥାନାର କାର୍ଯ୍ୟକଳାପ ଏବଂ ଜନସାଧାରଣଙ୍କ ସୁରକ୍ଷାକୁ ନେଇ ପୁଣି ଥରେ ବଡ଼ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। କ୍ୟାମେରା ଅଚଳ ଯୋଗୁଁ ସେଣ୍ଟ୍ରାଲ ମନିଟରିଂ ସିଷ୍ଟମ୍‌ (ସିଏମ୍‌‌ଏସ‌) ଠିକ୍‌ଭାବେ ଚାଲିପାରୁନାହିଁ। ୨୦୨୫ ମାର୍ଚ୍ଚ ସୁଦ୍ଧା ରାଜ୍ୟର ପ୍ରାୟ ସମସ୍ତ ଥାନାରେ ସିସି କ୍ୟାମେରା ଲଗାଯାଇଥିଲା। ବର୍ଷକ ମଧ୍ୟରେ ଅଧିକାଂଶ ଥାନାରେ ସିସି କ୍ୟାମେରା ଅଚଳ ହୋଇପଡ଼ିବା ଚିନ୍ତାର କାରଣ ପାଲଟିଛି। ଏପରିକି ଆଧୁନିକୀକରଣ ନାଁରେ ନିମ୍ନମାନର କ୍ୟାମେରା ଖଞ୍ଜାଯାଇଥିବା ନେଇ ମଧ୍ୟ ଅଭିଯୋଗ ଆସିଛି।

କେବଳ ଥାନା ନୁହେଁ ଆଉଟ୍‌ପୋଷ୍ଟ (ଫାଣ୍ଡି)ରେ ମଧ୍ୟ ୨୭ ସିସି କ୍ୟାମେରା ଅଚଳ ପଡ଼ିଛି। ଏ ସଂକ୍ରାନ୍ତରେ ପୁଲିସ ମୁଖ୍ୟାଳୟ ପକ୍ଷରୁ ସିସି କ୍ୟାମେରା ଲଗାଇଥିବା ଠିକା ସଂସ୍ଥାକୁ ଚିଠି ମାଧ୍ୟମରେ ଅବଗତ କରାଯାଇଛି। ତୁରନ୍ତ ଏହାର ମରାମତି କରିବା ଲାଗି ପୁଲିସ ମୁଖ୍ୟାଳୟ ପକ୍ଷରୁ ନିର୍ଦେଶ ଦିଆଯାଇଛି। ତେବେ ବର୍ଷକ ମଧ୍ୟରେ ଏତେସଂଖ୍ୟକ କ୍ୟାମେରା ଖରାପ ହେବା ନେଇ ବିଭିନ୍ନ ମହଲରେ ଭିନ୍ନ କଥା ଆଲୋଚନା ହେଉଛି। ବାସ୍ତବରେ କ୍ୟାମେରାଗୁଡ଼ିକ ଅଚଳ ହୋଇଛି ନା ଅଚଳ କରିଦିଆଯାଇଛି, ସେନେଇ ପ୍ରଶ୍ନ ଉଠିଛି। 

ରାଜ୍ୟର ସମସ୍ତ ଥାନା ଓ ଫାଣ୍ଡିରେ ୨୦୨୫ ମାର୍ଚ୍ଚ ୩୧ ସୁଦ୍ଧା ସିସି କ୍ୟାମେରା କାର୍ଯ୍ୟକ୍ଷମ କରିବାକୁ ସୁପ୍ରିମ୍‌କୋର୍ଟ ଏକ ଗୁରୁତ୍ବପୂର୍ଣ୍ଣ ରାୟରେ ନିର୍ଦେଶ ଦେଇଥିଲେ। ଏଥିସହ ଏହି ସମୟ ମଧ୍ୟରେ ସେଣ୍ଟ୍ରାଲ ମନିଟରିଂ ସିଷ୍ଟମ୍‌ (ସିଏମ୍‌ଏସ) ଓ ଭିଡ଼ିଓ ମ୍ୟାନେଜମେଣ୍ଟ ସିଷ୍ଟମ (ଭିଏମ୍‌ଏସ)ରେ ଯୋଡ଼ିବା କାର୍ଯ୍ୟ ସାରିବାକୁ ମଧ୍ୟ ସର୍ବୋଚ୍ଚ ନ୍ୟାୟାଳୟ ରାଜ୍ୟ ସରକାର ଓ ଗୃହ ବିଭାଗକୁ ନିର୍ଦେଶ ଦେଇଥିଲେ। ନ୍ୟାୟାଳୟଙ୍କ ନିର୍ଦେଶ ମୁତାବକ ରାଜ୍ୟର ୩୬ଟି ପୁଲିସ ଜିଲା ଅଧୀନରେ ଥିବା ୬୪୫ ଥାନା ଓ ୨୯୫ଟି ଫାଣ୍ଡିରେ ମଧ୍ୟ ସିସି କ୍ୟାମେରା ଲଗାଯିବା ପାଇଁ ଯୋଜନା କାର୍ଯ୍ୟକାରୀ ହୋଇଥିଲା। ରାଜ୍ୟର ୮୫% ଥାନାରେ ସେଣ୍ଟ୍ରାଲ ମନିଟରିଂ ସିଷ୍ଟମ୍‌ (ସିଏମ୍‌‌ଏସ‌) ସହ ସଂଯୁକ୍ତ କରାଯାଇଥିଲା। କ୍ୟାମେରା ଲଗାଯିବାର ବର୍ଷକ ମଧ୍ୟରେ ଅଧିକାଂଶ ଥାନା ଓ ଫାଣ୍ଡିରେ କ୍ୟାମେରା ଅଚଳ ହୋଇପଡ଼ିଛି। ଏପରିକି ୫ଟି ପୁଲିସ ଷ୍ଟେସନ ସମ୍ପୂର୍ଣ୍ଣ ଭାବେ ଅଫ୍‍ଲାଇନ ରହିଛି। ବର୍ଷକ ମଧ୍ୟରେ ୩୦୦ରୁ ଊର୍ଦ୍ଧ୍ବ କ୍ୟାମେରା ଅଚଳ ହେବା ଅନେକ ପ୍ରଶ୍ନବାଚୀ ସୃଷ୍ଟି କରୁଛି। ଏ ସମ୍ପର୍କରେ ଏଡିଜି (ଲ ଆଣ୍ଡ ଅର୍ଡର) ଓଡ଼ିଶା କଂପ୍ୟୁଟର ଆପ୍ଲିକେସନ ସେଣ୍ଟର (ଓକାକ)ର ସିଇଓଙ୍କୁ ଏକ ପତ୍ର ଲେଖି ଅବଗତ କରାଇଛନ୍ତି। କ୍ରିଷ୍ଟାଲ ଇଣ୍ଟିଗ୍ରେଟେଡ୍‍ ସର୍ଭିସ ଲିମିଟେଡ୍‌ (କ୍ରିଷ୍ଟାଲ) ଓ କେରଳ ଷ୍ଟେଟ୍‌ ଇଲେକ୍ଟ୍ରୋନିକ୍ସ ଡେଭଲପମେଣ୍ଟ କର୍ପୋରେସନ (କେଲଟର୍ଣ୍ଣ) ସଂସ୍ଥା ପକ୍ଷରୁ ଏହିସବୁ କ୍ୟାମେରା ଲଗାଯାଇଥିଲା।

ଏବେ ଅଚଳାବସ୍ଥା ଦୂର କରିବା ପାଇଁ ସମ୍ପୃକ୍ତ ଏଜେନ୍ସିମାନଙ୍କୁ ତୁରନ୍ତ କାର୍ଯ୍ୟାଦେଶ ଦେବାକୁ ପୁଲିସ ବିଭାଗ ନିର୍ଦ୍ଦେଶ ଦେଇଛି। ବୈଷୟିକ ତ୍ରୁଟି, ବିଦ୍ୟୁତ୍‌ ସଂଯୋଗରେ ସମସ୍ୟା କିମ୍ବା ନୂତନ ଗୃହକୁ ସ୍ଥାନାନ୍ତର ଯୋଗୁଁ ଯେଉଁ ଷ୍ଟେସନ ଅଫ୍‍ଲାଇନ ରହିଛି, ସେଗୁଡ଼ିକୁ ପ୍ରାଥମିକତା ଭିତ୍ତିରେ ସଜାଡ଼ିବାକୁ କୁହାଯାଇଛି।

Powered by Froala Editor

Tags Camera

Related articles Odisha News Lens 4.1

  • ୮ମ ବେତନ କମିଶନକୁ ନେଇ ଆସିଲା ବଡ଼ ଖବର, କେତେ ମିଳିବ ଦରମା ଜାଣନ୍ତୁ....
    ଦେଶ-ଦେଶାନ୍ତର

    ୮ମ ବେତନ କମିଶନକୁ ନେଇ ଆସିଲା ବଡ଼ ଖବର, କେତେ ମିଳିବ ଦରମା ଜାଣନ୍ତୁ....

    15314
    Sep 25, 2026
  • ବିଜୁଳି ବିଲ୍ ଭରିବାକୁ ଭିକ ମାଗୁଛି ରୋବଟ
    ଦେଶ-ଦେଶାନ୍ତର

    ବିଜୁଳି ବିଲ୍ ଭରିବାକୁ ଭିକ ମାଗୁଛି ରୋବଟ

    14125
    Sep 26, 2026
  •  ବିଧାନସଭା ନିର୍ବାଚନ: ୨୮୬.୯୯ କୋଟି ଟଙ୍କା ପଶ୍ଚିମବଙ୍ଗରେ ବ୍ୟୟ କରିଛି ବିଜେପି
    ଦେଶ-ଦେଶାନ୍ତର

    ବିଧାନସଭା ନିର୍ବାଚନ: ୨୮୬.୯୯ କୋଟି ଟଙ୍କା ପଶ୍ଚିମବଙ୍ଗରେ ବ୍ୟୟ କରିଛି ବିଜେପି

    14681
    Sep 25, 2026
  • ୨ରେ ‘ନୋ ୟୁପିଆଇ ଡେ’ ଭାବରେ ପାଳନ କରିବେ ବ୍ୟବସାୟୀ
    ଦେଶ-ଦେଶାନ୍ତର

    ୨ରେ ‘ନୋ ୟୁପିଆଇ ଡେ’ ଭାବରେ ପାଳନ କରିବେ ବ୍ୟବସାୟୀ

    13735
    Sep 25, 2026
  • ସିକ୍କିମରେ ଭୂସ୍ଖଳନ, ୩୦ରୁ ଅଧିକ ଘର ଛାରଖାର
    ଦେଶ-ଦେଶାନ୍ତର

    ସିକ୍କିମରେ ଭୂସ୍ଖଳନ, ୩୦ରୁ ଅଧିକ ଘର ଛାରଖାର

    15444
    Sep 26, 2026
  • ସଂସ୍କୃତ ଜ୍ଞାନ ସହ ଆଧୁନିକ ପ୍ରଯୁକ୍ତିର ଅନନ୍ୟ ମିଶ୍ରଣ, ୯ ବର୍ଷରେ ୪ ହଜାର ପାଣିନି ...
    ଦେଶ-ଦେଶାନ୍ତର

    ସଂସ୍କୃତ ଜ୍ଞାନ ସହ ଆଧୁନିକ ପ୍ରଯୁକ୍ତିର ଅନନ୍ୟ ମିଶ୍ରଣ, ୯ ବର୍ଷରେ ୪ ହଜାର ପାଣିନି ...

    14944
    Sep 26, 2026
  • ୫ ଦିନିଆ ବ୍ୟାଙ୍କ କାର୍ଯ୍ୟ ଦିବସକୁ ମିଳିଲାନି ସହମତି
    ଦେଶ-ଦେଶାନ୍ତର

    ୫ ଦିନିଆ ବ୍ୟାଙ୍କ କାର୍ଯ୍ୟ ଦିବସକୁ ମିଳିଲାନି ସହମତି

    13539
    Sep 26, 2026
  • ପ୍ରକ୍ରିୟା ଆରମ୍ଭ, ଫେରିଯିବ ମୌସୁମୀ
    ଦେଶ-ଦେଶାନ୍ତର

    ପ୍ରକ୍ରିୟା ଆରମ୍ଭ, ଫେରିଯିବ ମୌସୁମୀ

    14883
    Sep 25, 2026
  • ସିକ୍କିମର ରିମ୍ବି ଅଞ୍ଚଳରେ ଭୂସ୍ଖଳନ, ପର୍ବତ ଢାଲରୁ ପ୍ରବାହିତ ହେଉଛି ବହୁ ପରିମାଣରେ ...
    ଦେଶ-ଦେଶାନ୍ତର

    ସିକ୍କିମର ରିମ୍ବି ଅଞ୍ଚଳରେ ଭୂସ୍ଖଳନ, ପର୍ବତ ଢାଲରୁ ପ୍ରବାହିତ ହେଉଛି ବହୁ ପରିମାଣରେ ...

    13456
    Sep 25, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ସିକ୍କିମର ରିମ୍ବି ଅଞ୍ଚଳରେ ଭୂସ୍ଖଳନ, ପର୍ବତ ଢାଲରୁ ପ୍ରବାହିତ ହେଉଛି ବହୁ ପରିମାଣରେ କାଦୁଅ ଏବଂ ଭଗ୍ନାବଶେଷ

    13456
    Sep 25, 2026
  • ଦେଶ-ଦେଶାନ୍ତର

    ୫ ଦିନିଆ ବ୍ୟାଙ୍କ କାର୍ଯ୍ୟ ଦିବସକୁ ମିଳିଲାନି ସହମତି

    13539
    Sep 26, 2026
  • ଦେଶ-ଦେଶାନ୍ତର

    ବିଧାନସଭା ନିର୍ବାଚନ: ୨୮୬.୯୯ କୋଟି ଟଙ୍କା ପଶ୍ଚିମବଙ୍ଗରେ ବ୍ୟୟ କରିଛି ବିଜେପି

    14681
    Sep 25, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17125
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17812
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17785
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18195
    Sep 06, 2023

ବିଶେଷ

  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15618
    Sep 23, 2026
  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଦ୍ୱାରା ହୋଇଥାଏ ଏହି ଅସୁବିଧା

    15180
    Sep 21, 2026
  • ଅଫିସ ବ୍ୟାଗ୍ ରଖନ୍ତୁ ଏହି ସ୍ଥାନରେ

    14556
    Sep 18, 2026
  • ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି

    14795
    Sep 11, 2026
  • ଖଜୁରିରେ ଭରି ରହିଛି ଅନେକ ପ୍ରକାର ଉପକାରୀ ଗୁଣ, ଜାଣନ୍ତୁ କ’ଣ ?

    16425
    Sep 09, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମର ଦକ୍ଷତା ବିକାଶ ପଦକ୍ଷେପ କାଳାହାଣ୍ଡିର ୧୦୦୦ ରୁ ଅଧିକ ଯୁବକଯୁବତୀଙ୍କ ଦକ୍ଷତା ବୃଦ୍ଧି ସହିତ ଜୀବିକା ନିର୍ବାହରେ ସହାୟକ ହୋଇଛି

ଭୁବନେଶ୍ୱର : କଳାହାଣ୍ଡିର ଯୁବକଯୁବତୀଙ୍କ ପାଇଁ ଧନ୍ଦାମୂଳକ ତାଲିମ ଏବଂ ସ୍ଥାୟୀ ଜୀବିକା ନିର୍ବାହ ଏକ ଗୁରୁତ୍ୱପୂର୍ଣ୍ଣ ଆହ୍ୱାନ ହୋଇ ରହିଛି। ଏହି ଆବଶ୍ୟକତାକୁ ପୂରଣ କରି, ବେଦାନ୍ତ ଆଲୁମିନିୟମ ସ୍ଥାନୀୟ ଅଞ୍ଚଳର ଯୁ ...

  • ଆଇଆଇଏ ଓଡ଼ିଶା ଚାପ୍ଟରର ନୂଆ ଏକଜିକ୍ୟୁଟିଭ କମିଟି ୨୦୨୬-୨୮ ନିମନ୍ତେ ଦାୟିତ୍ଵ ଗ୍ରହଣ କଲେ

    14422
    Sep 17, 2026
  • EPFOରେ ବଡ଼ ପରିବର୍ତ୍ତନ, ୧୫,୦୦୦ ଟଙ୍କାରୁ ୨୫,୦୦୦ ବଢ଼ିଲା ଟଙ୍କା ସୀମା

    15617
    Sep 17, 2026
  • ବେଦାନ୍ତ ଆଲୁମିନିୟମର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିର ଗ୍ରାମାଞ୍ଚଳରେ ଜଳସେଚନ ସୁବିଧାକୁ ସୁଦୃଢ଼ କରିଛି

    15381
    Sep 16, 2026
  • ୯ ଅକ୍ଟୋବରରୁ ଫ୍ଲିପକାର୍ଟର Big Billion Days Sale !

    14671
    Sep 12, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ସଂସ୍କୃତ ଜ୍ଞାନ ସହ ଆଧୁନିକ ପ୍ରଯୁକ୍ତିର ଅନନ୍ୟ ମିଶ୍ରଣ, ୯ ବର୍ଷରେ ୪ ହଜାର ପାଣିନି ସୂତ୍ର ମୁଖସ୍ଥ

    14944
    Sep 26, 2026
  • ୨ରେ ‘ନୋ ୟୁପିଆଇ ଡେ’ ଭାବରେ ପାଳନ କରିବେ ବ୍ୟବସାୟୀ

    13735
    Sep 25, 2026
  • ସିକ୍କିମରେ ଭୂସ୍ଖଳନ, ୩୦ରୁ ଅଧିକ ଘର ଛାରଖାର

    15444
    Sep 26, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In